• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Odisha Politics
ସରକାରୀ ଟଙ୍କାରେ ବିଜେଡି କରୁଛି କି ବ୍ରାଣ୍ଡ ନବୀନର ପ୍ରମୋସନ ?

BSKY ନବୀନ କାର୍ଡ ଆୱାରନେସ୍ ପାଇଁ ସ୍କୁଲରୁ ପଞ୍ଚାୟତ ଯାଏଁ ପ୍ରୋଗ୍ରାମ । ‘ନୂଆ ଓ’ କାର୍ଯ୍ୟକ୍ରମରେ ପିଲାଙ୍କ ସାର୍ଟିଫିକେଟରେ ଶଙ୍ଖ ଚିହ୍ନ ।

High Court
ପୁଣି ଚର୍ଚ୍ଚାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ! ଆଉ ମହତ୍ତ୍ୱପୂର୍ଣ୍ଣ ନୁହେଁ କହିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ । ଇ-କୋର୍ଟରେ ମିଳୁଛି ହାଇକୋର୍ଟ ଭଳି ସୁବିଧା: କେନ୍ଦ୍ର ଆଇନମନ୍ତ୍ରୀ  ।

Crime In Bhubaneswar
କ୍ରାଇମ୍‌ ସିଟି ପାଲଟିଛି ଭୁବନେଶ୍ୱର ! ମାତିଲେଣି ଲୁଟେରା, ଟାର୍ଗେଟରେ ଜନତା

ବର୍ଷ ଆରମ୍ଭରୁ ଲୁଟେରାଙ୍କ ଟାର୍ଗେଟରେ ସାଧାରଣ ଜନତା । ଟଙ୍କା ପାଇଁ ବେକ କାଟିଲେ । କ୍ଲବରେ ପଶି ଯୁବକଙ୍କୁ ହାଣିଲେ ଏବଂ ଘର ଭିତରକୁ ବୋମା ମାଡ଼ କଲେ । ଭୋର ୩ ଟା, ଚନ୍ଦ୍ରଶେଖରପୁର ଥାନା ଡମଣା ଗ୍ରାମରେ ଲୁଟେରା ଆରମ୍ଭ କରିଛନ୍ତି ବର୍ଷର ପ୍ରଥମ ଶୀକାର ।

Bomb Blast
ରାଜଧାନୀରେ ସନ୍ଦେହଜନକ ବିସ୍ଫୋରଣ; ଭୁଶୁଡ଼ିଲା ଘରର କାନ୍ଥ

ଝାରପଡ଼ା ଅଞ୍ଚଳର ଏକ ଘରେ ବିସ୍ଫୋରଣ ଘଟିଛି । ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ଥାନାରେ ଏତଲା ଦିଆଯାଇଛି ।

Puri Srimandir
ନୂଆବର୍ଷରୁ ଜଗା ଦର୍ଶନରେ ନୂଆ ନିୟମ; ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧିନଥିଲେ ପ୍ରବେଶ ମନା

ମନ୍ଦିର ପ୍ରବେଶ ବେଳେ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧିବାକୁ ବି ସଚେତନ କରିଛି ଶ୍ରୀମନ୍ଦିର ପ୍ରଶାସନ । ଯେହେତୁ ନୂଆବର୍ଷରେ ଜଗା ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଲୋକଙ୍କ ଭିଡ଼ ହୋଇଛି ।

Corona
ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା... ପୁଣି ୫ ପଜିଟିଭ..

ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮କୁ ବୃଦ୍ଧି, ଜଣେ ସୁସ୍ଥ ସୂଚନା ।

Manorama Mohanty
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ହେବେ ମନୋରମା ମହାନ୍ତି

ଗୁଜରାଟ ଅହମ୍ମଦାବାଦ ସ୍ଥିତ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଅଛନ୍ତି ମନୋରମା । ମନୋରମାଙ୍କ ପଦୋନ୍ନତି ହେବା ସହ ନୂଆ ଦାୟିତ୍ବ ଦିଆଯାଇଛି।

Memories From 2023
ଏମିତି ଥିଲା ୨୦୨୩ ! କେତେବେଳେ ଖୁସିରେ ଛାତି ଫାଟୁଥିଲା ତ କେବେ କୋହରେ ରୁନ୍ଧି ହେଉଥିଲା...

ସିନେମା ଜଗତଠାରୁ ଆରମ୍ଭ କରି ରାଜନୈତିକ କ୍ଷେତ୍ରରେ ମଧ୍ୟ ଦେଖାଯାଇଛି ଅନେକ ପରିବର୍ତ୍ତନ । ସାମରିକ କ୍ଷେତ୍ରରେ ମଧ୍ୟ ଭାରତ ଆହୁରି ସୁଦୃଢ଼ ହୋଇଛି ।

Bhubaneswar Amrit Bharat
ଜଳେଶ୍ୱର-ବାଲେଶ୍ୱର-ସୋର-ଭଦ୍ରକ-କଟକ-ଭୁବନେଶ୍ୱରରେ ରହିବ ଅମୃତ ଭାରତ

ଆସନ୍ତା ଜାନୁଆରି ୭ ତାରିଖରୁ ମାଲଦାରୁ ନିୟମିତ ଭାବେ ଚାଲିବ ଏହି ଟ୍ରେନ।

New Year Rain
ଜାନୁଆରୀ ପ୍ରଥମ ସପ୍ତାହ ଶେଷକୁ ହୋଇପାରେ ବର୍ଷା

ନୂଆ ବର୍ଷ ଆରମ୍ଭରୁ ବର୍ଷା ! ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ।

Bhubaneswar New Year Checking
ମଦ ପିଇ ଗାଡ଼ି ଚଲାଉଥିଲେ ସାବଧାନ ! ନୂଆ ବର୍ଷ ପୂର୍ବରୁ ଭୁବନେଶ୍ୱରରେ କଡ଼ାକଡ଼ି ଚେକିଂ

ଯାନବାହନ ଯାଞ୍ଚ ସହିତ ବ୍ରେଥ୍ ଆନାଲାଇଜର୍ । କିଏ ମଦ ପିଇଥିଲା କି ଜାଣିବାକୁ ବ୍ରେଥ୍ ଆନାଲାଇଜର୍ ।

Corona Virus
କାୟା ମେଲାଉଛି କରୋନା ! ୨୪ ଘଣ୍ଟାରେ ୭୪୩ ଆକ୍ରାନ୍ତ, ୭ ମୃତ

ରାଜ୍ୟରେ ସଂକ୍ରମଣ ବଢ଼ିବା ଆଶଙ୍କାକୁ ନେଇ ସତର୍କତା । ନୂଆବର୍ଷ ଉତ୍ସବ ଘରେ ପାଳିବାକୁ ସ୍ବାସ୍ଥ୍ୟ ବିଭାଗର ଅପିଲ ।

Panchanan Kanungo
ଭିକେ ପାଣ୍ଡିଆନଙ୍କ ପାଠ ବହୁତ କମ୍, ଇତିହାସ ଜାଣିନାହାନ୍ତି କହିଲେ ପଞ୍ଚାନନ...

‘କଂଗ୍ରେସରେ ଥିଲା ବେଳେ ବିଜୁ ବାବୁ ପାରାଦୀପ ବନ୍ଦର କରିଥିଲେ’ । ‘ନବୀନଙ୍କ ବେଳେ ନୁହେଁ, ଜାନକୀ ମୁଖ୍ୟମନ୍ତ୍ରୀ ଥିଲା ବେଳେ IOCL ହୋଇଥିଲା’ ।

Biswa bhusan Harichandan
‘ଓଡ଼ିଆ ଲୋକ ତୋଷାମଦକାରୀ ନ ହୋଇ ମା-ମାଟି-ମଣିଷ ପାଇଁ ଲଢ଼’

'ଇଣ୍ଡିଆନ୍ କାଉନସିଲ୍ ଅଫ୍ ହିଷ୍ଟୋରିକାଲ୍ ରିସର୍ଚ୍ଚ ପକ୍ଷରୁ ଗବେଷଣା ହେବ' । 'ସ୍ୱାଧିନତା ସଂଗ୍ରାମର ଅଜଣା ନାୟକଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯିବ' ।

No Work No Pay
ବିଳମ୍ବରେ ଅଫିସ ଆସିଲେ ଦରମା ବନ୍ଦ: BMC

ବିଏମସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫ ମଧ୍ୟରେ ପହଞ୍ଚିବା ଦରକାର ।

JOB
OPSC ପକ୍ଷରୁ ବାହାରିଲା ଆସିଷ୍ଟାଣ୍ଟ ଇଞ୍ଜିନିୟର ଚାକିରି, ତୁରନ୍ତ କରନ୍ତୁ ଆବେଦନ

ସିଭିଲ ଓ ମେକାନିକାଲ ଉଭୟ କ୍ଷେତ୍ରରେ ଆସିଷ୍ଟାଣ୍ଟ ଇଞ୍ଜିନୟର ପାଇଁ ମୋଟ ୬୨୧ ପଦବୀ ପୁରଣ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ସେଥିମଧ୍ୟରୁ ସିଭିଲ ପାଇଁ ୫୮୦ ପଦବୀ ଓ ମେକାନିକାଲ ପାଇଁ ୪୧ ପଦବୀ ଖାଲି ରହିଛି ।

Crime
୧୦ ଲକ୍ଷ ଦେ, ସ୍ୱାମୀକୁ ନେ; ରାଜଧାନୀରେ ଅପହରଣ

ରାଜଧାନୀରେ ଅପହରଣ ପରେ ମୁଣ୍ଡ ଜାମିନ ରଖି ମାଗିଲେ ୧୦ ଲକ୍ଷ ଟଙ୍କା । ଭୁବନେଶ୍ବର ପାତ୍ରପଡ଼ା ଅଞ୍ଚଳର ଜଣେ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ପରେ ତାଙ୍କ ପତ୍ନୀଙ୍କୁ ଫୋନ କରି ୧୦ ଲକ୍ଷ ଟଙ୍କା ଅପହରଣକାରୀ ମାଗିଥିବା ଅଭିଯୋଗ ହୋଇଛି ।

Nandankanan
ନନ୍ଦନକାନନରେ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍‌ ପାଇଁ ସ୍ୱତନ୍ତ୍ର ଖୁଆଡ

ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଉନ୍ମୋଚନ କାର୍ଯ୍ୟକ୍ରମ । ସ୍ୱତନ୍ତ୍ର ଖୁଆଡରେ ଛଡାଯିବ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍ ପକ୍ଷୀ ।

Politics
'ଟିକେ ବି ଅଳିଆ ମିଳିବନି, ସବୁ ସଫା କରାଯିବ'

ମାସେ ହେଲା ଧାରଣାରେ ବସିଲୁ । ଏବେ ବି ସରକାରଙ୍କୁ ସମୟ ଦେଉଛୁ । ଆଉ ୪ ମାସ ପରେ ବିଜେପି ସରକାରକୁ ଆସିଲେ ୭୨ ଘଣ୍ଟାରେ ସଫା ହୋଇଯିବ ଗାଡ଼କଣ ଡମ୍ପିୟାର୍ଡ ।

Bhubaneswar Encounter
ରାଜଧାନୀରେ ଏନ୍‌କାଉଣ୍ଟର; କୁଖ୍ୟାତ ଅପରାଧୀ ରଘୁ ଗୋଡରେ ବାଜିଛି ଗୁଳି

ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ୱର ଥାନା ପୋଲିସ ଓ ସ୍ପେଶାଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାର ଜଣେ ସହଯୋଗୀ ପୁନିଆ ନାୟକ ସନ୍ଦେହଜନକ ଅବସ୍ଥାରେ ବୁଲୁଥିଲେ ।

Zero Night Celebrations
ଜିରୋ ନାଇଟ୍‌ ପାଇଁ ନୂଆ ନିୟମ; ମାତାଲ୍‌ଙ୍କୁ କାର୍‌ ବୁକ୍‌ କରି ଘରେ ଛାଡ଼ିବେ ପବ୍‌ ମାଲିକ

ସମୟ ଯେତେ ପାଖଉଛି, ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ବଢ଼ୁଛି ଲୋକଙ୍କ ମଧ୍ୟରେ ଉତ୍କଣ୍ଠା । ଫୁଟିବ ବାଣ, ବାଜିବ ଡିଜେ..ଭିନ୍ନ ଭିନ୍ନ ଢଙ୍ଗରେ ହେବ ସେଲିବ୍ରେସନ୍ ।

Modi - Rahul
ଓଡ଼ିଶା ଆସିବେ ମୋଦି-ରାହୁଲ ! ବିଜେଡିକୁ ହେବ ଘନ ଘନ ଆଟାକ୍...

ଏଣିକି ମୈଦାନକୁ ଓହ୍ଲାଇବେ ବିଜେପି-କଂଗ୍ରେସର କେନ୍ଦ୍ରୀୟ ନେତୃତ୍ୱ । ଉତ୍ସାହିତ ଦୁଇ ଦଳ, ବିଜେଡି କହିଲା ପଡ଼ିବନି ପ୍ରଭାବ ।

Cheetah
ନୂଆବର୍ଷରୁ ନନ୍ଦନକାନନରେ ଚିତା ଦେଖିବେ ଦର୍ଶକ

ଆସନ୍ତା ଜାନୁଆରୀ ମାସରେ ନନ୍ଦନକାନନକୁ ଚିତା ଆସିବା ନେଇ ସୂଚନା ମିଳିଛି ।

Arun Sahoo
ଅରୁଣଙ୍କ ଗଡ଼ରେ ଅରୁଣଙ୍କୁ ଅଡ଼ୁଆ ! ଘେରିଗଲେ ଚାଷୀ, ପଚାରିଲେ ପ୍ରଶ୍ନ...

କଟନିଛଟନି ବନ୍ଦ ଦାବିରେ ତାତିଲେ ଚାଷୀ। ଚାଷୀଙ୍କୁ ସାମ୍ନା କରି ନପାରି ଆଲୋଚନା କରିବା କହି ପଳାଇଲେ ନୟାଗଡ଼ ବିଧାୟକ ଅରୁଣ ସାହୁ।

Srimandir, Lord Jagannath
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ, ଏକାମ୍ର କ୍ଷେତ୍ର ଅଧିପତିଙ୍କୁ ଶ୍ରୀକ୍ଷେତ୍ର ଆମନ୍ତ୍ରଣ

ଲୋକାର୍ପଣ ଉତ୍ସବକୁ ମୁଖ୍ୟମନ୍ତ୍ରୀଙ୍କୁ ବି ନିମନ୍ତ୍ରଣ । ଉତ୍ସବ ଲାଗି ଶ୍ରୀକ୍ଷେତ୍ରରେ ଭବ୍ୟ ଆୟୋଜନ ।