ପାଣ୍ଡିଆନ୍ଙ୍କ VRSକୁ ନେଇ ଉଠୁଛିପଡ଼ୁଛି ରାଜ୍ୟ ରାଜନୀତି । ତିନି ପ୍ରମୁଖ ଦଳର ନେତାଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ବିଶେଷ କରି ବିରୋଧୀ ବିଜେପି ଓ କଂଗ୍ରେସ କଡ଼ା ପ୍ରତିକ୍ରିୟା ରଖୁଛନ୍ତି ।
ପାଣ୍ଡିଆନଙ୍କ VRS ସହ ଏକ କଳଙ୍କିତ ଅଧ୍ୟାୟର ପରିସମାପ୍ତି ଘଟିଲା । ତାହା ସହ ବହୁ ବରିଷ୍ଠ IAS ଅଧିକାରୀଙ୍କର କଣ୍ଠରୋଧର ଅବସାନ ଘଟିଲା ବୋଲି କହିଛନ୍ତି ବିଜୟ ।
ପେଣ୍ଡାଲ ବାହାରେ ଲାଗିଛି କୁନି ଝିଅଙ୍କ ମୁକୁଟ ପିନ୍ଧା ହସ ହସ ଫଟୋ । ଆଉ ପଶୁ ପଶୁ ଲେଖାଯାଇଛି ଚାଇ ନା ହୋତେ ଉମା ।
ଯୁବକ ଜଣକ ଧରାପଡ଼ିଯିବା ପରେ ନିଜର ଭୁଲ ହୋଇଯାଇଛି ବୋଲି କହୁଛନ୍ତି । ନିଜର ଦୋଷ ମଧ୍ୟ ସ୍ୱୀକାର କରୁଛନ୍ତି । ହେଲେ ସେଠାରେ ଉପସ୍ଥିତ ଥିବା ଲୋକମାନେ ତାଙ୍କୁ ସବକ୍ ଶିଖାଇଛନ୍ତି ।
ବିହାରୀ ଓ ଝାଡଖଣ୍ଡି ଗ୍ୟାଙ୍ଗର ୨୬ ଅଟକ । ଛୋଟ ପିଲାଙ୍କ ସହ ଗ୍ୟାଙ୍ଗରେ ଶହେରୁ ଅଧିକ ସଦସ୍ୟ ।
ସାହାଯ୍ୟ କରିବା ଆଳରେ କିଶୋରଙ୍କ ବ୍ୟାଙ୍କ୍ ଆକାଉଣ୍ଟ ଡାଟା ନେଇ ଯାଇଥିଲେ । ପରେ ବିଭିନ୍ନ ଆକାଉଣ୍ଟକୁ ଟ୍ରାନସଫର କରି ଲୁଟି ନେଇଥିଲେ ୩୫ ଲକ୍ଷ ଟଙ୍କା ।
କନ୍ୟାରତ୍ନଙ୍କୁ ପୂଜି ପୁଣ୍ୟ ଅର୍ଜିଲେ ବ୍ରତଧାରୀ । ସନ୍ଧ୍ୟାରେ ପୂଜା ପେଣ୍ଡାଲରେ ଅସମ୍ଭବ ଭିଡ଼ ।
ମା'ଙ୍କ ପାଖରେ ନେତାଙ୍କ ଗହଳି। ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେବୀ ଦୁର୍ଗାଙ୍କ ଦର୍ଶନ କରିଥିବାବେଳେ କଟକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମା’ଙ୍କ ପେଣ୍ଡାଲ ବୁଲିଛନ୍ତି ।
କିଶୋରଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କ ଆକାଉଣ୍ଟ ଖାଲି କରି ଦେଇଛି ସନ୍ତୋଷ । କିଶୋରଙ୍କ ଅଭିଯୋଗ ପରେ ତଦନ୍ତ କରି ସନ୍ତୋଷକୁ ଗିରଫ କରିଛି ଭୁବନେଶ୍ବର ସାଇବର ଥାନା ପୋଲିସ। ତାଠାରୁ ୬ ଲକ୍ଷ ଟଙ୍କା, ଚେକ୍, ବ୍ୟାଙ୍କ୍ ପାସବୁକ ଜବତ କରାଯାଇଛି ।
ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ଏହି ମହାବଳ ବାଘ ଆନ୍ଧ୍ର ସୀମାନ୍ତ ଜଙ୍ଗଲରୁ ମହେନ୍ଦ୍ରଗିରିକୁ ଆସିଛି । ଦୁଇ ଚାରି ମାସ ପୂର୍ବରୁ ବି ବାଘଟି ଗଜପତି ଜିଲ୍ଲା ଜଙ୍ଗଲକୁ ଆସିଥିଲା।
ପିନାକି ଲେଖିଛନ୍ତି ଯେ, ୨୫ ବର୍ଷରୁ ଅଧିକ ସମୟ ସାଂସଦ ଭାବେ ଥିବାବେଳେ ଦାଗ ଲାଗିନାହିଁ । ଶସ୍ତା ପ୍ରଚାରର ଆଳରେ ଟିଭିରେ ମୁହଁ ଦେଖାଇବା ବଦଳରେ ରଜନୈତିକ ସ୍ତରରେ ଲଢେଇ କରିବାକୁ ଆହ୍ବାନ ଦେଇଛନ୍ତି ପିନାକି ।
ମହିଳା ଲୁଟେରା ଗ୍ୟାଙ୍ଗ ପୂଜା ମଣ୍ଡପକୁ ଟାର୍ଗେଟ କରି ଏଭଳି କାଣ୍ଡ ଭିଆଇଥିବା ସନ୍ଦେହ କରାଯାଉଛି । ମଣ୍ଡପରେ ଲାଗିଥିବା ସିସିଟିଭି କ୍ୟାମେରା ଯାଞ୍ଚ କରାଯାଉଛି ।
ମାଆଙ୍କ ଆବାହନୀ ମନ୍ତ୍ରରେ ମୁଖରିତ ପୂଜା ମଣ୍ଡପ ଚଣ୍ଡିପାଠରେ କମ୍ପୁଛି ପରିବେଶ ମହାସପ୍ତମୀରେ ଆଜି ଧରାପୃଷ୍ଠରେ ଆବିର୍ଭୁତା ହୋଇଛନ୍ତି ମାଆ ଜଗତଜନନୀ ଦୁର୍ଗା ସକାଳୁ ସକାଳୁ ବିଭିନ୍ନ ନଦୀ ଓ ଜଳାଶୟରୁ ଆସିଥିବା ପବିତ୍ର ଜଳରେ ମହାମାୟାଙ୍କ ସ୍ନାନ ପରେ ମାର୍ଜଣା, ନବପତ୍ରିକା, ଚକ୍ଷୁଦାନ ଓ ଶେଷରେ ହୋଇଥିଲା ପ୍ରାଣପ୍ରତିଷ୍ଠା ।
ପୂଜା ବୁଲିବାକୁ ଯାଉଥିଲେ ଘର ଭଲ ଭାବେ ତାଲା ପକାନ୍ତୁ । ପାଖ ପଡ଼ୋଶୀଙ୍କୁ ମଧ୍ୟ ଟିକେ କହିଦେଇ ଯାଆନ୍ତୁ । ଲୋକାଲ ଥାନା ପୋଲିସକୁ ଟିକେ ଜଣାଇ ଦିଅନ୍ତୁ ।
ଏନେଇ ପ୍ଲେ ଷ୍ଟୋରରେ ଉପଲବ୍ଧ ହୋଇଛି ଆପ୍ । ଗୁଗୁଲ ପ୍ଲେ ଷ୍ଟୋରରେ ଉପଲବ୍ଧ ଥିବା ଏମ୍ସ ଭୁବନେଶ୍ବର ସ୍ବାସ୍ଥ୍ୟ ଆପ ଜରିଆରେ ଏହି ସୁବିଧା ପାଇ ପାରିବେ ରୋଗୀ ଓ ତାଙ୍କ ସମ୍ପର୍କୀୟ ।
ପୁଅ ବୋହୁ ଘରୁ ବାହାର କରି ଦେଇଛନ୍ତି । ଜୀବନ ପ୍ରତି ଆଉ ମୋହ ନାହିଁ । ଆଗରେ କେହି ନାହିଁ କି ପଛରେ କେହି ନାହିଁ । ତଥାପି ସେ ହାରି ନାହାନ୍ତି, ବଞ୍ଚିବାକୁ ଲଢ଼ୁଛନ୍ତି । ଆଉ ନିଜ ଲଢ଼େଇରେ ଅସ୍ତ୍ର ସାଜିଛି ଦୁଇ ଖଣ୍ତ କାଠି ।
ପୂର୍ବରୁ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ ।
ମେଢ ସାଙ୍ଗକୁ ରଙ୍ଗୀନ ଆଲୋକର ଫୁଆରାରେ ଚମକୁଛି ଟୁଇନସିଟିର ପୂଜା ମଣ୍ଡପ ।
ବୟଫ୍ରେଣ୍ଡଙ୍କ ଭୁବନେଶ୍ୱରସ୍ଥିତ ଘର ଆଗରେ ଧାରଣା ଦେଇଛନ୍ତି ଡିଭୋର୍ସି ଗର୍ଲଫ୍ରେଣ୍ଡ ।
ନୂଆଦିଲ୍ଲୀରେ ପ୍ରବାସୀ ଓଡ଼ିଆ ବିକାଶ ସମିତି ଦ୍ୱାରା ଆୟୋଜିତ ଆଲୋଚନଚକ୍ରରେ ଧର୍ମେନ୍ଦ୍ର ଆହୁରି କହିଛନ୍ତି, ଓଡ଼ିଆ ସ୍ଥାପତ୍ୟ ଓ କୀର୍ତ୍ତିରାଜି ଅନନ୍ୟ ଓ ଚିତାକର୍ଷକ ।
କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ...କ୍ୟାପିଟାଲ ହସ୍ପିଟାଲ OTରେ କରାଯିବ ନାର୍କୋ ପରୀକ୍ଷା....
ବଟି ଓ ଚାନ୍ଦା ରୋକିବାକୁ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ପୁରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି ।
ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ...ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇବ ସଂଘ
ଧନୁପାଲି ଥାନାର ମହିଳା IICଙ୍କ ସହ ମୁହାଁମୁହିଁ ଘଟଣାରେ ଜୟନାରାୟଣ ଏବଂ ସମର୍ଥକଙ୍କ ବିରୋଧରେ ଟାଉନ ଥାନାରେ ମାମଲା ଦାୟର ହୋଇଥିଲା ।
ସୋମବାର ରାତିରେ ଯାହା ଘଟିଯାଇଛି, ସମସ୍ତଙ୍କୁ ଜଣା । ୨୪ ଘଣ୍ଟିଆ ସିକ୍ୟୁରିଟି ବ୍ୟବସ୍ଥା ଭିତରେ ଥିବା ଭୁବନେଶ୍ୱର ଇନଫୋସିଟି ଥାନା ଅଞ୍ଚଳର ରାଜବାଟିକା ଆପାର୍ଟମେଣ୍ଟର ୪ଟି ଫ୍ଲାଟରୁ, ରାତିକ ଭିତରେ ଦୁର୍ବୃତ୍ତ ଯେଭଳି କଳାକନା ବୁଲାଇ ଦେଇଛନ୍ତି, ସାରା ରାଜଧାନୀରେ ହଲଚଲ୍ ।