ମାମଲାର ପ୍ରାରମ୍ଭିକ ଶୁଣାଣିରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପଙ୍କ ପ୍ରସଙ୍ଗରେ ଆପତ୍ତି ଉଠାଇଥିଲେ ଆଡ଼ଭୋକେଟ ଜେନେରାଲ।
କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।
ଦିଲ୍ଲୀରୁ ଫେରି ଭିନ୍ନ ଭିନ୍ନ ମନ୍ତବ୍ୟରେ ଦ୍ବନ୍ଦ୍ବକୁ ଆହୁରି ବଢ଼ାଇଲେ ମନମୋହନ ।
ସ୍ତ୍ରୀ ଶବ ସହ ୩ ଦିନ ବିତାଇଲା ସ୍ୱାମୀ । ଭୁବନେଶ୍ୱର ମୈତ୍ରୀ ବିହାର ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ୍ । ମୈତ୍ରୀ ବିହାର ତାରିଣୀ ନଗର ଅଞ୍ଚଳରେ ମହିଳାକୁ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି ।
ଇଡିରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ସାଗର ରାଏ । ସେ କହିଛନ୍ତି ଯେ, କୌଣସି ପ୍ରକାରର ଘୋଟାଲା ହୋଇନାହିଁ ।
୫୦ ହଜାରକୁ ବଢ଼ିଲା ମେୟରଙ୍କ ଦରମା । କନିଷ୍ଠ ଶିକ୍ଷକଙ୍କ ଦରମା ୨୦ ହଜାରକୁ ବୃଦ୍ଧି ।
ଶାହଙ୍କୁ ଭେଟିଲେ ରାଜ୍ୟ ବିଜେପି ନେତୃତ୍ୱ । କାଲି ନବୀନ ନିବାସରେ ବିଜେଡିର ବଡ଼ ବୈଠକ ।
ରାଜ୍ୟରେ ଉପରମୁହାଁ ପାରଦ । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିଛି । ଆଗକୁ ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।
ବାପୁଜୀ ନଗର, ୟୁନିଟ୍-୨ ମାର୍କେଟ ବିଲଡିଂରେ ଅଳିଆ, ଅଳିଆ, ଆଉ ଖାଲି ଅଳିଆ। ରାସ୍ତା ଉପରେ ହେଉ ବା କଲୋନୀ କିମ୍ବା ମାର୍କେଟ କମ୍ପ୍ଲେକ୍ସ ସାମ୍ନା।
ଦୁଇ ଦିନର ଆନ୍ଦୋଳନ ପରେ ସଫେଇ କର୍ମଚାରୀଙ୍କ ଦାବି ଶୁଣିଛି ବିଏମସି। ୩ ଦିନ ଭିତରେ ବର୍ଦ୍ଧିତ ଦରମା ଘୋଷଣା ହେବ ବୋଲି କହିଛନ୍ତି ବିଏମ୍ସି ମେୟର ।
ଯୁବତୀଙ୍କ ନାଁ ହେଉଛି ଅର୍ଚ୍ଚନା କାନୁନଗୋ । ତାଙ୍କ ନିକଟରେ ରହିଛି PG, MPHIL, PHD ଏବଂ ଡିଗ୍ରୀ । ହେଲେ ଏଯାଏଁ ମିଳିନି ଖଣ୍ଡିଏ ଚାକିରି । ଆଉ ସେଥିପାଇଁ ଭିନ୍ନ ତରିକାରେ ପ୍ରତିବାଦ ଜଣାଇ ରାସ୍ତା କଡରେ ବସି ଆଳୁ ବିକୁଛନ୍ତି ।
ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶା ସମେତ ଦେଶରେ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି।
ବର୍ଷ ବର୍ଷ ଧରି ବିଭିନ୍ନ ଜିଲ୍ଲାରେ ଥିବା ସରକାରୀ ବାବୁଙ୍କ ବଦଳି ଦାବି । ଅନ୍ୟତ୍ର ବଦଳି ଦାବି କଲା ରାଜ୍ୟ ବିଜେପିର ୪ ଜଣିଆ ଟିମ୍ ।
ରାସ୍ତାର ଗୋଟିଏ ପାର୍ଶ୍ୱରେ ୬୦ ଏକରର ଜଙ୍ଗଲ ଥିବା ବେଳେ ଅନ୍ୟ ପାର୍ଶ୍ବରେ ୩୦ ଏକରର ଜଙ୍ଗଲ ରହିଛି।
ଚନ୍ଦ୍ରବାବୁ ନାଇଡ଼ୁଙ୍କ ଟିଡିପି ଏବଂ ଅଭିନେତା ପୱନ୍ କଲ୍ୟାଣଙ୍କ ଜନସେନା ପାର୍ଟି ଏନଡିଏରେ ସାମିଲ ହେବା ପରେ, ସିଟ୍ ବୁଝାମଣା ପାଇଁ ଦୁଇ ଦିନିଆ ବିଜୟୱାଡ଼ା ଗସ୍ତରେ ଥିଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ।
ଏହି ସମରାଭ୍ୟାସ ପୂର୍ବରୁ, ଏହାର ଏକ ପୂର୍ବ ଝଲକ ସୋସିଆଲ ମିଡିଆରେ ପୋଷ୍ଟ କରିଛି ସ୍ଥଳସେନା ।
ଶୀର୍ଷ ନେତୃତ୍ବଙ୍କ ଘରେ ରାଜ୍ୟ ବିଜେପି ନେତୃତ୍ବଙ୍କ ମାନସମନ୍ଥନ ଚର୍ଚ୍ଚା । ବିଜେଡି ଶିବରରେ ବି ନିରବ କସରତ୍ ।
ରାଜ୍ୟରେ ନକ୍ସଲ କାର୍ଯ୍ୟକଳାପକୁ ରୋକିବା ପାଇଁ CRPFର ସ୍ପେଶାଲ କମାଣ୍ଡୋ ୟୁନିଟ୍ 'COBRA' ମଧ୍ୟ ଏହି ଶିବିରରେ ନିୟୋଜିତ କରାଯାଇଛି |
କଂଗ୍ରେସ କେବଳ ନାଟକ କରୁଥିବା ବିଜେପି କହିଥିବା ବେଳେ ଏହା ଅପ୍ରାସଙ୍ଗିକ ବୋଲି ବିଜେଡି କହିଛି।
କେବେ ହଟିବ ପରଦା ? କେବେ ଆସିବ ସ୍ପଷ୍ଟ ଚିତ୍ର ? ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ସଭାର ପରଦିନଠାରୁ ଅର୍ଥାତ ଗତ ୬ ତାରିଖଠାରୁ ବିଜେଡି-ବିଜେପି ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ।
ଡାକରା ପାଇ ଦିଲ୍ଲୀ ଯାଇଛନ୍ତି ରାଜ୍ୟ ବିଜେପି ନେତୃତ୍ୱ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି ଦିଲ୍ଲୀ ଯାଇଛନ୍ତି।
ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରିରେ ତାପମାତ୍ରା ଅଧିକ ରହିପାରେ ।
ରାଜ୍ୟ ସଭାପତି ଏନେଇ ସ୍ପଷ୍ଟ କରିଛନ୍ତି। ଆମେ ତ କହୁଚୁ ଏକାକୀ ଲଢିବୁ। ବିଜେଡ଼ିର ଯଦି ଦମ୍ ଅଛି କହୁ ଯେ, ସେମାନେ ଏକାକୀ ଲଢ଼ିବେ ।
ଗତକାଲି ଦିଲ୍ଲୀରୁ ଫେରି ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କରିବା ସହ ଦିଲ୍ଲୀରେ ମେଣ୍ଟକୁ ନେଇ କୌଣସି ଚର୍ଚ୍ଚା କିମ୍ବା ଆଲୋଚନା ହୋଇ ନାହିଁ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
ମେଣ୍ଟ ଚର୍ଚ୍ଚାକୁ ପୁଣି ଖଣ୍ଡନ କଲେ ରାଜ୍ୟ ବିଜେପି ସଭାପତି ।