Advertisment

ଆଜି ଭୁବନେଶ୍ୱରର ୭୧ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ୭୧ତମ ପ୍ରତିଷ୍ଠା ଦିବସ। ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଓଡ଼ିଶା ମାନଚିତ୍ରରେ ଭୁବନେଶ୍ୱରକୁ ସ୍ଥାନ ମିଳିଥିଲା। ଓଡ଼ିଶାର ରାଜଧାନୀ ଭାବେ ଭୁବନେଶ୍ୱର ସହର ପାଇଁ ଯେଉଁ ପରିକଳ୍ପନା କରାଯାଇଥିଲା ତାହା ବାସ୍ତବ ରୂପରେ ପରିଣତ ହୋଇଥିଲା। ତେବେ ରାଜଧାନୀ ପ୍ରତିଷ୍ଠା ଫଳକରେ ପୁଷ୍ପମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ସଞ୍ଜୟ କୁମାର ସିଂହ ଯୋଗ ଦେଇଛନ୍ତି। ୧୯୩୩ ମସିହାରେ ଓଡ଼ିଶାର ସ୍ୱତନ୍ତ୍ର […]

ଆଜି ଭୁବନେଶ୍ୱରର ୭୧ତମ ପ୍ରତିଷ୍ଠା ଦିବସ

bbsr

Advertisment

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ୭୧ତମ ପ୍ରତିଷ୍ଠା ଦିବସ। ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଓଡ଼ିଶା ମାନଚିତ୍ରରେ ଭୁବନେଶ୍ୱରକୁ ସ୍ଥାନ ମିଳିଥିଲା। ଓଡ଼ିଶାର ରାଜଧାନୀ ଭାବେ ଭୁବନେଶ୍ୱର ସହର ପାଇଁ ଯେଉଁ ପରିକଳ୍ପନା କରାଯାଇଥିଲା ତାହା ବାସ୍ତବ ରୂପରେ ପରିଣତ ହୋଇଥିଲା। ତେବେ ରାଜଧାନୀ ପ୍ରତିଷ୍ଠା ଫଳକରେ ପୁଷ୍ପମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ସଞ୍ଜୟ କୁମାର ସିଂହ ଯୋଗ ଦେଇଛନ୍ତି।

Advertisment

୧୯୩୩ ମସିହାରେ ଓଡ଼ିଶାର ସ୍ୱତନ୍ତ୍ର ରାଜଧାନୀ ନିର୍ମାଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରଥମେ କଟକ ନିକଟସ୍ଥ ଚାଉଳିଆଗଞ୍ଜ ଓ ପରେ ବ୍ରହ୍ମପୁର ନିକଟସ୍ଥ ଅଞ୍ଚଳକୁ ଚିହ୍ନଟ କରାଯାଇଥିଲା। ତେବେ ସମସ୍ତ ଅଞ୍ଚଳ ବାଧ ଦେବା ପରେ ଭୁବନେଶ୍ୱର ଓ ମଞ୍ଚେଶ୍ୱର ମଧ୍ୟବର୍ତ୍ତୀ ସ୍ଥାନକୁ ରାଜଧାନୀ ନିର୍ମାଣ ନେଇ ଚିହ୍ନଟ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ