ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଭଟଲି ଥାନା ଅନ୍ତର୍ଗତ ଭଡ଼ିଗାଁ ଜୀରା ବ୍ରିଜ୍ ତଳେ ଗତ ୬ ତାରିଖ ଦିନ ସକାଳୁ ନଦୀ ପଠାରେ ପଡ଼ିଥିଲା ଜଣେ ମହିଳାଙ୍କ ମୃତ ଦେହ । ରକ୍ତ ଜୁଡୁବୁଡୁ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଲେ ।
ସଚେତନ ପାଇଁ ଆଶାକର୍ମୀ ଓ ANMଙ୍କୁ ନିର୍ଦ୍ଦେଶ । ଜଣଙ୍କର ମୃତ୍ୟୁ ହୋଇଥିବା ସୁନ୍ଦରଗଡ଼ CDMOଙ୍କ ସୂଚନା ।
ସପ୍ତାହକରେ ନିଶ୍ଚିହ୍ନ ହୋଇଗଲା ପୁରା ପରିବାର। ଜଣଙ୍କ ପରେ ଜଣେ ଆଖି ବୁଜିଲେ ୩ ସଦସ୍ୟ। ବିଷପାନ କରିଥିବା ପରିବାରର ଗତକାଲି ଭାଇ ଓ ଭଉଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମା’ଙ୍କ ମୃତ୍ୟୁ ହୋଇଛି।
ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଭାଇର ମୃତ୍ୟୁ ହୋଇଥିବାବେଳେ ଭଉଣୀଙ୍କୁ ବୁର୍ଲା ନେବାବେଳେ ବାଟରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମା’ଙ୍କ ଅବସ୍ଥା ମଧ୍ୟ ସଂକଟାପନ୍ନ ରହିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟରେ ବର୍ଷା ଲାଗି ରହିଛି ...କେବଳ ଉପକୂଳ ଓଡିଶାକୁ ଛାଡ଼ିଦେଲେ ରାଜ୍ୟର ଆଉ ସମସ୍ତ ଜିଲ୍ଲାକୁ ୱାର୍ଣ୍ଣି ଜାରି କରାଯାଇଛି
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିଲେ ମଧ୍ୟ ଆଜିଠୁ କମିବ ଲଘୁଚାପର ପ୍ରଭାବ। ଆଜିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ କମିବା ସମ୍ଭାବନା ରହିଛି।
ଭଗବାନଙ୍କୁ ଡାକି ପୁଅ ପାଇଥିଲେ ବୋଲି ନା ଦେଇଥିଲେ ଆଶିଷ । ସ୍କୁଲରେ ବେହୋସ ହେବା ପରେ ମେଡିକାଲ ନେଇଥିଲେ ବାପା-ମାଆ । ବୁର୍ଲାଠୁ କଟକ...୬ ଥର ଅପରେସନ୍ ହେଲାଣି କିନ୍ତୁ ବିଛଣାରୁ ଉଠୁନି ବଢିଲା ପୁଅ ।
ବରଗଡ ଜିଲ୍ଲା କାଦୋବାହାଲ ଅଞ୍ଚଳରେ ଘଟିଛି ଦୁର୍ଘଟଣା । ଦ୍ରୁତଗତିରେ ଟ୍ରକଟି ଆସି ଛାତ୍ରୀଙ୍କ ଉପରେ ଓଲଟି ପଡିଥିଲା ।
ଏକାଧିକ ବ୍ଲକେଜ୍ ପାଇଁ କାର୍ଡିଓଲୋଜି ଡିପାର୍ଟମେଣ୍ଟରେ ଚିକିତ୍ସାଧୀନ
ଓଡ଼ିଶାର ବୟନ ଶିଳ୍ପ ହେଉଛି ଏହାର ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ। ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ, ଆସନ୍ତୁ ଓଡିଶାର ସାତୋଟି ଆଇକନିକ ବୟନ ଶୈଳୀ ବିଷୟରେ ଜାଣିନେବା ଯାହା ଆମର ସମୃଦ୍ଧ ସାଂସ୍କୃତିକ ବସ୍ତ୍ର ଐତିହ୍ୟର ପରିଚୟ।
ବଲାଙ୍ଗିରରେ ପୋଲିସର ଦାଦାଗିରି। ପୋଲିସ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି ଜଣେ ଅଟୋ ଚାଳକ।
ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି । ବହୁ ଅଞ୍ଚଳ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ।
ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।
ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ଲଘୁଚାପ ପାଇଁ ଆଜି ସକାଳ ସାଢେ ୮ଟା ସୁଦ୍ଧା ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଂଜ, ଯାଜପୁର, ବଲାଙ୍ଗିର ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଥରେ ନୁହେଁ ଦୁଇଦୁଇ ଥର MBBS ପାଇଲେଣି । ଡାକ୍ତର ହୋଇ ରୋଗୀଙ୍କ ସେବା କରିବାକୁ ଭାରି ଇଚ୍ଛା...ହେଲେ ସ୍ୱପ୍ନ ପୂରଣରେ ବାଧକ ସାଜିଛି ଟଙ୍କା । ବାପା ମଜୁରିଆ, ମାଆ ପକୁଡ଼ି ବିକନ୍ତି...ଏତିକି ଟଙ୍କାରେ ପୁଅ ଡାକ୍ତର ପଢିବ ବା କେମିତି? ଆପଣ ସାହାଯ୍ୟ କଲେ ଡାକ୍ତରୀ ପଢିପାରନ୍ତେ ଛତ୍ରପତି