/odishatv-khabar/media/post_attachments/uploadimage/library/16_9/16_9_0/black-89_1626760047.jpg)
attack
ମୋହନା(ମିହିର ଜତି): ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସହଦେବ ଦଳାଇ।
Advertisment
ଗତ ରାତିରେ ସହଦେବ ମଧୁରାମ୍ବ ଗାଁରୁ କାମ ସାରି ନିଜ ଗାଁକୁ ଫେରୁଥିବା ବେଳେ ତିନି ଘରିଆ ଛକ ନିକଟରେ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା।
ଗାଁ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)