• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Gold Seized
ଭୁବନେଶ୍ୱର ବିମାନବନ୍ଦରରୁ ୩ କେଜିରୁ ଊର୍ଦ୍ଧ୍ବ ସୁନା ଜବତ, ୪ ଗିରଫ

ଜବତ ହୋଇଥିବା ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହୋଇଥିବା ସୂଚନା ମିଳିଛି । ଦୁବାଇରୁ ଭୁବନେଶ୍ୱର ଆସୁଥିବା ୪ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ କରାଯାଇଛି ।

Bhubaneswar
ହାଇପ୍ରୋଫାଇଲ୍ ସିଟ୍ ଭୁବନେଶ୍ୱରରେ ଲଢ଼ୁଛନ୍ତି ୧୨ ଲୋକସଭା ପ୍ରାର୍ଥୀ

ସମ୍ଭବତଃ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ଶୋ କରିବେ ବୋଲି କହିଛନ୍ତି ଅପରାଜିତା । ରୋଡ୍‌ ଶୋକୁ ନେଇ ଦଳୀୟ କର୍ମୀ ବେଶ୍‌ ଉତ୍ସାହିତ ଥିବା ଜଣାପଡ଼ିଛି ।

Odisha Politics
BJPର ପ୍ରଚାର ଚକ୍ରବ୍ୟୂହ, ପ୍ରତିଦିନ ଓଡ଼ିଶା ଆସିବେ କେନ୍ଦ୍ରୀୟ ନେତା..!

ମୋଦି ଯିବା ପରେ କାଲି ଆସୁଛନ୍ତି ରାଜନାଥ, ବିଷ୍ଣୁ ଦେବ ସାଏ । ୯ ତାରିଖରେ ଆସିବେ ନୀତିନ ଗଡ଼କରି, ହିମନ୍ତ ବିଶ୍ବଶର୍ମା ।

BJP Manifesto
ମେନିଫେଷ୍ଟୋକୁ ନେଇ ମୁହାଁମୁହିଁ ବିଜେପି-ବିଜେଡି

ଆମ ଇସ୍ତାହାର ଓଡ଼ିଶା ବିକାଶର ରୋଡମ୍ୟାପ୍ କହିଲା ବିଜେପି । ବିଜେପିର ମେନିଫୋଷ୍ଟୋକୁ ମିଛ କହିଲା ବିଜେଡି ।

AIIMS
ଭୁବନେଶ୍ୱର AIIMSର ବଡ଼ ସଫଳତା, ଖପୁରୀରୁ ବାହାରିଲା ୭ କେଜିର ଟ୍ୟୁମର

ଟ୍ୟୁମର ଅପରେସନ୍ ଡାକ୍ତରଙ୍କ ପାଇଁ ଥିଲା ବଡ଼ ଚ୍ୟାଲେଞ୍ଜ । ଚାରିଆଡ଼େ ବ୍ଲଡ ଭେସେଲ ମାଡ଼ି ରହିଥିବାରୁ ଅପରେସନ ବିପଦପୂର୍ଣ୍ଣ ହେବାର ଯଥେଷ୍ଟ ଆଶଙ୍କା ଥିଲା । 

Roadshow
ମେ' ୧୦ରେ ମୋଦିଙ୍କ ରୋଡ୍‌ ସୋ’; ୮ରେ ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ ଓ ବିଷ୍ଣୁ ଦେବ ସାଏ

ମୋଦିଙ୍କ ଏହି ରୋଡ ସୋ'ରେ ବହୁ ସଂଖ୍ୟାରେ ଯୋଗ ଦେବାକୁ ଅଡ଼ିଓ ବାର୍ତ୍ତା ମାଧ୍ୟମରେ ଅପିଲ କରିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ରାଜଭବନରେ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ସୁରକ୍ଷା ସମ୍ବନ୍ଧରେ ଚାଲିଛି ବୈଠକ ।

Baijayant Panda
ଶାସକ ଦଳ ଉପରେ ବର୍ଷିଲେ ବୈଜୟନ୍ତ, କହିଲେ ପ୍ରଗତିରେ ପଛରେ ପଡ଼ିଛି ଓଡ଼ିଶା

ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସମିଟ୍ କରି ସରକାରଙ୍କ ପୋଲ୍ ଖୋଲିଛନ୍ତି ବୈଜୟନ୍ତ । ଗତ ୧୦ ବର୍ଷରେ ମୋଦିଙ୍କ ନେତୃତ୍ୱରେ ଭାରତ ବହୁ ଆଗକୁ ବଢିଛି ବୋଲି କହିଛନ୍ତି ବୈଜୟନ୍ତ ।

Loot
ଅଦ୍ଭୁତ ଉପାୟରେ ଚୋରି...ସଂଭ୍ରାନ୍ତ ବେଶରେ ଆସିଲା, କ୍ୟାସବକ୍ସରେ ହାତ ପୁରାଇ ନେଇଗଲା ଟଙ୍କା

ରାଜଧାନୀରେ ମାତିଛନ୍ତି ହାଇ ପ୍ରୋଫାଇଲ ଲୁଟେରା । ଦାମୀ କାର୍‌ରେ ଆସିଲେ, ଆଖି ପିଛୁଳାକେ ଲୁଟିଲେ । ହିନ୍ଦୀରେ କଥା ହେଉଥିବା ଏକ ଦମ୍ପତିଙ୍କ ଏଭଳି କାରନାମା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

Odisha CM
ଖରାପ ପାଗ ସାଜିଲା ବାଧା, ରାଜଧାନୀ ଫେରି ପାରିଲେନି ମୁଖ୍ୟମନ୍ତ୍ରୀ

ଓହ୍ଲାଇ ପାରିଲାନି ନବୀନଙ୍କ ହେଲିକପ୍ଟର । କାଳବୈଶାଖୀ ପବନ ପାଇଁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ଖଡ଼ିଆଳରୁ ସଭା ସାରି ଭୁବନେଶ୍ୱର ଫେରୁଥିଲେ ।

Berhampur
ବ୍ରହ୍ମପୁରରେ ମୋଦି, ଘଣ୍ଟାଏ ପର୍ଯ୍ୟନ୍ତ ରହିବେ ତାପରେ ନବରଙ୍ଗପୁର ଯିବେ...

ମୋଦିଙ୍କଠାରୁ ମଧ୍ୟ ଓଡ଼ିଶା ବିଜେପି, ରାଜ୍ୟ ସରକାରଙ୍କ ଉପରେ ଡବଲ ଆଟାକ୍‌ ଆଶା କରୁଛି । ତେବେ ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ପର୍ଯ୍ୟନ୍ତ ରହିବେ ପ୍ରଧାନମନ୍ତ୍ରୀ।

Narendra Modi
ବ୍ରହ୍ମପୁର-ନବରଙ୍ଗପୁରରେ ବିଶାଳ ଜନସମାବେଶ

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବା ପରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା । ଆଜି ୨ଟି ସ୍ଥାନରେ ବିଶାଳ ଜନସଭାକୁ କରିବେ ସମ୍ବୋଧନ । ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ମୋଦିଙ୍କ ସଭା।

Aparajita Sarangi
ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏ ମୋଦିଙ୍କ ରୋଡ୍‌ ଶୋ !

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କିଛି ସମୟ ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ। ଏହାପରେ କଡ଼ା ସୁରକ୍ଷାବଳୟ ମଧ୍ୟରେ ବିମାନ ବନ୍ଦରରୁ ରାଜଭବନକୁ ଯାଇଛନ୍ତି।

PM Modi
ଭୁବନେଶ୍ୱରରେ ମୋଦି; କାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ପ୍ରଚାର

ଆସନ୍ତାକାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Congress
ହାତକୁ ଶନିଦଶା: ଟିକଟ ଦେଉଛି, ପୁଣି ନେଉଛି ? ଦଳରେ ଚାଲିଛି କଣ ?

ରାଜ୍ୟ କଂଗ୍ରେସରେ ଚାଲିଛି କଣ ? କିଏ ଯୋଗ୍ୟ ଆଉ କିଏ ଅଯୋଗ୍ୟ ? ୨୦୨୪ ନିର୍ବାଚନରେ ଦଳ ଲଢେଇ କରିବ ନା ନିଜ ଦଳ ଭିତରେ ଚାଲିଥିବା ତୀବ୍ର ଅସନ୍ତୋଷକୁ ମ୍ୟାନେଜ୍ କରିବ ?

JP Nadda
ବିଜେପି ସଂକଳ୍ପ ପତ୍ର ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’ ଉନ୍ମୋଚିତ

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସଂକଳ୍ପ ପତ୍ର ଉନ୍ମୋଚନ କଲେ।

Heat Wave
ତାତିରୁ ମିଳୁନି ତ୍ରାହି, ସାଢ଼େ ୨ଟା ସୁଦ୍ଧା ୪୪ ଟପିଲା ପାରଦ

ଆଜି ଅପରାହ୍ମ ସାଢ଼େ ଦୁଇଟି ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ର ୪୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।

JP Nadda
ଓଡ଼ିଶାରେ ନଡ୍ଡା, ଉନ୍ମୋଚନ କରିବେ ବିଜେପି ନିର୍ବାଚନୀ ଇସ୍ତାହାର

୮ରେ ରାୟଗଡ଼ା ଯିବେ ରାଜନାଥ ସିଂ । ଏନେଇ ସୂଚନା ଦେଇଛନ୍ତି ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର।

Khandapada Politics
ସୌମ୍ୟ-ଅନୁଭବ-ଗୟାଧର ବଦଳାଇବେ କି ଖଣ୍ଡପଡା ସମୀକରଣ ? 

ଚର୍ଚ୍ଚାରେ ସୌମ୍ୟ-ଅନୁଭବ-ଗୟାଧର ଭେଟ । ନିର୍ବାଚନ ପୂର୍ବରୁ ରୋଚକ ହେଉଛି ଖଣ୍ଡପଡ଼ା ରାଜନୀତି ।

Rajnath Singh- Amit Shah
କେନ୍ଦ୍ରୀୟ ନେତୃତ୍ୱଙ୍କ ଘନ ଘନ ଓଡ଼ିଶା ଗସ୍ତ...୮ରେ ରାଜନାଥ, ୧୨ରେ ଶାହ

ଡେରା ପକାଇ ପ୍ରଚାର କରିବେ। ନିର୍ବାଚନ ନେଇ ଗୁରୁମନ୍ତ୍ର ଦେବେ ବିଜେପି ହେଭିୱେଟ୍ । ଦଳୀୟ ନେତା ଓ କର୍ମୀଙ୍କ ଭିତରେ ଜୋସ୍ ଭରିବେ।

Congress Politics
ବରୀରୁ କଂଗ୍ରେସ ପ୍ରାର୍ଥୀ ହେଲେ ଦେବାଶିଷ, ପୁରୀରୁ ଉମାବହ୍ଲବ...

ଆଠଗଡ଼ରେ ନୂଆ ପ୍ରାର୍ଥୀ ହେଲେ ସୁଦର୍ଶନ ସାହୁ । ପୁରୀରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ ।

Murder Attempt
ଏକତରଫା ପ୍ରେମ ବିଫଳ; ମନା କଲା ବଡ଼ ଭଉଣୀ, ସାନ ଭଉଣୀକୁ ଗାଡି ଚଢାଇ ହତ୍ୟା ଉଦ୍ୟମ

ଗତକାଲି ସନ୍ଧ୍ୟାରେ ମହିଳାଙ୍କ ସାନ ଭଉଣୀକୁ ସ୍କୁଟିରେ ଆସୁଥିଲେ। ଠିକ୍ ଏହି ସମୟରେ ଅକ୍ଷୟ ପଟିଆ-ସିପିଇଟି ରାସ୍ତାରେ ନିଜ ପକ୍‌-ଅପ ଭ୍ୟାନକୁ ଦ୍ରୁତଗତିରେ ଚଳାଇ ତାଙ୍କୁ ଧକ୍କା ଦେଇଥିଲା।

modi
ଓଡ଼ିଶା ଆସୁଛନ୍ତି ମୋଦି ଓ ନଡ୍ଡା; ବିଜେପି କର୍ମୀଙ୍କ ମଧ୍ୟରେ ‌ଭରିବେ ଜୋସ୍

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଆସିବ ବିଜେପିର ନିର୍ବାଚନୀ ଇସ୍ତାହାର। ଏଥିପାଇଁ ଭୁବନେଶ୍ବର ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆଜି ଅପରାହ୍ନ ୩ଟା ବେଳେ ଭୁବନେଶ୍ବରରେ ପହଞ୍ଚିବେ ନଡ୍ଡା।

Road Show
ଘନଘନ ପ୍ରଚାର; ଆସନ୍ତା ୧୦ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍ ସୋ

ଆସନ୍ତା ସପ୍ତାହରେ ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ୧୦ରେ ଭୁବନେଶ୍ୱରରେ ରୋଡ୍‌ ସୋ କରିବେ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ।

Narendra Modi
ରବିବାର ରାତି ୯.୩୦ରେ ପହଞ୍ଚିବେ ନରେନ୍ଦ୍ର ମୋଦି, ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ

ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ଏକ ବିଶାଳ ଜନସମାବେଶକୁ ସମ୍ବୋଧନ କରିବେ । ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା ଦେଇଛନ୍ତି ।

heatwave
ପୁଣି ତାତିଲା, ଘରୁ ବାହାରିଲେ ଦେହ ମୁଣ୍ଡ ପୋଡ଼ିଯାଉଛି

ଆଗାମୀ ଦିନେ କି ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି ।