ଝୁଲି ରହିଛି ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଭାଗ୍ୟ । ସ୍ୱାଧୀନ ଭାବେ ଲଢ଼ିବାକୁ ବିରଞ୍ଚିଙ୍କ ଘୋଷଣା ପରେ ଅକଳରେ ଦଳ ।
ଟିକେଟ୍ ନମିଳିବା ପରେ ଦଳ ଛାଡ଼ିଛନ୍ତି ଅନେକ ଦୃଢ଼ ସଂଗଠକ। ଦଳ ସେମାନଙ୍କୁ ଅଣଦେଖା କରିଥିବା ନେଇ ଖୋଲା ଖୋଲି ବୟାନ ବାଜି କରିବା ସହ ସିଧାସଳଖ ନେତୃତ୍ୱଙ୍କ ଉପରେ ଝାଡ଼ିଛନ୍ତି ଅସନ୍ତୋଷ।
ବୋଲ ମାନୁନି ସୁନା ଦର। ପ୍ରତିଦିନ ଉପରମୁହାଁ ହେଉଛି। ନୂଆ ରେକର୍ଡ ସ୍ତରରେ ପହଞ୍ଚୁଛି। କେବଳ ଚଳିତ ମାସର ପ୍ରଥମ ୪ ଦିନରେ ୨ ହଜାର ଟଙ୍କା ମହଙ୍ଗା ହେଲାଣି।
ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ହିଟୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଦୁଇ ଜଣ ହେଉଛନ୍ତି ଭଦ୍ରକ ବିଜେଡି ନେତା ଅସିତ ପଟ୍ଟନାୟକ ଏବଂ ଜଗତସିଂହପୁର ବିଜେଡି ନେତା ଅମରେନ୍ଦ୍ର ଦାସ।
ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁଅ ଅସିତ ୨୦୧୪ ଓ ୨୦୧୯ରେ ଟିକେଟ ଆଶାୟୀ ଥିଲେ । ହେଲେ ଗତଥର ଭଦ୍ରକରୁ ସଞ୍ଜୀବ ମଲ୍ଲିକଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି।
ଅନନ୍ତ କିନ୍ତୁ ଟିକେଟ ଲବି ନେଇ ପୁରା ଚୁପ୍। ଧନ୍ୟବାଦ୍ ଜଣାଇବାକୁ ଆସିଥିବା କହି ପ୍ରସଙ୍ଗକୁ ଏଡାଇ ଯାଇଛନ୍ତି।
୨ୟ ପର୍ଯ୍ୟାୟରେ ୨୭ ବିଧାନସଭା ଓ ୫ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି ।
ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଡାକ୍ତରଙ୍କ ପରାମର୍ଶରେ ଜୀବଜନ୍ତୁଙ୍କୁ ଦିଆଯାଉଛି ତରଭୁଜ, ଆଖୁ ଭଳି ସପର ଫ୍ରୁଟ୍ ଏବଂ ଆଣ୍ଟି ହିଟ୍ ମେଡିସିନ।
ପ୍ରଥମ ଦଫା ତାଲିକାରେ ୧୭ ବିଧାୟକ ରିପିଟ୍ । ଚାନ୍ଦବାଲିରୁ ଲଢିବେ ସଭାପତି ମନମୋହନ ।
ସୁନ୍ଦରଗଡ଼ରେ ଜୁଏଲଙ୍କୁ ଟକ୍କର ଦେବେ ଦିଲ୍ଲୀପ ଓ ଜନାର୍ଦ୍ଦନ । କୋରାପୁଟରେ ସପ୍ତଗିରି, କାଳୀରାମ ଓ କୌଶଲ୍ୟାଙ୍କ ଭିତରେ ଲଢ଼େଇ ।
ଜୟରାମ ପାଙ୍ଗୀ ଓ ଗିରିଧର ଗମାଙ୍ଗ ନିରାଶ ! କଂଗ୍ରେସରେ ଯୋଗ ଦେଇଥିଲେ ଜୟରାମ ପାଙ୍ଗୀ ଓ ଗିରିଧର ଗମାଙ୍ଗ ।
ଆଜି ରାଜ୍ୟର ୭ ସହରର ତାପମାତ୍ରା ୪୧ ଉପରେ । ୪୧.୭ ଡିଗ୍ରୀ ସହ ମାଲକାନଗିରି ସର୍ବାଧିକ ଉତ୍ତପ୍ତ ।
ସୁର ଭାଷଣ ଛଳରେ ସୁଶାନ୍ତଙ୍କୁ ପ୍ରଶଂସା କରିବା ସହ ସେ ହିଁ ବେଷ୍ଟ ବୋଲି କହିଥିଲେ। ଉତ୍ତର ଭୁବନେଶ୍ୱରରେ ଗଲା ୫ ବର୍ଷ ଧରି ସୁଶାନ୍ତ କାମ କରିଛନ୍ତି । ସେ ହିଁ ବେଷ୍ଟ, ଏକଥା ସେ ପାଣ୍ଡିଆନକୁ ବି କହିଛନ୍ତି ।
ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।
ବିଜେଡିର ଆକ୍ଷେପ- ୧୪୭ ବିଧାନସଭା ପାଇଁ ପ୍ରାର୍ଥୀ ପାଉନି ରାଜ୍ୟ ବିଜେପି । ପଦ୍ମ ଦଳର କଡ଼ା ଜବାବ ଆମ ଟିକଟ୍ ଦିଲ୍ଲୀରୁ ଘୋଷଣା ହୁଏ।
ଆଜି ରାଜ୍ୟର ୮ଟି ସହର ୪୦ ଡିଗ୍ରୀ ଛୁଇଁଲା । ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ।
‘କେନ୍ଦ୍ରାପଡ଼ା ପାଇଁ ବହୁତ କିଛି କରିବାର ତାଙ୍କ ଉଦେଶ୍ୟ । ବୈଜୟନ୍ତଙ୍କ ପାଇଁ ଆଜି ଆମେ କେନ୍ଦ୍ରାପଡ଼ାବାସୀ ଘରେ ଘରେ ପାଣି ପାଇପାରୁଛୁ ।’
କେନ୍ଦ୍ରାପଡ଼ା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଏହା ହେଉଛି ବୈଜୟନ୍ତ ପଣ୍ଡାଙ୍କ ପ୍ରଥମ ଗସ୍ତ ।
ସାବଧାନ ରାଜଧାନୀରେ ମାତିଛନ୍ତି ନିଶା ଦେଇ ଲୁଟ୍ କରୁଥିବା ଗ୍ୟାଙ୍ଗ। ରାସ୍ତାରେ ଅଟୋ ରଖି ଡାକିବେ, ମିଠା କଥା କହି ବନ୍ଧୁତା ସ୍ଥାପନ କରିବେ। ଆଉ ପରେ ଥଣ୍ଡା ପାନୀୟରେ ନିଶା ବାଟିକା ପକାଇ ପିିଇବାକୁ ଦେଇ ଅଚେତ ହେବା ପରେ ଲୁଟିବେ।
ଏବେ ଠିକ୍ ନିର୍ବାଚନ ପୂର୍ବରୁ ପୁଣି ଦଳ ବଦଳାଇଛନ୍ତି ସୁକାନ୍ତ।
ଚକଲେଟ ହିରୋ ତଥା ପୂର୍ବତନ ବିଧାୟକ ଆକାଶ ବି ଛାଡ଼ିଲେ । ୨ ଦିନ ତଳେ ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଦଳ ଛାଡ଼ିଥିଲେ । ଷ୍ଟାଇଲିସ୍ ହିରୋ ଅରିନ୍ଦମ ରାୟ ବି ନିକଟରେ ବିଜେଡି ଛାଡ଼ିଥିଲେ ।
ଉଭୟ ନେତାଙ୍କର ଖୁବ୍ ଲୋକପ୍ରିୟତା ରହିଛି । ସେମାନଙ୍କର ନିଜସ୍ୱ ସଂଗଠନ ରହିଛି ।
ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ଇସ୍ତଫା । ବିଜେଡିରୁ ଇସ୍ତଫା ଦେଲେ ପ୍ରିୟଦର୍ଶୀ ମିଶ୍ର । ଦଳରେ ଲଗାତାର ଅବହେଳା କରାଯାଉଥିବା କଥା ଇସ୍ତଫାରେ ଲେଖିଲେ । ଭୁବନେଶ୍ୱର ଉତ୍ତରରୁ ୨୦୧୪ରେ ବିଧାୟକ ଥିଲେ ।
ପୋଲିସ ପ୍ରଶାସନ ଉପରେ ପ୍ରଦୀପ ପାଣିଗ୍ରାହୀଙ୍କ ସାଂଘାତିକ ଅଭିଯୋଗ । ବିଜେଡିରେ ରହିବାକୁ ଧମକାଉଛନ୍ତି ତତ୍କାଳୀନ ଆଇଜି: ପ୍ରଦୀପ ପାଣିଗ୍ରାହୀ ।