ସ୍ତ୍ରୀର ମାନ୍ୟତା ଦାବି କରି ଧାରଣାରେ ପ୍ରାୟ ୧୦ ଦିନ ହେଲା ବସି ରହିଛନ୍ତି ଦୀପିକା ।
ଦୀପିକାଙ୍କୁ ଓ ପୁଅକୁ ତାଙ୍କ ସ୍ୱାମୀ ବା ପ୍ରେମିକ ଗ୍ରହଣ ନକଲା ଯାଏଁ ଏହି ଧାରଣା ଚାଲିବ ବୋଲି ସେ ଚେତାବନୀ ଦେଇଛନ୍ତି ।
ପତ୍ନୀର ମାନ୍ୟତା ଦାବି ନେଇ ଦେଢ ବର୍ଷର ଶିଶୁକୁ ଧରି ଶାଶୁ ଘର ଆଗରେ ଧାରଣାରେ ବସି ରହିଛନ୍ତି ଜଣେ ମହିଳା। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏହି ଘଟଣା ଘଟିଛି।
ବ୍ରହ୍ମପୁର ଜଗଦଳପୁରରେ ପୋକରା ଛତୁଆ ବଣ୍ଟାଯାଉଥିବା ଅଭିଯୋଗ ହୋଇଛି । ଏନେଇ ଉପଜିଲ୍ଲାପାଳଙ୍କ ଅଫିସରେ ଅଭିଯୋଗ କଲେ ଲୋକେ….
ସମୁଦ୍ରର ଏପରି କରାଳ ରୂପରେ ଗୋଟିଏ ପରେ ଗୋଟିଏ ଘର ଲୀନ ହେବାର ଦେଖି ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି। ଫଳରେ ନିକଟରେ ଥିବା କଣ୍ଟିଆଗଡ଼ ଗ୍ରାମବାସୀଙ୍କ ଚିନ୍ତା ବଢ଼ିଛି।
ବ୍ରହ୍ମପୁର ଗୋପାଳପୁର ଥାନା ଭିତରେ ପଶି ବିଷ ପିଇଥିବା ମହିଳାଙ୍କ ମୃତ୍ୟୁ..
ଖବରପାଇ ମେଡିକାଲର ବିଭାଗୀୟ ମୁଖ୍ୟ, ମେଡିକାଲ ଅଧୀକ୍ଷକ ଆସି ତଦନ୍ତ କରିଥିଲେ । ହେଲେ ଇଞ୍ଜେକସନ୍ର ତ୍ରୁଟି ନା ଚିକିତ୍ସାରେ ଭୁଲ ଭଟକା ଯୋଗୁଁ ଏଭଳି ଘଟଥିଲା ତାହା ଜଣାପଡ଼ିନଥିଲା ।
ଅଭିଯୋଗ ଶୁଣାଣି ସମୟରେ ଅଭାବନୀୟ ଘଟଣା....
ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ସ୍ୱାମୀ ମୁକୁନ୍ଦାନନ୍ଦ ବନ୍ଦୀ କରି ରଖିଥିବା ଅଭିଯୋଗ ହୋଇଛି। ବାବାଙ୍କ ଆଶ୍ରମକୁ ଗଲେ, ସେମାନେ ଝିଅ ସହ ଭେଟିବାକୁ ଦେଉନଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।
ବ୍ରହ୍ମପୁରରେ ମାସ୍କ ବାଧ୍ୟତାମୂଳକ...ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି ।
ଚତୁର୍ଥ ସେମିଷ୍ଟର ପାଇଁ ୨ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ବାରଣ କରିବାରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି।
ପାହାଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ। ଯୁବକଙ୍କୁ ହତ୍ୟା କରି ଫୋପାଡ଼ି ଦିଆଯିବା ସହ ଦେହର କିଛି ଅଂଶ ପୋଡି ଯାଇଥିବା ଦେଖିବାକୁ ମିଳିଛି।
୧୯୮୦ରୁ ତାଙ୍କର ଦେହାବସାନ ହୋଇଥିଲେ ବି ବ୍ରହ୍ମପୁରରେ ତାଙ୍କର ସ୍ମୃତି ରହିଯାଇଛି । ଭି.ଭି ଗିରିଙ୍କ ବାସଭବନରେ ଚାଲିଛି ଗାର୍ଲସ ହାଇସ୍କୁଲ । ତାଙ୍କ ନାଁରେ ବ୍ରହ୍ମପୁରରେ ରାସ୍ତା ଓ ମାର୍କେଟକୁ ନାମିତ କରାଯାଇଛି ।
୨ ସପ୍ତାହରେ କମାଇଲେ ୬ କିଲୋ ଓଜନ । ଚର୍ଚ୍ଚାରେ ବ୍ରହ୍ମପୁର ଫିିଜିକାଲ୍ ଏକାଡେମୀ ।
ଗୋଟିଏପଟେ ଗାଁରେ ଶୀତଳ ଷଷ୍ଠୀ ଯାତ୍ରା ଚାଲି ଥିବାବେଳେ ଅନ୍ୟପଟେ ଗାଁରେ ରକ୍ତ ନଦୀ ବୁହାଇଛନ୍ତି ଦୁର୍ବୃତ୍ତ। ବିଳମ୍ବିତ ରାତିରେ ପୂର୍ବତନ ସରପଞ୍ଚଙ୍କ ସମେତ ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।
ବିଲମ୍ବିତ ରାତିରେ ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ଭଞ୍ଜନଗର ଓ ଜି.ଉଦୟଗିରି ପୋଲିସ । ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ୍ରୁ ଜଣକ ପରେ ଜଣେ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।
ନାହିଁ ନାହିଁରେ ଚାଲିଛି ବ୍ରହ୍ମପୁରର ପୁରାତନ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ । ଅଧ୍ୟାପକ ମରୁଡ଼ି ପଡିଥିବାବେଳେ ୧୮ଟି ବିଭାଗରେ ୮୮ଟି ପୋଷ୍ଟରୁ ମାତ୍ର ୨୨ ଜଣ ସ୍ଥାୟୀ ଅଧ୍ୟାପକ ଏବଂ ବଳକା ଗେଷ୍ଟ ଫ୍ୟାକଲ୍ଟିରେ ଚାଲୁଛି କଲେଜ ।
ପ୍ରଶାସନ ପକ୍ଷରୁ ସେମାନଙ୍କୁ ଉଦ୍ଧାର ପାଇଁ ହୋଇଥିଲା ହେଲିକପ୍ଟର ବନ୍ଦୋବସ୍ତ । ଏଯାବତ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ମିଳିଲା ସୂଚନା ।
ପ୍ରଫେସର ଗୀତାଞ୍ଜଳି ଦାଶ ୪ ବର୍ଷ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟ କରିବେ।
କଳିଙ୍ଗର ଗର୍ବ ଆଉ ଗୌରବର କାହାଣୀ ବର୍ଣ୍ଣନା କରେ ଓଡ଼ିଆଙ୍କ ଏହି ପାରମ୍ପରିକ କଳା । କେତେ ବୀର ଥିଲେ ଆମ ପୂର୍ବଜ, କେତେ ସମୃଦ୍ଧ ଥିଲା ଆମ ସଂସ୍କୃତି ।
DEOଙ୍କ ସହ ଆଲୋଚନା କରୁଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା ।
ଖବର ପାଇ ବାରକୋଟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ମାମୁକୁ ଅଟକ ରଖି ପଚରାଉଚରା କରୁଛି ।
ଗଞ୍ଜାମ ହଂସପୁରରେ ତୁମୁଳକାଣ୍ଡ । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବିରେ ହିଂସାତ୍ମକ ମୋ଼ଡ ନେଲା ଆନ୍ଦୋଳନ ।
ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା ପରେ ଆତ୍ମହତ୍ୟା କଲେ ଯୁବତୀ। ବ୍ୟବସାୟୀଙ୍କ ସହ ବିବାହ ସ୍ଥିର ହୋଇଥିବା ଯୁବତୀ ଆତ୍ମହତ୍ୟା କରିଛନ୍ତି।