ପରିଶ୍ରମ କରି ନିଜେ ଆତ୍ମନିର୍ଭରଶୀଳ ହେବା ସହ ନିଜ ପରିବାର ପ୍ରତିପୋଷଣ କରିପାରୁଛନ୍ତି ମହିଳା
ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ କୁହୁଡି ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ତେବେ ରାଜ୍ୟରେ କିଛି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଗୁରୁତର ଅବସ୍ଥାରେ ସ୍ତ୍ରୀକୁ SCB ସ୍ଥାନାନ୍ତର, ଅଭିଯୁକ୍ତ ଅଟକ
ରିଲିଜ୍ ହୋଇଛି ତରଙ୍ଗ ଟିମ୍ର ନୂଆ ସିରିଜ୍ “ରକ୍ତତୀର୍ଥ”ର ଟ୍ରେଲର୍। ‘ତରଙ୍ଗ ପ୍ଲସ୍’ରେ ଏହାକୁ ରିଲିଜ୍ କରାଯାଇଛି। ସେଦିନର ସେହି ଲୋମହର୍ଷଣକାରୀ ଦୃଶ୍ୟକୁ ଦର୍ଶକଙ୍କ ସାମ୍ନାରେ ତାଜା କରିବ ଏହି ସିରିଜ୍। ଜାଣନ୍ତୁ କେବେ ହେବ ରିଲିଜ୍।
ହିମ ଚାଦରରେ ଢାଙ୍କି ହୋଇଛି ହୋଇଗଲାଣି ପ୍ରସିଦ୍ଧ ବଦ୍ରିନାଥ ଧାମ।
ଶାମ୍ବ ଦଶମୀ ଦିନ ଗାଁ ଲୋକେ ଏଠାରେ ଶମ୍ବରାସୁରକୁ ପୂଜା କରିଥାନ୍ତି ।
ବିଷକ୍ରିୟାରୁ ପ୍ରାଣହାନୀ ଚର୍ଚ୍ଚା, ପ୍ରେମିକ ଦିବ୍ୟରଂଜନଙ୍କ ନିଖୋଜକୁ ନେଇ ପ୍ରଶ୍ନ ।
୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।
ପଞ୍ଚାୟତ ଲୋକଙ୍କ କହିବା ଅନୁସାରେ, ଏଠାରେ ରାସ୍ତାର କୌଣସି ଆବଶ୍ୟକତା ନାହିଁ, ନହେଲେ ଚଳିବ । ହେଲେ ଟଙ୍କା ଆତ୍ମସାତ୍ ପାଇଁ ଏମିତି ଉପାୟ କରିଛନ୍ତି ସରକାରୀ ଅଧିକାରୀ ଓ ଲୋକ ପ୍ରତିନିଧି ।
ଅଭିନବ ସୋନକାର କୋରାପୁଟ SP । ଜ୍ଞାନରଂଜନ ମହାପାତ୍ର ଢେଙ୍କାନାଳ SP ।
ନବୀକରଣ ପ୍ରକଳ୍ପର ଶୁଭ ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ଧାମରାରୁ ବାଲେଶ୍ୱର ଅସୁଥିବା ଏକ ଘରୋଇ ବସ୍ ଭିତରେ ଲୁଟ୍ ।
ଭଦ୍ରକ ଜିଲ୍ଲାରେ ଗାଈଗୋରୁଙ୍କୁ ବ୍ୟାପୁଛି ଲମ୍ପି ଭାଇରସ୍। ଜିଲ୍ଲାରେ ଏହି ରୋଗରେ ଆକ୍ରାନ୍ତ ଗାଈଗୋରୁଙ୍କ ସଂଖ୍ୟା ବଢୁଥିବାରୁ ଚିନ୍ତାରେ ଗୋପାଳକ।
ବର୍ଷ ବର୍ଷ ଧରି ଅବହେଳିତ ହୋଇ ପଡ଼ିଥିବା ପୋଖରୀ ଏବେ ହେବାକୁ ଯାଉଛି ପଦ୍ମ ପୋଖରୀ। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକରେ ଥିବା ପ୍ରାୟ ୨୦୦ ବର୍ଷ ପୂର୍ବର ଐତିହାସିକ ଡିଗି ପୋଖରୀ ଏବେ ନୂଆ ରୂପ ନେବାକୁ ଯାଉଛି।
ନୀଳଗିରି ଚାଷ ଜମିରେ ଚାଲିଛି ସାଟେଲାଇଟ୍ ସର୍ବେକ୍ଷଣ । କେଉଁଠି ସମବାୟ ସମିତିର କର୍ମଚାରୀ ତ ଆଉ କେଉଁଠି, ରାଜସ୍ୱ ନୀରିକ୍ଷକ ବିଲ ଭିତରକୁ ଯାଇ ଫିଜିକାଲ ସର୍ବେକ୍ଷଣରେ ଲାଗି ପଡିଛନ୍ତି ଅଧିକାରୀ ।
ରାଜନୈତିକ ଆକ୍ରୋଶରୁ ଦୁଇଟି ମାଛ ଚାଷ ପୋଖରୀରେ ବିଷ ପକାଇଦେଲେ ଦୁର୍ବୃତ୍ତ। ଫଳରେ ପୋଖରୀରେ କ୍ୱିଣ୍ଟାଲ୍ କୁଣ୍ଟାଲ୍ ମାଛ ମରି ଭାସୁଥିବାର ଦେଖିବାକୁ ମିଳିଛି।
ସରକାର ସାହାପୁର ପଞ୍ଚାୟତକୁ ଯୋଗାଉଥିବା ରାସନ ସାମଗ୍ରୀ ସାହାପୁର ପଞ୍ଚାୟତ ବଦଳରେ ହରସିଂହପୁର ପଞ୍ଚାୟତରେ ଦେଉଛନ୍ତି ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଖାଉଟିମାନେ ଚାଉଳ ନପାଇଥିବା ବେଳେ ରିଟେଲର ସେମାନଙ୍କ ଦସ୍ତଖତ କିନ୍ତୁ ଖାତାରେ କରାଇଛନ୍ତି । ଯାହାକୁ ନେଇ ଚରମସୀମାରେ ପହଞ୍ଚିଛି ଅସନ୍ତୋଷ ।
କାଳ ହେଲା ଏଲଇଡି ଲାଇଟ୍। କ୍ଷେତରେ ଧାନ ପାଚିନି, ଆଉ ଫଳ ଆସିବାର ଚାନ୍ସ ନାହିଁ। ବର୍ଷକ ପରିଶ୍ରମ ବେକାର..ଏବେ କଞ୍ଚାଧାନକୁ କାଟି ନେଉଛନ୍ତି ଚାଷୀ। ଆଉ କହୁଛନ୍ତି, ଫଳ ତ ହେଲାନି..ଏଇ କୁଟା ଗାଈ ହେଲେ ଖାଇବ
ଷଣ୍ଢକୁ ଫୁଲମାଳରେ ସଜେଇ ବଜାରରେ ଶୋଭାଯାତ୍ରା କରିଥିଲେ। ଏହାପରେ ବ୍ଲକ୍ କାର୍ଯ୍ୟାଳୟ ଆଗରେ କେକ୍ କାଟି ବିଜେପି ଯୁବମୋର୍ଚ୍ଚାର କର୍ମୀ ଜନ୍ମଦିନ ପାଳନ କରିଥିଲେ।
ରୋଜଗାର ବନ୍ଦ ହୋଇଗଲା । ପୂରା ପରିବାର ବେସାହାରା ହୋଇପଡିଲା ।
ବାହାଘରକୁ ୬ ମାସ ହୋଇନି..ଯୌତୁକ ପାଇଁ ବାରମ୍ବାର ଚାପ ପକାଉଥିଲେ ଶାଶୂଘର ଲୋକ। ବାପଘର ଲୋକ ଯୌତୁକ ଦେବା ପାଇଁ ପ୍ରତିଶ୍ରୁତି ବି ଦେଇଥିଲେ..ହେଲେ ବି ବୋହୂକୁ ଶାଶୂଘର ଲୋକ ମାରିଦେଇଥିବା ନେଇ ଆସିଲା ସାଙ୍ଘାତିକ ଅଭିଯୋଗ
ଭୟଙ୍କର ଶବ୍ଦରେ ଥରିଲା ଓଡ଼ିଶାର ୩ ଜିଲ୍ଲା। ବଡ଼ ବୋମା ଭଳି ଭୟଙ୍କର ବିସ୍ଫୋରଣ ଶବ୍ଦରେ ଥରିଲା ସମଗ୍ର ଅଞ୍ଚଳ।