ନିରୀହ ଆଦିବାସୀଙ୍କ ନାଁରେ ବ୍ୟାଙ୍କରେ ଖାତା ଖୋଲି ସରକାରଙ୍କ ବିଭିନ୍ନ ଯୋଜନାରେ ଟଙ୍କା ଉଠାଯାଇଥିବା ଅଭିଯୋଗ ହୋଇଛି। ବାରମ୍ବାର ଗୋଟିଏ ଖାତାରୁ ଟଙ୍କା ଉଠା ଯାଇଥିବା ଜଣାପଡ଼ିଛି।
ଝିଅକୁ ହତ୍ୟା କରିବା ପରେ ମହିଳା ଜଣକ ଥାନାରେ ଆତ୍ମସମର୍ପଣ କରି ନିଜର ଅପରାଧ ସ୍ୱୀକାର କରିଛନ୍ତି। ଏହାପରେ ପୋଲିସ ଅଭିଯୁକ୍ତ ମା’ ବେବି ବିବିକୁ ଗିରଫ କରିଛି।
ଆଜି ରେମୁଣାଠାରୁ ନୀଳଗିରି ମିତ୍ରପୁର ଯାଏଁ ୧୦ କିଲୋମିଟର ରାଜରାସ୍ତାରେ ଚାଲି ଚାଲି ଗଲା ଏକ ଦନ୍ତା ।
ବାଲେଶ୍ୱରରେ ଗଣଶିକ୍ଷାମନ୍ତ୍ରୀଙ୍କ ସ୍କୁଲ ପରିଦର୍ଶନ ବେଳେ ରୋଚକ ସ୍ଥିତି ପିଲାଏ ପଣିକିଆ କହି ନପାରିବାରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦେଲେ, ବିଧାୟକଙ୍କ ସହ ବିନା ହେଲ୍ମେଟ୍ରେ ବୁଲିବା ବେଳେ ଧରାପଡ଼ି ଫାଇନ୍ ଦେଲେ...
ରାସ୍ତାରେ ପଡ଼ିରହିଛି ପକ୍ଷୀର ମୃତଦେହ, ବଞ୍ଚାଇବା ଆଶାରେ ରାସ୍ତାରୁ ଯାଉନାହାଁନ୍ତି ସାଥୀ ଚଢ଼େଇ...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଭିଜିଲାନ୍ସ ରେଡ୍ ପରେ ଅମାପ ସମ୍ପତ୍ତିର ଗୁମର ଖୋଲିଛି। କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଥିବା ବେଳେ ନଗଦ ଟଙ୍କା ସୁନା ଓ ରୁପା ଠାବ ହୋଇଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ବିଡିଓଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ ହୋଇଥିବା ସୂଚନା ମିଳିଛି।
ଵିପର୍ଯ୍ୟନ୍ତ ଆଇନ ଶୃଙ୍ଖଳା, ଦିଵାଲୋକରେ ପ୍ରତିଦିନ ଚୋରି, ଛିନତାଇ, ରାହାଜାନୀ ସହ ଗୁଳିକାଣ୍ଡ ଜନଜୀବନକୁ ଆତଙ୍କିତ କରିଥିବା ଵେଳେ ପୋଲିସ ନୀରଵ ଦ୍ରଷ୍ଟା ସାଜିଛି। ଏହାର ପ୍ରତିଵାଦରେ ବିଭିନ୍ନ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି।
କିଛି ଦିନ ମଧ୍ୟରେ ବାଲେଶ୍ୱରରେ ଦୁଇ ଦୁଇଟି ହତ୍ୟା ସହ ଛିନ୍ତାଇ, ଲୁଟ୍ ଓ ବାଇକ୍ ଚୋରି ଭଳି ଘଟଣା ଘଟିବାରେ ଲାଗିଛି। ଏଥିରେ ଜନସାଧାରଣ ଅତିଷ୍ଠ ହୋଇପଡିଥିବା ବେଳେ ପୋଲିସ ବିଭାଗ କିନ୍ତୁ ପୁରାପୁରି ନିରବଦ୍ରଷ୍ଟା ସାଜିଛି।
ୱାର୍ଡ ସଭ୍ୟାଙ୍କ ସହ ତାଙ୍କୁ ସମର୍ଥନ କରିଥିବା ଗାଁର କିଛି ପରିବାରକୁ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି । ଏପଟେ ଜିଲ୍ଲାପାଳ କହିଛନ୍ତି, ଏଭଳି ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ସାଇକେଲ୍କୁ ନେଇ ସରକାରୀସ୍ତରରେ ଉଠିଛି ସଚେତନତା ବାର୍ତ୍ତା। ତେବେ ଏହା କେବଳ ପ୍ରଚାର ପାଇଁ ନା ସାଇକେଲ୍ର ଲୋକପ୍ରିୟତା ଫେରାଇ ଆଣିବାକୁ ପ୍ରୟାସ ତାକୁ ନେଇ ଉଠିଛି ପ୍ରଶ୍ନ। କାରଣ ‘ମୋ ସାଇକେଲ୍’ ଯୋଜନା ଫେଲ୍ ମାରିଛି।
ଗତ ୬ ମାସ ତଳେ ଏହି ସ୍କୁଲଟିକୁ ମଡେଲ ସ୍କୁଲ ଭାବେ ନୂଆ କରି ତିଆରି ହୋଇଥିଲା l
ବାଲେଶ୍ୱର ଜିଲ୍ଲା ରେମୁଣା ଗାଁ । ଅଗ୍ନିକୁ ସାକ୍ଷୀ ରଖି ହାତକୁ ଦିହାତ ହେଲେ ବର କନ୍ୟା । ପଣ୍ଡିତଙ୍କ ମନ୍ତ୍ରପାଠ ପରେ ବେଦୀ ଉପରେ ହସ୍ତଗଣ୍ଠି ପଡ଼ିଲା । ଠିକ୍ ଏତିକି ବେଳକୁ କନ୍ୟା କାଢ଼ି ପକାଉଛନ୍ତି ଶଙ୍ଖା, ଚୁଡ଼ି ସହ ସୁନା ମୁଦି ।
ଧାଡ଼ି ଧାଡ଼ି କରି ରଖିଛନ୍ତି ଗରା, ବାଲଟି । ଅପେକ୍ଷା କରିଛନ୍ତି ପାଣି ଟ୍ୟାଙ୍କରକୁ । ପାଣି ନେଲେ ଘରେ ରୋଷେଇ ହେବ, ନିତ୍ୟ ବ୍ୟବହାର୍ଯ୍ୟ କାମରେ ଆସିବ ।
କୁଆଡ଼େ ଚାଲିଗଲେ ଜେଜେବାପା ? ମାସେରୁ ଅଧିକ ସମୟ ବିତିଲାଣି ହେଲେ ଜେଜେବାପାଙ୍କର କୌଣସି ପତ୍ତା ମିଳୁନି।
ଜେରା ସମୟରେ ମହିଳା ଜଣକ ଅତିଷ୍ଠ ହୋଇ ବ୍ୟାଗରୁ ବିଷ କାଢି ଜଜ୍ଙ୍କ ଆଗରେ ପିଇଦେଇଥିଲେ ।
ସକାଳୁ ସକାଳୁ ପରିବାର ଲୋକ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଯୁବକଙ୍କୁ ଦେଖିବା ପରେ ସେମାନଙ୍କର ହୋସ୍ ଉଡ଼ି ଯାଇଥିଲା। ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ମା’ ହୋଇ ନିଜ ସନ୍ତାନ ପାଇଁ ସେ କରିଛନ୍ତି ଅକ୍ଳାନ୍ତ ପରିଶ୍ରମ। ପୁଅକୁ ମଣିଷ କରିବା ପାଇଁ ସେ ସବୁ ଯନ୍ତ୍ରଣା, କଷ୍ଟକୁ ହସିହସି ସହିଛନ୍ତି ଆଜି ପର୍ଯ୍ୟନ୍ତ, ହେଲେ କେବେବି ହାର ମାନିନାହାଁନ୍ତି କି କାହାରି ପାଖରେ ହାତ ପତେଇ ନାହାନ୍ତି।
ଜୀବନର ଅଧା ବାଟରେ ସିନା ଛାଡିଦେଲେ ସ୍ୱାମୀ, ହେଲେ ଭାଙ୍ଗି ପଡି ନଥିଲେ ମଧୁମିତା। ନିଜ ଦୁଇ ପିଲାଙ୍କୁ ଧରି ଜୀଇବାକୁ ନେଇଥିଲେ ନିଷ୍ପତ୍ତି। ପିଲାଙ୍କୁ ମଣିଷ କରିବାକୁ ସାଜିଯାଇଥିଲେ ଅଟୋ ଚାଳକ। ତେବେ ମାତୃ ଦିବସ ଉପଲକ୍ଷେ ଆସନ୍ତୁ ଜାଣିବା ଏହି ମା’ର କାହାଣୀ।
ବାଇକ୍ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ । ବାଲେଶ୍ୱର ବାଲିଆ ଅଞ୍ଚଳରେ ଘଟିଛି ଏହି ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଏକ ପ୍ରତିନିଧି ଦଳକୁ ଜିଲ୍ଲା ପ୍ରଶାସନ ରେମୁଣା ଅଂଚଳର ପଦାବଡ଼ଗାଁ, ବାଉଁଶମୁହାଁ ଏବଂ ନରହରିପୁର ଆଦି ସ୍ଥାନ ବୁଲି ଦେଖାଇଥିଲେ ।
ଭଙ୍ଗାଦଦରା ପାଇଖାନା ଭିତରେ ବୁଢା ବାପାଟାକୁ ଫୋପାଡ଼ି ଦେଇଛନ୍ତି ପୁଅ ବୋହୂ ।
ବଢ଼ିବାରେ ଲାଗିଛି କିଡ୍ନୀ ରୋଗୀଙ୍କ ସଂଖ୍ୟା। ରେଢାଖୋଲ ବ୍ଲକ ର ବଂଶାଜାଲ ପଚାଂୟତର ହେଲେଇ ଗାଁରେ ଏବେ ୬ ଜଣ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ପଡିଥିବାବେଳେ ଏହି ରୋଗରେ ୫ଜଣଙ୍କ ଜୀବନ ଗଲାଣି ।
ନିଶାସକ୍ତ ଅବସ୍ଥାରେ ମାଆକୁ ପିଟିପିଟି ହତ୍ୟା କଲା ପୁଅ । ଏଭଳି ଅଭିଯୋଗ ଆସିଛି ବାଲେଶ୍ୱର ସୋର ଥାନା ସିଙ୍ଗାଖୁଣ୍ଟା ପଞ୍ଚାୟତ ଗୁଜଡିହା ଗାଁରୁ ।