ବିଜେଡି ଓ ବିଜେପି ମିଶିକି ଅଛନ୍ତି । ନିର୍ବାଚନ ପାଖେଇଲେ ଦୁଇ ଦଳ ନାଟକ ଜୋରଦାର କରିବେ । ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ବାହାର ରାଜ୍ୟର ଲୋକଙ୍କ ଦବଦବା ରହିଛି ।
ଏସି ସଜାଡ଼ିବାକୁ ଯାଇ ଆଇସିୟୁରେ ପହଞ୍ଚିଗଲେ... ବଞ୍ଚି ଥାଉ ଥାଉ ମୃତ ଘୋଷିତ ହେଲେ... ଆଉ ଶେଷରେ, ନିଜ ପରିଚୟ ଦେବାର ଦିନକ ପରେ ପ୍ରାଣ ହରାଇଲେ ।
ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଦୁର୍ଘଟଣା ପାଇଁ ଡ୍ରାଇଭରଙ୍କ ଲାଗି କରାଯାଇଥିବା କଠୋର ଦଣ୍ଡ ବିଧାନ ବ୍ୟବସ୍ଥା ପ୍ରତିବାଦରେ ଆନ୍ଦୋଳନ ଡାକରା ଦେଇଛି ମହାସଂଘ ।
ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ । ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।
ଆନ୍ଦୋଳନ ଯୋଗୁଁ ଓମଫେଡ୍ କ୍ଷୀର ଯୋଗାଣ ପ୍ରଭାବିତ । ହିଟ୍ ଆଣ୍ଡ ରନ୍ ପାଇଁ ନୂଆ ଆଇନକୁ ନେଇ ଆନ୍ଦୋଳନ ।
ଦିଲ୍ଲୀପଙ୍କ ମାଆ କହିଛନ୍ତି, ପୁଅ ଜୀବିତ ଥିବା ଶୁଣି ମେଡିକାଲ ଦୌଡ଼ି ପଳାଇ ଆସିଥିଲି । ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା, ମୋ ସହ କଥା ହୋଇଥିଲା । ୨ଟା ରାତିରେ ହଠାତ କହିଲେ ତମ ପୁଅ ଅବସ୍ଥା ସଙ୍କଟାପନ୍ନ । ୩ଟା ରାତିରେ ଆସି କହିଲେ ତମ ପୁଅ ଆଉ ନାହିଁ ବୋଲି ।
ସ୍ୱାମୀ ଦିଲୀପଙ୍କ ମୃତ୍ୟୁଖବର ଶୁଣି ଆତ୍ମହତ୍ୟା କରିଥିଲେ ପତ୍ନୀ । ଆହତ ଜ୍ୟୋତି ରଞ୍ଜନଙ୍କୁ ଫେରାଇବାକୁ ପରିବାରର ଦାବି ।
କଟକ ବିଜେଡି ନେତାଙ୍କୁ ପାଣ୍ଡିଆନଙ୍କ ଲଲିପପ୍ । 'ଯିଏ ବଡ଼ ମାର୍ଜିନରେ ଜିତିବ, ମୁଖ୍ୟମନ୍ତ୍ରୀଙ୍କ ସହ ଚିହ୍ନା କରାଇବି' ।
ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ଡିସିପି । ହାଇଟେକ୍ ଯାଚୁଛି ୧୦ ଲକ୍ଷ ଲାଂଚ କହିଲେ ଜ୍ୟୋତିଙ୍କ ମାମୁ ।
ଚନ୍ଦକା ଥାନାରେ ଅଭିଯୋଗ ପରେ ପୋଲିସ ତନାଘନା ଜାରି ରଖିଛି।
କଂଗ୍ରେସର ବି ଦେଲା ସମାନ ପ୍ରତିଶ୍ରୁତି । ଆନ୍ଦୋଳନ ଚେତାବନୀ ଦେଲା କ୍ଷତିଗ୍ରସ୍ତ ଜମାକାରୀ ମଞ୍ଚ ।
ଗାଡ଼ି ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ । ବିକଶିତ ଭାରତ ସଂକଳ୍ପ ରଥକୁ ଅସହଯୋଗକୁ ନେଇ ରାଜନୀତି ।
କମିଶନରେଟ୍ ପୋଲିସର ବଛା ବଛା ଅଫିସରଙ୍କୁ ଚୟନ କରି ଡିପ୍ ଫେକ୍ ସଂପର୍କରେ ଦିଆଯିବ ତାଲିମ । ଏକ ସଫ୍ଟୱେର୍ କମ୍ପାନୀର ୨୦ ସାଇବର୍ ଏକ୍ସପର୍ଟ ସଂପୃକ୍ତ ଅଫିସରକୁ ତାଲିମ ଦେବେ ।
‘ବରିଷ୍ଠ ନେତା ତଥା ବିଧାୟକଙ୍କ ଉପରୁ ଉଠିବ ନିଲମ୍ବନ’ । କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ମନ୍ତବ୍ୟ ।
ପାହାଡି ଗ୍ୟାଙ୍ଗକୁ ଧରିବାକୁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କଲା କମିଶନରେଟ୍ ପୋଲିସ । ରାଜ୍ୟ ବାହାରେ ରେଡ୍ କରିବ କମିଶନରେଟ୍ ପୋଲିସ ।
ଅସଂପୂର୍ଣ୍ଣ ପ୍ରକଳ୍ପ ଉଦଘାଟନ କରିଥିବା କହି ବିରୋଧୀଙ୍କ ଟାର୍ଗେଟ୍ । ମଞ୍ଚ ଉପରେ ବାକ୍ ଯୁଦ୍ଧ ।
ପୁରା ନାରାୟଣପାଟଣା ବ୍ଳକକୁ ଗୋଟିଏ ବସ୍ । ବିଶ୍ୱାସଭାଜନ ହେଉନି ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ।
ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ହଠାତ୍ ବହିଷ୍କାର ଆଦେଶ ପ୍ରତ୍ୟାହାର ପଛରେ କଣ ଷ୍ଟ୍ରାଟେଜି ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଯଦିଓ ଦାମଙ୍କ ପୁଅ କହିଛନ୍ତି ବାପାଙ୍କୁ ଖୁସି କରିବାକୁ ସେ ୨ ବର୍ଷ ପୂର୍ବରୁ ଏହି କଥା ପାଣ୍ଡିଆନଙ୍କୁ କହିଥିଲେ।
ରାଜଭବନରେ ଭେଟି ସ୍ମାରକ ପତ୍ର ଦେଲା ବୈଦିକ ବ୍ରାହ୍ମଣ ପରିଷଦ । ୧୧ ଜଣିଆ ସଦସ୍ୟ ରାଜ୍ୟପାଳଙ୍କୁ ଭେଟିଲେ ।
ଘନ କୁହୁଡିରେ ବି ପାଇଲଟଙ୍କୁ ଦୃଶ୍ୟମାନ ହେବ ରନୱେ । ଭୁବନେଶ୍ୱର ବିମାନ ବନ୍ଦରରେ ଚାଲିଛି କ୍ୟାଟ-2 ଭିଜନ ସମ୍ପ୍ରସାରଣ ।
ରାସ୍ତା ଉପରେ ଅଳିଆ ପକାଇଲେ କଡ଼ା କାର୍ଯାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛି BMC ।
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ, କେନ୍ଦ୍ର ଆଇନମନ୍ତ୍ରୀଙ୍କ ମତକୁ ନେଇ ଖବର ପରେ ମନ୍ତ୍ରାଳୟର ସ୍ପଷ୍ଟୀକରଣ `
କାଗଜ କହୁଛି ଭୁବନେଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ କୋଟି କୋଟି ଟଙ୍କାର ଗଛ ଲାଗିଛି । ୮ଟି ସ୍ଥାନରେ ଗଛ ଲଗାଇବାକୁ ଖର୍ଚ୍ଚ ହୋଇଛି ସାଢ଼େ ୬ କୋଟି ଟଙ୍କା ।