• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Balesore Khabar

Cow Death
କ୍ଷୀର ଦୁହିଁଲେ ପରିବାର ଚଳୁଥିଲା...ଆଜି ସିଏ ମରିଗଲା...ସ୍ୱାମୀକୁ ଔଷଧ ଦେବ କିଏ?

ଗାଈ ଦୁଇଟି ପାଳିଥିଲେ, କ୍ଷୀର ଦୁହିଁ ଦୁଇ ପଇସା ରୋଜଗାର କରୁଥିଲେ । ହେଲେ କାଳ ହେଲା ବିଜୁଳି...କରେଣ୍ଟ ନେଇଗଲା ୨ ଗୋରୁଙ୍କ ଜୀବନ । ମାଆକୁ ନପାଇ ହମା ରଡି ଛାଡୁଛି ବାଛୁରୀ, ବାହୁନି କାନ୍ଦୁଛି ମାଲିକ

Mystery shrouds after half burned body of woman found in Balasore
ଯୌତୁକ ପାଇଁ ବଧୂ ହତ୍ୟା ! ପୋଲିସ ସହ ଧସ୍ତାଧସ୍ତି, ମୃତ ମହିଳାଙ୍କ ଶାଶୁଙ୍କୁ ଘୋଷାଡ଼ିଲେ

ଗତ ରାତିରେ ଅତି ରହସ୍ୟଜନକ ଭାବେ ମିଲିଙ୍କ ଅର୍ଦ୍ଧ ଦଗ୍ଧ ମରଶରୀର ଉଦ୍ଧାର କରାଯାଇଥିବାବେଳେ ଏହା ହତ୍ୟା ନା ଆତ୍ମହତ୍ୟା ?

OSSC question paper leak case
ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଉ ୮ ଜଣଙ୍କୁ ବାନ୍ଧିଲା ପୋଲିସ

ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୮ ଜଣଙ୍କୁ ବାଲେଶ୍ୱର ପୋଲିସ ଗିରଫ କରିଛି । ଏନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଥିବାବେଳେ ଘଟଣାକୁ ନେଇ ଆହୁରି ତଦନ୍ତ କରୁଛି ପୋଲିସ ।

Plus 2 Admission Scam
ବାଦ୍ ପଡ଼ିଲେ ମେଧାବୀ, ନାଁ ଲେଖାଇଲେ କମ୍ ମାର୍କଧାରୀ

ଯୁକ୍ତ ଦୁଇ ଆଡମିଶନରେ ବଡ଼ ହେରଫେର୍ । ବାଦ ପଡିଲେ ମେଧାବୀ, ନାଁ ଲେଖାଇଲେ କମ୍ ମାର୍କ ଧାରୀ ଷ୍ଟୁଡେଣ୍ଟ ଏକାଡେମିକ୍ ମ୍ୟାନେଜମେଣ୍ଟ ସିଷ୍ଟମ, ସାମ୍ସର ସ୍ୱଚ୍ଛତା ଉପରେ ସାଂଘାତିକ ପ୍ରଶ୍ନଚିହ୍ନ ବାଲେଶ୍ୱର ଫକୀର ମୋହନ ଜୁନିୟର କଲେଜରୁ ଆସିଛି ଏଭଳି ଅଭିଯୋଗ ।

Chandrayaan 3
ଅସଲି ନ ଦେଖିଲେ ନକଲି ଚନ୍ଦ୍ରଯାନ-୩ ଦେଖନ୍ତୁ...

ବାଲେଶ୍ୱର ଜିଲ୍ଲା ସୋର ଥାନା ପାରମହଲା ଗାଁକୁ ନେଇ ଏବେ ଜୋରଦାର ଚର୍ଚ୍ଚା l ଚର୍ଚ୍ଚାର କାରଣ ଶୁଣିଲେ ଆପଣ ବି ତାଜୁବ ହୋଇଯିବେ l ଇତିହାସ ରଚିଥିବା ଚନ୍ଦ୍ରାୟନ-୩ର ଅବିକଳ ନକଲ କରିଛନ୍ତି ସୋର ଅଞ୍ଚଳର ଜଣେ ଯୁବକ ଏସ.କେ ସାହାରାଉଦ୍ଦିନ..

Heavy Rainfall Alert To 4 Districts Of Odisha
ରୁହନ୍ତୁ ସତର୍କ ! ଅତି ପ୍ରବଳ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ...

ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

Well marked low pressure over Bay of Bengal intensifies into a deep depression today evening
ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ! ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି।

OSSC Question Paper Leak
OSSC ପରିଚାଳିତ ଏକାଧିକ ପରୀକ୍ଷାରେ ବିଭ୍ରାଟ,କାଠଗଡ଼ାରେ ସରକାର

ବାଲେଶ୍ୱରରେ ପରୀକ୍ଷାର୍ଥୀଙ୍କ ହଲ୍ଲାବୋଲ୍ । ASO ମାମଲାରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ ରାୟ ହାଇକୋର୍ଟରେ ବଳବତ୍ତର ।

Question paper leak case
ପ୍ରଶ୍ନପତ୍ର ଲିକ୍‌ କରି ଶିକ୍ଷକ ବିତାଉଥିଲେ ବିଳାସପୂର୍ଣ୍ଣ ଜୀବନ

ବେଶ୍ ସୌଖୀନ ଜୀବନ ବିତାଉଥିବା ଗୋବିନ୍ଦଙ୍କୁ ଗତ ୧୯ ତାରିଖରେ ଗିରଫ କରିଛି ବାଲେଶ୍ବର ପୋଲିସ। କୋଟିପତି ଶିକ୍ଷକଙ୍କ ଗାଡି ଜବତ କରିଛି।

BJD
ଅନାସ୍ଥା ପ୍ରସ୍ତାବ ଓ ଦିଲ୍ଲୀ ବିଲରେ କଣ ହେବ ବିଜେଡିର ଆଭିମୁଖ୍ୟ?

ମୋଦି ସରକାରକୁ YSR କଂଗ୍ରେସର ସମର୍ଥନ, ଅକଳରେ ବିଜେଡି । ସୁପ୍ରିମୋ ନେବେ ନିଷ୍ପତ୍ତ.. କଂଗ୍ରେସର ଅଭିଯୋଗ ବିଜେପି-ବିଜେଡି ଏକ

Today Very To Very Heavy Rainfall In 3 Districts Of Odisha
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବିଜେଡିର ମହିଳା ସଂରକ୍ଷଣ ବିଲ ଦାବି କେବଳ କୁମ୍ଭୀର କାନ୍ଦଣା କି ?
ରାଜ୍ୟସଭାରେ ୫୦ % ସଂରକ୍ଷଣ କଥା ଉଠାଇ ଅଡ଼ୁଆରେ ଶଙ୍ଖ ଦଳ

କଂଗ୍ରେସ କହିଛି ବିଜେଡିର ଯଦି ଆନ୍ତରିକତା ଅଛି, ସଂସଦର ସାଂପ୍ରତିକ ସ୍ଥିତିର ଫାଇଦା ନେଉ।  ସଂସଦରେ ମହିଳା ସଂରକ୍ଷଣ ବିଲ୍ ପାସ ପାଇଁ ପ୍ରତିଶ୍ରୁତି  ନମିଳିଲେ ବିଜେପି ସରକାର ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ସମର୍ଥନ କରୁ।

Bat befriends man
‘ସିଏ ବାଦୁଡ଼ି ନୁହେଁ ମୋ ବଡ଼ ପୁଅ, ସେ ନଖାଇଲେ ମୁଁ ଖାଇବିନି’

ସଂପର୍କର ମାନେ ମଣିଷ ବୁଝିନି ବାଦୁଡ଼ି ବୁଝିଛି । ୧୨ ବର୍ଷ ହେଲାଣି ଅମୂଲ୍ୟଙ୍କ ସହ ମିତ ବସିଛି । ଖୁଆଇ ଦେଲେ ଖାଉଛି...ପୁଣି ଘର ସାରା ବୁଲୁଛି । ମଣିଷ ନଦେଖିଲେ ବୋବେଇ ବାୟା କରିଦେଉଛି...ଗାଁଟା ଯାକର ଲୋକ ଅମୂଲ୍ୟଙ୍କ ଘରେ ଜମାଉଛନ୍ତି ଭିଡ଼।

5G BTS
ସୂଚନା ଦେଲା ଦୂରସଂଚାର ବିଭାଗ; ଓଡ଼ିଶାରେ ସବୁଠୁ ଅଧିକ ବିଟିଏସ ସ୍ଥାପନ କରିଛି ଜିଓ

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୫୬ ଟି ୫ଜି ବିଟିଏସ ସ୍ଥାପନ ହୋଇଥିବା ବେଳେ ଏଥିରେ ଜିଓର ୧୧୨୪ ଏବଂ ଏୟାରଟେଲର ୨୩୨ଟି ୫ଜି ବିଟିଏସ ରହିଛି ।

OSSC question paper leak: Mastermind among 7 arrested from Bihar
OSSC ଜେଇ ସିଭିଲ୍ ମେନ୍‌ ପ୍ରଶ୍ନପତ୍ର ଲିକ୍ ମାମଲା; ଗିରଫ ହେଲା ମାଷ୍ଟରମାଇଣ୍ଡ

ଓଏସଏସସି ନିଜେ ପ୍ରଶ୍ନପତ୍ର ପ୍ରସ୍ତୁତି ଏବଂ ପରୀକ୍ଷା ପରିଚାଳନା କରୁଥିବା ବେଳେ କେମିତି ଦଲାଲ ପାଖକୁ ପ୍ରଶ୍ନପତ୍ର ଗଲା, ତାର ଉତ୍ତର ବି ପୋଲିସ ପାଖରେ ନାହିଁ ।

online game
ଲକ୍ଷାଧିକ ଟଙ୍କା ହରାଇ ଛାତ୍ରଙ୍କ ଆତ୍ମହତ୍ୟା, ମୃତ୍ୟୁ ପଛରେ ଅନଲାଇନ୍ ଗେମ୍

ବାଲେଶ୍ୱର ସୋର ଥାନା ଗୁଡ଼ ଅଞ୍ଚଳର ଘଟଣା । ମୃତକ ଯୁକ୍ତ ୩ ଦ୍ୱିତୀୟ ବର୍ଷ ଛାତ୍ର ଉଦୟ କୁମାର ବେହେରା ।

Question paper leak
ଜେଇ ସିଭିଲ୍ ପ୍ରଶ୍ନପତ୍ର ଲିକ୍ ମାମଲା: OSSCକୁ ଖସାଇବାକୁ ଉଦ୍ୟମ କରୁଛି କି ପୋଲିସ୍ ?

ପରୀକ୍ଷାର୍ଥୀଙ୍କ ଅଭିଯୋଗ, ପୋଲିସ ହାତରେ ଲିକ ହୋଇଥିବା ପ୍ରଶ୍ନପତ୍ର ଲାଗିଥିଲେ ବି ତାହା ଜେଇ ସିଭିଲର ପ୍ରଶ୍ନପତ୍ର ବୋଲି ଜାଣିବାକୁ ୭ ଦିନ ଲାଗିବା ପଛର କାରଣ କଣ। ଯଦି ପୋଲିସକୁ ଜଣାଥିଲା, ତାହେଲେ ପରୀକ୍ଷା ପୂର୍ବରୁ ଓଏସଏସସିକୁ କାହିଁକି ଅବଗତ କରାଯାଇ ନଥିଲା।

Odisha Politics, BJD
ପ୍ରାୟ ସବୁ ଜିଲ୍ଲାରେ ବିଜେଡି-ବିଜେଡି ଲଢ଼େଇ, ନେତା କରୁଛନ୍ତି ସମାନ୍ତରାଳ ସଂଗଠନ !

ସାଧାରଣ ନିର୍ବାଚନକୁ ଆଉ କମ୍ ସମୟ ଥିବାରୁ ବିଜେଡି ପାଇଁ ଦଳରେ ବିଦ୍ରୋହ ଏବେ ସବୁଠାରୁ ବଡ଼ ଚିନ୍ତା ହୋଇଛି। ଏହାକୁ ଠିକ୍  ରେ ମ୍ୟାନେଜ୍ କରିନପାରିଲେ ଦଳ ପାଇଁ ବଡ଼ ସମସ୍ୟା ଦେଖାଦେବ।

Kargil Diwas 2023
କାର୍ଗିଲ ବିଜୟ ଦିବସ; ଏବେ ବି ବୀର ଓଡ଼ିଆ ପୁଅଙ୍କୁ ଝୁରୁଛି ମା, ମାଟି ଓ ପରିବାର

୧୯୯୯ ଜୁନ ମାସର କଥା । ବିବାହର ମାତ୍ର ୬ ଦିନ ଯାଇନି କାଶ୍ମୀରରୁ ଆସିଥିଲା କର୍ତ୍ତବ୍ୟର ଡାକରା । ନବବଧୂକୁ ଘରେ ଛାଡ଼ି ରଣଭୂଇଁରେ ଝାସ ଦେଇଥିଲେ ଶ୍ରୀନିବାସ ।

Naveen Odisha Scheme
ନବୀନ ଓଡ଼ିଶା ସ୍କିମ୍‌କୁ ନେଇ ଗାଁ ଗାଁରେ ଝାମେଲା, ବଢ଼ିଲାଣି ଦଳୀୟ କନ୍ଦଳ

ନବୀନ ଓଡ଼ିଶା ସ୍କିମକୁ ନେଇ ଗାଁ ଗାଁରେ ଝମେଲା । ସରପଞ୍ଚରୁ ବିଧାୟକ ଯାଏଁ ଦେଉଛନ୍ତି ଭିନ୍ନ ଭିନ୍ନ ପ୍ରକଳ୍ପ ତାଲିକା ।

OSSC
ଜେଇ ସିଭିଲ ପ୍ରଶ୍ନପତ୍ର ଲିକ୍ ପଛରେ କିଏ; OSSC ଅଧିକାରୀ ନା ରହିଛି କର୍ମଚାରୀଙ୍କ ସଂପୃକ୍ତି ?

ଜେଇ ସିଭିଲ ପ୍ରଶ୍ନପତ୍ର ଲିକ୍ ପଛରେ କିଏ ? OSSCରେ ଏବେ ବି କାମ କରୁଛି କି ବିରଞ୍ଚି ଥିଓରୀ ? ପ୍ରଶ୍ନପତ୍ର ଲିକ୍ ମାମଲାରେ କେମିତି ଥିଲା ଦଲାଲଙ୍କ କାରସାଦି ? ବାଲେଶ୍ୱର ପୋଲିସ ହାତରେ ଲାଗିଥିବା ଏ ହେଉଛି ସେହି ତାଲିକା, ଯେଉଁଥିରେ ରହିଛି ଜେଇ ସିଭିଲ ପ୍ରଶ୍ନପତ୍ର ଲିକ୍ ମାମଲାରେ ଦଲାଲ ଲେଖିଥିବା ପରୀକ୍ଷାର୍ଥୀଙ୍କ ନାଁ ଆଉ ଫୋନ୍ ନମ୍ବର ।

୭୬ତମ କନହେଇଲାଲ୍ ଜୟନ୍ତୀ ସମାରୋହ ଅନୁଷ୍ଠିତ
'କନହେଇଲାଲ୍ ଦାସ ନଦୀ ଥିଲେ, ନକସା ନଥିଲେ'

ଆମ ସମସ୍ତଙ୍କ ଭିତରେ ଜଣେ ଜଣେ କନହେଇ ଥାଏ। କିନ୍ତୁ ଆମେ କେତେଜଣ ତାଙ୍କୁ ଭୋଗୁ?...

Road Problems In Balasore And Cuttack
ପ୍ରତି ମୁହୂର୍ତ୍ତରେ ଡରାଉଛି ଏହି ରାସ୍ତା...ରାସ୍ତାକୁ ପାଦ କାଢ଼ିଲେ ଯାଉଛି ଜୀବନ

ଅସୁରକ୍ଷିତ ହୋଇପଡ଼ୁଛି NH ୧୬। ଜାତୀୟ ରାଜପଥରେ ଯା’ଆସ କରିବାକୁ ଡରୁଛନ୍ତି ଲୋକେ। କାରଣ ରାସ୍ତାକୁ ପାଦ କାଢ଼ିଲେ ଯାଉଛି ଜୀବନ।

Bahanaga Train Tragedy
ସଂସଦରେ ଉଠିଲା ବାହାନଗା ଟ୍ରେନ ଟ୍ରାଜେଡି କଥା, ଉତ୍ତର ରଖିଲେ ରେଳମନ୍ତ୍ରୀ ଅଶ୍ୱିନୀ

‘ସିଗନାଲିଂ ସର୍କିଟ ପରିବର୍ତ୍ତନରେ ତ୍ରୁଟିରୁ ଘଟିଲା ଦୁର୍ଘଟଣା । ଦୁର୍ଘଟଣାରେ ମୃତ ୨୯୫ରୁ ଚିହ୍ନଟ ଅପେକ୍ଷାରେ ୪୧ ମୃତଦେହ’, କହିଲେ ଅଶ୍ୱିନୀ

Balasore Medical College struggles
ରାଜ୍ୟରେ ସ୍ୱାସ୍ଥ୍ୟସେବା କଣ ଏମିତି ! ଡାକ୍ତର ଅଭାବ ସାଙ୍ଗକୁ ମିଳୁନି ସର୍ବନିମ୍ନ ମୌଳିକ ସୁବିଧା 

ବାଲେଶ୍ୱରରେ ଫକୀର ମୋହନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ଦୃଶ୍ୟ। ପ୍ରତିଷ୍ଠାନକୁ ୬ ବର୍ଷ ଚାଲିଲାଣି। ହେଲେ ମେଡିକାଲର ଅବ୍ୟବସ୍ଥା ଆଉ ଅଭିଯୋଗର ଏମିତି ଲମ୍ବିଚାଲୁଛି ତାଲିକା।