ବାଲେଶ୍ୱର ନୀଳଗିରିରେ ଜନୈକ ଗଣମାଧ୍ୟମ ପ୍ରତିନିଧିଙ୍କ ଗୋଡ଼ରେ ବେଡ଼ି ପକାଇଥିଲା ନୀଳଗିରି ପୋଲିସ୍ ।
ଗ୍ରାମବାସୀ- ବାଲି ମାଫିଆ ମୁହାଁମୁହିଁ। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଦକ୍ଷିଣ ପ୍ରହରାଜପୁରରେ ଗ୍ରାମବାସୀ ଓ ବାଲି ମାଫିଆ ମୁହାଁମୁହିଁ ହୋଇଛନ୍ତି। ବାଲି ଚୋରା ଚାଲାଣ ବେଳେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।
ଯୁବକଙ୍କୁ ବୀଭତ୍ସ ହତ୍ୟା । ବାଲେଶ୍ୱର ଟାଉନ୍ ଥାନା ନିକଟରେ ଯୁବକଙ୍କୁ ବୀଭତ୍ସ ହତ୍ୟା ହୋଇଥିବା ସୂଚନା । ସାମାନ୍ୟ ବଚସାକୁ ନେଇ ମୁଣ୍ଡକୁ ଶାବଳରେ ପିଟିପିଟି ହତ୍ୟା କରାଯାଇଥିବା ସୂଚନା ମିଳିଛି । ଯୁବକଙ୍କୁ ହତ୍ୟା ପରେ ଅଭିଯୁକ୍ତ ଜଣକ ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି ।
ସରିଛି ପୌର ଭୋଟ, ଆସନ୍ତାକାଲି ଗଣତି । ଷ୍ଟ୍ରଙ୍ଗ ରୁମରେ ସିଲ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ ।
କାଳ ସାଜିଛି ଡାଇଭରସନ୍ ରୋଡ୍। ଦିନକୁ ଦିନ ବଢ଼ୁଛି ଦୁର୍ଘଟଣା। ଫଳରେ ଲୋକମାନେ ଏହି ରାସ୍ତା ଦେଇ ଯା’ଆସ କରିବାକୁ ଡରୁଛନ୍ତି। କାରଣ ଅକାଳରେ ଚାଲି ଯାଉଛି ଜୀବନ।
ସରକାରୀ ଅଧିକାରୀଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ୱାର୍ଡବାସୀ । ତଥାପି ଦୂର ହୋଇପାରିନି ପାନୀୟ ଜଳ ସମସ୍ୟା ।
ବାପା ନିର୍ବାଚନ ପାଇଁ ବ୍ୟସ୍ତ ରହିବା ଯୋଗୁ ପୁଅ ପାଇଁ ଆଉ ବିରିୟାନୀ ଆଣି ପାରିନଥିଲେ। ଶେଷରେ ବିରିୟାନୀ ପାଇଁ ପୁଅ ଜୀବନ ହାରିଛି।
ସଡ଼କ ଦୁର୍ଘଟଣାରେ ୨ ମୃତ । ବାଲେଶ୍ୱର ଖନ୍ତାପଡ଼ା ଥାନା ଦାଣ୍ଡକାଳି ମନ୍ଦିର ନିକଟରେ ହୋଇଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଆମ୍ପୁଲାନ୍ସ ସହ ଟ୍ରେଲର ଧକ୍କା ଫଳରେ ଦୁର୍ଘଟଣା ହୋଇଥିବା ଜଣାପଡିଛି ।
୧୧ କେଭି ବିଦ୍ୟୁତ୍ ଖୁଣ୍ଟରେ ଯାଇଥିବା ତାରରେ ଗୋଟିଏ ପାରା ଗୋଡ଼ରେ ସୂତା ଲାଗି ଛନ୍ଦି ହୋଇ ଝୁଲି ପଡିଥିଲା। ୪ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ପାରାଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।
ବର୍ଷା ହେବା ଯୋଗୁଁ ରାସ୍ତା ଉପରକୁ ଭାସି ଆସିଛି ନବଜାତଙ୍କ ମୃତଦେହ । ଆଉ ବୁଲା କୁକୁର ଏହାକୁ ଝୁଣୁଛନ୍ତି ।
ମୋର ଚିହ୍ନ ମାଛ ଚିହ୍ନ ହୋଇଥିବାରୁ ହାତରେ ମାଛ ଧରି ଲୋକଙ୍କୁ ଭୋଟ୍ ଭିକ୍ଷା କରୁଛି।
ଏକ କୋଇଲା ବୋଝେଇ ଟ୍ରକ୍ ପଛପଟୁ ବସ୍କୁ ଧକ୍କା ଦେବାରୁ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଛି।
ଏଥର ବାଲେଶ୍ୱର ଆସନ ଉପରେ ସମସ୍ତଙ୍କ ନଜର: କାହିଁକି ନା ଏଠାରେ ଶାସକ ଦଳର ଦବଦବା ରହିଛି କିନ୍ତୁ ବିଜେପି ଫୋକସରେ ଅଛି ବାଲେଶ୍ୱର
ବାଲେଶ୍ୱର ଜିଲ୍ଲା ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ଅନନ୍ତ ଦାସଙ୍କ ନାଁରେ ଆସିଛି ଏଭଳି ସାଂଘାତିକ ଅଭିଯୋଗ । ଏମିତିକି ଲୋକାୟୁକ୍ତରେ ବି ହୋଇଛି ତାଙ୍କ ନାଁରେ ଅଭିଯୋଗ ।
ଉପରେ ମାଛ ହୋଲ୍ସେଲିଂ, ଭିତରେ ଧଳାଜହର(ବ୍ରାଉନସୁଗର) କଳା କାରବାର। ଆନ୍ତରାଜ୍ୟ ବ୍ରାଉନସୁଗର ବେପାରୀ ଲଲନ ଶାହା ଧରାପଡ଼ିବା ପରେ ଜଳେଶ୍ୱର ଧଳାଜହର କାରବାରର ଗୁମର ଖୋଲିଛି।
ସାଧାରଣ ଲୋକେ ପାଣି ଟ୍ୟାପ ଲାଗିଥିଲେ ମଧ୍ୟ ପିଇବା ପାଣି ମୁନ୍ଦେ ପାଉନାହାନ୍ତି l ତେଣୁ ଗାଁ ଲୋକେ ବାଧ୍ୟ ହୋଇ ବିଲ ମଝିରେ ଥିବା ଚୁଆ ପାଣି ପିଉଛନ୍ତି l
ଜିଲ୍ଲାପାଳଙ୍କୁ ଗୁହାରି ଜଣାଇବାକୁ ଯାଇଥିବା ବେଳେ ଜଣେ ବ୍ୟକ୍ତି ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
ଗାଁ ରାସ୍ତାରେ ବ୍ୟାପକ ଦୁର୍ନୀତି : ମିଳିମିଶି ଖାଇଦେଲେ ରାସ୍ତା ଟଙ୍କା
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସିଟ୍ ସଂରକ୍ଷଣକୁ ନେଇ ଆପତ୍ତି ଉଠାଇଛି ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ। ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଦିବାସୀମାନେ ମହାମେଳି କରିଛନ୍ତି।
ବର୍ଷା ପାଣି ଘରେ ପଶୁଥିଲା, ଏବେ ଜ୍ୟାକ୍ ସାହାଯ୍ୟରେ ୪ ଫୁଟ୍ ଉପରକୁ ଉଠିଲା ଘର
ବଲାଙ୍ଗିରରୁ ବାଲେଶ୍ୱର । ବାରିପଦାରୁ ବ୍ରହ୍ମପୁର । ରାଉରକେଲା, କଟକ, ଆଉ ରାଜଧାନୀ ଭୁବନେଶ୍ୱର । ଶୀତୁଆ ରାତିରେ ସବୁଠି ପ୍ରାୟ ଏକା ଦୃଶ୍ୟ, ଏକା ଦୁର୍ଦ୍ଦଶା ।
ଗୁମୁରି ଗୁମୁରି କାନ୍ଦୁଥିବା ପତ୍ନୀ ଭାଳି ହେଉଛନ୍ତି, କେମିତି ଅଦିନିଆ ବର୍ଷା ତାଙ୍କ ଅଭାବୀ ପରିବାରରେ ଅଦିନରେ ଘଟାଇଲା ବିରାଟ କ୍ଷତି ।
ଝିଅ ନମିଳିବାରୁ ବାପା ଉମାକାନ୍ତ ଓ ମାଆ ସସ୍ମିତା ଏନେଇ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିଛି । ଘଟଣାରେ ପୋଲିସ ଏବେ ବି ତଦନ୍ତ ଜାରି ରଖିଛି ।
ବୁଢ଼ାବଳଙ୍ଗ କୂଳରେ ଭିକାରୀ ମେଳା । ଭିଡ଼ ଲଗାଇଥିଲେ ଉଭୟ ଦାନ ଦେଲାବାଲା ଓ ନେଲାବାଲା । ଏଭଳି ଦୃଶ୍ୟ ବାଲେଶ୍ୱର ସହର ଉପକଣ୍ଠ ବାଲିଘାଟରେ ଦେଖିବାକୁ ମିଳିଛି ।