ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।
ସକାଳ ୭ରୁ ଭୋଟିଂ, ପ୍ରସ୍ତୁତ ବୁଥ୍ ଓ ପୋଲିଂ କର୍ମଚାରୀ । ମାଓ ପ୍ରଭାବିତ ଓ ସୀମା ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ।
କୋରାପୁଟରେ ସପ୍ତଗିରି-କୌଶଲ୍ୟା-କାଳୀରାମ ମୁହାଁମୁହିଁ । ନୂଆପଡ଼ାରୁ ଲଢୁଛନ୍ତି ପିସିସି ମୁଖିଆ ଶରତ ପଟ୍ଟନାୟକ ।
ନିରପେକ୍ଷ ତଦନ୍ତକୁ ନେଇ ପ୍ରଶ୍ନ, ପୋଲିସ ଚୁପ୍ । ଗଣଦୁଷ୍କର୍ମକୁ ନେଇ ଠିକ୍ ନୁହେଁ ରାଜନୀତି କହିଲା ବିଜେଡି ।
ଜଣେ ବୟସ୍କଙ୍କ ସହ ଏଭଳି ଅପମାନକୁ ଅଣଦେଖା ନକରନ୍ତୁ । ରାଜ୍ୟବାସୀ ଓ ଗଣମାଧ୍ୟମକୁ ବୈଜୟନ୍ତଙ୍କ ଅପିଲ୍ ।
ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ମିଳିଛି ଆଶ୍ୱସ୍ତି । ହେଲେ ଗତକାଲି ବିଳମ୍ବିତ ରାତିରେ ଏହି କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା ।
ଭୁବନେଶ୍ୱରରେ ଡ୍ୟାନ୍ସ ଗାର୍ଲଙ୍କୁ ହତ୍ୟା ନା ଆତ୍ମହତ୍ୟା । ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ । ଜଗତସିଂହପୁର ଅଲଣା ଗାଁର ଯୁବତୀ ସୁଲୋଚନା ଦାସ । ଦୀର୍ଘ ଦିନ ଧରି ନିହାର ଗିରୀ ନାମକ ଜଣେ ଯୁବକଙ୍କ ସହ ରହୁଥିଲେ ।
ପର୍ଯ୍ୟଟକଙ୍କ ପାଇଁ ଦୁଃଖଦ ଖବର । ଆଖି ବୁଜିଲା ବାଘ ‘ନନ୍ଦନ’। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୧୮ ବର୍ଷୀୟ ବାଘ ‘ନନ୍ଦନ’ର ମୃତ୍ୟୁ । ବୟସାଧିକ କାରଣରୁ ବେଶ୍ କିଛି ଦିନ ହେଲା ଚିକିତ୍ସାଧୀନ ଥିଲା ।
ଦିନେ ଯେଉଁ ଘର ହସଖୁସିରେ ଉଛୁଳି ଉଠୁଥିଲା ଏବେ ସେଠି ସମ୍ପୂର୍ଣ୍ଣ ନୀରବତା। ଯିଏ ନିଜ ପରିବାର ସଦସ୍ୟଙ୍କ ରକ୍ଷାକର୍ତ୍ତା ସାଜିବା କଥା, ସିଏ ହିଁ ନିଜ ଘରେ ରଚିଲେ ମୃତ୍ୟୁର ତାଣ୍ଡବ । ଜଣକ ପରେ ଜଣଙ୍କୁ କଲା ହତ୍ୟା ।
ଚାବି କୁଆଡ଼େ ଗଲା, ଲୋକଙ୍କର ଜାଣିବା ଅଧିକାର ଅଛି । ଚାବି ଗଲା, କୁଆଡ଼େ ଗଲା, କାହା ପାଖକୁ ଗଲା ବୋଲି ମୋଦି ପଚାରିଛନ୍ତି ।
ରାଜ୍ୟ ସରକାର କାହା ପାପକୁ ଘୋଡ଼ାଇବାକୁ ଚେଷ୍ଟା କରୁଛନ୍ତି । ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ କହିଲେ ମୋଦି ।
ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର । କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ ।
ଏହି ରୋଡ୍ ସୋ’ରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ବିଜେପିର ୨ ବରିଷ୍ଠ ନେତା ସାମିଲ ହୋଇଥିଲେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ରୋଡ୍ ସୋ’ ରେ ସାମିଲ୍ ହୋଇଥିଲେ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ରୋଡ୍ ସୋ’ରେ ସାମିଲ୍ ହୋଇଛନ୍ତି।
ନାମାଙ୍କନ ଭରିଲେ କେନ୍ଦ୍ରାପଡ଼ା ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ । ଚାନ୍ଦବାଲି ଆସନରୁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ।
ରାଜ୍ୟ ବିଜେପି ଅଫିସରୁ ବାଣୀବିହାର ଛକ ଯାଏଁ ବିଶାଳ ରୋଡ୍ ସୋ କରିବେ ମୋଦି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇସାରିଛି।
ସାଢ଼େ ୧୦ଟାରେ ପହଞ୍ଚି କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ।
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପୁରୀ ଲୋକସଭା ଅନ୍ତର୍ଗତ ରଣପୁର ନିର୍ବାଚନମଣ୍ଡଳୀ ଯାଇ ନିର୍ବାଚନ ପ୍ରଚାର କରିବେ। ଅପରାହ୍ନ ୫ଟାରେ ରଣପୁର ଥାନା ସମ୍ମୁଖ ପଞ୍ଚୁଦୋଳ ପଡିଆରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ସୋ ପାଇଁ ଭୁବନେଶ୍ବରରେ ଟ୍ରାଫିକ କଟକଣା କରାଯାଇଛି। ଅପରାହ୍ଣ ୨ଟାରୁ ରୋଡ୍ ଶୋ’ ସରିବା ଯାଏଁ ଜନପଥରେ ଟ୍ରାଫିକ କଟକଣା ରହିବ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡ଼ି ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯିବ।
ବ୍ରହ୍ମପୁର ଓ ନବରଙ୍ଗପୁର ଗସ୍ତର ୩ ଦିନ ପରେ ପୁଣି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପିଏମ୍ ମୋଦି। ସଂଧ୍ୟାରେ ଭୁବନେଶ୍ୱରରେ ବିଶାଳ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ।
ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ’ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଜାରି । ରୋଡ୍ ଶୋ' ସରିବା ଯାଏଁ ଜନପଥରେ ଗାଡ଼ି ଚଳାଚଳ ମନା ।
ଗାଁ ଗହଳି, ସହର ବଜାର ସବୁଠି ଏବେ ଗୋଟିଏ ଚର୍ଚ୍ଚା...। ଆସିଯାଇଛି ନିର୍ବାଚନ...ଭାରତୀୟ ଗଣତନ୍ତ୍ରର ସବୁଠୁ ବଡ଼ ପର୍ବ । କାହା ହାତକୁ ଯିବ ଶାସନ ଭାର...କିଏ ହେବେ ଆପଣଙ୍କ ସୁଖ ଦୁଃଖର ସାଥୀ। ଓଡ଼ିଶାରେ କେବେ ଆଉ କେଉଁଠି ହେଉଛି ନିର୍ବାଚନ। ଆପଣଙ୍କ ଅଞ୍ଚଳରେ କେବେ ହେଉଛି ଭୋଟ୍। ଏସବୁର ଟିକିନିଖି ଖବର ଜାଣିବାକୁ ପଢ଼ନ୍ତୁ...
ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୨୭୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୨୫୦ ଟଙ୍କା ରହିଛି ।
ରାତି ପାହିଲେ ପାଳିଥାନ୍ତେ ବିବାହ ବାର୍ଷିକୀ। ପୁରୀରେ ଜଗା ଦର୍ଶନ କରି ବାକି ତକ ଜୀବନ ଖୁସିରେ କାଟିବାକୁ ଥିଲା ଇଚ୍ଛା। ହେଲେ ନିୟତୀର ଇଚ୍ଛା ଆଗରେ ସବୁ କିଛି ଛାରଖାର।
ଭାଙ୍ଗିବା ଦରକାର ନାହିଁ, ବିଜେଡି ଭୁଶୁ଼ଡି ଗଲାଣି କହିଲା ବିଜେପି । ଚର୍ଚ୍ଚାରେ ସମୀରଙ୍କ 'ବିଜେଡିରେ ଏକାଧିକ ଏକନାଥ ସିନ୍ଦେ' ମନ୍ତବ୍ୟ ।