ସଂପୃକ୍ତ ବ୍ୟକ୍ତି ବସ୍ରେ ବ୍ରହ୍ମପୁରରୁ କଟକ ଯାଉଥିଲା ବୋଲି ପୋଲିସ ଆଗରେ କହିଛି ।
ସୁପର ସ୍ପେଶାଲିଟି ହସ୍ପିଟାଲର ପଞ୍ଚମ ମହଲାରେ ପୁଣି ସିଲିଂ ଖସିଥିବା ଦେଖିବାକୁ ମିଳିଛି ।
ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଖଣ୍ଡାରେ ଆକ୍ରମଣ ଅଭିଯୋଗରେ ବ୍ରହ୍ମପୁର ମହାନଗର ନିଗମର ୨୫ ନମ୍ବର ୱାର୍ଡ କର୍ପୋରେଟର ନରସିଂହ ସେଠୀଙ୍କୁ ପୋଲିସ୍ ଗିରଫ କରିଛି।
ବାସନ୍ଦ ଯୋଗୁଁ ଆଖପାଖ ଗାଁରେ ନିଜ ଜାତିରେ ପୁଅ-ଝିଅ ବାହା ଦେଇ ପାରୁନାହାନ୍ତି କି ବୈବାହିକ ସଂପର୍କ ସ୍ଥାପନ କରିପାରୁ ନାହାନ୍ତି ।
ଇଏ ହେଉଛନ୍ତି ବିଜେଡିର ସେଇ ଦିବଙ୍ଗତ ନେତ୍ରୀ, ଯିଏ ନିଜ ପୁଅର ସୁରକ୍ଷାକୁ ନେଇ ପୋଲିସ୍ ପାଖରୁ ନ୍ୟାୟ ନପାଇ ଆତ୍ମହତ୍ୟା କରିଥିଲେ ।
ପୁଅକୁ ବାପାର ପରିଚୟ ସହ ତାଙ୍କୁ ପତ୍ନୀର ମାନ୍ୟତା ଦିଅନ୍ତୁ ବୋଲି ଦୀପିକା କହିଛନ୍ତି। ଏହାସହ ପ୍ରଭୁ ଗଣେଶ ଦୀନେଶଙ୍କୁ ସଦ୍ବୁଦ୍ଧି ଦିଅନ୍ତୁ ବୋଲି ପ୍ରାର୍ଥନା କରି ଗଜାନନଙ୍କ ନିକଟରେ ଦୀପଦାନ କରିଥିବା କଥା ଦୀପିକା କହିଛନ୍ତି।
ପତ୍ନୀଙ୍କୁ ସାନିଟାଇଜର ଢାଳି ନିଆଁ ଲଗାଇ ସ୍ୱାମୀ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପୂର୍ବରୁ ମଧ୍ୟ ମାରିବା ପାଇଁ ଉଦ୍ୟମ କରିଥିଲେ।
ଗାଁ ମଝିରେ ଖଣ୍ଡା, ବାଡ଼ି, ଲାଠି ଧରି ଦୁଇ ଗୋଷ୍ଠୀର ଲୋକେ ଜଣେ ଅନ୍ୟ ଜଣଙ୍କ ଉପରକୁ ଆକ୍ରମଣ କରିଥିଲେ। ସର୍ବସମ୍ମୁଖରେ ଗାଁ ମଝିରେ ଏହି ଆତଙ୍କରାଜ ଚାଲିଥିଲା।
ଯୋଜନା ପଣ୍ଡ କଲା ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ।
ବ୍ରହ୍ମପୁର MKCG ମେଡିକାଲ୍ରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ୍ର ପ୍ଲାଷ୍ଟିକ୍ ସର୍ଜରୀ ୱାର୍ଡରେ ନିଆଁ ଲାଗି ଧୂଆଁ ବାହାରୁଥିବା ସୂଚନା ମିଳିଛି।
ବ୍ରହ୍ମପୁର ସହରର ଭାବାନଗରରେ ଥିବା ଆପୋଲୋ କ୍ଲିନିକ୍ ବିକ୍ରି ନାଁରେ ୪ କୋଟି ୬୪ ଲକ୍ଷ ଟଙ୍କା ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି।
ସ୍ତ୍ରୀର ମାନ୍ୟତା ଦାବି କରି ଧାରଣାରେ ପ୍ରାୟ ୧୦ ଦିନ ହେଲା ବସି ରହିଛନ୍ତି ଦୀପିକା ।
ଦୀପିକାଙ୍କୁ ଓ ପୁଅକୁ ତାଙ୍କ ସ୍ୱାମୀ ବା ପ୍ରେମିକ ଗ୍ରହଣ ନକଲା ଯାଏଁ ଏହି ଧାରଣା ଚାଲିବ ବୋଲି ସେ ଚେତାବନୀ ଦେଇଛନ୍ତି ।
ପତ୍ନୀର ମାନ୍ୟତା ଦାବି ନେଇ ଦେଢ ବର୍ଷର ଶିଶୁକୁ ଧରି ଶାଶୁ ଘର ଆଗରେ ଧାରଣାରେ ବସି ରହିଛନ୍ତି ଜଣେ ମହିଳା। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏହି ଘଟଣା ଘଟିଛି।
ବ୍ରହ୍ମପୁର ଜଗଦଳପୁରରେ ପୋକରା ଛତୁଆ ବଣ୍ଟାଯାଉଥିବା ଅଭିଯୋଗ ହୋଇଛି । ଏନେଇ ଉପଜିଲ୍ଲାପାଳଙ୍କ ଅଫିସରେ ଅଭିଯୋଗ କଲେ ଲୋକେ….
ସମୁଦ୍ରର ଏପରି କରାଳ ରୂପରେ ଗୋଟିଏ ପରେ ଗୋଟିଏ ଘର ଲୀନ ହେବାର ଦେଖି ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି। ଫଳରେ ନିକଟରେ ଥିବା କଣ୍ଟିଆଗଡ଼ ଗ୍ରାମବାସୀଙ୍କ ଚିନ୍ତା ବଢ଼ିଛି।
ବ୍ରହ୍ମପୁର ଗୋପାଳପୁର ଥାନା ଭିତରେ ପଶି ବିଷ ପିଇଥିବା ମହିଳାଙ୍କ ମୃତ୍ୟୁ..
ଖବରପାଇ ମେଡିକାଲର ବିଭାଗୀୟ ମୁଖ୍ୟ, ମେଡିକାଲ ଅଧୀକ୍ଷକ ଆସି ତଦନ୍ତ କରିଥିଲେ । ହେଲେ ଇଞ୍ଜେକସନ୍ର ତ୍ରୁଟି ନା ଚିକିତ୍ସାରେ ଭୁଲ ଭଟକା ଯୋଗୁଁ ଏଭଳି ଘଟଥିଲା ତାହା ଜଣାପଡ଼ିନଥିଲା ।
ଅଭିଯୋଗ ଶୁଣାଣି ସମୟରେ ଅଭାବନୀୟ ଘଟଣା....
ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ସ୍ୱାମୀ ମୁକୁନ୍ଦାନନ୍ଦ ବନ୍ଦୀ କରି ରଖିଥିବା ଅଭିଯୋଗ ହୋଇଛି। ବାବାଙ୍କ ଆଶ୍ରମକୁ ଗଲେ, ସେମାନେ ଝିଅ ସହ ଭେଟିବାକୁ ଦେଉନଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।
ବ୍ରହ୍ମପୁରରେ ମାସ୍କ ବାଧ୍ୟତାମୂଳକ...ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି ।
ଚତୁର୍ଥ ସେମିଷ୍ଟର ପାଇଁ ୨ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ବାରଣ କରିବାରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି।
ପାହାଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ। ଯୁବକଙ୍କୁ ହତ୍ୟା କରି ଫୋପାଡ଼ି ଦିଆଯିବା ସହ ଦେହର କିଛି ଅଂଶ ପୋଡି ଯାଇଥିବା ଦେଖିବାକୁ ମିଳିଛି।
୧୯୮୦ରୁ ତାଙ୍କର ଦେହାବସାନ ହୋଇଥିଲେ ବି ବ୍ରହ୍ମପୁରରେ ତାଙ୍କର ସ୍ମୃତି ରହିଯାଇଛି । ଭି.ଭି ଗିରିଙ୍କ ବାସଭବନରେ ଚାଲିଛି ଗାର୍ଲସ ହାଇସ୍କୁଲ । ତାଙ୍କ ନାଁରେ ବ୍ରହ୍ମପୁରରେ ରାସ୍ତା ଓ ମାର୍କେଟକୁ ନାମିତ କରାଯାଇଛି ।