ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
୪ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ପଶ୍ଚିମବଙ୍ଗର ତିନି ଠକଙ୍କୁ ଗିରଫ କଲା ନୟାପଲ୍ଲୀ ପୋଲିସ । ଗୋଟିଏ କାର ସହ ୨୮ ହଜାର ଟଙ୍କା, ୫ଟି ମୋବାଇଲ ଜବତ । ବିରଳ ଦର୍ପଣ କହି ଲୋକମାନଙ୍କୁ ଭୁଆଁ ବୁଲାଉଥିଲେ ।
ସ୍ତନ କର୍କଟ ଆରୋଗ୍ୟ ଦିଗରେ ଭୁବନେଶ୍ୱରସ୍ଥିତ ଜୀବ ବିଜ୍ଞାନ ପ୍ରତିଷ୍ଠାନ ବା ILSକୁ ସଫଳତା। ଗୋଟିଏ ପଟେ ବ୍ରେଷ୍ଟ କ୍ୟାନସରକୁ ବଢ଼ାଉଥିବା ଏକ ନୂଆ ମଲିକୁଲ୍ ଆବିଷ୍କାର କରିଛିପ୍ରତିଷ୍ଠାନ।
ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା । CHSE ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଏନେଇ ଉଲ୍ଲେଖ କରାଯାଇଛି ।
କ୍ୟାପିଟାଲ ହସ୍ପିଟାଲରେ ଟେଷ୍ଟିଂ ପାଇଁ ଘଣ୍ଟା ଘଣ୍ଟା ଧରି ଲମ୍ୱା ଧାଡ଼ିରେ ଲୋକେ ଅପେକ୍ଷା କରିଥିବା ବେଳେ ବିଏମସିର ବେପରୁଆ ମନୋଭାବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପିଏମ୍ ବିଶ୍ୱକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । ପୂର୍ବରୁ ୫୦ ଶ୍ରମିକ ବର୍ଗଙ୍କ ପାଇଁ ରାଜ୍ୟ ଆଣିଛି ଯୋଜନା ।
ଲୋୟର ପିଏମଜିରେ ୧୦ ହଜାରରୁ ଅଧିକ ଶିକ୍ଷକଙ୍କ ବିକ୍ଷୋଭ । ସ୍କୁଲରେ ପାଠପଢ଼ା ପ୍ରଭାବିତ ।
୩ ଜଣଙ୍କୁ ଗିରଫ କଲା ବାଲେଶ୍ୱର ବନ ବିଭାଗ । ବଡ଼ ଧରଣର ସାପ ବିଷ ରାକେଟ୍ କାମ କରୁଥିବା ସନ୍ଦେହ ।
ଏୟାରପୋର୍ଟ ପରେ କ୍ୟାପିଟାଲ ହସ୍ପିଟାଲ, ଶିଶୁଭବନ, ବାପୁଜୀନଗର, ଭୁବନେଶ୍ୱର ଷ୍ଟେସନ, ରାମମନ୍ଦିର, ବାଣୀବିହାର, ଆଚାର୍ଯ୍ୟ ବିହାରରେ, ଜୟଦେବ ବିହାର, ଜାଭିୟର ଛକ, ରେଲ୍ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟରରେ, ଡମଣା, ପଟିଆ, କିଟ୍ ଛକ, ନନ୍ଦନ ବିହାର, ରଘୁନାଥପୁରରେ ଷ୍ଟେସନ ଦେଇ ଚାଲିବ । ନନ୍ଦନକାନନ, ଫୁଲପୋଖରୀ ପରେ ତ୍ରିଶୁଳିଆ ଷ୍ଟେସନରେ ଯାତ୍ରା ଶେଷ ।
ଜବରଦସ୍ତ ବସିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ହେଲେ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ।
ବିଜେଡି ସରକାରଙ୍କ ଏସବୁ ନୀତି ଓ କାର୍ଯ୍ୟକାରିତ ନେଇ କଂଗ୍ରେସ ଲୋକଙ୍କୁ ସଚେତନ କରିବ ବୋଲି କହିଛି। ପିସି କାରବାର ବନ୍ଦ, ବିଦ୍ୟୁତ ଦର ପ୍ରତ୍ୟାହାର ଭଳି ୯ ଦପା ଦାବି ନେଇ କଗ୍ରେସ ୩୧୪ ବ୍ଲକ ଘେରିବ ବୋଲି କହିଛି ।
ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ୱରରେ ୨୦ତମ ନ୍ୟାସନାଲ୍ ଚାର୍ଟାଡ୍ ଆକାଉଣ୍ଟ କନଫରେନସ୍ ରେ ଯୋଗଦେଇ ବକ୍ତବ୍ୟ ରଖିବୋ ଏଥିରେ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରୁ CA ଉପସ୍ଥିତ ରହିବେ ।
ଶିକ୍ଷାନୁଷ୍ଠାନ ମାନ ବଢାଇବାକୁ ଉଚ୍ଚଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି । ଲେକଚରଙ୍କ ବିରୋଧରେ ବଢ଼ୁଛି ପିଲାଙ୍କ ନକରାତ୍ମକ ଫିଡ୍ ବ୍ୟାକ୍ ।
ହାଇକୋର୍ଟ ଆମିକସକ୍ୟୁରୀଙ୍କ ରିପୋର୍ଟକୁ ନେଇ ଉଦବେଗ । ଜଗମୋହନ ସ୍ଥିତି ବି ଭଲନଥିବା ଆମିକସକ୍ୟୁରୀଙ୍କ ରିପୋର୍ଟ ।
ଏଣିକି କେନ୍ଦ୍ର ଅବହେଳା ନୁହେଁ, ବିକାଶର ବାର୍ତ୍ତା ନେଇ ଲଢ଼ିବ ଦଳ । ଚାଷୀ, ଯୁବ, ମହିଳା, ଜନଜାତି ଭଳି ସବୁ ବର୍ଗଙ୍କୁ ଫୋକସ୍ ।
ରାଜ୍ୟରେ କେବଳ ଭୁବନେଶ୍ୱରରୁ ବାହାରିଛନ୍ତି ୫୦ ପ୍ରତିଶତରୁ ଅଧିକ ଡେଙ୍ଗୁ ରୋଗୀ।
ଅସ୍ପଷ୍ଟ ଓ ସନ୍ଦେହଜନକ ଦର୍ଶାଇ ହେବନି ତ ଡାଟା ସେନସର ? ତଥ୍ୟ ଅପବ୍ୟବହାର କଲେ କଂପାନୀ ଦେବେ ମୋଟା ଅଙ୍କର ଫାଇନ୍ ।
ସଂସଦରେ କେନ୍ଦ୍ର ସରକାରଙ୍କୁ ବିଜେଡିର ସମର୍ଥନ, ପରେ ନବୀନ-ଶାହ ଭେଟଘାଟକୁ ନେଇ ଦୁଇ ଦଳର କର୍ମୀ ଓ ନେତା ଏବେ ଦ୍ୱନ୍ଦ୍ୱରେ।
ରୋଡ୍ ଆକ୍ସିଡେଣ୍ଟର ରକ୍ଷକ ସାଜିବେ ଏନସିସି କ୍ୟାଡେଟ୍। ନେବେ ସଡ଼କ ସୁରକ୍ଷା ପ୍ରଶିକ୍ଷଣ। ଯୋଗାଇଦେବେ ଫାଷ୍ଟ ଏଡ୍ ସେବା ଏବଂ ସାଜିବେ ଦୁର୍ଘଟଣା ପରର ପ୍ରଥମ ସେବାକାରୀ।
ଘର ବାହାରେ ମଇଳା ପକାଇଲେ ତ୍ରାହି ନାହିଁ, ଆକ୍ସନ୍ ନେବ ଟିମ୍ ସାଇନ୍
୧୧ ହଜାରରୁ ଅଧିକ ଅଶାୟୀଙ୍କ ମଧ୍ୟରୁ ତାଙ୍କୁ ବାଛିଛନ୍ତି ବିପୁଲ ଶାହା ଗତ ୧୦ ବର୍ଷ ଧରି ମୁମ୍ବାଇରେ ନିଜ ଭାଗ୍ୟ ପରଖିବା ପରେ ପ୍ରେମକୁ ମିଳିଛି ଏତେ ବଡ଼ ସୁଯୋଗ । ଏହାପୂର୍ବରୁ କିଛି ହିନ୍ଦୀ ଫିଲ୍ମରେ ସହକାରୀ ନିର୍ଦ୍ଦେଶକ ଭାବେ କାମ ବି କରିଛନ୍ତି ପ୍ରେମ ।
୩ ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ । ସମ୍ମିଳନୀରେ ୧୪ଶହରୁ ୧୫ ଶହ ଚାଟାର୍ଡ ଆକାଉଣ୍ଟାଣ୍ଟ, ACCOUNTING କମ୍ପାନୀ ସେକ୍ରେଟାରୀ ଏବଂ କର୍ପୋରେଟ ଅଫିସିଆଲ୍ ମାନେ ରହିବେ ।
ଦିଲ୍ଲୀରୁ ଆରମ୍ଭ ହୋଇଥିବା ବିଜେପି-ବିଜେଡି କୋଳାକୋଳି। ଆଗକୁ ନେବ କେଉଁ ସମୀକରଣର ରୂପ ? ସଂସଦରେ ମୋଦୀ ସରକାରକୁ ଶଙ୍ଖଦଳର ହୃଦୟ ଖୋଲା ସମର୍ଥନ ଓ ପରସ୍ପରକୁ ଶାହ-ନବୀନଙ୍କ ପ୍ରଶଂସା ପରେ ହଲଚଲ ଦିଲ୍ଲୀରୁ ଭୁବନେଶ୍ୱର ରାଜନୀତି।