Advertisment

ଜାତୀୟ ଉଦ୍ୟାନ ମାନ୍ୟତା ମିଳିବାର ୨୨ ବର୍ଷ ପରେ ଭିତରକନିକା ମହୋତ୍ସବ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ରାଜନଗର ନଳିତାପାଟିଆ ଠାରେ ଆରମ୍ଭ ହୋଇଛି ଭିତରକନିକା ମହୋତ୍ସବ। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗ ଦେଇଥିଲେ। ତାଙ୍କ ସହିତ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି , ରାଜନଗରର ବିଧାୟକ ଧୃବ ସାହୁ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ଆଳି ବିଧାୟକ ପ୍ରତାପ କେଶରୀ ଦେବ ଯୋଗଦେଇଥିଲେ। ଭିତରକନିକାକୁ ଜାତୀୟ ଉଦ୍ୟାନ ମାନ୍ୟତା ମଳିବାର ଦୀର୍ଘ ୨୨ ବର୍ଷ ପରେ ପ୍ରଥମ […]

ଜାତୀୟ ଉଦ୍ୟାନ ମାନ୍ୟତା ମିଳିବାର ୨୨ ବର୍ଷ ପରେ ଭିତରକନିକା ମହୋତ୍ସବ

anubhab

Advertisment

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ରାଜନଗର ନଳିତାପାଟିଆ ଠାରେ ଆରମ୍ଭ ହୋଇଛି ଭିତରକନିକା ମହୋତ୍ସବ। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗ ଦେଇଥିଲେ।

Advertisment

ତାଙ୍କ ସହିତ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି , ରାଜନଗରର ବିଧାୟକ ଧୃବ ସାହୁ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ଆଳି ବିଧାୟକ ପ୍ରତାପ କେଶରୀ ଦେବ ଯୋଗଦେଇଥିଲେ।

ଭିତରକନିକାକୁ ଜାତୀୟ ଉଦ୍ୟାନ ମାନ୍ୟତା ମଳିବାର ଦୀର୍ଘ ୨୨ ବର୍ଷ ପରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେଉଛି ଭିତରକନିକା ମହୋତ୍ସବ। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା। ବହୁ ସଂଖ୍ୟାରେ ପର୍ଯ୍ୟଟକଙ୍କ ସହ ସ୍ଥାନୀୟ ଲୋକ ଏହି ଉତ୍ସବର ଆନନ୍ଦ ନେଇଥିଲେ। ଏହି ଉତ୍ସବ ଆସନ୍ତା ୩ ଦିନ ଧରି ଚାଲିବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ