• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhadrak Khabar

Ram Navami Celebrations
ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ସାରା ଭାରତ

ଧର୍ମର ପ୍ରତୀକ, ଏକତାର ଆଦର୍ଶ, ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ । ପବିତ୍ର ରାମ ନବମୀରେ ରାମ ମୟ ଚତୁର୍ଦ୍ଦିଗ । ରାମ  ନାମ ଧ୍ୱନିରେ କମ୍ପୁଛି ମନ୍ଦିର ।

Odisha dipped in worship on ram navami
ଆଜି ପବିତ୍ର ଶ୍ରୀରାମ ନବମୀ, ଭଦ୍ରକରେ ନଗର ସଂକୀର୍ତ୍ତନ ବେଳେ ଉଡ଼ିବ ଡ୍ରୋନ୍‌ କ୍ୟାମେରା

ଆଜି ପବିତ୍ର ଶ୍ରୀରାମ ନବମୀ । ରାମ ନବମୀ ଉପଲକ୍ଷେ ଭଦ୍ରକ ସହର ସମେତ ବାଲେଶ୍ୱର, ରାଉରକେଲା ଭଳି ପ୍ରମୁଖ ସହର ଉତ୍ସବ ମୁଖର ହୋଇପଡ଼ିଛି।

Heavy Rain
ଏପ୍ରିଲ ୧ ଯାଏଁ ରାଜ୍ୟରେ ଝଡ଼ବର୍ଷା !

ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା । ଆଜିଠୁ ଆଉ ଏକ ପଶ୍ଚିମା ଝଡ଼ ।

Weather
ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ୩୧ରେ ପ୍ରବଳ ବର୍ଷା !

ଆଜି ପାଇଁ ୧୦ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡ଼ାଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

western disturbance
୨୯ରେ ଆଉ ଏକ ପଶ୍ଚିମା ଝଡ଼ ! ଆଜିଠୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆଜି ୪୦ରୁ ୫୦ କିମି, କାଲି ୩୦ରୁ ୪୦ କିମି ବେଗରେ ପବନ ବହିପାରେ

Rainfall Alert For 13 Districts Of Odisha
ସତର୍କ ରୁହନ୍ତୁ ! ଆଜି ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

BJP
ମନମୋହନଙ୍କ ରଣହୁଙ୍କାର; ‘ହଟିଥିଲା କଂଗ୍ରେସ, ଏବେ ବିଜେଡି ପାଳି’

ବିଜେପିର ନୂଆ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ବିପୁଳ ସ୍ୱାଗତ, ସମ୍ବର୍ଦ୍ଧନା । ଦାୟିତ୍ୱ ନେବା ପୂର୍ବରୁ ଭଦ୍ରକରେ ଶୋଭାଯାତ୍ରା । ଭଦ୍ରକ-ଭୁବନେଶ୍ୱର ରାସ୍ତାର ବିଭିନ୍ନ ଛକରେ ଦଳୀୟ କର୍ମୀ, ନେତାଙ୍କ ଭବ୍ୟ ସ୍ୱାଗତ । ଆଉ ଭୁବନେଶ୍ୱର ସ୍ଥିତ ଦଳୀୟ ମୁଖ୍ୟାଳୟରେ ବ୍ୟାପକ ସମ୍ବର୍ଦ୍ଧନା ।

Manmohan Samal
ସାଧାରଣ ନିର୍ବାଚନ ପୂର୍ବରୁ ମନମୋହନଙ୍କୁ ଗୁରୁଦାୟିତ୍ୱ

ଗୁରୁତ୍ୱପୂର୍ଣ୍ଣ କଥା ହେଲା କିଛି ମାସ ତଳେ ଧାମନଗର ଉପନିର୍ବାଚନରେ ମନମୋହନଙ୍କ ଷ୍ଟ୍ରାଟେଜିରେ ମାତ୍ ଖାଇଥିଲା ବିଜେଡି ।

Officer Raj
ସୀମା ଲଂଘୁଛି ସରକାରୀ ବାବୁଙ୍କ ଅହଙ୍କାର ! ବ୍ଲକ ଓ ତହସିଲରୁ ଆସୁଛି ଦୁର୍ଭାଗ୍ୟଜନକ ଚିତ୍ର

ଅଫିସ ପରିସରରେ ଏବଂ ବାହାରେ ଲୋକଙ୍କ ସହ ମୁହାଁମୁହିଁ ହୋଇଥିଲେ ଉପ ଜିଲ୍ଲାପାଳ ରବୀନ୍ଦ୍ରନାଥ କଅଁର ।

odisha farmer
ଅଦିନିଆ ବର୍ଷା ଧୋଇନେଲା ଚାଷୀ ସମ୍ପତ୍ତି; ଉଜୁଡ଼ିଲା ସୁନାର ଫସଲ

ରାୟଗଡ଼ାର କାଶୀପୁର, କଳାହାଣ୍ଡିର କୋକସରା ଆଉ ଭଦ୍ରକର ବାସୁଦେବପୁର । ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ-ବର୍ଷା ପରେ ସବୁଠି ପୂରନ୍ତା କ୍ଷେତର ଉଜୁଡ଼ା ସ୍ଥିତି ଉପଜିଛି ।

Rainfall Likely Continue In Odisha For Next 2 Days
ଆହୁରି ୨ ଦିନ ତାଣ୍ଡବ ରଚିବ ପଶ୍ଚିମା ଝଡ଼ ! ଆଜି ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା...

ଆଜିକୁ ମିଶାଇ ଦୁଇ ଦିନ ଯାଏ ତାଣ୍ଡବ ରଚିବ ପଶ୍ଚିମା ଝଡ଼ । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି।

 English teacher
ଦିନେ ଥିଲେ ଇଂରାଜୀ ଶିକ୍ଷକ, ଆଜି ଦାଣ୍ଡର ଭିକାରି

ଦିନେ ଶିକ୍ଷକତା କରୁଥିଲେ I ପିଲାଙ୍କୁ ଇଂରାଜୀ ପାଠ ପଢ଼ାଉଥିଲେ I କିନ୍ତୁ ପରିସ୍ଥିତିର ଦାଶ ହୋଇ ଏବେ ସେ ଭିକାରି ପାଲଟିଛନ୍ତି । ହେଲେ ରାସ୍ତାରେ ଇଂରାଜୀରେ କଥାବାର୍ତ୍ତା ହେଉଥିବାରୁ ଲୋକମାନେ ଜାଣିପାରୁଛନ୍ତି କି ସେ ଜଣେ ଉଚ୍ଚଶିକ୍ଷିତ ବୋଲି

Crocodile Attack
ସାବଧାନ ! ନଦୀରେ ବୁଲୁଛି ବଉଳା କୁମ୍ଭୀର

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଗମେଇ ନଦୀରେ କୁମ୍ଭୀର ମାତିଥିବାର ଖବର ଜଣାପଡ଼ିବା ପରେ ଏବେ ଗାଁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯ।ଇଛି । ଖବର ଜଣାପଡ଼ିବା ପରେ ସତର୍କ କରାଇଛି ବନ ବିଭାଗ...

Lightning strike
ବଜ୍ରାଘାତରେ ଦୁଇ ମୃତ ! ୨ ଗୁରୁତର

ବଜ୍ରାଘାତରେ ଦୁଇ ଜଣ ପ୍ରାଣ ହରାଇଥିବା ବେଳେ ଦୁଇ ଜଣ ଗୁରୁତର ଅଛନ୍ତି ।

Free Education
ନିଜର ସିନା ପିଲା ନାହିଁ...ଗାଁର ୬୦ ପିଲାଙ୍କୁ ମାଗଣା ପଢାଇ ଏବେ ଚର୍ଚ୍ଚାରେ ଦମ୍ପତି

ଭଦ୍ରକ ଜିଲ୍ଲା ଗେଲଟୁଆ ପଞ୍ଚାୟତ ଅଧିନ ବଗମରା ଗାଁର ମହେଶ୍ବର ନାୟକ ଓ ଜୟଶ୍ରୀ ନାୟକ । ଦୁହେଁ କିନ୍ତୁ ନିଃସନ୍ତାନ । ମନରେ ସନ୍ତାନ ନଥିବାର ଦୁଃଖ ନାହିଁ, କାରଣ ଏବେ ତାଙ୍କ ସଂସାରରେ ଯୋଡି ଯାଇଛନ୍ତି ୬୦ରୁ ଅଧିକ ପିଲା । ବିବାହ ପରେ ଦୀର୍ଘ ଦିନ ପରେ ମଧ୍ୟ ସନ୍ତାନ ନହେବାରୁ ଏବେ ସେ ନିଜକୁ ସମାଜ ସେବାରେ ନିଜକୁ ଉତ୍ସର୍ଗ କରିଛନ୍ତି । ଗାଁର ବହୁ ଗରିବ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ନିଜର ସନ୍ତାନ ଭାବି ନେଇଛନ୍ତି

Woman seeks financial assistance
ସୁଅ ମୁହଁରେ ସନ୍ତୋଷଙ୍କ ସଂସାର : ସାହାଯ୍ୟ ନମିଳିଲେ ଭାସିଯିବ ପୂରା ପରିବାର

ଭଦ୍ରକ ଓଲଙ୍ଗ ପଂଚାୟତ ସରମଙ୍ଗା ଗାଁର ସନ୍ତୋଷ ଶଙ୍ଖୁଆ । ବାହାର ରାଜ୍ୟରେ ରହି କାମ କରୁଥିଲେ । ଯେତିକି ଯାହା ରୋଜଗାର ହେଉଥିଲା ସେତିକିରେ ଚଳୁଥିଲା ପରିବାର । ହେଲେ କାମ କରୁ କରୁ ମୁଣ୍ଡରେ ପଡିଲା ବିରାଟ ଲୁହାଛଡ । ବାସ୍‌ ଏହାପରେ ତାଙ୍କ ଜୀବନରେ ମାଡିଆସିଲା ଘୋର ଅନ୍ଧକାର । ୩ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ କରି ନିଜର ଚିକିତ୍ସା କରାଇଲେ । କିନ୍ତୁ ସଂପୂର୍ଣ୍ଣ ସୁସ୍ଥ ହେଲେନି । ଡାକ୍ତର କହୁଛନ୍ତି, ଆହୁରି ଟଙ୍କା ଦରକାର । ଘରର ମେରୁଦଣ୍ଡ ରୋଗରେ ପଡିବା ପରେ ପରିବାର ଚଳିବା କଷ୍ଟ । ସେଇଠି ସନ୍ତୋଷଙ୍କ ଚିକିତ୍ସା ଲାଗି ଟଙ୍କା ଆସିବ କେଉଁଠୁ?

Today Rainfall Likely In 15 Districts Of Odisha
ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ ! ୧୫ ଜିଲ୍ଲାକୁ ୱାର୍ଣ୍ଣିଂ, ସତର୍କ ରୁହନ୍ତୁ...

କୁଆପଥର ମାଡ଼ ସହ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Fraudster arrested for duping students to help pass Plus 2 exam
ପେଶା ଓକିଲ, ହେଲେ ନିଶା ଠକେଇ...ମାଷ୍ଟରମାଇଣ୍ଡ ଲଗାଇ ଛାତ୍ରଛାତ୍ରୀଙ୍କୁ ଚୂନ ଲଗାଉଥିଲେ

ଛାତ୍ରଛାତ୍ରୀଙ୍କୁ ଯୁକ୍ତ ଦୁଇ ପରୀକ୍ଷାରେ ପାସ୍ କରାଇ ଦେବାର ଲୋଭ ଦେଖାଇ ଲକ୍ଷାଧିକ ଟଙ୍କା ଠକି ଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ୍‌ ଗିରଫ କରିଛି।

BJP
ଓଡ଼ିଶା ଦଖଲ ଲକ୍ଷ୍ୟରେ ବିଜେପି; ଆସିବେ ମୋଦି, ଶାହା ଓ ନଡ୍ଡା

ବାଲେଶ୍ୱର ସଦର ଉପନିର୍ବାଚନରେ ହାତରୁ ଏ ଆସନ ଖସିଯାଇଥିଲା କିନ୍ତୁ ଧାମନଗର ବାଇଇଲେକସନ ବିଜୟ ଯୋଶ ଫୋରାଇ ଦେଇଛି । ତେଣୁ ଆଗକୁ ବିଜେପି ହାରିଥିବା ରାଜ୍ୟର ସବୁ ସଂସଦୀୟ କ୍ଷେତ୍ରରେ କେନ୍ଦ୍ର ନେତୃବୃନ୍ଦଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି।

Dead Body
ଭୁଲ ଇଞ୍ଜେକସନ୍‌ ନେଲା ପ୍ରାଣ : ଭେଣ୍ଡିଆ ପୁଅକୁ ହରାଇ ଭୋ ଭୋ କାନ୍ଦୁଛି ମାଆ

ମେଡିକାଲ ବେଡ୍‌ ଉପରେ ପୁଅ ଶୋଇଛି, ଭୋ ଭୋ ହୋଇ ମାଆ କାନ୍ଦୁଛି । ଯୋଉ ପୁଅକୁ ୧୦ ମାସ ୧୦ ଦିନ ଗର୍ଭରେ ଧରି ଦୁନିଆର ଆଲୋକ ଦେଖାଇଥିଲା...ମଲା ବେଳେ କାନ୍ଧରେ ନେବ ବୋଲି ସ୍ୱପ୍ନ ଦେଖୁଥିଲା ସେହି ପୁଅ ତା’ ଆଖି ସାମ୍ନାରେ ଆରପାରିକୁ ଚାଲିଯାଉଛି

Amit saha
ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଶାହା ଆସନ୍ତା ୨୬ ତାରିଖରେ ଭଦ୍ରକ ଆସୁଛନ୍ତି । ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ ସମାବେଶ କରିବେ । ତୃଣମୂଳସ୍ତରର ନେତୃତ୍ୱଙ୍କ ସହ ଆଲୋଚନା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

Son Death
ମେଡିକାଲ ବେଡ୍‌ରେ ପୁଅର ଶବ: ଛାତିବାଡେଇ କାନ୍ଦୁଛି ମାଆ

ମେଡିକାଲ ବେଡ୍‌ ଉପରେ ପୁଅ ଶୋଇଛି, ଭୋ ଭୋ ହୋଇ ମାଆ କାନ୍ଦୁଛି । ଯୋଉ ପୁଅକୁ ୧୦ ମାସ ୧୦ ଦିନ ଗର୍ଭରେ ଧରି ଦୁନିଆର ଆଲୋକ ଦେଖାଇଥିଲା...ମଲା ବେଳେ କାନ୍ଧରେ ନେବ ବୋଲି ସ୍ୱପ୍ନ ଦେଖୁଥିଲା ସେହି ପୁଅ ତା’ ଆଖି ସାମ୍ନାରେ ଆରପାରିକୁ ଚାଲିଯାଉଛି। ସେତେବେଳେ କୋଉ ମାଆ ବା ଧୈର୍ଯ୍ୟ ଧରିବ?  ଘରୋଇ କ୍ଲିନିକ୍‌ର ଭୁଲ ପାଇଁ ଆଜି ଖାଲି ହୋଇଗଲା ମାଆ କୋଳ