ଆଦିବାସୀ ଭୋଟ୍ ହାତେଇବାକୁ ଜୋରଦାର କସରତ । ପଦ୍ମପୁର ଉପନିର୍ବାଚନରେ ଏହି ଭୋଟ୍ ନିର୍ଣ୍ଣାୟକ ହେଉଥିବାରୁ ସବୁ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି ନିଜର ନିଜର ଗ୍ରାଉଣ୍ଡ ୱାର୍କ ।
ପଦ୍ମପୁର ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ନାମାଙ୍କନ ପରେ ଏବେ ପ୍ରଚାର ମଇଦାନକୁ ଓହ୍ଲାଇବେ ସବୁଦଳର ଷ୍ଟାର ପ୍ରଚାରକ ।
ପଦ୍ମପୁର ଉପନିର୍ବାଚନ ଭୋଟ୍ ପୂର୍ବରୁ ଚାଷୀ ଓ ରାଜନୈତିକ ଦଳଙ୍କ ଛକାପଞ୍ଝା । ଗୋଟିଏ ପରେ ଚାଷୀ କାର୍ଡ ଖେଳି ଭୋଟ ହାତେଇବାକୁ ଦଳଙ୍କ କସରତ।
ଚାଷୀଙ୍କୁ ଫସଲ ବୀମା ମିଳିବାରେ ବିଳମ୍ବ ପାଇଁ ସେ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି । ବୀମା ଯୋଜନା କାର୍ଯ୍ୟକାରୀ ପାଇଁ ଟେଣ୍ଡର ଜାରି କରିବା, ବୀମା କମ୍ପାନୀଙ୍କୁ କ୍ଲଷ୍ଟର ଅଫ୍ ଡିଷ୍ଟ୍ରି ପ୍ରଦାନ କରିବା, ପ୍ରିମିୟମ୍ ରେଟ୍ର ଚୁକ୍ତି କରିବା ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ଦର୍ଶାଇଛନ୍ତି ତୋମାର ।
ସବୁ ଦଳ ମୈଦାନକୁ ନିଜ ନିଜର ଯୋଦ୍ଧା ଓହ୍ଲାଇଛନ୍ତି । ଆସନ୍ତାକାଲି ନାମାଙ୍କନ ଯାଞ୍ଚ ଓ ୨୧ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ତା’ପରେ ଜୋରଦାର ହେବ ପ୍ରଚାର ।
କେନ୍ଦ୍ର କୃଷିମନ୍ତ୍ରୀ ତୋମାରଙ୍କୁ ଭେଟିଲେ ଧର୍ମେନ୍ଦ୍ର ।
ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ନବୀନଙ୍କ ପ୍ରତିଶ୍ରୁତି । ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଘୋଷଣା ପାଇଁ ନିଷ୍ପତ୍ତି ।
ଚାଷୀମାନଙ୍କୁ ଆଶାତୀତ ବୀମା ରାଶି ତୁଳନାରୁ କମ ବୀମା ରାଶି ପୈଠ କରାଯାଇଥିବା ଅଭିଯୋଗ ହୋଇଛି।
ଏପର୍ଯ୍ୟନ୍ତ ମଧ୍ୟ ଠିକ୍ ରିପୋର୍ଟ ଆସିନି, ମରୁଡ଼ି ଘୋଷଣା କଲେ କେମିତି ?
୨୦୨୩ ଡିସେମ୍ବର ୩୧ ସୁଦ୍ଧା ପଦ୍ମପୁରକୁ ଜିଲ୍ଲା ମାନ୍ୟତା ମିଳିବ ବୋଲି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ଏବେ ପଦ୍ମପୁର ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗିଥିବାରୁ ନବୀନ ବିଧିବଦ୍ଧ ଘୋଷଣା କରି ନାହାନ୍ତି।
ଫସଲ ବୀମା ରାଶି କ୍ଲେମ ପାଇଁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ । ୨ଶହ କୋଟିର ଇନପୁଟ୍ ସବ୍ସିଡି ଘୋଷଣା କଲେ ନବୀନ ।
ସ୍ୱର୍ଗତ ବିଜୟରଞ୍ଜନଙ୍କ ବଡ଼ଝିଅ ବର୍ଷାଙ୍କୁ ପଦ୍ମପୁର ପ୍ରାର୍ଥୀ କଲା ବିଜେଡି । ଆନ୍ଦୋଳନରତ ଚାଷୀଙ୍କ ଅନୁରୋଧରେ ପ୍ରଦୀପ ଭରିଲେନି ପ୍ରାର୍ଥୀପତ୍ର ।
ଡିସେମ୍ବର ୫ ତାରିଖରେ ପଦ୍ମପୁର ପାଇଁ ହେବ ଉପନିର୍ବାଚନ, ୮ ତାରିଖରେ ହେବ ଗଣତି ।
ବରିହା ପରିବାରକୁ ଟିକଟ ଦାବି କଲା ବିଂଝାଲ ସମାଜ । ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ରାଜନୀତି ।
ଧାମନଗରରେ ଗଡ଼ବଜାୟ ରଖିବା ପରେ ପଦ୍ମପୁରରେ ସିଟ୍ ହାତେଇବାକୁ ବିଜେପି ପ୍ରୟାସ କରୁଛି । ପ୍ରଦୀପ ପୁରୋହିତ ପଦ୍ମପୁରର ଉପନିର୍ବାଚନ ପାଇଁ ବିଜେପି ଟିକେଟ୍ରୁ ଲଢ଼ିବେ ।
ଅଭିନୟ ଚାତୁରୀ ଦେଖାଇଲେ ୪୩ ଜଣ ଆଶାୟୀ । ପୂର୍ବରୁ ସରିଛି ପାର୍ଶ୍ୱ ଚରିତ୍ର ପାଇଁ କଳାକାର ଖୋଜା
ଚାଷୀମାନେ ବୀମା ସୁବିଧା ପାଉନଥିବାରୁ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି ପ୍ରଦୀପ ।
ଧାମନଗର ବାଇଇଲେକ୍ସନରେ ବିଜେଡିକୁ ମାତ୍ ଦେଇ ଚର୍ଚ୍ଚାରେ ଥିବା ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଏଠାକୁ କ୍ୟାଂପେନ୍ ପାଇଁ ଆଣିବାକୁ ଯୋଜନା କରୁଛି ଦଳ ।
ସବୁଠି ବିଦ୍ରୋହୀ ଥିବା କହି ବିଜେପି ଓ କଂଗ୍ରେସର ଆକ୍ଷେପ । ଶଙ୍ଖ ଶିବିରରେ ଛନକା ସତ୍ତ୍ୱେ ମାନିବାକୁ ନାରାଜ ବିଜେଡି ।
ପଦ୍ମପୁର ପାଇଁ ମଧ୍ୟ ଖୁବ ଶୀଘ୍ର ଓଡିଶା ଆସି ରଣନୀତି ପ୍ରସ୍ତୁତ କରିବେ ସୁନିଲ ବଂଶଲ ଏବଂ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ।
ଧାମନଗର ଝଟ୍କା ପରେ ବିଜେଡିରେ ବଢୁଛି ପ୍ରାର୍ଥୀ ଦ୍ୱନ୍ଦ୍ୱ । ପ୍ରଦୀପ ପୁରୋହିତ ବିଜେପିରୁ ଲଢ଼ିବା ପ୍ରାୟ ନିଶ୍ଚିତ ।
୧୦ ତାରିଖରେ ଧନୁଯାତ୍ରାର ମୁଖ୍ୟ ଭୂମିକା ମହାରାଜ କଂସଙ୍କ ପାଇଁ କଳାକାର ଚୟନ କରାଯିବାକୁ ସ୍ଥିରୀକୃତ ହୋଇଛି ।
୧୮ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୧ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ।
୬୦ ବର୍ଷରୁ ଅଧିକ ବୟସ ଯୋଗୁଁ ବାଦ୍ ପଡିଲେ ଗୋପାଳ ସାହୁ