୧୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ୨ ବର୍ଷ ଜେଲ୍ ଦଣ୍ଡାଦେଶ Photograph: (OTV)
ଭୁବନେଶ୍ୱର ରେଲୱେ ଷ୍ଟେସନରୁ ବାଂଲାଦେଶୀ ଗିରଫ ଘଟଣା। ୧୦ ଜଣ ବାଂଲାଦେଶୀଙ୍କୁ ୨ ବର୍ଷ ଲେଖାଁଏ ଜେଲ୍ ଦଣ୍ଡ ଶୁଣାଇଲେ କୋର୍ଟ ।
ପ୍ରଥମ ଥର ପାଈଁ ଓଡ଼ିଶାରେ ବାଂଲାଦେଶ ଅନୁପ୍ରବେଶ କାରୀଙ୍କ ବିରୋଧରେ ଦଣ୍ଡ ଶୁଣାଇଛନ୍ତି କୋର୍ଟ। ଏହାସହ ୧୦ ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ହେଲେ ଅଧିକ ୩ ମାସ ଅଧିକ ସଶ୍ରମ କାରାଦଣ୍ଡା ଦେଶ। ୬ ଜଣ ସାକ୍ଷୀ ଏବଂ ଦସ୍ତାବିଜ ଆଧାରରେ କାରାଦଣ୍ଡାଦେଶ ଶୁଣାଇଲେ କୋର୍ଟ ।
ମାର୍ଚ୍ଚ ୮ ତାରିଖ ୨୦୨୫ରେ ଭୁବନେଶ୍ୱର ରେଳ ଷ୍ଟେସନରେ ଓଡିଶାକୁ ଅନୁପ୍ରବେଶ ନେଇ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ STF । ସେମାନଙ୍କ ନିକଟରୁ ବାଂଲାଦେଶୀ ଟଙ୍କା, ଭାରତୀୟ ଟଙ୍କା ଏବଂ ମୋବାଇଲ ଜବତ ହୋଇଥିଲା। ଗିରଫ ଅଭିଯୁକ୍ତ ମାନଙ୍କୁ ଆଉ ବଂଲାଦେଶ ନଛାଡିବାକୁ ବଂଲାଦେଶ ହାଇ କମିସନ ଭୁବନେଶ୍ୱର କୋର୍ଟ ଏବଂ କ୍ରାଇମବ୍ରାଞ୍ଚକୁ ଲିଖିତ ଆକାରରେ ଜଣାଥିଲେ।
- ୧୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ୨ ବର୍ଷ ଜେଲ୍ ଦଣ୍ଡାଦେଶ
- ଭୁବନେଶ୍ବର ରେଳ ଷ୍ଟେସନରୁ ୧୦ ଜଣଙ୍କୁ ଗିରଫ କରିଥିଲା STF
- ୧୦ ହଜାର ଟଙ୍କା ଜୋରିମାନା ସହ ଅନାଦେୟ ୩ ମାସ ଜେଲ ଦଣ୍ଡାଦେଶ
- ଗିରଫ ବ୍ୟକ୍ତିଙ୍କୁ ନ ଛାଡିବାକୁ ଅନୁରୋଧ କରିଥିଲେ ବାଂଲାଦେଶ ହାଇ କମିଶନର
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/03/odisha-court-penalizes-bangladeshi-infiltrators-2026-02-03-18-22-38.jpg)