• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Governor Raghubar Das
ଲୋକଙ୍କ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ହାତୀ ଘଉଡ଼ାଇବା ପାଇଁ ବନବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉନି । ସମସ୍ୟା ନେଇ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଲୋକେ ।

Winter Updates
କଲବଲ କରୁଛି ଜାଡ଼; ଜି. ଉଦୟଗିରି ସବୁଠୁ ଥଣ୍ଡା ସହର

କିରେଇ ୭, ଫୁଲବାଣୀ ୮.୫, କୋରାପୁଟ ୮.୭, କେନ୍ଦୁଝର ୮.୮ ଡିଗ୍ରୀ, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୨, ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ, ଅନୁଗୁଳ ଓ ରାଉରକେଲା ତାପମାତ୍ରା ୯.୬ ଡିଗ୍ରୀ ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଛି ।

Congress
ଦେବାଳିଆ ହେଲାଣି କି ଦେଶର ସର୍ବପୁରାତନ ଦଳ ?

୨୪ ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ପାଇଁ ଆରମ୍ଭ କଲା କ୍ରାଉଡ୍ ଫଣ୍ଡିଂ । ସାଂସଦ ଧୀରଜ ସାହୁଙ୍କଠୁ ହୋଇଥିଲା ୩୫୦ କୋଟିରୁ ଅଧିକ ଟଙ୍କା ସିଜ୍ ।

Odisha Politics
ପାଣ୍ଡିଆନଙ୍କ ଅନ୍ଧ ଉପାଖ୍ୟାନର କଡ଼ା ଜବାବ ରଖିଲେ ବିଜେପି-କଂଗ୍ରେସ

ବିଭିନ୍ନ ସ୍ଥାନରେ 5T ସ୍କୁଲ ରୂପାନ୍ତରଣକୁ ନେଇ ଅସନ୍ତୋଷ । ନିମ୍ନମାନର ନିର୍ମାଣ କାମକୁ ନେଇ ଆସିଲା ଅଭିଯୋଗ । 

Odisha Terrorist Link
ଓଡିଶାରୁ ସଂଦିଗ୍ଧ ଆତଙ୍କୀ ଗିରଫ ଘଟଣାର ତଦନ୍ତରେ ସହଯୋଗ କରି NIA

ପିଏମଓରେ ଚାକିରି କରିଥିବା କହି ପୋଲିସ ଅଧିକାରୀଙ୍କ ସହ ରଖୁଥିଲା ସମ୍ପର୍କ। ପୋଷ୍ଟିଂ ଓ ଟ୍ରାନ୍ସଫର ପାଇଁ ପୋଲିସ ଅଧିକାରୀଙ୍କୁ ମଧ୍ୟ ଲଗାଇଛି ଚୁନା ।

Cold Wave
ବାପ୍‌ରେ ବାପ୍‌ କି ଶୀତ ! ୮ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା...

ଆଗାମୀ ୪ରୁ ୫ ଦିନ ଯାଏଁ ମଧ୍ୟ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Prasanna Patasani
‘BJD ଥରେ ଭୁଲ କରିଥିଲା, ଯେଉଁ ଅବସ୍ଥା ହେଲା... ଆଉ ଦୋହରାଇବନି’

ସାଧାରଣ ନିର୍ବାଚନ ତାରିଖ ଘୋଷଣା ହୋଇନଥିବା ବେଳେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଚର୍ଚ୍ଚାର ବିଷୟ ହୋଇଛି । କାରଣ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଶ୍ରୀମୟୀଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ।

Cold Wave
ପ୍ରବଳ ଶୀତ ! କୋରାପୁଟ-ସୁନ୍ଦରଗଡ଼ରେ ଘରୁ ବାହାରିଲେ ଦେହ ଥରୁଛି...

ସପ୍ତାହ ହେଲାଣି ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ଜାଡ ଅନୁଭୁତ ହେଉଛି । ସକାଳେ କୁହୁଡିର ଧଳା ଚାଦରରେ ଢାକିଂ ହୋଇଯାଉଛି ରାସ୍ତାଘାଟ । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

Stray Dogs
ରାଜଧାନୀରେ ମାତିଲେଣି ବୁଲା କୁକୁର; ଧାଇଁ ଆସୁଛନ୍ତି, ଝୁଣି ଦେଉଛନ୍ତି

ଭୁବନେଶ୍ୱର ବାସୀଙ୍କୁ ଘାରିଛି ବୁଲା କୁକୁର ଭୟ । ପିଲାଠୁ ନେଇ ବୟସ୍କ, ରାସ୍ତାରେ ଯା ଆସ କଲାବେଳେ କୁକୁର କାମୁଡା ଓ ଆକ୍ରମଣର ଶିକାର ହେଉଛନ୍ତି ।

VK Pandian
ଭି. କାର୍ତ୍ତିକେୟନ ପାଣ୍ଡିଆନ ଲଢ଼ିବେନି ନିର୍ବାଚନ, ସ୍ପଷ୍ଟ କଲେ ଦେବୀ

ପାଣ୍ଡିଆନ୍‌ ନିର୍ବାଚନ ଲଢ଼ିଲେ କିଛି ଅସୁବିଧା ନାହିଁ ବୋଲି ମଧ୍ୟ କହିଛନ୍ତି ଦେବୀ ।

BJD returns to its old anti centre slogan
ବିଜେଡିରେ ପୁଣି ଫେରିଲା କେନ୍ଦ୍ର ବିରୋଧୀ ନାରା, ପୁରୁଣା ପ୍ରସଙ୍ଗ ଉଠାଇବାକୁ ନିଷ୍ପତ୍ତି...

ପୁରୁଣା ପ୍ରସଙ୍ଗ ସବୁ ଉଠାଇବାକୁ ଭୁବନେଶ୍ୱର ଶଙ୍ଖ ଭବନରେ ବସିଥିବା ବିଜେଡି କାର୍ଯ୍ୟକାରିଣୀରେ ନିଷ୍ପତ୍ତି ହୋଇଛି ।

Archana Nag
ମିଛ କେସ୍‌ରେ ଫସାଇ ପୁଣି ଜେଲ୍‌ ପଠାଇବାକୁ ଅର୍ଚ୍ଚନାଙ୍କୁ ଧମକ..!

ସମୟ ଆସିଲେ ସବୁ କହିବି, ମହିଳାଙ୍କୁ ଅସମ୍ମାନ ଠିକ୍ ନୁହେଁ । ଏହା ରାଜ୍ୟକୁ ଶୋଭା ଦେଉନାହିଁ ।

BJP protest over 350 crore cash seized from IT raids on liquor firm
ଟୋକେଇରେ ନକଲି ନୋଟ୍‌ ରଖି ବିଜେପିର ପ୍ରତିବାଦ

ପ୍ରତୀକାତ୍ମକ ଭାବେ ଟୋକେଇରେ ନକଲି ନୋଟ୍‌ ରଖି ଅଭିନବ ଢଙ୍ଗରେ ଆଜି ବିଜେପି ପ୍ରତିବାଦ କରିଛି ।

Plus Two Exam
BIG BREAKING: ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ।

Traffic Checking
ଆଉ ରକ୍ଷା ନାହିଁ ! ମଦ ପିଇ ଗାଡ଼ି ଚଲାଇଲେ, ମୋବାଇଲ ଧରିଲେ ହେବେ ଧରା...

ଡିସେମ୍ବର ମାସ ଯାକ ମଦ୍ୟପାନ କରି ଗାଡି ଚାଳନା, ହେଲମେଟ ବିହୀନ ଗାଡ଼ି ଚାଳନା, ଅତ୍ୟଧିକ ବେଗରେ ଗାଡ଼ି ଚାଳନା, ଗାଡ଼ି ଚାଳନା ବେଳେ ମୋବାଇଲ ବ୍ୟବହାର, ରଙ୍ଗସାଇଡ ଗାଡ଼ି ଚାଳନା ଓ ମାଲବାହୀ ଯାନରେ ଓଭରଲୋଡିଂ ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ କର ।

BJP, Dharmendra Pradhan
ଧର୍ମେନ୍ଦ୍ରଙ୍କ ଦୃଢ଼ୋକ୍ତି, ଓଡ଼ିଶାରେ ମୋଦିଙ୍କୁ ୮୦ ପ୍ରତିଶତ ଲୋକ ଗ୍ରହଣ କରନ୍ତି

ବିଧାନସଭା ନିର୍ବାଚନରେ ମଧ୍ୟ ବିଜେପିର ଭୋଟ୍ ପ୍ରତିଶତ ବୃଦ୍ଧି ପାଉଥିବା ଧର୍ମେନ୍ଦ୍ର କହିଛନ୍ତି।

Bhubaneswar Land
ରାଜଧାନୀ ଦଲାଲଙ୍କ ନଜରରେ ସରକାରୀ ଜମି; ଟିକେ ସୁବିଧା ପାଇଲେ କରୁଛନ୍ତି ଜବରଦଖଲ

ବିପଦରେ ସରକାରୀ ଜମି । ଜମି ଦଲାଲଙ୍କ ନଜରରେ ସରକାରୀ ସଂପତ୍ତି । ଦିନ ଦ୍ୱିପହରେ ଆଖିରେ ଆଙ୍ଗୁଠି ଗୁଞ୍ଜି ବିକୁଛନ୍ତି ଦଲାଲ । ଦଲାଲଙ୍କ ହାତରେ ଫସୁଛନ୍ତି ନିରିହ ଲୋକ । ଭୁବନେଶ୍ୱର ଶାମପୁର ଅଞ୍ଚଳରେ କାହାକୁ ହଜାର ତ କାହାକୁ ଲକ୍ଷେରେ ବିକ୍ରି ହୋଇଛି ସରକାରୀ ପ୍ଲଟ ।

Lady Blackmailer Archana Nag
‘ମୁଁ ତ ଆଜି ଆସିଲି, ଅପେକ୍ଷା କର ଆଗକୁ ସମସ୍ତଙ୍କ ମୁଖା ଖୋଲିଦେବି’

ଏକଜାମ୍ ହଲ୍‌ରୁ ବାହାରିବା ପରେ ଗଣମାଧ୍ୟମ ଆଗରେ ବିଷୋଦଗାର କରିଥିଲେ ଅର୍ଚ୍ଚନା । କହିଥିଲେ, ସମସ୍ତଙ୍କ ମୁଖା ଖୋଲି ଦେବି, କିଛିଦିନ ଅପେକ୍ଷା କରନ୍ତୁ । ଯେଉଁମାନେ ମୋ ପାଇଁ କଣ୍ଟା ବୁଣିଥିଲେ, ସେସବୁ ଫୁଲ ପାଲଟିଛି ।

BMC imposed penalty of  50 thousands for affixing massive TO-LET posters walls and poles
ସାବଧାନ ! କାନ୍ଥବାଡ଼, ବିଦ୍ୟୁତ୍‌ ଖୁଣ୍ଟରେ TO-LET ଲେଖିଲେ ଗଣିବେ ୫୦ ହଜାର ଟଙ୍କା ଫାଇନ୍‌ !

BMC କେବଳ ଫାଇନ ଆଦାୟ କରିନି ବରଂ ବିଜ୍ଞାପନ ଲଗାଇଥିବା ସଂସ୍ଥା ନାମରେ ଥାନାରେ ଏତଲା ବି ଦେଇଛି ।

Bhubaneswar Apartment
ରାଜଧାନୀରେ ଅସୁରକ୍ଷିତ ଆପାର୍ଟମେଣ୍ଟ ! ଚୋରଙ୍କ ଟାର୍ଗେଟ୍‌ରେ ଫ୍ଲାଟ୍‌, ହେଲେ ଧରିପାରୁନି ପୋଲିସ...

ଏକାଧିକ ଲୁଟ୍ ମାମଲାରେ ଲୁଟେରା ସିସିଟିଭି ନଜରକୁ ଆସିଥିଲେ ବି ପୋଲିସ୍ କିନ୍ତୁ ସେମାନଙ୍କ ପାଖରେ ପହଞ୍ଚି ପାରିନାହିଁ।

Archana Nag
ଜେଲ୍‌ରୁ ବାହାରିଲେ ଅର୍ଚ୍ଚନା, କେଉଁ ସର୍ତ୍ତ ରଖିଲେ କୋର୍ଟ..?

ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ତାଙ୍କ ନାଁରେ ମାମଲା ଚାଲୁ ରହିଛି। ଅର୍ଚ୍ଚନାଙ୍କ ସ୍ୱାମୀଙ୍କ ନାଁରେ ବି ମାମଲା ଚାଲିଥିବା ବେଳେ ସେ ପୂର୍ବରୁ ଜାମିନରେ ଆସିଛନ୍ତି।

Archana Nag released from jail after 14 months
‘ମୁଣ୍ଡ ନୁଆଁଇବା ପିଲା ମୁଁ ନୁହେଁ, ସବୁ ତଥ୍ୟ ଓ ପ୍ରମାଣ କୋର୍ଟରେ ଦାଖଲ କରିବି’

ବ୍ଲାକମେଲିଂ ସାମ୍ରାଜ୍ୟ ସମ୍ପର୍କରେ ଗଣମାଧ୍ୟମ ପଚାରିଥିବା ପ୍ରଶ୍ନରେ ଅର୍ଚ୍ଚନା ନାଗ କହିଥିଲେ, ସବୁ ତଥ୍ୟ ପ୍ରମାଣ କୋର୍ଟରେ ଦାଖଲ କରିବେ । କୋର୍ଟଙ୍କ ଉପରେ ଭରସା ଅଛି ।

Winter
ରାଜ୍ୟରେ ବଢ଼ିଲା ଶୀତ, ୧୦ ଡିଗ୍ରୀ ତଳକୁ ଖସିଲାଣି ପାରଦ...

ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରଭାବ ଅଧିକ ରହିଛି। ଆସନ୍ତା ଦୁଇ ଦିନ ଭିତରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Archana Nag
BIG Breaking: ଜେଲରୁ ମୁକୁଳିଲେ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ

ଗତ ୪ ତାରିଖରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଥିଲା । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । ତେଣୁ ସେ ଆଜି ଜେଲରୁ ମୁକୁଳିଛନ୍ତି । ପୂର୍ବରୁ ୨ଟି ମାମଲାରେ ମଧ୍ୟ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ କୋର୍ଟ ।

Desi Liquor
ଖାଲି ଦେଶୀ ମଦ ବେପାର ନା ଅନ୍ୟ କେଉଁ ବାଟରୁ ଆସିଛି ଏହି ଟଙ୍କା ?

ଓଡ଼ିଶାରେ ଚର୍ଚ୍ଚିତ ଓ ବଡ଼ ଆୟକର ରେଡ୍ । ରେଡକୁ ନେଇ ସାରା ଦେଶ ତାଟକା ।