ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ଏକାଧିକ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏମିତି ଗଲା ଅକ୍ଷୟ ତୃତୀୟାରୁ ଆସିଛନ୍ତି । ଏବେ କିନ୍ତୁ ଗାଁ ଲୋକଙ୍କ ସ୍ନେହ ଯତ୍ନ ଓ ସୁରକ୍ଷା ପାଇଁ ଏତେ ଦିନ ଧରି ରହିଯାଇଛନ୍ତି ।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଶ୍ରାବଣ ଅଧାରେ ପ୍ରାୟ ୪୦ % ଜମିରେ ଆରମ୍ଭ ହୋଇନି ଧାନଚାଷ । ସ୍ୱଳ୍ପ ମିଆଦୀ ଧାନ ଚାଷ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ । ରାଜ୍ୟ ସରକାର କହିଲେ, ଏଯାଏଁ ଆସିନି ମରୁଡ଼ି ସ୍ଥିତି । ସ୍ଥିତି ଉପରେ ନଜର ରଖିଛୁ, ଆବଶ୍ୟକ ହେଲେ ପଦକ୍ଷେପ ନିଆଯିବ ।
ସକାଳୁ ସଞ୍ଜଯାଏଁ ପିଲାଙ୍କୁ ଦିଆଯାଉଛି ଟ୍ରେନିଂ । ପୁଅଠୁ ଝିଅ...ସମସ୍ତେ ନେଉଛନ୍ତି ଟ୍ରେନିଂ । ଅଧିକାଂଶ ପିଲା ସେନାଠୁ ଆରମ୍ଭ କରି ରାଜ୍ୟ ପୋଲିସ୍ରେ ପାଇଲେଣି ଚାକିରି । ଏକାଡେମୀକୁ ନେଇ ସବୁଆଡେ ଚାଲିଛି ଚର୍ଚ୍ଚା।
ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସାଂସଦ ସୂରେଶ ପୂଜାରୀ କହିଛନ୍ତି, ଓଡ଼ିଆ ଜାଣିନଥିବା ମୁଖ୍ୟମନ୍ତ୍ରୀ କିଭଳି ସମ୍ବଲପୁରୀ କହିଦେଲେ ? ମୁଖ୍ୟମନ୍ତ୍ରୀଙ୍କ ସ୍ୱରରେ ଆଉ କାହାଦ୍ୱାରା କୁହାଯାଇନି ତ ?
ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।
ପାଣ୍ଡିଆନଙ୍କ ବରଗଡ଼ ଗସ୍ତ ବେଳେ ବର୍ଷିଲା ବିଜେପି । ବାସ୍ତବରେ ଓଡିଶାର ମୁଖ୍ୟମନ୍ତ୍ରୀ କିଏ, ଦଳରେ କଣ କେହି ବି ଯୋଗ୍ୟ ଜନପ୍ରତିନିଧି ନାହାଁନ୍ତି ବୋଲି ପଚାରିଛି କଂଗ୍ରେସ।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିବ।
ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।
ଆଉ ୨ରୁ ୩ ଦିନ ଭିତରେ ଓଡିଶାକୁ ମୌସୁମୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିବା ପରେ, ଆଶ୍ୱସ୍ତ ହୋଇଛନ୍ତି ଖରା ଓ ଗୁଳୁଗୁଳିରେ ସନ୍ତୁଳି ହେଉଥିବା ସାଧାରଣ ଜନଜୀବନ । ଖାସ୍ କରି ଚାଷୀଙ୍କ ମଧ୍ୟରେ ଖୁସିର ଲହରି ।
ପରବର୍ତ୍ତୀ ୨ ଦିନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ। ଜୁନ୍ ୨୧ ତାରିଖରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ମେଘୁଆ ପାଗ ଓ ବର୍ଷା ସମ୍ଭାବନା ରହିଛି।
ରାସ୍ତା ଉପରେ ଚାଷୀଙ୍କ ନାରାବାଜି, ତେଣେ ମଣ୍ଡିରେ ପଡ଼ିଛି ହଜାର ହଜାର କୁଇଣ୍ଟାଲ ରବି ଧାନ । ଆଖି ଯୁଆଡ଼େ ବୁଲାଇଲେ ପାଲ ଘୋଡ଼ା ହୋଇ ଧାନ ପଡିଛି ।
କ୍ୟାନସର ପୀଡ଼ିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ । ବରଗଡ଼ରେ ଦୁଲଦୁଲି ବାଦ୍ୟ ଓ ସମ୍ବଲପୁରୀ ଗୀତରେ ନାଚିଲେ କ୍ୟାନସର ପୀଡିତ ।
ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।
ବାଲେଶ୍ୱର ବାହାନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ମନରୁ ନଲିଭୁଣୁ ଓଡ଼ିଶାରେ ପୁଣି ଏକ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଛି। ମାଲ୍ବାହୀ ଟ୍ରେନ୍ଟି ଡୁଙ୍ଗୁରି ଚୂନପଥର ଖଣିରୁ ଆସିବା ବେଳେ ମେଣ୍ଢାପାଲି ନିକଟରେ ଦୁର୍ଘଟଣା ଘଟିଛି।
ପଂଚାୟତ ବୈଠକରେ ହାଇଡ୍ରାମା । ବିଧାୟକଙ୍କ କଥାରେ ବିଡିଓ କାମ କରୁଥିବା ଅଭିଯୋଗ କଲେ ବିଜେଡି ନେତା । ସେପଟେ ନରସିଂହ କହୁଛନ୍ତି ତାଙ୍କ ଦଳରେ ପ୍ରବଳ କନ୍ଦଳ...ମତେ କହିଲେ ମୁଁ କିରବି କଣ?
ବରଗଡ଼ ଜିଲ୍ଲା ଭଟଲି ଥାନା ଝିକିଝିକି ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ।
ଗାଁ ମୁଣ୍ଡରେ ବସିଲା ଆମ୍ବ ମାର୍କେଟ୍ । କମ୍ ଦାମ୍ରେ ସୁସ୍ୱାଦୁ ଆମ୍ବ ପାଇବେ ଗ୍ରାହକ... ଭଲ ରୋଜଗାର କରିବେ ଚାଷୀ ।
ବରଗଡ଼ ସହର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର
ନ୍ୟୁକ୍ଲିୟର ଫ୍ୟାମିଲି ଯୁଗରେ ବି ବଞ୍ଚିଛି ଯୌଥ ପରିବାର ବ୍ୟବସ୍ଥା ।