• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Nandankanan
ଆସନ୍ତାକାଲି ଉଦ୍‌ଘାଟନ ହେବ ନନ୍ଦନକାନନ ରୋପ୍‌ ୱେ

ଦୀର୍ଘଦିନର ଅପେକ୍ଷା ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଚାଲିବ ରୋପ ୱେ । ପର୍ଯ୍ୟଟକମାନେ ନନ୍ଦନକାନନ, ବଟାନିକାଲ ଗାର୍ଡେନ ଚତୁପାର୍ଶ୍ଵର ମନୋଲୋଭା ପରିବେଶ ବୁଲି ମଜା ଉଠାଇବେ ।

Anganwadi Workers
ସରକାରଙ୍କ ନାଲି ଆଖି ସତ୍ତ୍ୱେ ଦୁର୍ବାର ଆନ୍ଦୋଳନ, ଗର୍ଜିଲେ ହଜାର ହଜାର ଅଙ୍ଗନବାଡ଼ି ଦିଦି

ଦାବି ପୂରଣ ନହେବା ଯାଏଁ ବାରମ୍ବାର ରାସ୍ତାକୁ ଓହ୍ଲାଇବାକୁ ଚେତାବନୀ । ଝାଞ୍ଜ ଓ ଖୋଳ ବଜାଇ ସଂକୀର୍ତ୍ତନ କରି ଲୋକକଳା ପରିଷଦର ଆନ୍ଦୋଳନ ।

Srimandir Lord Jagannath
ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

କାଲିଠୁ ମରାମତି ଆରମ୍ଭ ଲାଗି ASIକୁ ଉଚ୍ଚ ନ୍ୟାୟାଳୟଙ୍କ କଡ଼ା ନିର୍ଦ୍ଦେଶ । ପ୍ରତି ୧୫ ଦିନରେ ଆମିକସକ୍ୟୁରି ଦେବେ ମରାମତି କାମର ଷ୍ଟାଟସ୍ ରିପୋର୍ଟ ।

Sankirtan artists roar in the capital
ରାଜଧାନୀରେ ଗର୍ଜିଲା ଘଣ୍ଟ ଘଣ୍ଟା, ସଂକୀର୍ତ୍ତନ କଳାକାରଙ୍କ ହଲ୍ଲାବୋଲ୍

ରାଜଧାନୀରେ ଭାରତୀୟ ମଜଦୁର ସଂଘର ଗର୍ଜନ । ଠିକା ନିଯୁକ୍ତି ଉଚ୍ଛେଦ, ସମାନ କାମକୁ ସମାନ ଦରମା ଦାବିରେ ଅଙ୍ଗନୱାଡ଼ି, ପାଚିକା, ଆଶା କର୍ମୀଙ୍କ ମିଳିତ ସମାବେଶ । ସେପଟେ ଲୋୟର ପିଏମଜିରେ ୫ ଦଫା ଦାବି ନେଇ ହଜାର ହଜାର କଳାକାରଙ୍କ ସଂକୀର୍ତ୍ତନ ଆନ୍ଦୋଳନ ।

Deepawali
ଦୁଃଖ ଦେଇଗଲା ଦୀପାବଳି ! ସ୍ୱାମୀଙ୍କ ବିୟୋଗରେ ମ୍ରିୟମାଣ ପତ୍ନୀ ହାରିଦେଲେ ଜୀବନ

ଶେଷକୃତ୍ୟ ସରୁ ସରୁ ଆତ୍ମହତ୍ୟାର ପଥ ବାଛିନେଲେ ପତ୍ନୀ । ଅବେଳରେ ଅନାଥ ହୋଇଗଲେ ବୋଲଗଡ଼ ବେଣାଗାଡିଆର ୨ କୁନି ଝିଅ ।

Pradeep Panigrahi
ଛିଡୁନି ବିଧାୟକ ପ୍ରଦୀପ ପାଣିଗ୍ରାହୀ ସମୀକରଣ ! ଅକଳରେ ପଡ଼ିଛି ବିଜେଡି, ବିଜେପିରେ ଚାଲିଛି ଅଙ୍କକଷା

ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗରେ କଣ୍ଟାବାଡ଼ରେ ଲୁଗା ପକାଇ ବିଜେଡି କରୁଛି କଳି !

Odisha Politics
୨୪ ଭୋଟ୍ ପୂର୍ବରୁ ବିଜେପିର ହଲ୍ଲାବୋଲ ! ଅଳିଆ ଢାଳିଲେ, ଗୋବର ମାଡ଼ କଲେ...

ଆଗାମୀ ୧୮ ଯାଏଁ ରାଜ୍ୟବ୍ୟାପୀ ଆନ୍ଦୋଳନ । ବିଜେଡି କହିଲା, ଏହାର କୌଣସି ପ୍ରଭାବ ପଡ଼ିବନି ।

Lord Jagannath
ଅଶାଳୀନ ପୋଷାକ ପରେ ଶ୍ରୀମନ୍ଦିରକୁ ପାନ-ଗୁଟ୍‌ଖା ବି ବ୍ୟାନ୍ ! ସେବାୟତଙ୍କ ପାଇଁ ମଧ୍ୟ ଲାଗୁ...

​​​​​​​ଛତିଶା ନିଯୋଗ ସହ ବିଭିନ୍ନ ବିଭାଗକୁ ଜଣାଇଲା ଶ୍ରୀମନ୍ଦିର ପ୍ରଶାସନ । ଜାନୁଆରୀ ପହିଲାରୁ ନିୟମ କଡ଼ାକଡ଼ି ଲାଗୁ ପାଇଁ ଚିଠି ।

BJP stage protest; dump garbage infront of BMC office in Bhubaneswar
ବିଜେପିର ଅଭିନବ ପ୍ରତିବାଦ, ବିଏମସି ଅଫିସ ଆଗରେ ଢାଳିଲା ଅଳିଆ

ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ବିଏମସି କାର୍ଯ୍ୟାଳୟ ଯାଏଁ ପ୍ରତିବାଦ ଶୋଭାଯାତ୍ରା।

Odia Actress Mousumi Nayak Arrest
ଦିନେ ଥିଲେ ଗୁରୁ-ଶିଷ୍ୟା, ଏବେ ପାଲଟିଛନ୍ତି ପରମଶତ୍ରୁ

୧୨ ବର୍ଷ ତଳେ ଉଭୟେ ଥିଲେ ଗୁରୁ-ଶିଷ୍ୟା । ହେଲେ ଏବେ କିନ୍ତୁ ଅହି-ନକୁଳ ସଂପର୍କ । ବିବାଦ ଏମିତି ଉଗ୍ରରୂପ ନେଲା ଯେ, ଶେଷରେ ଗୁରୁଙ୍କୁ ଯିବାକୁ ପଡ଼ିଲା ଜେଲ୍ । 

Air Pollution
ଦୀପାବଳିରେ ବିଷାକ୍ତ ହେଲା ଟ୍ୱିନ ସିଟି; ରେକର୍ଡ ଛୁଇଁଲା ପ୍ରଦୂଷଣ ମାତ୍ରା

ଦୀପାବଳିରେ କଟକଣା ନମାନି ସମସ୍ତେ ବାଣ ଫୁଟାଇବା ପରେ ସାରା ରାଜ୍ୟ ବିଶେଷ କରି ଭୁବନେଶ୍ୱର ଓ କଟକରେ ବଢ଼ିଥିଲା ବାୟୂ ପ୍ରଦୂଷଣ ।

Fire breaks out at various districts
ବାଣଫୁଟା ପାଲଟିଲା କାଳ, ବିଭିନ୍ନ ସ୍ଥାନରେ ଛୋଟ ବଡ଼ ଅଘଟଣ

ଦୀପାବଳି ପାଳନ ଅବସରରେ ଦୁର୍ଘଟଣା । ଛୋଟ ବଡ଼ ଦୁର୍ଘଟଣାରେ ଅନେକ ଆହତ ।

Dharmendra Pradhan Fake PA
ଧର୍ମେନ୍ଦ୍ରଙ୍କ PA କହି ଲୋକଙ୍କୁ ଚୁନ ଲଗାଉଥିଲା, ଏବେ ଧରାପଡ଼ି ଜେଲ୍‌ରେ..

ଡିଆରଡିଓ, ଭିଜିଲାନ୍ସର ନକଲି ସାର୍ଟିଫିକେଟ ସହ ଭାରତୀୟ ବାୟୁସେନାର ନକଲି ପରିଚୟ ପତ୍ର, ଲ୍ୟାପଟପ, ୨ଟି ପେନ୍ ଡ୍ରାଇଭ, ୮ଟି ମୋବାଇଲ ଫୋନ, ୧୩ଟି ସିମ୍ କାର୍ଡ, ୫ଟି ବ୍ୟାଙ୍କ ପାସବୁକ୍ ଓ ଚେକ୍ ଆଦିକୁ ଜବତ କରିଛି ପୋଲିସ ।

Kali Puja
Kali Puja 2023: ମଧ୍ୟରାତ୍ରରେ ମାଆଙ୍କ ଚକ୍ଷୁଦାନ ପରେ ହେବ ପୂଜାର୍ଚ୍ଚନା

ମଧ୍ୟରାତ୍ରରେ ମାଆ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହେବ। ଏଥର ଭଦ୍ରକର ଚରମ୍ପାରେ ୯ଟି ପୂଜା ମଣ୍ଡପରେ ପୂଜା ପାଇବେ ମାଆ।

Twin City Police Commissioner
ରାତି ୧୦ଟା ପରେ ଫୁଟିବନି ବାଣ..ନିୟମ ନମାନିଲେ..

ସମସ୍ତେ ଗ୍ରୀନ କ୍ରାକର ଫୁଟାଇବା ପାଇଁ ରାଜଧାନୀବାସୀଙ୍କୁ ଅପିଲ କରିଛନ୍ତି କମିଶନର ।

Odisha winter
ଖସୁଛି ପାରଦ; ଆସନ୍ତା ୫ ଦିନ ଯାଏ ରାଜ୍ୟରେ କମିବ ତାପମାତ୍ରା

ଗତକାଲି ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବା ସହ ୫ ଦିନ ପରେ ରାତି ତାପମାତ୍ରା ସାମନ୍ୟ ବୃଦ୍ଧି ପାଇବାର ଆଶଙ୍କା ରହିଛି ।

Diwali
ଦୀପାବଳି ପାଇଁ ନିୟମାବଳୀ ଜାରି କଲା ଅଗ୍ନିଶମ ବାହିନୀ; ଜାଣନ୍ତୁ କିପରି ସତର୍କ ରହିବେ

କେମିତି ବାଣ ଫୁଟାଇବେ ଓ ଲୋକେ କେମିତି ଦୀପାବଳି ପାଳନ କରିବେ ସେ ନେଇ ଯତ୍ନବାନ ହେବେ । ଅଭିଭାବକଙ୍କ ଉପସ୍ଥିତିରେ ବାଣ ଫୁଟାଇବେ । ସିଧାସଳଖ ହାତରେ ଅଗ୍ନି ସଂଯୋଗ କରନ୍ତୁନି ।

Lioness ‘Bini’ dies at Nandankanan Zoo in Bhubaneswar
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ 'ବିନି'ର ମୃତ୍ୟୁ

ବୟସାଧିକ କାରଣରୁ ସିଂହୀ ବିନିର ସ୍ୱାସ୍ଥ୍ୟବସ୍ଥାରେ ଅବନତି ଦେଖାଦେଇଥିଲା । ଗତ କିଛି ଦିନ ଧରି ସେ ଚିକିତ୍ସିତ ହେଉଥିଲା । ୫ ତାରିଖରୁ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ ଗତକାଲି ତାର ମୃତ୍ୟୁ ଘଟିଥିବା ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Odisha Ayurvedic college principal in Vigilance net: Cash, plots and vehicles seized
ପ୍ରିନ୍ସପାଲଙ୍କର ଅଚଳାଚଳ ସମ୍ପତ୍ତି; ବାହାରିଲାଣି ୨୮ଟି ପ୍ଲଟ, ୩ ବହୁତଳ କୋଠା

ତାଙ୍କର ୧୯ ଲକ୍ଷ ଟଙ୍କାର ଜମାରାଶି ସମ୍ପର୍କରେ ସୂଚନା ମିଳିଛି ।ସେପଟେ ସୁଦର୍ଶନଙ୍କ ୩୨୩୨ ନମ୍ବରରେ ୩ଟି ଦାମୀ କାର ସହ ୩୨ ଲକ୍ଷ ଟଙ୍କା ମୂଲ୍ୟର ଏକ ବାଇକ ମଧ୍ୟ ରହିଛି।

Vigilance Raid
ଆୟୁର୍ବେଦିକ କଲେଜ ଅଧ୍ୟକ୍ଷଙ୍କ ଘରେ ରେଡ୍

ଆୟ ବହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ।

Millet Mission
ସଫଳତା ପରେ ସଫଳତା ପାଉଛି ମିଲେଟ୍ ବା ମାଣ୍ଡିଆ ଜାତୀୟ ଦ୍ରବ୍ୟ

ସାରା ବିଶ୍ୱରେ ରାଜ୍ କରୁଛି ଓଡ଼ିଶାର ମାଣ୍ଡିଆ ଜାତୀୟ ଦ୍ରବ୍ୟ । ପୂର୍ବରୁ ମାଣ୍ଡିଆ ନା ଶୁଣିଲେ ଲୋକେ ନାକ ଟେକୁଥିବା ବେଳେ ଏବେ କିନ୍ତୁ ମାଣ୍ଡିଆର ଚାହିଦା ବଢ଼ି ଯାଇଛି ।

 BSF jawan Prakash Chandra
କାନ୍ଦୁଛି ମାଆ, ଝୁରୁଛି ଜନ୍ମମାଟି... ସରିଲା ସହିଦ ପୁଅର ଶେଷକୃତ୍ୟ

ଗତକାଲି ଓଡ଼ିଶା ସୀମାନ୍ତବର୍ତ୍ତୀ ଛତିଶଗଡ଼ର କାଙ୍କେର ଜିଲ୍ଲା ରେଙ୍ଗାବାଇ ଜଙ୍ଗଲରେ ମାଓବାଦୀଙ୍କ IED ବିସ୍ଫୋରଣର ଶିକାର ହୋଇଥିଲେ ପ୍ରକାଶ ।

Firecrackers
ଦୀପାବଳି ପାଇଁ ବାଣକୁ ନେଇ ଦ୍ୱନ୍ଦ୍ୱ; ଗ୍ରୀନ୍ କ୍ରାକର୍ କ'ଣ... ଚିହ୍ନିବେ କେମିତି ?

ପାରମ୍ପରିକ ବାଣରେ ଆର୍ସେନିକ, ଲିଥିୟମ ଓ ବେରିୟମ ଭଳି ପ୍ରଦୂଷଣକାରୀ ତଥା କ୍ଷତିକାରକ କେମିକାଲ ମିଶୁଥିବାବେଳେ ଗ୍ରୀନ କ୍ରାକରରେ ଏସବୁ ନ ଥାଏ । ଗ୍ରୀନ୍ କ୍ରାକରରେ ଆଲୁମିନିୟମ, ଲିଡ୍ ଓ କାର୍ବନ ଥାଏ, ଯାହାକି ଫୁଟିବା ବେଳେ କମ୍ ଅଙ୍ଗାରକାମ୍ଳ ନିର୍ଗମନ କରିଥାଏ ।

Ollywood Producer Tutu Nayak
ସାମ୍ବାଦିକାଙ୍କୁ ମାଡ଼ ମାମଲା; ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ମହିଳା ସମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ଗତ ଶନିବାର ଟୁଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ଖାରବେଳ ନଗର ଥାନା ପୋଲିସ ।

Deputy Speaker Rajanikant Singh resigns Odisha Assembly
ପଦ ଛାଡ଼ିଲେ ଉପବାଚସ୍ପତି; ଅନୁଗୁଳରେ ଦଳୀୟ ସଂଗଠନ ସମ୍ଭାଳିପାରନ୍ତି ରଜନୀକାନ୍ତ

ରଜନୀକାନ୍ତ କହିଛନ୍ତି, ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିଲି । ଦଳୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଇସ୍ତଫା ଦେଲି । ଦଳୀୟ ସଂଗଠନକୁ ସୁଦୃଢ଼ କରିବାକୁ ଇସ୍ତଫା ଦେଇଛି ।