କେନ୍ଦ୍ରାପଡ଼ାରେ ବି ସାର୍ଟିଫିକେଟ୍ ଜାଲିଆତି । ଯେତେ ଅଧିକ ଟଙ୍କା, ସେତେ ଅଧିକ ମାର୍କ ।
ଆଜି ୪୦ରୁ ୫୦ କିମି, କାଲି ୩୦ରୁ ୪୦ କିମି ବେଗରେ ପବନ ବହିପାରେ
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଗାଁରେ ରହୁଥିଲା, ହେଲେ ବିଜୁଳି ଖୁଣ୍ଟରେ ଲାଗି ଜୀବନ ଚାଲିଗଲା । ଆଉ ମାଙ୍କଡ଼ର ମୃତ୍ୟୁ ପରେ ଶୋକରେ ବୁଡ଼ିଗଲେ ଗାଁ ଲୋକେ । ମାଙ୍କଡ଼ର ଦେହାନ୍ତ ହେବା ପରେ କୀର୍ତ୍ତନ କରି ଶତ୍କାର କରିବା ସହିତ ଶୁଦ୍ଧକ୍ରିୟା ବି କରିଥିଲେ । ଖାଲି ଶୁଦ୍ଧକ୍ରିୟା ନୁହେଁ ବରଂ ମାଙ୍କଡ଼ର ଫଟୋକୁ ଧରି ଆଜି ବି ଭଜନ କୀର୍ତ୍ତନରେ ଗାଁ ପରିକ୍ରମା କରୁଛନ୍ତି ଲୋକେ । ଗୋଟିଏ ଗାଁରେ ମାଙ୍କଡ଼ ମରିଥିଲେ ବି ପାଖ ଗାଁର କୀର୍ତ୍ତନିଆ ଦଳ ଆସି ସେହି ଗାଁରେ କରୁଛନ୍ତି କୀର୍ତ୍ତନ
ଜୀବନ ବିନ୍ଦୁ ରକ୍ତ ସଂକଟ ଦୂର ପାଇଁ ଦଳର ଏଇ କାର୍ଯ୍ୟକ୍ରମକୁ ଜନ ଆନ୍ଦୋଳନ କୁହେ ବିଜେଡି । ହେଲେ ବାସ୍ତବରେ ଦଳର ଏ ମହତ ଅଭିଯାନ ଚାଲିଛି କେମିତି ? ସତର କିଭଳି ଭିତ୍ତି ଉପରେ ଚାଲିଛି ଦଳର ଏ ଫ୍ଲାଗସିପ୍ ପ୍ରୋଗ୍ରାମ ?
‘ପିସି ନାହିଁ ତ କାମ ନାହିଁ, ହାତଗୁଞ୍ଜା ନଦେଲେ ଫାଇଲ ଚାଲିବା ବନ୍ଦ’ । ରାଜ୍ୟରେ ଆଦୌ ପିସି କାରବାର ହେଉନି ଏବଂ ଏକ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଚାଲିଛି ବୋଲି ବିଧାନସଭାରେ ସରାକାରଙ୍କ ବାହାସ୍ଫୋଟ ପରେ ଏ ହେଉଛି ଗ୍ରାଉଣ୍ଡର ସ୍ଥିତି ।
SHGଙ୍କ ପାଇଁ ଆସୁଥିବା ଟଙ୍କାରେ ମହାଜନୀ କାରବାର । କେଉଁଠି ସବୁ ଅର୍ଥ ଚଳୁ ତ କେଉଁଠି ସୁଧ ବେପାର ଅଭିଯୋଗ ।
ରାଜ୍ୟର ୭ ସହରରେ ପ୍ରଦୂଷଣ ମାତ୍ରା ବିପଦଜନକ ସ୍ଥିତିରୋ ଏହାକୁ ଦୃଷ୍ଟିରେ ରଖି ଏହି ସହର ଗୁଡ଼ିକୁ ନନ୍ ଆଟେନ୍ମେଣ୍ଟ ସିଟି ଭାବେ ଚିହ୍ନଟ କରାଯାଇଛି।
କଳିରୁ ପ୍ରଥମେ ଗାଡିରୁ ସ୍ତ୍ରୀ ଓ ପୁଅକୁ ଓହ୍ଲାଇ ପଳାଇଥିଲା ସ୍ୱାମୀ । ସ୍ୱାମୀ ଯିବା ପରେ ଅନ୍ୟ ଜଣଙ୍କ ସହ ବାଇକରେ ପଳାଇଥିଲେ ସ୍ତ୍ରୀ । ରାତିରେ ପାଟ୍ରୋଲିଂ ବେଳେ ରାସ୍ତାରୁ ଛୁଆକୁ ଉଦ୍ଧାର କଲା ପୋଲିସ ।
୩ ମାସର କଠିନ ପରିଶ୍ରମ ଓ ଲକ୍ଷାଧିକ ଟଙ୍କାର ତରଭୁଜ ଓ ପନି ପରିବା ଗତକାଲି ବର୍ଷା ଓ କୁଆ ପଥର ମାଡ଼ରେ ନଷ୍ଟ ହେବାକୁ ବସିଲାଣି । ତେଣୁ କେମିତି ଫସଲକୁ ବଞ୍ଚାଇବେ ସେନେଇ କସରତ କରୁଛି ଚାଷୀ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ କୃଷ୍ଣନଗର ଗାଁର ୧୦ ଜଣ ଚାଷୀଙ୍କର ଏବେ ସମଦଶା । ପାଖାପାଖି ୧୬ ଏକର ଜମିରେ ୧୦ ଲକ୍ଷ ଟଙ୍କା ବିନିଯୋଗ କରି ତରଭୁଜ ଓ ପନିପରିବା ଚାଷ କରିଥିଲେ । ଖରାଦିନେ ଲାଲ ଟକଟକ ମିଠା ତରଭୁଜ ବିକି ଭଲ ଦୁଇ ପଇସା ରୋଜଗାର କରିବେ ବୋଲି ଆଶା ରଖିଥିଲେ । ହେଲେ ସବୁ ଆଶା ଆଶାରେ ହିଁ ରହିଗଲା
ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି।
ଲାଇନ୍ କାଟିବାର କାରଣ ଜାଣିଲେ ଆପଣ ବି ମୁଣ୍ଡରେ ହାତ ଦେବେ । ଆଉ ବିଦ୍ୟୁତ୍ ବିଭାଗର କର୍ମଚାରୀଙ୍କୁ ମନେ ମନେ ଗାଳି ବି ଦେବେ । କାରଣ ନିଜର ଭୁଲ ଲାଗି ବିଜୁଳି ବିଲ୍ ସଂଗ୍ରହ କରିପାରିଲା ନାହିଁ ବିଭାଗ । ତେଣୁ ଅଧିକାଂଶ ଟଙ୍କା ବକେୟା ରହିଗଲା । ତେଣୁ ବକେୟା ଟଙ୍କା ବାହାନାରେ ଏବେ ଗାଁରୁ ବିଜୁଳି କାଟିଦେଲା ବିଭାଗ । ଲାଇନ୍ କଟିବାରୁ ତିନିଟି ଗାଁ ୩ ଦିନ ହେଲାଣି ଅନ୍ଧାରେ ରହିଛି ।
କୁଆପଥର ମାଡ଼ ସହ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଛାତ୍ରଛାତ୍ରୀଙ୍କୁ ଯୁକ୍ତ ଦୁଇ ପରୀକ୍ଷାରେ ପାସ୍ କରାଇ ଦେବାର ଲୋଭ ଦେଖାଇ ଲକ୍ଷାଧିକ ଟଙ୍କା ଠକି ଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ୍ ଗିରଫ କରିଛି।
ହୁତୁ ହୁତୁ ହୋଇ ଜଳୁଛି ଜଙ୍ଗଲ। ଏଥିରେ ଲାଗି ପାରୁନି ରୋକ୍। ପ୍ରାୟ ୧୫ ହଜାର ସ୍ଥାନରେ ନିଆଁ ଲାଗିଥିବା ପଛରେ ନିଆଁ ଲିଭାଇବା କାମରେ ବନ କର୍ମଚାରୀ ଲାଗିଛନ୍ତି।
ଜନବସତି ମୁହାଁ ଜଙ୍ଗଲ ଯନ୍ତୁଙ୍କୁ ନେଇ ଚିନ୍ତା । ନିଆଁ ଲଗାଉଥିବା ବ୍ୟକ୍ତି ସମ୍ପର୍କରେ ଖବର ଦେଲେ ୧୦ ହଜାର ପୁରସ୍କାର ।
୨୭ ବର୍ଷିୟ ଜିନା ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଇତିହାସ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର
ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବ ସମ୍ଭାବନା
ଦାଦନ, ନାବାଳିକା ବିବାହ ଓ ଆର୍ଥିକ ସମସ୍ୟା ପାଇଁ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେଉନଥିବା କୁହାଯାଉଛି । କିନ୍ତୁ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ପରୀକ୍ଷା ପରେ ଅନୁପସ୍ଥିତ ଛାତ୍ରଛାତ୍ରୀଙ୍କ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ନିଆଯିବ ।
ବିଜେପିରେ ମିଶିଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ ଓ ତାଙ୍କ ସ୍ୱାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ। ସାଂସଦ ପ୍ରତାପ ଷଡ଼ଙ୍ଗୀ ଉଭୟଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଥିଲେ ।
ଦିନ ଥିଲା ଏଠି ଅକାତ ଅକାତ ପାଣି ଥିଲା । ଲୋକେ ଆସୁଥିଲେ, ବୋଟରେ ବୁଲୁଥିଲେ । କିନ୍ତୁ ଜଳ ଭଣ୍ଡାରରେ ହେଲେ ଏବେ ଏଠି ନାହିଁ ଜଳଶୟର ଚିହ୍ନବର୍ଣ୍ଣ ।