• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Sanitary Napkins
କଦଳୀ ପାଟୁକାରୁ ସାନିଟାରି ପ୍ୟାଡ୍; ବ୍ୟବହାର କଲେ..

କଦଳୀ ପାଟୁକା ବା କଦଳୀ ଗଛର ତନ୍ତୁରୁ ତିଆରି ହୋଇଛି ସାନିଟାରି ପ୍ୟାଡ୍। ତା’ପୁଣି ରି-ୟୁଜେବଲ, ଅର୍ଥାତ୍ ଏକାଧିକ ଥର ବ୍ୟବହାର କରିହେବ। ଅତିକମରେ ୩ରୁ ୪ ବର୍ଷ ଯାଏଁ ବ୍ୟବହାର କରିହେବ ଏସବୁ ପ୍ୟାଡ୍।

BJD - BJP
ବିଜେପି-ବିଜେଡି ମେଣ୍ଟ ଦ୍ୱନ୍ଦ୍ୱରେ ଖୁବ୍‌ଶୀଘ୍ର ପଡ଼ିବ ଫୁଲଷ୍ଟପ୍ !

ଏକା ଲଢିବୁ ନା ସାଥୀ ହେବୁ, ସ୍ଥିର କରିବେ ନଡ୍ଡା- ଅମିତ୍ ଶାହା । ବିଜେଡିର ସଂସଦୀୟ କ୍ଷେତ୍ର ୱାରି ସମୀକ୍ଷା ଜାରି ।

Weather News
କାଳ ସାଜିଲା କାଳବୈଶାଖୀ ! ଅଦିନିଆ ବର୍ଷାରେ ରାଜ୍ୟ ବେହାଲ, ଉଜାଡ଼ିଲା ଫସଲ

ଜଳବନ୍ଦୀରେ ଉବୁଟୁବୁ କଟକ ସହର । ପାଣିପାଗ ବିଭାଗର ଚେତାବନୀ, କାଲିଠୁ ତାତିରେ ଜଳିବ ଓଡ଼ିଶା ।

Amit Shah
ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ନେଇ ଅମିତ ଶାହଙ୍କ ବଡ଼ ବୟାନ

ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହାର ନିଷ୍ପତ୍ତି ନେବେ । କିନ୍ତୁ ଶାହ ଗୋଟିଏ କଥାକୁ ବାରମ୍ବାର ଦୋହରାଇଛନ୍ତି ଯେ, ବିଜେପି ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଭଲ ପ୍ରଦର୍ଶନ କରିବ ।

Rain
ଲଗାଣ ବର୍ଷାରେ ବେହାଲ ଟ୍ୱିନ ସିଟି; ଲହଡ଼ି ଭାଙ୍ଗୁଛି ପାଣି, ଜନଜୀବନ ଅସ୍ତବ୍ୟସ୍ତ

ପାଣିପାଗ ବିଭାଗ ପକ୍ଷରୁ ଆଜି ୯ଟି ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ।

Odisha Election
ଏଥର ବିଜେଡି-ବିଜେପି ନା କଂଗ୍ରେସ, କ’ଣ କହୁଛି ଜ୍ୟୋତିଷ ଶାସ୍ତ୍ର..?

କେଉଁ ଦଳ ପାଇଁ କେଉଁ ବାର ହେବ ବେଶୀ ଶୁଭଙ୍କର ? ୨୦ରୁ ୨୫ ଭିତରେ ବିଜେପି-ବିଜେଡି ମେଣ୍ଟ ନେଇ ଭବିଷ୍ୟବାଣୀ ।

Odisha BJP
ଦିଲ୍ଲୀରେ ଝୁଲୁଛି ଓଡ଼ିଶା ରାଜନୀତିର ଭାଗ୍ୟ ! BJPର ମାନସ ମନ୍ଥନ, ହଟୁନି ମେଣ୍ଟ ସସପେନ୍ସ

ରାଜ୍ୟ ବିଜେପି ନେତୃତ୍ୱଙ୍କ ସହ ନଡାଙ୍କ ବୈଠକ । ତୃତୀୟ ପର୍ଯ୍ୟାୟରେ ଆସିପାରେ ଓଡ଼ିଶା ପ୍ରାର୍ଥୀଙ୍କ ନାଁ ।

Black Rose
ବ୍ଲାକରୋଜ ମାମଲାରେ CBIର ସତ୍ୟପାଠ, ତଦନ୍ତ ଅନୁମତି ଦେଉନାହାନ୍ତି ରାଜ୍ୟ ସରକାର

ବ୍ଲାକରୋଜ୍ ବୁଡ଼ି ଘଟଣାରେ ସିବିଆଇ ତଦନ୍ତ ଦାବି ସଂପର୍କିତ ମାମଲା । ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ସିବିଆଇ ।

Sarat Patnaik
୨୪ ବର୍ଷ ହେଲା ଓଡ଼ିଶାବାସୀଙ୍କୁ ନବୀନ ଠକି ଚାଲିଛନ୍ତି: ପିସିସି ସଭାପତି

ରାଜ୍ୟ ସରକାରଙ୍କୁ କଂଗ୍ରେସର କଡା ସମାଲୋଚନା, ନବୀନ ପଟ୍ଟନାୟକଙ୍କ ଚିଠିକୁ ନେଇ ସମାଲୋଚନା ।

Heavy Rain
ଉପକୂଳ ଓଡ଼ିଶାରେ କାଳବୈଶାଖୀ ତାଣ୍ଡବ, ଭୟଙ୍କର ବିଜୁଳି-ଘଡ଼ଘଡ଼ି

ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ ।

Puri BJD
ସଂସଦୀୟ କ୍ଷେତ୍ର ୱାରି ସମୀକ୍ଷା କରି ଟିକେଟ୍ ଦେବ କି ବିଜେଡି ? 

ନବୀନ ନିବାସରେ ପୁରୀ ନେତାଙ୍କୁ ଡାକି ପ୍ରାର୍ଥୀଙ୍କୁ ଗ୍ରୀନ୍ ସିଗନାଲ । ପୁରୀ ନେତାଙ୍କୁ ଡାକି ଟାସ୍କ ଦେଇଛି ବିଜେଡି । 

Odisha Politics
ମେଣ୍ଟ ଦ୍ୱନ୍ଦ୍ୱ ଭିତରେ ବିଜେପିର ଏକାକୀ ନିର୍ବାଚନ କସରତ

ବଡ଼ ମିଶ୍ରଣ ପର୍ବ ଓ କୋର କମିଟି ବୈଠକ ପରେ ଦିଲ୍ଲୀରେ ମନମୋହନ ।

DGP
'ବେଆଇନ୍ ଅସ୍ତ୍ରଶସ୍ତ୍ର-ନିଶା ଦ୍ରବ୍ୟ ଚାଲାଣ-ଟଙ୍କା କାରବାର ରୋକିବାକୁ ଗୁରୁତ୍ୱ'

ନିର୍ବାଚନ ପ୍ରସ୍ତୁତି ନେଇ ଡିଜିପିଙ୍କ ଅଧ୍ୟକ୍ଷତାରେ ବୈଠକ । ବରିଷ୍ଠ ଅଧିକାରୀଙ୍କ ସହ ମିଟିଂ ପରେ ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ।

PGT JOB
ଓଡ଼ିଶାରେ ବାହାରିଲା ୧୦୬୧ PGT ଚାକିରି, ତୁରନ୍ତ କରନ୍ତୁ ଆବେଦନ

ଏହି ପଦବୀ ପାଇଁ ଆବେଦନ କରିବାକୁ ହେଲେ ପ୍ରାର୍ଥୀଙ୍କ ବୟସ ୨୧ରୁ ୩୮ ବୟସ ମଧ୍ୟରେ ହୋଇଥିବା ଆବଶ୍ୟକ । ଲିଖିତ ଏବଂ କ୍ୟାରିଅର ମାର୍କ ଅନୁସାରେ ପ୍ରାର୍ଥୀଙ୍କୁ ଚୟନ କରାଯିବ ।

Crime
ଏକ ତରଫା ଭାଉଜ ପ୍ରେମରେ ଅନ୍ଧ, ଭାଇକୁ ମାରିଦେଲା ଭାଇ

ଭାଉଜକୁ ଏକ ତରଫା ପ୍ରେମ । ବିରୋଧ କରିବାରୁ ଭାଇକୁ ନିର୍ମମ ହତ୍ୟା । ରାଜଧାନୀ ଉପକଣ୍ଠରେ ଏଭଳି ହତ୍ୟାକାଣ୍ଡ ଘଟିଛି ।

Groundwater depletion
ଖସୁଛି ରାଜ୍ୟର ଭୂତଳ ଜଳସ୍ତର; ସଂକଟମୁହାଁ ଭୁବନେଶ୍ବର !

ଦ୍ରୁତ ଗତିରେ ଖସୁଛି ରାଜ୍ୟର ଭୂତଳ ଜଳସ୍ତର ।  ମାଟି ଯେତିକି ଶୋଷୁଛି ତାର ୮୬% ହେଉଛି ଉତ୍ତୋଳନ । ଭୂତଳ ଜଳ ସଂକଟମୁହାଁ ରାଜଧାନୀ ଭୁବନେଶ୍ବର !

Odisha Politics
ସୋସିଆଲ୍ ମିଡିଆରେ ବବିଙ୍କ ପାଇଁ ସସ୍ମିତ ପାତ୍ରଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା

ଅରିନ୍ଦମ ରାୟଙ୍କ ଇସ୍ତଫା ପରେ ନେତାମାନେ ଏମିତି ମତ ଦେଇଥିବା ଚର୍ଚ୍ଚା । ଗତକାଲି ବବିଙ୍କ ଭିଣୋଇ ଅରିନ୍ଦମ ବିଜେଡି ଛାଡ଼ି ବିଜେପି ଯାଇଥିଲେ । କିଛି ଦିନ ତଳେ ବବିଙ୍କ ମାମୁ ଭବାନୀ ଜଗଦ୍ଦେବ ବି ପଦ୍ମ ଧରିଥିଲେ । ତେବେ ନେତାମାନଙ୍କ ଏଭଳି ମନ୍ତବ୍ୟ ନେଇ ବିଜେଡିର ପ୍ରତିକ୍ରିୟା ମିଳିନି । 

Weather News
ପୁଣି ତାତିଲା ! ୩୯.୫ ଡିଗ୍ରୀ ସହ ବୌଦ୍ଧ ଉତ୍ତପ୍ତ ସହର

ମାଲକାନଗିରିରେ ତାପମାତ୍ରା ୩୮.୮, ଝାରସୁଗୁଡ଼ାରେ ୩୮.୭ । ରାଜ୍ୟର ପ୍ରାୟ ୩୯ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ।

Prashant Jagdev
BJDରେ ୧୦୦୦୦ ଆଶାୟୀ ! ପ୍ରଣବଙ୍କ କଥାକୁ କାଉଣ୍ଟର କଲେ ପ୍ରଶାନ୍ତ

ନିର୍ବାଚନ ପାଇଁ ବିଜେଡି ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ବିଜେଡି ବିଧାୟକ ସୁଧୀର ସାମଲ ।

Samiti Sabhya Protest
ରାଜଧାନୀରେ ଗର୍ଜିଲେ ୩୦ ଜିଲ୍ଲାର ସବୁ ସମିତିସଭ୍ୟ

ପଞ୍ଚାୟତ ଓ ପଞ୍ଚାୟତ ସମିତିକୁ ଆସୁଥିବା ଅନୁଦାନ କାର୍ଯ୍ୟରେ ସମିତିସଭ୍ୟ ବା ସଭ୍ୟାଙ୍କର ସ୍ବାକ୍ଷର ରଖିବାକୁ ସେମାନେ ଦାବି କରିଛନ୍ତି।

Black Rose Ship
ପୁଣି ହାଇକୋର୍ଟରେ ଉଠିଲା ବ୍ଲାକ୍‌ରୋଜ ବୁଡ଼ି ଘଟଣା

ମାମଲାର ପ୍ରାରମ୍ଭିକ ଶୁଣାଣିରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପଙ୍କ ପ୍ରସଙ୍ଗରେ ଆପତ୍ତି ଉଠାଇଥିଲେ ଆଡ଼ଭୋକେଟ ଜେନେରାଲ।

weather
ବର୍ଷା ପରେ ପୁଣି ତାତିବ ଓଡ଼ିଶା, ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।

Manmohan Samal
ହଟୁନି ବିଜେପି-ବିଜେଡି ମଧ୍ୟରେ ମେଣ୍ଟ ସସପେନ୍ସ

ଦିଲ୍ଲୀରୁ ଫେରି ଭିନ୍ନ ଭିନ୍ନ ମନ୍ତବ୍ୟରେ ଦ୍ବନ୍ଦ୍ବକୁ ଆହୁରି ବଢ଼ାଇଲେ ମନମୋହନ ।

Crime
ସ୍ତ୍ରୀ ମଦ ପିଉଥିଲା ବୋଲି ମାରିଦେଲା ସ୍ୱାମୀ, ଶବ ସହ ୩ ଦିନ ବିତାଇଲା ଜହ୍ଲାଦ

ସ୍ତ୍ରୀ ଶବ ସହ ୩ ଦିନ ବିତାଇଲା ସ୍ୱାମୀ । ଭୁବନେଶ୍ୱର ମୈତ୍ରୀ ବିହାର ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ୍ । ମୈତ୍ରୀ ବିହାର ତାରିଣୀ ନଗର ଅଞ୍ଚଳରେ ମହିଳାକୁ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି ।

chit fund
ଚିଟଫଣ୍ଡ କେଳେଙ୍କାରୀ ନେଇ ତନାଘନା; ବିନୀତ ଲଲାନି ଓ ସାଗର ରାୟଙ୍କୁ ମୁହାଁମୁହିଁ ଜେରା

ଇଡିରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ସାଗର ରାଏ । ସେ କହିଛନ୍ତି ଯେ, କୌଣସି ପ୍ରକାରର ଘୋଟାଲା ହୋଇନାହିଁ ।