• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Balasore

Odisha Train Mishap
‘ଭଗବାନ ମୋ ଭାଇକୁ ଫେରାଇ ଦିଅ’...୧୪ ବର୍ଷ ପରେ ଘରକୁ ଆସିଥିଲା ପୁଅ, ସବୁଦିନ ପାଇଁ ଦୁନିଆ ଛାଡ଼ି ଚାଲିଗଲା

ଦୀର୍ଘ ୧୪ ବର୍ଷ ପରେ ମା’ର ଶେଷକୃତ୍ୟରେ ଯୋଗଦେବା ପାଇଁ ଘରକୁ ପୁଅ ଆସିଥିଲା। ହେଲେ ସେ ଜାଣିନଥିଲେ ଏହି ଶେଷକୃତ୍ୟ ପରବର୍ତ୍ତୀ ସମୟରେ ତାଙ୍କ ଶେଷକୃତ୍ୟ ପାଲଟିଯିବ।

Train Accident In Odisha
ରେଳ ଦୁର୍ଘଟଣା ମୃତ୍ୟୁ ସଂଖ୍ୟା ୨୬୧କୁ ବୃଦ୍ଧି:ସମୟ ଯେତିକି ବଢ଼ୁଛି,ସାମ୍ନାକୁ ଆସୁଛି ସେତିକି କରୁଣ ଦୃଶ୍ୟ...

ସମୟ ଯେତିକି ବଢ଼ୁଛି, ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ମଧ୍ୟ ସେତିକି ବଢ଼ୁଛି। ବାଲେଶ୍ୱର ବାହନଗା ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୬୧କୁ ବୃଦ୍ଧି ପାଇଛି।

Train Accident In Odisha
ଓଡ଼ିଶାରେ ଛାତିଥରା ଟ୍ରେନ୍‌ ଟ୍ରାଜେଡି: ଉଦ୍ଧାର କାର୍ଯ୍ୟ ପାଇଁ ନିଜ ହେଲିକପ୍ଟର ଅଫର କଲେ ବୈଜୟନ୍ତ

ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାକୁ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମର୍ମାହତ ହୋଇଛନ୍ତି।  ଏଭଳି ଦୁଃଖଦ ସମୟରେ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ  ସେ ତାଙ୍କର ହେଲିକପ୍ଟର ଅଫର କରିଛନ୍ତି।

Train Mishap: PM Modi To Visit Odisha
ଛାତିଥରା ଟ୍ରେନ୍‌ ଦୁର୍ଘଟଣା: ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଗତକାଲି ବାଲେଶ୍ୱର ଜିଲ୍ଲା ବାହନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି। ସ୍ଥିତିର ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଆସୁଛନ୍ତି।

Odisha Train Mishap
ଓଡ଼ିଶାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା: ଅଘଟଣ ପରେ ଏହିସବୁ ଟ୍ରେନ୍‌ ବାତିଲ୍‌, ହେଲ୍‌ପ୍‌ ଲାଇନ୍‌ ନମ୍ବର ଜାରି...

ବାହାନାଗା ଦୁର୍ଘଟଣା ପରେ ଏହି ରୁଟ୍‌ରେ ଯାଉଥିବା ବହୁ ଟ୍ରେନ୍‌କୁ ବାତିଲ୍‌ କରାଯାଇଥିବା ବେଳେ ଅନେକ ଟ୍ରେନ ଗୁଡ଼ିକର ଚଳାଚଳ ପ୍ରଭାବିତ ହୋଇଛି। 

man looses brother in odisha Train Tragedy
ରେଳ ଦୁର୍ଘଟଣାରେ ଭିଣୋଇ ସିନା ବଞ୍ଚିଗଲେ କିନ୍ତୁ ଭାଇ ଚାଲିଗଲେ

ଜଣେ ବ୍ୟକ୍ତି ତାଙ୍କ ପରିବାରର ୨ ଲୋକଙ୍କୁ ଖୋଜି ସୋର ମେଡ଼ିକାଲରେ ପହଞ୍ଚିଛନ୍ତି। ଆଉ ତା ପରେ... 

Train Accident
‘ସବୁକିଛି ମୋ ଆଖି ସାମ୍ନାରେ ଘଟିଗଲା, ଦୁର୍ଘଟଣା ପୂର୍ବରୁ ଆସିଥିଲା ଡବଲ ରିଙ୍ଗ୍‌ ସିଗ୍ନାଲ...’

ମୁଁ ପ୍ରାୟ ସେହି ଲେବୁଲ କ୍ରସିଂ ପାଖରେ ବସେ । ପବନ ଖାଇବାକୁ ସେଠି ବସେ । କାଲି ବି ବସିଥିଲି । ସମ୍ପୂର୍ଣ୍ଣ ଘଟଣା ମୋ ଆଖି ସାମ୍ନାରେ ଘଟିଛି ।

Odisha Train Tragedy
ଟ୍ରେନ୍‌ ବଗି ପଲଟିବା ବେଳେ ଡାକିଲି 'ପ୍ରଭୁ ଆମକୁ ବଞ୍ଚାଇଦିଅ... ଆମକୁ ବଞ୍ଚାଇଦିଅ'

ଯିଏ ବର୍ତ୍ତିଯାଇଛନ୍ତି, ସେମାନେ ବଖାଣିଛନ୍ତି ଦୁର୍ଘଟଣାର ଭୟଙ୍କର କାହାଣୀ।

Balasore Train Accident
Train Accident: ଏଇତ ମଣିଷ ପଣିଆ; ଗୁରୁତରଙ୍କୁ ରକ୍ତଦାନ ପାଇଁ ମେଡିକାଲରେ ହଜାର ହଜାର ଯୁବକଙ୍କ ଭିଡ଼...

ସ୍ଥାନୀୟ ହସ୍ପିଟାଲରେ ଆଉ ଯାଗା ନଥିବା ବେଳେ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି ।

Train Accident In Balasore
Train Accident: ଅତି ହୃଦୟ ବିଦାରକ ! ଦୁଇ ନୁହେଁ ୩ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ, ଯୁଆଡ଼େ ଦେଖିବ ଖାଲି ଶବ

ଆହୁରି ଅନେକ ଅଛନ୍ତି ଯେଉଁମାନେ ଏବେ ବି ବଗି ତଳେ ଚାପି ହୋଇ ରହିଥିବା ପରିବାର ଲୋକଙ୍କୁ ଖୋଜୁଛନ୍ତି ।

Pramila Mallick On Train Tragedy
Train Accident: ‘ଶହ ଶହ ଲୋକ ମରିଛନ୍ତି, ଦେଖିଲେ ଧର୍ଯ୍ୟ ରହିବନି’

ଶେଷରେ ସେ ଆହତଙ୍କୁ ମାଗଣା ଚିକିତ୍ସା କରାଯିବ ବୋଲି ମଧ୍ୟ ଘୋଷଣା କରିଛନ୍ତି ।

on same fateful Friday coromandel express met with an accident in 2009
ମନେପକାଇ ଦେଲା ୨୦୦୯ର ଟ୍ରେନ୍‌ ଦୁର୍ଘଟଣା: ସେଦିନ ବି ଥିଲା ଶୁକ୍ରବାର, ସେଇ କରମଣ୍ଡଳ

ସଂଯୋଗର ବିଷୟ, ସେଦିନ ଥିଲା ଶୁକ୍ରବାର, ଆଜି ବି ସେହି ଶୁକ୍ରବାର

Train mishap in Balasore
ଗୁରୁତର ହୋଇ ବସ୍‌ରେ ଆସିଲେ, ଶବ ହୋଇ ଟ୍ରାକ୍ଟରରେ ଗଲେ

ଇତିମଧ୍ୟରେ ରେଳ ଦୁର୍ଘଟଣା ସ୍ଥଳରେ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି।

Balasore Bahanaga Train Accident
Big Breaking: ଗୋଟିଏ ନୁହେଁ ଦୁଇ ଯାତ୍ରୀବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ; ୫୦ ମୃତ, ୩୦୦ ଗୁରୁତର

ଅନ୍ୟପଟେ ଏବେ ବି ଅନେକ ଯାତ୍ରୀ ଟ୍ରେନ୍ ତଳେ ଚପି ରହିଛନ୍ତି, ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତ ଯାତ୍ରୀଙ୍କ ଚିତ୍କାରରେ ଫାଟି ପଡୁଛି ପରିବେଶ ।

Karamandal Express
କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ, ଓଲଟିପଡ଼ିଲା ଏକାଧିକ ବଗି

ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ଟ୍ରନ୍‌ଟି କରମଣ୍ଡଳ ଏକ୍ସପ୍ରେସ୍‌ ବୋଲି ଜଣାପଡ଼ିଛି ।

Odisha Politics; Energy Minister Pratap Dev On Power Cut
ରାଜ୍ୟରେ ଅସହ୍ୟ ହେଲାଣି ବିଜୁଳି କାଟ୍ ! ଝଡ଼ବର୍ଷା ନ ଥାଇ ଘଣ୍ଟା ଘଣ୍ଟା କଟୁଛି ବିଜୁଳି...

ପ୍ରଚଣ୍ଡ ଖରାକୁ ବଳି ଯାଉଛି ଲାଇନ୍ କଟିବାର ଯନ୍ତ୍ରଣା । ହେଲେ ପାୱାର କଟକୁ ମାନିବାକୁ ନାରାଜ ଶକ୍ତି ମନ୍ତ୍ରୀ । ଯାନ୍ତ୍ରିକ ତ୍ରୁଟି ପାଇଁ ୨ରୁ ୪ ଘଣ୍ଟା କଟୁଛି ଲାଇନ୍ ବୋଲି କହିଲେ ଶକ୍ତି ମନ୍ତ୍ରୀ ।

Jitu Pattnaik
ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ IT ରେଡ୍

ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

world no tobacco day 2023
ବିଶ୍ୱ ତମାଖୁ ବର୍ଜନ ଦିବସ; ‘ଆମକୁ ଖାଦ୍ୟ ଲୋଡ଼ା, ତମାଖୁ ନୁହେଁ’

ତମାଖୁ ରାକ୍ଷସ କାହାର ସ୍ୱପ୍ନ ଉଜାଡ଼ିଦେଉଛି ଆଉ କାହାର ସଂସାର । କିଏ ନିଜେ ରୋଗ ଯନ୍ତ୍ରଣାରେ ଛଟପଟ, ତ ଆଉ କିଏ ଯେମିତି ପୂରା ପରିବାରକୁ ଭସାଇ ଦେଇଯାଇଛି ଅଥଳ ସମୁଦ୍ର ମଝିରେ ।

students attempt to kill selves after not scoring expected marks
+2 ପରୀକ୍ଷାରେ ଫାଷ୍ଟ୍ କ୍ଲାସ୍‌ ନପାଇବାରୁ ୩ ମହଲା କୋଠାରୁ ଡେଇଁଲେ ଛାତ୍ରୀ

ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ସେକେଣ୍ଡ କ୍ଲାସ ହେବାରୁ ଜୀବନ ହାରିଦେବାର ନିଷ୍ପତ୍ତି ନେଇଥିଲେ।

Odisha CHSE Plus 2 Result 2023
ଖୋଲିଲା ୱେବସାଇଟ୍‌; ୨ ଘଣ୍ଟା ପରେ ରେଜଲ୍ଟ ଦେଖିପାରିଲେ ପିଲା

ଦେଢ଼ ଘଣ୍ଟା କାଳ ସର୍ଭର ଡାଉନ ଯୋଗୁଁ ୱେବସାଇଟ୍ ଖୋଲୁ ନଥିଲା ।

Bus Stand
ବାଲେଶ୍ୱରିଆଙ୍କୁ ୧୨ ବର୍ଷ ତଳେ ଲଲିପପ୍ ଧରେଇଥିଲେ କି ନବୀନ ?

ବାଲେଶ୍ୱର ସହରବାସୀଙ୍କୁ ୧୨ ବର୍ଷ ତଳେ ଲଲିପପ୍ ଧରେଇ ଦେଇଥିଲେ କି ମୁଖ୍ୟମନ୍ତ୍ରୀ ? ହେଲେ ୧୨ ବର୍ଷ ପରେ ଏବେ ଦେଖିଲା ବେଳକୁ ସେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ତ ତ ହେଲାନି, ସେଇ ଯାଗାରେ ବାଲେଶ୍ୱର-ଭଦ୍ରକ ଅର୍ବାନ୍ ଟ୍ରାନ୍ସପୋର୍ଟର ୧୦, ୧୫ଟି ସିଟିବସ୍ ରହଣି ପାଇଁ ନିର୍ମାଣ କାମ ଚାଲିଛି ।

BSE Matric Exam
ଫେରିଲା ପୁରୁଣା ଫର୍ମୁଲା; ଆଉ ରହିବନି ସମେଟିଭ୍, ବର୍ଷ ଶେଷରେ ଫାଇନାଲ୍ ଏକଜାମ୍

ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଉପରେ ଅତ୍ୟଧିକ ଚାପ ସୃଷ୍ଟି କରିଥିଲା । ତେବେ କୋଭିଡ୍ କହର କମିବା ପରେ ପୁଣି ଥରେ କେବଳ ଦଶମ ଶ୍ରେଣୀରେ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି ।

Balasore divyang couple
ବାବୁଲି ଓ କିରଣଙ୍କ ପ୍ରେମ କାହାଣୀ; ଫେସବୁକ୍‌ ପକାଇଦେଲା ହାତଗଣ୍ଠି

ଲୋକେ କୁହନ୍ତି ପ୍ରେମକୁ କାଳେ ଶବ୍ଦରେ ବର୍ଣ୍ଣନା କରି ହୁଏନା.. କିନ୍ତୁ ପ୍ରକୃତ ପ୍ରେମକୁ ପରିପ୍ରକାଶ କରିବାକୁ ଶବ୍ଦର ବି ଲୋଡା ପଡେନା.. ସେଥିପାଇଁ ତ ଆଜି ଖିଲି ଖିଲି ହସୁଛନ୍ତି ଏଇ ପ୍ରେମପକ୍ଷୀ..

Odia signboards on shops
ଓଡ଼ିଆ ଭାଷାରେ ଲେଖ....ଏ ନିୟମ କେବଳ ଖାତା କଲମରେ

ନିର୍ଦ୍ଦେଶ କୁ ମାନୁଛି କିଏ? ସବୁ ଆଡେ ଇଂରାଜୀରେ ହୋଡିଂ...ଦିନରେ ଘୁଙ୍ଗୁଡ଼ି ମାରୁଛି ପ୍ରଶାସନ

Odisha Matric Results 2023
ମାଟ୍ରିକ ପରୀକ୍ଷାରେ କମାଲ୍ ଦେଖାଇଲେ ପାନ ଦୋକାନୀ, ମେକାନିକ ଓ ରୋଷେୟାଙ୍କ ପୁଅଝିଅ

ସଫଳତାର ଶୀର୍ଷ ଛୁଇଁଥିବା ଏମିତି କିଛି ବିଦ୍ୟାର୍ଥୀଙ୍କ କଥା ଜାଣିବା, ଯାହାଙ୍କ ସଫଳତା ଶୁଣିଲେ ଆପଣଙ୍କୁ ପ୍ରେରଣା ଦେବ।