ନିଜ ଉଦ୍ୟମରେ କିଛି ଭିନ୍ନ ଓ ନିଆରା କାର୍ଯ୍ୟ କରି ଲକ୍ଷ୍ୟ ସ୍ଥଳରେ ପହଞ୍ଚନ୍ତି । ଆଉ ସୃଷ୍ଚି କରନ୍ତି ଅନ୍ୟମାନଙ୍କ ପାଇଁ ଉଦାହରଣ । ଏମିତି କିଛି ଉତ୍ସାହି, ଉଦ୍ୟମୀ ଓ ସଫଳ ଯୁବ ଉଦ୍ୟୋଗୀଙ୍କ ବିଷୟରେ ଜାଣନ୍ତୁ..
ଦୀର୍ଘବର୍ଷ ଧରି ମରଣଯନ୍ତା ପାଲଟିଥିବା ରାସ୍ତା ଉପରେ ପିଚୁ କଂକ୍ରିଟ ତ ଦୂରର କଥା ମୋରମ ମୁଠେବି ପଡି ପାରିନାହିଁ l
ଯେତେ ଅଭିଯୋଗ କଲେ ବି କେହି ଶୁଣୁ ନାହାନ୍ତି । ନିଇତି ଲୋକମାନେ ସେଠାରେ ପଡ଼ି ଖଣ୍ଡିଆ ଖାବରା ହୋଇ ଘରକୁ ଫେରୁଛନ୍ତି ।
ବିଚ୍ ରାସ୍ତାରେ ପ୍ରେମିକାର ଭାଇକୁ ହାଣିଲା ପ୍ରେମିକ। ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି।
ଆସନ୍ତା ୨ ତାରିଖରୁ ଅର୍ଥାତ୍ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବୈତରଣୀ ନଦୀର ଗତିପଥରେ ପରିବର୍ତ୍ତନ ଯୋଗୁ ବନ୍ଦାଳ ମଢିଆଳି ଗାଁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ବର୍ଷକୁ ବର୍ଷ ବୈତରଣୀ ନଦୀ ଗାଁ ଭିତରକୁ ମାଡ଼ି ଆସୁଛି। ଦିନେ ଗାଁଠାରୁ କୋଶେ ଦୂରରେ ଥିବା ନଦୀ ଏବେ ବାଡ଼ି ପାଖରେ ପହଞ୍ଚିଲାଣି।
ଏହି ବହୁରୂପୀ ଏଣ୍ଡୁଅଟି ୧୦ ମିନିଟ୍ରେ ୧୦ ପ୍ରକାରର ରଙ୍ଗ ବଦଲାଉଛି। ମାଟିରେ ଚାଲିଲେ ମାଟିଆ ରଙ୍ଗ ହୋଇଯାଉଛି ତ, ହଳଦୀ ରଙ୍ଗର ବସ୍ତୁ ଉପରେ ଚାଲିଲେ ହଳଦିଆ ଦେଖା ଯାଉଛି।
ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ବସ୍ ଭିତରୁ ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି ।
ଚାକିରି କ୍ଷେତ୍ରରେ ଅବସର ହୁଏ, କର୍ମ କ୍ଷେତ୍ରରେ ନୁହେଁ…ବାସ୍ ଏମିତି ଭାବନା ନେଇ ଛାତରେ ଫଳ ଓ ପନିପରିବା ଚାଷ କରୁଛନ୍ତି ଅବସରପ୍ରାପ୍ତ ଶିକ୍ଷକ। ଫଳ ଦେଖି ଆଶ୍ଚର୍ଯ୍ୟ ହେଉଛନ୍ତି ପଡୋଶୀ
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଲାଇନଚ୍ୟୁତର କାରଣ ନେଇ ସ୍ପଷ୍ଟ ସୂଚନା ମିଳିନଥିଲେ ବି ଷଣ୍ଢ ଯୋଗୁଁ ଏଭଳି ଦୁର୍ଘଟଣା ହୋଇଥିବା କୁହାଯାଉଛି ।
ବର୍ଷା ଦିନେ ବୈତରଣୀ ଯେତେବେଳେ କରାଳ ରୂପ ଦେଖାଉଛି ସେତେବେଳେ ଆତଙ୍କିତ ହେଉଛନ୍ତି ଗାଁ ଲୋକେ ।
ସହିପାରିଲେନି ସାଙ୍ଗଙ୍କ କମେଣ୍ଟ। ବିଷ ପିଇ ଜୀବନ ହାରିଦେଲେ ଆଶୁତୋଷ। ଭେଣ୍ଡିଆ ପୁଅ ସିନା ଚାଲିଗଲା, ହେଲେ ଜନ୍ମକଲା ପୁଅ ପାଇଁ ମୁଣ୍ଡ ବାଡେଇ ଛାତିପିଟି କାନ୍ଦୁଛି ମାଆ। କହୁଛି, ଧନରେ ତୁ ଫେରିଆ ଆ ମୋ କୋଳକୁ..
ଜାତୀୟ ରାଜପଥରେ ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ଏକ ଡମ୍ପର ଚଢ଼ି ଯାଇଛି। ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି।
କଲେଜରେ ରାଗିଂ ପରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। କଲେଜରୁ ଫେରିବା ପରେ ସମ୍ପୃକ୍ତ ଛାତ୍ର ବିଷ ପିଇ ଦେବାରୁ ଅଚେତ ହୋଇପଡ଼ିଥିଲେ।
ଗଂଜାମରୁ ୩୦୦ କିଲୋମିଟର ଦୂର ନିଜେ ଗାଡି ଚଲାଇ ପହଂଚିଥିଲେ ଅଭାବୀ ପରିବାର ପାଖରେ ଏବଂ ୧୦ ହଜାର ଟଙ୍କା ସହାୟତା କରିଥିଲେ ।
ଗଣମାଧ୍ୟମ ଜରିଆରେ ଖବର ଦେଖିବା ପରେ ଗଞ୍ଜାମର ୭୦ବର୍ଷର ବୃଦ୍ଧ ମଧୁସୂଦନ ପାତ୍ର ଅନାଥଙ୍କୁ ସାହାଯ୍ୟର ହାତ ବଢ଼ାଇଛନ୍ତି ।
ସାତଜନ୍ମ ତ ଦୂରର କଥା କିଛି ମାସ ମଧ୍ୟରେ ସମ୍ପର୍କରେ ଫାଟ ପଡିଗଲା।
ଆତ୍ମହତ୍ୟା ଜନିତ ମୃତ୍ୟୁ ଘଟଣା ଏବେ କମିଶନରେଟ ପୋଲିସ ପାଇଁ ଚିନ୍ତା ବଢାଇଛି।
ମାଆ ଚାଲିଯିବା ପରେ ଦଶ ତୁଠରେ ଚାଲିଥିଲା ଦଶାହ କର୍ମ। ଏତିକି ବେଳେ ତୁଠକୁ ଖବର ଆସିଲା ଚାଲିଗଲେ ବାପା। ବାସ୍…୧୦ ଦିନ ତଳେ ଯେଉଁ ଘରେ କାନ୍ଦ ବୋବାଳି ପଡିଥିଲା, ପୁଣି ଥରେ ଛାଇଗଲା ଶୋକ…ବନ୍ଧା ହେଲା କୋକେଇ..
ମାତ୍ର ୧୦ ଦିନ ବ୍ୟବଧାନରେ ଉଭୟ ବାପ-ମାଆ ତାଙ୍କୁ ଛାଡ଼ି ଆରପାରିକୁ ଚାଲିଯାଇଛନ୍ତି । ଯାହାଫଳରେ ଦୁଇ କୁନି ଛୁଆ ଏବେ ସମ୍ପୂର୍ଣ୍ଣ ଅନାଥ ।
ବାଲିଆପାଳ, ଭୋଗରାଇ, ଜଳେଶ୍ୱର, ବସ୍ତା ବିଶେଷ ପ୍ରଭାବିତ ହେବ ବୋଲି ସୂଚନା ଦେଇଛନ୍ତି । ଏହିସବୁ ଅଞ୍ଚଳରେ ବନ୍ୟା ପ୍ରକୋପ ଅଧିକ ରହିବ ।
ସ୍ଥାନୀୟ ସରପଞ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସିଥିଲେ, ଆଉ ଏହି ସମୟରେ ନିଜେ ଶିକ୍ଷକ ହୋଇ ପିଲାଙ୍କୁ ପାଠ ପଢାଇଲେ । ନିଜେ ଚକ୍ ଖଡ଼ି ଧରି କଳାପଟାରେ ଗଣିତ କସି ପିଲାଙ୍କୁ ବୁଝାଇଲେ l
ଭଦ୍ରକ ଆଖୁଆପଦାରେ କମିବାରେ ଲାଗୁଛି ବୈତରଣୀର ଜଳସ୍ତର । ଏଠାରେ ବିପଦ ସଙ୍କେତ 17.83 ମିଟର ରହିଥିବା ବେଳେ, ବର୍ତ୍ତମାନ 17.96 ମିଟରରେ ପ୍ରବାହିତ ହେଉଛି ଜଳ ।