ବ୍ରହ୍ମପୁର MKCG ମେଡିକାଲ କଲେଜରେ ରାଗିଂ କଳଙ୍କ। ସିନିୟର ଢାକ୍ତରୀଛାତ୍ରଙ୍କ ମାଡ଼ରେ ଆହତ ଜୁନିୟର ଡାକ୍ତରୀ ଛାତ୍ର। କ୍ୟାମ୍ପସରେ ରାଗିଂ ଭଳି କୁତ୍ସିତ ଆଚରଣକୁ ରୋକିବା ପାଇଁ ୟୁଜିସିର କଡ଼ା ଗାଇଡ୍ ଲାଇନ୍ ସତ୍ତ୍ୱେ MKCG ପରି ଆଗ ଧାଡ଼ିର ମେଡିକାଲ କଲେଜରୁ ଆସିଛି ଏମିତି ସାଂଘାତିକ ଅଭିଯୋଗ।
ପୀଡ଼ିତ ଛାତ୍ରଙ୍କ ବାପା ବୈଦ୍ୟନାଥପୁର ଥାନାରେ କରିଛନ୍ତି ଲିଖିତ ଅଭିଯୋଗ ।
ବ୍ରହ୍ମପୁରରେ ଦଳର କିଛି ପକେଟ୍ ଭୋଟ ଥିବାରୁ ଦଳ ଏଥର ବିଜେଡି-ବିଜେପି ଶାସନ ବିରୋଧୀ ହାୱାକୁ ଆଧାର କରି ଦୃଢ଼ ମୁକାବିଲା କରିବାକୁ ଆଶା ବାନ୍ଧିଛି।
ଟାଉନ ପ୍ଲାନିଂର ଅଭାବ ସହ ସବୁବେଳେ ଟ୍ରାଫିକ ସମସ୍ୟା ଲାଗି ରହୁଛି। ସହରର ପାଇଁ ସ୍ୱତନ୍ତ୍ର ଭାବେ ନିର୍ମାଣ ହେଉଥିବା ରିଂ ରୋଡ୍ ଏବେ ଅଧପନ୍ତରିଆ ଭାବେ ପଡ଼ି ରହିଛି।
ବ୍ରହ୍ମପୁର ସହରରେ ଟ୍ରାଫିକ ସମସ୍ୟାର ସମାଧାନ ଲାଗି ଗେଟ ବଜାର ଠାରେ ଏକ ଓଭରବ୍ରିଜ ନିର୍ମାଣ ଲାଗି ଓଡ଼ିଶା ଷ୍ଟେଟ ବିଲଡିଂ କର୍ପୋରସେନ ସାନି ଟେଣ୍ଡର ଆହ୍ୱାନ କରିଛି । ୨ବର୍ଷ ଭିତରେ କାମ ଶେଷ କରିବାକୁ ଟେଣ୍ଡରରେ ଉଲ୍ଲେଖ ରହିଛି ।
କେଶରୀପାଟଣା ଗାଁ ନିକଟରେ ଦୁର୍ଘଟଣା । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ।
ଦିନକୁ ଦିନ ଜୋର ଧରୁଛି ବ୍ରହ୍ମପୁର ମହାନଗର ନିଗମକୁ ପୂର୍ଣ୍ଣାଙ୍ଗ କରିବା ଦାବି । ଆଖପାଖ ପଞ୍ଚାୟତକୁ ମିଶ୍ରଣ କରି ବ୍ରହ୍ମପୁର ମହାନଗର ନିଗମରେ ମିଶାଇବା ନେଇ ୧୫ ବର୍ଷ ପୂର୍ବେ ନୋଟିଫିକେସନ ହୋଇଥିଲା । ହେଲେ ଆଜି ଯାଏଁ କୌଣସି ମିଶ୍ରଣ ହୋଇନି ।
ଗିରଫ ଡାକ୍ତର MKCGର ନିଶ୍ଚେତକ ବିଭାଗର ଦୁର୍ଗାଦତ୍ତ ଶାସନି ।
ଶାଶୁ ହତ୍ୟା ଘଟଣାର ଅଭିଯୁକ୍ତକୁ ଧରିଲା ଚେନ୍ନାଇ ପୋଲିସ । ୧୯୯୮ରେ ଚେନ୍ନାଇରେ ଶାଶୁକୁ ହତ୍ୟା କରି ଫେରାର ହୋଇଥିଲା ।
ସ୍ୱତନ୍ତ୍ର ମସଲା ପକାଇ ପ୍ରସ୍ତୁତ ହୋଇଥାଏ ସ୍ୱତନ୍ତ୍ର ମୁଆଁ । ପରେ ଛାଞ୍ଚରେ ପକାଇ ତାକୁ ବିଭିନ୍ ଆକୃତିର ରୂପ ଦିଆଯାଇଥାଏ ।
ଯଦି ଓଡିଶାର କେହି ତାମିଲନାଡୁରେ ଏଭଳି ଭାବେ ଗୋଟିଏ ଉଚ୍ଚସ୍ଥାନରେ ରହିପାରିଥାନ୍ତେ, ତାହେଲେ ଆମେ ଖୁସି ହୋଇଥାନ୍ତୁ ବୋଲି କହିଛନ୍ତି କଂଗ୍ରେସ ନେତା ବିଜୟ ପଟ୍ଟନାୟକ।
କେଉଁ ଶୌଚାଳୟର କବାଟ ତ କେଉଁଠି ଲେଟ୍ରିନ ଚଟାଣ ଭାଙ୍ଗି ଗଲାଣି । ଟ୍ୟାପ୍ ଠାରୁ ଆରମ୍ଭ କରି ଏହାର କୋଠା ଜରାଜୀର୍ଣ୍ଣ ଅବସ୍ଥାରେ ପଡିଛି । ଶୌଚାଳୟ ଉପରେ ଗଛ ଉଠିଲାଣି । ଭିତରେ ଅଳିଆ ଆବର୍ଜନା ପଡ଼ିରହିଛି । ଶୌଚାଳୟରେ ଲାଗିଥିବା ଟ୍ୟାପ୍ ଗୁଡ଼ିକ ନଷ୍ଟ ହୋଇଯାଇଛି ।
ବ୍ରହ୍ମପୁରର ଏକ ଲଜ୍ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀଙ୍କ ଘର କେରଳ ରାଜ୍ୟର ବୋଲି ଜଣାପଡ଼ିଛି ।
ରେକର୍ଡ ହେଲା ୧୬୪ ଧାରାରେ ବୟାନ । ସାପକୁ ଅସ୍ତ୍ର ଭାବେ ବ୍ୟବହାର ଘଟଣାରେ ପିସିସିଏଫ୍ଙ୍କ ତଦନ୍ତ ନିର୍ଦ୍ଦେଶ ।
ସ୍କୁଲରେ ତାଲା ପକାଇ ଛାତ୍ରଛାତ୍ରୀ ଦେଲେ ଧାରଣା ।
ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।
ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗରେ କଣ୍ଟାବାଡ଼ରେ ଲୁଗା ପକାଇ ବିଜେଡି କରୁଛି କଳି !
ଡିଆରଡିଓ, ଭିଜିଲାନ୍ସର ନକଲି ସାର୍ଟିଫିକେଟ ସହ ଭାରତୀୟ ବାୟୁସେନାର ନକଲି ପରିଚୟ ପତ୍ର, ଲ୍ୟାପଟପ, ୨ଟି ପେନ୍ ଡ୍ରାଇଭ, ୮ଟି ମୋବାଇଲ ଫୋନ, ୧୩ଟି ସିମ୍ କାର୍ଡ, ୫ଟି ବ୍ୟାଙ୍କ ପାସବୁକ୍ ଓ ଚେକ୍ ଆଦିକୁ ଜବତ କରିଛି ପୋଲିସ ।
ସିଗନାଲ ଓଭରସୁଟିଂରୁ ଟ୍ରେନକୁ ଟ୍ରେନ୍ ପିଟିଥିବା ସୂଚନା । ଆଲମଣ୍ଡାରେ ରେଲୱେ ସେଫଟି କମିଶନରଙ୍କ ତନାଘନା ।
ପିଲାଛୁଆ ଧରି ଷ୍ଟେସନରେ ଅଖିଆ ଅପିଆ ରାତି କାଟିଲେ ପାସେଞ୍ଜର ।
ଗତକାଲି ଲାଗିଥିବା ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଅପରାହ୍ଣ ୪ଟାରୁ ପାକ ନିଷେଧ ଓ ହାଣ୍ଡି ଛାଡ କରାଯାଇଥିଲା । ହେଲେ କିଛି ସ୍ଥାନରେ ହେତୁବାଦୀମାନେ ଏହି ପରମ୍ପରାର ବିରୋଧ କରିଥିବା ଦେଖିବାକୁ ମିଳିଥିଲା ।
ଜୁଆ ଖେଳ ବଢ଼ାଉଛି ଅପରାଧ ...ପୋଲିସକୁ ବି ଆକ୍ରମଣ କରିବାକୁ ପଛାଉ ନାହାନ୍ତି..କୁମାର ପୂର୍ଣ୍ଣିମାରେ ତାସ ଖେଳର ପରମ୍ପରା ରହିଛି ..ପରମ୍ପରାକୁ ଗ୍ରାସ୍ କରିଛି ଜୁଆ ଖେଳ ...
ଦାଣ୍ଡିଆ ନାଇଟରେ 'ହେ ନବୀନ ବାବୁ ଆମେ ତମ ଫ୍ୟାନ୍'..ଗୀତର ତାଳେ ତାଳେ ନାଚିଲେ ଖୋଦ୍ ବ୍ରହ୍ମପୁର ମେୟର
ପୁଅକୁ କାଖରେ ଧରି ପ୍ରେମିକ ଘର ଆଗରେ ମୁଣ୍ତ ଗୁଞ୍ଜିବା ପାଇଁ ନିଜ ହକ୍ ମାଗୁଛନ୍ତି ରୀନା। କିନ୍ତୁ ପ୍ରେମିକରୁ ସ୍ୱାମୀ ବନିଥିବା ହୀନ ସେଠୀ ରୀନାକୁ ଛାଡି ଫେରାର।