• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Berhampur

Former Chatrapur MLA Narayan Reddy
ପୂର୍ବତନ ଛତ୍ରପୁର ବିଧାୟକଙ୍କୁ ଆଜୀବନ ଜେଲ୍

୨୫ ବର୍ଷ ତଳର ଟାଟା କମ୍ପାନୀ ଜମି ଅଧିଗ୍ରହଣ ବେଳେ ହତ୍ୟା ମାମଲାରେ ରାୟ । ନାରାୟଣ ରେଡ୍ଡୀଙ୍କ ସହ ୧୪ ଜଣଙ୍କୁ ସଜା ଶୁଣାଇଲେ ବ୍ରହ୍ମପୁର ଏଡିଜେ କୋର୍ଟ ।

ex-MLA Narayan Reddy
Big Breaking : ହତ୍ୟା ମାମଲାରେ ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍

୨୫ ବର୍ଷ ପୂର୍ବରୁ ଘଟିଥିଲା ହତ୍ୟାକାଣ୍ଡ ,ଏବେ ଏହି ମାମଲାରେ ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍ ହୋଇଛି ।

Bomb Attack On Cement Factory In Ganjam
ଖଣ୍ଡା ଦେଖାଇ ଲୁଟିଲେ, ବୋମାମାଡ଼ କଲେ...କଲ୍‌ କରି ଠିକାଦାରଙ୍କୁ ଦାଦାବଟି ମାଗିଲେ

ଠିକାଦାରଙ୍କୁ ଦାଦା ବଟି ମାଗିଲେ ଓ ତା’ପରେ ବୋମାମାଡ଼ କଲେ। ମ୍ୟାନେଜରଙ୍କୁ ଆକ୍ରମଣ କରି ଲୁଟି ନେଲେ।

Atuta Bandhan
ଅଭାବୀ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସ୍ୱପ୍ନ ସାକାର କରୁଛି ‘ଅତୁଟ ବନ୍ଧନ’

ଅଭାବୀ ଓ ମେଧାବୀ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଯୋଗାଉଛି ଆର୍ଥିକ ସହାୟତା । ବର୍ଷକ ତଳେ ଆରମ୍ଭ ହୋଇଥିଲା ‘ଅତୁଟ ବନ୍ଧନ’ ପରିବାର ।

Fake doctor arrested
ନକଲି ଡାକ୍ତର ଗିରଫ, +୨ ପଢ଼ି ରୋଗୀଙ୍କ ଚିକିତ୍ସା କରୁଥିଲେ...ନେଉଥିଲେ ମୋଟା ଅଙ୍କର ଫିସ୍‌

ରୋଗୀଙ୍କ ଜୀବନ ସହ ଖେଳ। ନକଲି ଡାକ୍ତର ଶୁଭ୍ରଜିତ ପଣ୍ଡାକୁ ପୋଲିସ ଗିରଫ କରିଛି । ସେ +୨ ପାଠ ପଢ଼ି ମେଡିସିନ୍‌ ରିପ୍ରେଜେଣ୍ଟିଭଙ୍କୁ ନେଇ ଚିକିତ୍ସା କରୁଥିଲେ।

Accused Gopal Das’ brother rejects Crime Branch chargesheet
'ନବଙ୍କୁ ଗୁଣ୍ଡା ସଜେଇ ଦେଇଛି କ୍ରାଇମବ୍ରାଞ୍ଚ ଚାର୍ଜସିଟ୍'

ବଡ଼ ପ୍ରଶ୍ନ ହେଲା, ନବଙ୍କ ପୁଅ ଓ ପତ୍ନୀ କରୁଥିବା ଏହି ପ୍ରି-ପ୍ଳାନ କିଏ ଓ କେବେ କରିଥିଲା? ବ୍ରଜରାଜନଗରରେ ନବଙ୍କର ବିରୋଧୀ କିଏ ଥିଲେ? ସେମାନଙ୍କୁ ପଚରାଉଚୁରା କରିଛି କି କ୍ରାଇମବ୍ରାଂଚ?

Dengue In Odisha
ଡେଙ୍ଗୁ ହଟସ୍ପଟ୍ ପାଲଟିଛି ରାଜଧାନୀ; ଅଣାୟତ୍ତ ସ୍ଥିତି, ଏଯାଏଁ ଦେଢ଼ଶହ ଆକ୍ରାନ୍ତ

ଡେଙ୍ଗୁ ଆଁରେ ୩ ମହାନଗର ନିଗମ । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ହେଲେ ହଟସ୍ପଟ୍ ପାଲଟିଛି ରାଜଧାନୀ ।

Bahuda river
ଏକା ସାଙ୍ଗରେ ନଈରେ ଏତେ ମାଛ ମଲେ କେମିତି ?

ଥିଲେ ଥିଲେ ଏକା ସାଙ୍ଗରେ ବାହୁଦା ନଈରେ ଏତେ ମାଛ ମଲେ କେମିତି? କିଏ ଔଷଧ ପକାଇ ମାରିଦେଲା ନା ଆଉ ଅନ୍ୟ କାରଣ ରହିଛି? ଜାଣନ୍ତୁ କଣ ଥିଲା ପୂରା ଘଟଣା।

Tata Power
ଆଉ ଚଳିବନି ମନମାନି, ଟାଟା ପାୱାରକୁ କଡ଼ା ତାଗିଦ୍ କଲେ OERC 

ଏବର୍ଷର ପାୱାରକଟ୍ ସମସ୍ୟା ଆସନ୍ତାବର୍ଷ ନହେଉ କହିଲେ OERC । ନିର୍ଦ୍ଦିଷ୍ଟ ସମୟ ଭିତରେ ଭିତ୍ତିଭୂମି ସୁଧାରିବାକୁ ନିର୍ଦ୍ଦେଶ ।

smoke detected in Dibrugarh-Kanyakumari Vivek Express in Berhampur
ବିବେକ ଏକ୍ସପ୍ରେସ୍‌ରେ ଧୂଆଁ, ଭୟଭୀତ ହୋଇ ଟ୍ରେନ୍‌ରୁ ଓହ୍ଲାଇ ପଡ଼ିଲେ ଯାତ୍ରୀ...

ବ୍ରହ୍ମପୁର ରେଲ୍‌ୱେ ଷ୍ଟେସନ ନିକଟରେ ଦିବ୍ରୁଗଡ଼-କନ୍ୟାକୁମାରୀ ବିବେକ ଏକ୍ସପ୍ରେସରୁ ଧୂଆଁ ବାହାରିଥିବା ଦେଖିବାକୁ ମିଳିଛି। ଭୟଭୀତ ହୋଇ ଶହ ଶହ ସଂଖ୍ୟାରେ ଯାତ୍ରୀ ଟ୍ରେନ୍‌ରୁ ବାହାରି ଆସିଥିଲେ।

MKCG Medical College And Hospital
MKCG ର ବିକଳ ଚିତ୍ର; ସକାଳେ ଲାଇନ୍ ଦେଲେ ସନ୍ଧ୍ୟାରେ ମେଡିସିନ୍

ସକାଳୁ ସନ୍ଧ୍ୟା ଯାଏଁ ଭିଡ଼ ଏମିତି ଯେ, ବୃଦ୍ଧ, ମହିଳା କିମ୍ବା ରୋଗୀଟିଏ ଯଦି ଔଷଧ ପାଇଁ ଅପେକ୍ଷା କଲା, ତେବେ କଥା ସରିଲା । ଏ ସ୍ଥିତି ଦିନ ଅଧର ନୁହେଁ, ସବୁ ଦିନିଆ ।

crime
ପାରିବାରିକ କଳହର କରୁଣ ପରିଣତି,୩ ଛୁଆଙ୍କୁ କୂଅକୁ ଫିଙ୍ଗି ନିଜେ ବି ଡେଇଁଲା ମା'

ସାନ ଝିଅ ଓ ପୁଅର ମୃତଦେହ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କରାଯାଇଛି ।

Miscreants allegedly kill 2 and set their bodies on fire in Digapahandi
ପ୍ରଥମେ ହତ୍ୟା, ପରେ ମୃତଦେହ ଜାଳିଦେଲେ...

ପ୍ରଥମେ ହତ୍ୟା, ପରେ ମୃତଦେହ ଜାଳିଦେଲେ। ଗଞ୍ଜାମ ଜିଲ୍ଲାରେ ଏହି ବୀଭତ୍ସ ଡବଲ୍‌ ମର୍ଡର ହୋଇଛି।

Berhampur SP
ସରକାରୀ ବସ୍‌ ଡ୍ରାଇଭରର ବେପରୁଆ ଡ୍ରାଇଭିଂ ପାଇଁ ଦୁର୍ଘଟଣା ହୋଇଛି: ଏସ୍‌ପି

ଉଭୟ ଡ୍ରାଇଭରଙ୍କ ମଦ୍ୟପାନ ଟେଷ୍ଟ ହୋଇଛି, ଉଭୟଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି । ସରକାରୀ ବସ ଡ୍ରାଇଭରର ଦ୍ରୁତ ଗତି ଓ ଆଖି ପଡ଼ିବା ଯୋଗୁଁ ଏହା ହେବା ସହ ବେପରୁଆ ଗାଡ଼ି ଚାଳନା ପାଇଁ ଡ୍ରାଇଭରକୁ ୩୦୪ ଦଫାରେ ଗିରଫ କରାଯାଇଛି ।

Berhampur Accident
ଅଧା ରାସ୍ତାରେ ଛକିଥିଲା ଯମ...ନେଇଗଲା ଶାଳୀଙ୍କ ସହ ୧୦ ଜଣଙ୍କ ଜୀବନ

ବଡ ଭଉଣୀର ବାହାଘର ଥିଲା, ଭିଣୋଇଙ୍କଠାରୁ କେତେ କଣ ଡିମାଣ୍ଡ ନେଇଥିଲା ଶାଳୀ । ବାହାଘର ସରିବା ପରେ ଖାଇପିଇ ଘରକୁ ଫେରୁଥିଲେ । ବସ୍‌ରେ କଥା ହେଉଥିଲେ ସକାଳୁ କେତେ କଣ କିଣିବେ ବୋଲି...ହେଲେ ବାଟରେ ରାସ୍ତାରେ ଜଗିଥିଲା ଯମ...ମାତ୍ର କେଇ ଘଂଟା ପୂର୍ବରୁ ହାତ ଗଣ୍ଠି ଫିଟାଇ ଥିଲେ, ୨ ଘଂଟା ପରେ ପ୍ରାଣ ନେଇଗଲା ଯମ । ଏବେ କାନ୍ଦବୋବାଳିରେ ଫାଟି ପଡୁଛି ପୂରା ପରିବେଶ

Bus Tragedy
ବାହାବେଦୀ ପାଖରେ ଆଜି ବନ୍ଧା କୋକେଇ

ଲୁହରେ ଭିଜିଲା ଖଣ୍ଡଦେଉଳି ଗାଁ, ଏକାଠି ଜଳିଲା ୩ ଜୁଇ । ଅକସ୍ମାତ୍ ଅଫେରା ରାଇଜର ପଥିକ ହୋଇଗଲେ ୧୧ ଆତ୍ମିୟ ।

Bus Tragedy
ଦିଗପହଣ୍ଡି ବସ୍ ଟ୍ରାଜେଡି: ୨୫ ବର୍ଷର ଦଦରା ବସ୍‌ର ନଥିଲା ପରମିଟ୍, କମିତି ମିଳିଥିଲା ଫିଟନେସ୍ ?

ଦୁର୍ଘଟଣାକୁ ନେଇ ସ୍ତବ୍ଧ ରାଜ୍ୟ, ଚାଲିଛି କାରଣ ଖୋଜା । ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍‌ର ନଥିଲା ପରମିଟ୍ ।

accident
ନିଷ୍ଠୁର ମୃତ୍ୟୁ, ହାତଗଣ୍ଠି ଫିଟାଇବା ପରେ ସବୁ ଦିନ ପାଇଁ ଚାଲିଗଲେ ଅଫେରା ରାଇଜକୁ...

ହସଖୁସିର ସଂସାରକୁ ସତେ ଯେମିତ କାହାର ନଜର ଲାଗିଗଲା । ଭଉଣୀ ବିବାହ ସାରି ଘରକୁ ଫେରୁଥିବା ବେଳେ ଚାଲିଗଲା ସାନ ଭଉଣୀ ।

Narendra Modi
ଦିଗପହଣ୍ଡି ଦୁର୍ଘଟଣା : ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା ହୋଇଛି ।

accident
ଦିଗପହଣ୍ଡି ଦୁର୍ଘଟଣା : ପୂର୍ବତନ ସାଂସଦଙ୍କ ୧୧ ସମ୍ପର୍କୀୟ ମୃତ, ଗାଁରେ ଶୋକାକୁଳ ପରିବେଶ

ଦୁର୍ଘଟଣାରେ ପୂର୍ବତନ ସାଂସଦ ରେଣୁବାଳା ପ୍ରଧାନଙ୍କ ୧୧ ସମ୍ପର୍କୀୟଙ୍କ ମୃତ୍ୟୁ । ଖଣ୍ଡଦେଉଳି ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

accident
‘ମୁଁ ମରିଯାଇ ଥାଆନ୍ତି’.. ଡ୍ରାଇଭର୍‌ ବଖାଣିଲେ ଦୁର୍ଘଟଣାର ଲୋମଟାଙ୍କୁରା କାହାଣୀ

ଅଳ୍ପକେ ବର୍ତ୍ତିଛନ୍ତି ବସର ଡ୍ରାଇଭର୍ । କହିଲେ, ସିଏ ଖୁବ୍ ଜୋରରେ ଆଣି ଲେଫ୍ଟରୁ ପିଟିଲା ।

murder
ଚାଞ୍ଚଲ୍ୟ : ପୂର୍ବତନ ସରପଞ୍ଚଙ୍କୁ କାର୍ ମଡ଼ାଇ ହତ୍ୟା !

ବୁଲେଟରେ ଫେରୁଥିବା ବେଳେ ଜଣେ ସ୍ଥାନୀୟ ଯୁବକ ମାରିଥିବା ଅଭିଯୋଗ ।

Berhampur Bus Stand
ଉଦଘାଟନ ହେଲା କିନ୍ତୁ କାମରେ ଲାଗୁନି : ପାଣିରେ ପଡିଲା ୭ କୋଟି !

ଟ୍ରାଫିକ୍‌ ସମସ୍ୟା କମାଇବାକୁ ୭ କୋଟି ଟଙ୍କା ବ୍ୟୟରେ ବସଷ୍ଟାଣ୍ଡ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ୨୦୧୬ ଠୁ ଆଜିଯାଏଁ ଗୋଟିଏ ବସ୍‌ ବି ଯାଇନାହିଁ ନୂଆ ଷ୍ଟାଣ୍ଡକୁ । ନିଜ ଜିଦ୍‌ରେ ଅଟଳ ଘରୋଇ ବସ୍‌ ମାଲିକ ସଂଘ । ସେପଟେ ନୂଆ ବସଷ୍ଟାଣ୍ଡର ଅବସ୍ଥା ପୂରା ବେହାଲ।

medical student
କିପରି ଓ କେଉଁ ପରିସ୍ଥିତିରେ ହେଲା ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ?

MKCG ଚର୍ମ ବିଭାଗର ପିଜି ପ୍ରଥମ ବର୍ଷ ଛାତ୍ରୀ ଶୁଭାନୀ ପଟ୍ଟନାୟକଙ୍କ ମୃତ୍ୟୁକୁ ନେଇ ହଇଚଇ । ଝିଅର ମୃତ୍ୟୁ ନେଇ ବାପା ଗଣମାଧ୍ୟମରେ ମୁହଁ ଖୋଲୁନଥିବାରୁ ଶୁଭାନୀଙ୍କ ମୃତ୍ୟୁକୁ ନେଇ ଦେଖାଦେଇଛି ସସପେନ୍ସ ।

 medical student dies
ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର MKCG ପିଜି ପ୍ରଥମ ବର୍ଷର ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି