ବିଲମ୍ବିତ ରାତିରେ ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ଭଞ୍ଜନଗର ଓ ଜି.ଉଦୟଗିରି ପୋଲିସ । ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ୍ରୁ ଜଣକ ପରେ ଜଣେ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।
ନାହିଁ ନାହିଁରେ ଚାଲିଛି ବ୍ରହ୍ମପୁରର ପୁରାତନ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ । ଅଧ୍ୟାପକ ମରୁଡ଼ି ପଡିଥିବାବେଳେ ୧୮ଟି ବିଭାଗରେ ୮୮ଟି ପୋଷ୍ଟରୁ ମାତ୍ର ୨୨ ଜଣ ସ୍ଥାୟୀ ଅଧ୍ୟାପକ ଏବଂ ବଳକା ଗେଷ୍ଟ ଫ୍ୟାକଲ୍ଟିରେ ଚାଲୁଛି କଲେଜ ।
ପ୍ରଶାସନ ପକ୍ଷରୁ ସେମାନଙ୍କୁ ଉଦ୍ଧାର ପାଇଁ ହୋଇଥିଲା ହେଲିକପ୍ଟର ବନ୍ଦୋବସ୍ତ । ଏଯାବତ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ମିଳିଲା ସୂଚନା ।
ପ୍ରଫେସର ଗୀତାଞ୍ଜଳି ଦାଶ ୪ ବର୍ଷ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟ କରିବେ।
କଳିଙ୍ଗର ଗର୍ବ ଆଉ ଗୌରବର କାହାଣୀ ବର୍ଣ୍ଣନା କରେ ଓଡ଼ିଆଙ୍କ ଏହି ପାରମ୍ପରିକ କଳା । କେତେ ବୀର ଥିଲେ ଆମ ପୂର୍ବଜ, କେତେ ସମୃଦ୍ଧ ଥିଲା ଆମ ସଂସ୍କୃତି ।
DEOଙ୍କ ସହ ଆଲୋଚନା କରୁଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା ।
ଖବର ପାଇ ବାରକୋଟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ମାମୁକୁ ଅଟକ ରଖି ପଚରାଉଚରା କରୁଛି ।
ଗଞ୍ଜାମ ହଂସପୁରରେ ତୁମୁଳକାଣ୍ଡ । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବିରେ ହିଂସାତ୍ମକ ମୋ଼ଡ ନେଲା ଆନ୍ଦୋଳନ ।
ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା ପରେ ଆତ୍ମହତ୍ୟା କଲେ ଯୁବତୀ। ବ୍ୟବସାୟୀଙ୍କ ସହ ବିବାହ ସ୍ଥିର ହୋଇଥିବା ଯୁବତୀ ଆତ୍ମହତ୍ୟା କରିଛନ୍ତି।
ଗଞ୍ଜାମ ଜିଲ୍ଲାରେ ୨ଜଣ ବିଜେଡି ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି।
ପୁଣି ଥରେ ସେମାନଙ୍କୁ ବୁଝା ସୁଝା କରିବାକୁ କହିଲେ କୋର୍ଟ । ଆସନ୍ତା ମେ ୯ ତାରିଖରେ ମାମଲାର ହେବ ପରବର୍ତ୍ତୀ ଶୁଣାଣି ।
ବିଜେଡିକୁ ଚ୍ୟାଲେଞ୍ଜ କରିବାକୁ ବିରୋଧୀ ଗୋଷ୍ଠୀର ଶକ୍ତି ନାହିଁ । ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଜଣେ ମହିଳା ହୋଇଥିବାରୁ ଡେପୁଟି ମେୟର ପଦବୀ ଜଣେ ପୁରୁଷଙ୍କ ହାତକୁ ଯାଇପାରେ ବୋଲି ଚର୍ଚ୍ଚା ହେଉଛି ।
ଦେଶୀ ପିସ୍ତଲରେ ନିଜକୁ ଗୁଳି କରି ଗ୍ୟାରେଜ ଦୋକାନୀଙ୍କ ଆତ୍ମହତ୍ୟା। କୌଣସି କାରଣକୁ ନେଇ ଗତକାଲି ସକାଳେ ପତ୍ନୀଙ୍କ ସହ ତାଙ୍କର ପାଟିତୁଣ୍ଡ ହୋଇଥିଲା।
ବନ୍ଧକ ଥିବା ୧୨ ସମିତି ସଭ୍ୟଙ୍କୁ ମୁକ୍ତ କଲା ପ୍ରଶାସନ। ଗଣମାଧ୍ୟମରେ ଖବର ପ୍ରସାରଣ ପରେ ସମିତି ସଭ୍ୟଙ୍କୁ ମୁକ୍ତି କରାଯାଇଥିବା ସୂଚନା ମିଳିଛି। ସମିତି ସଭ୍ୟଙ୍କୁ ହୋଟେଲରେ ପୋଲିସ୍ ଅଟକ ରଖିଥିବା ଅଭିଯୋଗ ହୋଇଥିଲା।
ଜଗନ୍ନାଥପ୍ରସାଦ ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ଗତକାଲି ରାତିରେ ଭୋଜି ଖାଇ ଘରକୁ ଫେରିବା ପରେ ଅସୁସ୍ଥ ଅନୁଭବ କରିଥିଲେ। ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଗଞ୍ଜାମ ଏନ୍ଏସିରେ ୧୨ଟି ୱାର୍ଡରୁ ୧୦ଟି ଓ୍ବାର୍ଡରେ ବିଜେଡି ପ୍ରାର୍ଥୀ ଜିତିଥିଲେ ମଧ୍ୟ ଏନ୍ଏସି ଚେୟାରମ୍ୟାନ ଜିତିଛନ୍ତି ସ୍ୱାଧୀନ ପ୍ରାର୍ଥୀ ପ୍ରତିଭା ପାଢୀ ।
ବ୍ରହ୍ମପୁରରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ରାତି ଅଧରେ ପରାଜିତ ବିଜେପି ଓ ସ୍ୱାଧୀନ ପ୍ରାର୍ଥୀଙ୍କ ଘର ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘର ଉପରକୁ ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି ଚୁର୍ମାର୍ କରିଛନ୍ତି।
ବ୍ରହ୍ମପୁର ମହାନଗର ନିଗମର ନୂଆ ମେୟର । ତାଙ୍କର ବୟସ ୫୨ । ତାଙ୍କ ସ୍ୱାମୀଙ୍କ ନାଁ ଭୀମସେନ ଦଳେଇ । ତାଙ୍କ ସ୍ୱାମୀ ଜଣେ ଜେଲ୍ ସପ୍ଲାଇ କଣ୍ଟ୍ରାକ୍ଟ୍ରର । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଟାଉନ୍ ଥାନା ଅଧିନ ବଡ଼ସାହିର ମୂଳବାସିନ୍ଦା ହେଉଛନ୍ତି ସଂଘମିତ୍ରା ।
ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦେବ କୁମାର ଥାନାରେ ଥିଲେ, ହେଲେ କ୍ୱାର୍ଟରକୁ ଯିବା ପରେ ଘଟିଥିଲା ଅକସ୍ମାତ୍ ଅଘଟଣ । ଗୁଳି ଫୁଟିବା ଶବ୍ଦ ଶୁଣି ତତକ୍ଷଣାତ୍ ଥାନାର ଅନ୍ୟ କର୍ମଚାରୀମାନେ ଆଇଆଇସିଙ୍କ କ୍ୱାର୍ଟରକୁ ଦୌଡ଼ିଥିଲେ ।
କେଉଁଠି ଏବଂ କେମିତି ଗୁଳି ବାଜିଲା, ସେନେଇ ସ୍ପଷ୍ଟ ଜଣାପଡ଼ିନି ।
କାରରେ ଇଭିଏମ୍ ଦେଖି ବିଭିନ୍ନ ଦଳର ଏଜେଣ୍ଟ ଏହାର ପ୍ରତିବାଦ କରିଛନ୍ତି । ଖବର ପାଇ ଡେପୁଟି କମିଶନର ତଥା ସୁପରଭିଜନ ଅଫିସର ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାରୁ ପରେ ପରିସ୍ଥିତି ଶାନ୍ତ ପଡିଥିବାର ଜଣାପଡିଛି ।
ପୌର ଭୋଟ୍ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ‘ନୋଟ୍ ଫର୍ ଭୋଟ୍’ର ସାଙ୍ଘାତିକ ଅଭିଯୋଗ ଆସିଛି। ବ୍ରହ୍ମପୁରରୁ ମଧ୍ୟ ଏଭଳି କିଛି ଅଭିଯୋଗ ଆସିଛି। ଏହି କାରଣରୁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।
ସମସ୍ତ ପୌରାଞ୍ଚଳ ଓ ଏନ୍ଏସିରେ ଜୋରଦାର ଚାଲିଛି ପ୍ରଚାର । ହେଭିେଓ୍ୱଟ୍ ଓ ସେଲିବ୍ରିଟିଙ୍କ ସାହାରା ନେଇ ପ୍ରାର୍ଥୀମାନେ କରୁଛନ୍ତି ପ୍ରଚାର ।
ବିଜେଡିରୁ ସଂଘମିତ୍ରା ଦଳେଇ ମେୟର ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ମଞ୍ଜୁ ରଥ । ସେପଟେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ସବିତା ସୁଆର ।