ପୂର୍ବରୁ ସଂଘର ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ବାରମ୍ବାର ଆଲୋଚନା ହୋଇଛି । ଏମିତି କି ପରିବହନ ମନ୍ତ୍ରୀଙ୍କ ସହ ମଧ୍ୟ ଆଲୋଚନା କରିଛି ସଂଘ । ହେଲେ ସଂଘର ଦାବି ମୁତାବକ ସରକାର ସେପରି କୌଣସି ପଦକ୍ଷେପ ନେଇନଥିବା ଅଭିଯୋଗ ହୋଇଛି ।
ସ୍କିନ୍ ବା ଚର୍ମ ଦେଇପାରେ ନୂଆ ଜୀବନ। ଅନ୍ୟ ଜଣଙ୍କ ଚର୍ମରେ ଜୀବନ ପାଇଲେ ଦୁଇ କୋମଳମତି ଶିଶୁ। ଆଲୋଗ୍ରାଫ୍ଟ ପଦ୍ଧତି ଚିକିତ୍ସାରେ ସଫଳତାକୁ ନେଇ ଚର୍ଚ୍ଚା...
ମହେଶ୍ୱରଙ୍କ ବିୟୋଗ ପରେ ଝୁରୁଛି କୁକୁର ମାକ୍ସ। ବାହୁନି କାନ୍ଦୁଛନ୍ତି ଡ୍ରାଇଭର୍। ଶୋକରେ ପରିବାର, ସଂପର୍କୀୟ, ସମର୍ଥକ ଓ ଶୁଭେଛୁ...
ରକ୍ତରଞ୍ଜିତ ରାଜଧାନୀ । ମହିଳାଙ୍କ ପାଇଁ ଅସୁରକ୍ଷିତ ପାଲଟିଛି ସହର । ରବିବାର ଗୋଟିଏ ଦିନରେ ଚାରି ଚାରି ଜଣ ମହିଳାଙ୍କୁ ହତ୍ୟା କରାଯାଇଥିବା ଆସିଛି ଅଭିଯୋଗ ।
ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପରିବାର ସହ ମୃତ ମହିଳା କ୍ରିଷ୍ଣାପୁରୀ କଲୋନୀରେ ରହୁଥିଲେ । ଗୋଠପାଟଣା ବଜାରରେ ସେ ଏକ ଜଳଖିଆ ଦୋକାନ କରିଥିଲେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି କାର୍ଯ୍ୟାଳୟରେ ମହେଶ୍ୱର ମହାନ୍ତିଙ୍କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେହିପରି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଗଭୀର ଶୋକପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ।
ଏୟାରଫିଲ୍ଡ ଥାନା କେଳା ବସ୍ତିରେ ଘଟିଛି ଏହି ଲଜ୍ଜାଜନକ ଘଟଣା ।
ସମସ୍ତ ତଥ୍ୟ ଆସିଲା ପରେ ଆସନ୍ତା ୮ ତାରିଖରେ ଜାମିନ ଆବେଦନର ଶୁଣାଣି ହେବ ବୋଲି ଭୁବନେଶ୍ୱର SDJM କୋର୍ଟ ।
ବାୟୁ ପ୍ରଦୂଷଣରେ ଅଣନିଶ୍ୱାସୀ ଦିଲ୍ଲୀବାସୀ। ଦିନ ଦ୍ୱିପ୍ରହରରେ ବି ଛାଡ଼ୁନି କୁହୁଡ଼ି। ଘରୁ ବାହାରକୁ ବାହାରିଲେ ନିଶ୍ୱାସ ନେବାକୁ କଷ୍ଟ ହେଉଛି, ଆଖି ପୋଡ଼ୁଛି...
ସଚିବ ବୁଲିବେ ଧାନ ମଣ୍ଡି। ସେଠାକାର ସ୍ଥିତି କଣ ? ପ୍ରସ୍ତୁତି କେମିତି ରହିଛି ? ଜିଲ୍ଲା ଗସ୍ତ ସମୟରେ ଅନୁଧ୍ୟାନ କରିବେ। କିନ୍ତୁ ଗ୍ରାଉଣ୍ଡ ରିଅଲିଟି ହେଉଛି କିଛି ଅଲଗା...
ପାଖେଇ ଆସୁଛି ୨୪ ନିର୍ବାଚନ। ତେଣୁ ସବୁ ରାଜନୈତିକ ଦଳ ଏବେ ଭୋଟରଙ୍କ ମନ ଜିଣିବା ଲାଗି କସରତ ଚଳାଇଛନ୍ତି।
ରତ୍ନଭଣ୍ଡାର ଖୋଲିବା ଦାୟିତ୍ୱ ସଂପୂର୍ଣ୍ଣ ସରକାରଙ୍କର । କେବଳ ସୁପାରିସ କରିବା କ୍ଷମତା ଗଜପତିଙ୍କ ଅଛି । ୧୯୫୨ ମସିହାରେ ସ୍ୱତନ୍ତ୍ର ଆଇନ କରି ଜଗନ୍ନାଥ ମନ୍ଦିର ପରିଚାଳନା ପାଇଁ ନିଷ୍ପତ୍ତି ନେଇ ଗଜପତିଙ୍କ ଠାରୁ କ୍ଷମତା ନେଇଗଲେ ।
ବିଭିନ୍ନ ପ୍ରସଙ୍ଗରେ ସରକାର ଓ ବିରୋଧୀ ମୁହାଁମୁହିଁ ହୋଇପାରନ୍ତି । ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉପସ୍ଥାପନ ହେବାର ସମ୍ଭାବନା ରହିଛି ।
ଗିରଫ ହେବା ପରେ ପ୍ରଯୋଜକ ଟୁଟୁ ନାୟକ ଜେଲ୍ ଯାଇଛନ୍ତି । ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ତାଙ୍କୁ ପଠାଇଦିଆଯାଇଛି ।
ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ପ୍ରଯୋଜକ ଟୁଟୁ ନାୟକଙ୍କୁ ଥାନାକୁ ଆଣିଥିଲା ଖାରବେଳନଗର ଥାନା ପୋଲିସ ।ତାଙ୍କୁ ଥାନାରେ ପଚରାଉଚରା କରିଥିଲା ପୋଲିସ ।
ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ପ୍ରଯୋଜକ ଟୁଟୁ ନାୟକଙ୍କୁ ଥାନାକୁ ଆଣିଲା ପୋଲିସ ।
ଲୋକଙ୍କୁ ଆହୁରି ୭ ମାସ ଦୁର୍ଗନ୍ଧରେ କାଟିବାକୁ ପଡ଼ିବ । ସୈନକ ସ୍କୁଲ ପାଖ ଅଳିଆ ପାହାଡ଼କୁ ନେଇ ଲୋକେ ଅତିଷ୍ଠ ହେଲେଣି ।
ସର୍ବସମ୍ମୁଖରେ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଛନ୍ତି ଟୁଟୁ ନାୟକ । ତେବେ ଏନେଇ ସାମ୍ବାଦିକା ଜଣକ ଖାରବେଳ ନଗର ଥାନାରେ ମାମଲା ଦାୟର କରିଛନ୍ତି ।
ଦୁର୍ଘଟଣାରେ ଅବସରପ୍ରାପ୍ତ ସିଆଇଏସଏଫ୍ ଯବାନ କାହ୍ନୁଚରଣ ନାୟକ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ତାଙ୍କ ସମ୍ପର୍କୀୟ ଯୁବତୀ ଲୋପାମୁଦ୍ରା ସାହୁଙ୍କ କଟକର ଏକ ଘରୋଇ ହସପିଟାଲରେ ଚିକିତ୍ସା ଚାଲିଛି ।
ଘରେ ରଖିଛନ୍ତି ଦେଶ ବିଦେଶର ନାମୀ ଦାମୀ ବ୍ରାଣ୍ଡର ପେନ୍ । ୫ ଟଙ୍କିଆ ରିନୋଲଡ୍ ପେନ୍ ଠୁ ଆରମ୍ଭ କରି ୫୦୦୦ ଟଙ୍କାର ସବ୍ ମେରାଇନ୍ ଆଉ କ୍ରସ ଭଳି ହାଇଫାଇ ବ୍ରାଣ୍ଡ ରହିଛି ତାଙ୍କ ଆଲମିରାରେ । ୨୪ କ୍ୟାରେଟ୍ ଗୋଲ୍ଡ କୋଟେଡ ପେନ୍ର ଆକର୍ଷଣ ତ ଅଲଗା ପ୍ରକାରର ।
ଭୁବନେଶ୍ୱର ରେଞ୍ଜ ରୋଭର ବେପରୱା ଡ୍ରାଇଭିଂ ଘଟଣା ପଛରେ ଅଛନ୍ତି କେଉଁ ପ୍ରଭାବଶାଳୀ। ଘଟଣାକୁ ନେଇ ଚର୍ଚ୍ଚା ଭିତରେ ସାମ୍ନାକୁ ଆସିଛି ନୂଆ ତଥ୍ୟ। ଦୁର୍ଘଟଣା ଘଟାଇଥିବା ରେଞ୍ଜ ରୋଭର ଗାଡ଼ିର ନମ୍ବରକୁ ନେଇ ଏବେ ଚର୍ଚ୍ଚା।
କାହିଁକି ଜବତ ଦାମୀ ଗାଡ଼ିର ନମ୍ବର ବଦଳାଇଥିଲା ପୋଲିସ ? ପ୍ରେସରିଲିଜରେ ଭୁଲ ନମ୍ବର ଦେବା ପଛରେ ଉଦ୍ଦେଶ୍ୟ କଣ ?
ପ୍ରେସମିଟରେ ଭୁବନେଶ୍ୱର ଡିସିପି ଆହୁରି କହିଛନ୍ତି ଯେ, ହତ୍ୟା କରିଥିବା +୨ ଛାତ୍ର ଜଣକ ସେଠାରେ ଟିଉସନ୍ ହେଉଥିଲେ । ପ୍ରାୟ ୩ରୁ ୫ ହଜାର ଟଙ୍କା ଟିଉସନ୍ ଫି’ ବାକି ରହିଥିଲା ।
ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗୁରୁତର ଭାବେ ଅସୁସ୍ଥ । ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଚାଲିଛି ଚିକିତ୍ସା ।
୨ ହଜାର ଟଙ୍କିଆ ନୋଟ୍ ବଦଳ ପଛରେ କିଏ? ଏ କଳାଧନ କାହାର ? ଏହା ପଛରେ କେଉଁ ରାକେଟ୍ କାମ କରୁଛି ?