Global Visa Application Centre Photograph: (OTV)
ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ । ବରମୁଣ୍ଡା ବସ୍ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର । ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ । ଭିସା ପାଇଁ ଏଣିକି ଓଡ଼ିଶା ଲୋକେ ଆଉ କୋଲକାତା, ଦିଲ୍ଲୀ ଓ ହାଇଦ୍ରାବାଦ ଉପରେ ନିର୍ଭର କରିବାକୁ ପଡିବନି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ।
ଭୁବନେଶ୍ୱରରେ ହେବ ଭିସା ସେଣ୍ଟର
ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’
ବରମୁଣ୍ଡା ବସ୍ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର
ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ
ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡ଼ିବନି
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/12/15/global-visa-application-centre-2025-12-15-16-31-26.jpg)