ଭିଜିଲାନ୍ସ ଜାଲରେ ପଡିଛନ୍ତି ଆଉ ଜଣେ କୁବେର ଇଞ୍ଜିନିୟର । ଘର ଭିତରେ ସାଇତି ରଖାଯାଇଥିବା ସଂପତ୍ତି ଦେଖିଲେ ହୋସ୍ ଉଡିଯିବ ।
ଆଜି ତୃତୀୟ ଶ୍ରାବଣ ସୋମବାର, ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶିବ...ଶିବ...ଶିବ ଧ୍ବନିରେ ପ୍ରକମ୍ପିତ ଚତୁର୍ଦ୍ଦିଗ।
ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର।
ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
୩ ପର୍ଯ୍ୟନ୍ତ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ୩୧ରୁ ୨ ଯାଏଁ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
ଆହୁରି ୩ ଦିନ ଏପରି ବର୍ଷା ଜାରି ରହିବ। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ।
ପୁଣି ପଦାରେ ପଡ଼ିଲା 5T ସ୍କୁଲର ବିକଳ ଚିତ୍ର । ପୂର୍ବ ସରକାରଙ୍କ 5T ସ୍କୁଲ ଓ ତା’ର କଳା ସତ ବର୍ତ୍ତମାନ ପଦାରେ ପଡ଼ିଛି । ବିକାଶ ନାଁରେ ଡିଣ୍ତିମ ପିଟୁଥିଲେ ନବୀନ ସରକାର । କୁନି କୁନି ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ସହ ଚାଲିଥିଲା ଖେଳ ।
ଦିନକୁ ଦିନ ସରକାର ଶିଶୁ ଓ ମହିଳାଙ୍କ ବିକାଶ ନିମନ୍ତେ ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି । ଏବେ ଅଙ୍ଗନବାଡି କେନ୍ଦ୍ରରେ ମିଳୁଛି ଅଣ୍ତା ସହ କୁକୁଡ଼ା ଚିଆଁ ଫ୍ରି ।
ସାଂଘାତିକ ଅଭିଯୋଗ ଆଣିଲେ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ । ‘ଭଗବାନ ଭରସାରେ ଚାଲିଥିଲା ସ୍କିମ୍, ମନିଟରିଂ କରୁଥିଲା ଥାର୍ଡଫ୍ଲୋର୍’ ।
ବୈଦିକ ରୀତି ନିତିରେ ଶେଷ ହୋଇଛି ବାହାଘର। ପରସ୍ପରକୁ ଵରଣମାଳା ପିନ୍ଧାଇ ସାତ ଜନମର ସାଥି ହୋଇଛନ୍ତି ଶକୁନ୍ତଳା ଓ ବାବୁଲା। ସେମାନେ ଭିନ୍ନକ୍ଷମ ହୋଇଥିଲେ ମଧ୍ୟ ଏଇ ନୂତନ ଆରମ୍ଭରେ ପରସ୍ପରକୁ ସାହାରା ହେବେ ବୋଲି ଦେଇଛନ୍ତି ପ୍ରତିଶ୍ରୁତି।
ଚଳଚଞ୍ଚଳ ଥିଲେ...ସମସ୍ତଙ୍କୁ ଆପଣାର କରି ବାଟ ଚାଲୁଥିଲେ... ଈଶ୍ବର ଭକ୍ତି ସହ ମଣିଷ ପଣିଆର ଭିନ୍ନ ଏକ ଭାବ ବନ୍ଧନରେ ବାନ୍ଧି ହୋଇଥିଲେ । କିଏ ଜାଣିଥିଲା ଏହି ସମୟରେ ସେ ଫେରିଯିବେ ଅଫେରା ରାଇଜକୁ !
ଭିନ୍ନକ୍ଷମ ହୋଇଥିଲେ ମଧ୍ୟ ଜୀବନରେ ସ୍ୱପ୍ନ ଓ ବାସ୍ତବତାକୁ ସାଙ୍ଗରେ ଧରି ଆଗକୁ ଯିବାକୁ ସଂକଳ୍ପ କରିଛନ୍ତି ଭଦ୍ରକର ଦିବ୍ୟାଙ୍ଗ ନବଦମ୍ପତି ।
ଦିଆସିଲି କାଠିରେ ଭବ୍ୟ ରାମମନ୍ଦିର । ୬୦ ହଜାର ଦିଆସିଲି କାଠିକୁ ଏକାଠି କରି ଅତି ନିଖୁଣ ଭାବେ ଅଯୋଧ୍ୟାର ରାମ ମନ୍ଦିର ତିଆରି କରାଯାଇଛି ।
ଚାନ୍ଦବାଲିରେ କନ୍ଧାଠାରେ ଷ୍ଟାଡିୟମ ନିର୍ମାଣ ୨୦୧୬ ମସିହାରୁ କାର୍ଯ୍ୟାଦେଶ ଆରମ୍ଭ ହୋଇଥିଲା। ୨୦୨୪ ମସିହା ପର୍ଯ୍ୟନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ୨ କୋଟି ଟଙ୍କା ବ୍ୟୟ ବରାଦ ପରେ ଏନ୍ ଏ ସି ପ୍ରଶାସନ ପକ୍ଷରୁ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ପାଇଁ ୧ କୋଟିରୁ ଉର୍ଦ୍ଧ୍ବ ଖର୍ଚ୍ଚ ହୋଇ ସାରିଲାଣି।
ଭଦ୍ରକ କଲେଜ ସ୍ଥିତ ଏକ ଭଡା ଘରୁ ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରୁ ଏକ ଚିଠି ଜବତ କରିଛି ଭଦ୍ରକ ସହରାଞ୍ଚଳ ଥାନା ପୋଲିସ ।
ପୋଲର ମରାମତି କାର୍ଯ୍ୟ ପାଇଁ ଏବେ ଆନ୍ଦୋଳନ ଦାନା ବାନ୍ଧୁଛି। ତୁରନ୍ତ ମରାମତି କାର୍ଯ୍ୟ ସହିତ ନଷ୍ଟ ପୂର୍ବରୁ ନୂଆ ପୋଲ ପାଇଁ ଅଞ୍ଚଳବାସୀ ସରକାରଙ୍କୁ ଦାବି କରିଛନ୍ତି।
ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ।
କୁନ୍ତଳା ହାଇକୋର୍ଟରେ ପହଞ୍ଚିଥିଲେ ବି ନିଜକୁ ପାଠ ପଢୁଆ ସାବ୍ୟସ୍ଥ କରିପାରିନଥିଲେ।
କିଛି ଦିନର ଲୁଚକାଳି ଖେଳ ପରେ ଓଡ଼ିଶାରେ ଆଗକୁ ବଢୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉଛି।
ଭଦ୍ରକରେ ଜଣେ ନାବାଳକର ନାରକୀୟ କାଣ୍ଡ । ଗତକାଲି ରାଇମଣି ଗାଁ ବିଲରୁ ମା, ଝିଅଙ୍କ କ୍ଷତାକ୍ତ ମୃତଦେହ ମିଳିଥିଲା । ଆଜି ସେହି ପାଖରୁ ଅଟକ ନାବାଳକର ଆଈର ମୃତଦେହ ମିଳିଛି ।
ରାଜ୍ୟରେ ଗରମ ଗୁଳୁଗୁଳିରୁ ତ୍ରାହି ମିଳୁନି । ଆସନ୍ତା ୨ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ନେତାଙ୍କ ଛାତି ଧଡ଼ଧଡ଼। ଧିରେ ଧିରେ ଖୋଲୁଛି ଇଭିଏମ୍ ପେଡି। ଫଇସଲା
ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ନିର୍ବାଚନ ପରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହିଂସା ଅଭିଯୋଗ । କେନ୍ଦ୍ରାପଡ଼ାରେ ବିଜେଡିର ରକ୍ତପାତ ରାଜନୀତି ଅଭିଯୋଗ । ଗତକାଲି ରାତିରେ ପାଟକୁରାରେ ଜଣେ ବିଜେପି କର୍ମୀଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।
ରାଜ୍ୟରେ ଶେଷ ପାଳି ଭୋଟିଂ ବେଳେ ବି ଅବ୍ୟବସ୍ଥାର ମାଳ ମାଳ ଅଭିଯୋଗ । ଅଧିକାଂଶ ଅଭିଯୋଗ, ଇଭିଏମର ଅଚଳାବସ୍ଥା ।
ଶେଷ ପର୍ଯ୍ୟାୟରେ ବି ସାଂଘାତିକ ଭୋଟ୍ ହିଂସା । କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର ଆଦି ସ୍ଥାନରୁ ଆସିଛି ବିଜେଡି କର୍ମୀଙ୍କ ଦାଦାଗିରି, ବୁଥ୍ ରିଗିଂ ଓ ମରଣାନ୍ତକ ଆକ୍ରମଣର ମାଳ ମାଳ ଅଭିଯୋଗ ।