• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Doctor dies in road accident in Bhubaneswar
ଚାଲିଗଲା ଯୁବ ଡାକ୍ତରଙ୍କ ଜୀବନ, ୩ ମାସ ତଳେ ହୋଇଥିଲା ବାହାଘର

ଗତ ଫେବୃଆରୀ ୨୮ ତାରିଖରେ ବେଶ୍ ଧୁମଧାମରେ ବାହାଘର ହୋଇଥିଲା।

Show Cause Notice To Senior Congress Leader Chiranjib Biswal And Mohammed Moquim
କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଓ ମହମ୍ମଦ ମୋକିମ୍‌ଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଓ କଂଗ୍ରେସ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି।

Night Club And Bar Raid In Bhubaneswar
ରାତି ଅଧ ଯାଏ ନାଇଟ୍‌ କ୍ଲବ୍‌ ଓ ବାର୍‌ରେ ଚାଲିଥିଲା ଡ୍ୟାନ୍ସ, ହଠାତ୍‌ ପହଞ୍ଚିଗଲା ପୋଲିସ୍‌...

ଲାଉଡ୍‌ ମ୍ୟୁଜିକ୍‌ ସହ ନିଶାସକ୍ତ ଯୁବପିଢ଼ି ନାଚଗୀତରେ ମସ୍‌ଗୁଲ୍‌ ଥିବାବେଳେ ଅଚାନକ ଚଢ଼ାଉ କରିଥିଲା ପୋଲିସ୍‌। ରାଜଧାନୀ ଭୁବନେଶ୍ୱରରେ ନାଇଟ୍‌ କ୍ଲବ୍‌ ଓ ବାର୍ ଉପରେ କମିଶନରେଟ ପୋଲିସ ବିଳମ୍ବିତ ରାତିରେ ଚଢ଼ାଉ କରିଛି। 

Opposition targets Odisha govt over Naba Das murder case chargesheet
କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ନବଙ୍କୁ ମାରିଲା ଗୋପାଳ ? ୪ କାରଣକୁ ନେଇ ଚର୍ଚ୍ଚା

ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟକୁ ନେଇ ଘନଉଛି ବିବାଦ। ଭିନ୍ନଭିନ୍ନ ତଥ୍ୟ ଦେଇ ଗୋଲଗୋଲ ବୁଲାଉଛି କି କ୍ରାଇମବ୍ରାଂଚ? ଭିତରି କଥା ଲୁଚାଇବାକୁ ଉଦ୍ୟମ ହେଉନାହିଁ ତ?

Niti Aayog
ନିତି ଆୟୋଗ ବୈଠକରେ ଯୋଗଦେଲେନି ଓଡ଼ିଶା ସମେତ ଆଉ ୭ ରାଜ୍ୟ

ଓଡ଼ିଶା ବ୍ୟତୀତ ଏହି ବୈଠକରେ ପଶ୍ଚିମବଂଗ, ବିହାର, ରାଜସ୍ଥାନ, ଦିଲ୍ଲୀ, କେରଳ, ତେଲେଙ୍ଗାନା ଓ ପଂଜାବର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେଇ ନାହାନ୍ତି ।

Big Breaking: Higher Education Department stopped the salary of 223 college principals
Big Breaking: ୨୩୩ କଲେଜ ପ୍ରିନ୍ସପାଲଙ୍କ ଦରମା ବନ୍ଦ କଲା ଉଚ୍ଚ ଶିକ୍ଷା ବିଭାଗ

ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି ।

Ginger Garlic Price Hike
ଅଚାନକ ବଢିଲା ଅଦା ରସୁଣର ଦର, ହେଲେ କାହିଁକି ?

ଉତ୍ପାଦନ କମ ଥିବାରୁ ଦର ଅଚାନକ ବଢିଥିବା କହିଛନ୍ତି ରାଜ୍ୟ ବ୍ୟବସାୟୀ ସଂଘ ସମ୍ପାଦକ ସୁଧାକର ପଣ୍ଡା ।

Odia Movie Sala Budha
ପରଦାରେ ବହୁ ଚର୍ଚ୍ଚିତ ଫିଲ୍ମ ‘ଶଳା ବୁଢ଼ାର ବଦଲା’, ସମ୍ବଲପୁରୀ-କୋସଲି ପରେ ଏବେ ଓଡ଼ିଆ ଭାଷାରେ...

ପ୍ରାୟ ସବୁ ବୟସର ଦର୍ଶକ ଥିଏଟରରେ ନିଚ୍ଛକ ଓଡ଼ିଆ କାହାଣୀକୁ ଅତି ପାଖରୁ ଦେଖିଛନ୍ତି । ଆଉ ନାଚି ନାଚି ସିନେମାର ରିଭ୍ୟୁ ଦେଇଛନ୍ତି ।

Rainfall Alert
ତାତିରୁ ମିଳିବ ଆଶ୍ୱସ୍ତି ! ଆଗାମୀ ୩ ଦିନ କମ୍ ରହିବ ତାପମାତ୍ରା

୨୮, ୨୯ ଏବଂ ୩୦ ତାରିଖରେ ମଧ୍ୟ କିଛି କିଛି ଜିଲ୍ଲାରେ ଘଡଘଡି ସାଙ୍ଗକୁ ବର୍ଷା ସମ୍ଭାବନା ରହିଛି ।

Metro Train Work In Odisha From June
ଜୁନ୍‌ରେ ଶିଳାନ୍ୟାସ, ଖୁବ୍‌ଶୀଘ୍ର ଆରମ୍ଭ ହେବ ମେଟ୍ରୋ କାମ...

ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଥିବା ନଗର ଉନ୍ନୟନ ସଚିବ ସୂଚନା ଦେଇଛନ୍ତି ।

Rainfall Alert, Odisha Weather News
Weather News: ନିଅଣ୍ଟିଆ ବର୍ଷା ସମ୍ଭାବନା ! ଚିନ୍ତାରେ ଚାଷୀ..

ଜୁନରୁ ସେପ୍ଟେମ୍ବର ମଧ୍ୟରେ ବର୍ଷାର ପରିମାଣ ସ୍ୱାଭାବିକ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

Naba Das murder case: Accused Gopal Das had developed personal grudge against Naba Das
କ୍ରାଇମବ୍ରାଞ୍ଚର ସାଂଘାତିକ ତଥ୍ୟ:‘ଗୋପାଳ ପାଗଳ ନୁହେଁ,ବ୍ୟକ୍ତିଗତ କାରଣରୁ ନବ ଦାସଙ୍କୁ ହତ୍ୟା କରିଥିଲା’

ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବ୍ୟକ୍ତିଗତ ଆକ୍ରୋଶ ରଖି ଗୋପାଳ, ନବ ଦାସଙ୍କୁ ହତ୍ୟା କରିଥିବା ଚାର୍ଜସିଟ୍‌ରେ ଉଲ୍ଲେଖ କରାଯାଇଛି।

Commissionerate police to file report against traffic rule violators
ଏଣିକି ଆଉ ଖସି ପାରିବେନି: ଟ୍ରାଫିକ ନିୟମ ଭାଙ୍ଗି ଫାଇନ୍‌ ନଦେଲେ ମାମଲା ରୁଜୁ

ଟ୍ରାଫିକ ନିୟମ ଭାଙ୍ଗିବା ପରେ ଯେଉଁମାନେ ଜରିମାନା ଦେଉ ନାହାନ୍ତି ସେମାନଙ୍କୁ ଟାର୍ଗେଟ କରାଯାଇଛି। ଯେଉଁମାନେ ୫ ଥର ଟ୍ରାଫିକ୍ ନିୟମ ଭାଙ୍ଗି ଜରିମାନା ଦେଇ ନାହାନ୍ତି ସେମାନଙ୍କ ନାଁରେ ମାମଲା ରୁଜୁ କରାଯିବ।

Odisha Plus 2 results publication date to be announced on May 28
ମେ’ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା

ଆସନ୍ତା ମେ’ ୨୮ ତାରିଖରେ ଯୁକ୍ତ ୨ ରେଜଲ୍ଟ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।

Defunct vehicles lying on the roads will be removed
ରାସ୍ତାକଡ଼ରୁ ହଟିବ ଅଚଳ ଗାଡ଼ି, ୭ ଦିନ ଭିତରେ ଗାଡ଼ି ମାଲିକ ନିଜ ଅକ୍ତିଆରକୁ ନନେଲେ ଉଠାଇ ନେବ BMC

ରାଜଧାନୀ ଭୁବନେଶ୍ୱରର ରାସ୍ତାକଡ଼ରେ ଅଚଳ ହୋଇ ପଡ଼ି ରହିଥିବା ଗାଡ଼ିକୁ ହଟାଇ ଦିଆଯିବ। ୭ ଦିନ ମଧ୍ୟରେ ଗାଡ଼ି ମାଲିକ ନିଜ ଅକ୍ତିଆରକୁ ଗାଡ଼ିକୁ ନେବା ଲାଗି ନୋଟିସ୍ ଦିଆଯାଇଛି ।

Odisha Weather News
ସକାଳେ ଟାଇଁ ଟାଇଁ ଖରା, ଅପରାହ୍ଣରେ ନିର୍ଦ୍ଧୁମ ବର୍ଷା !

ହଠାତ୍ ଉପକୂଳ ଓଡ଼ିଶାରେ ବଦଳିଲା ପାଗର ମିଜାଜ । କୋପ ଦେଖାଇଲା କାଳବୈଶାଖୀ । ବିଭିନ୍ନ ସ୍ଥାନରୁ କ୍ଷୟକ୍ଷତି ରିପୋର୍ଟ ମାଗିଲେ SRC ।

PMAY Scam
ଆବାସ ବଣ୍ଟନ ନେଇ ସରକାରଙ୍କୁ ବିଜେପିର ଚେତାବନୀ, ହିତାଧିକାରୀଙ୍କୁ ଘର ନଦେଲେ ଆନ୍ଦୋଳନ

ବାକି ଥିବା ହିତାଧିକାରୀଙ୍କ ନାଁ କେବେ ଯୋଡ଼ିବେ ରାଜ୍ୟ ସରକାର ପଚାରିଲା ବିଜେପି ।

Heavy Rain
ଟୁଇନସିଟିରେ କାଳବୈଶାଖୀର ତାଣ୍ଡବ ପ୍ରବଳ ଘଡ଼ଘଡ଼ି ସହ ଆରମ୍ଭ ହୋଇଛି ପବନ ଓ ବର୍ଷା

ବର୍ତ୍ତମାନ ଅନେକ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗ ରହିବାର ସମ୍ଭାବନା ରହିଛି ।

Divine marriage ceremony of Lord Shiva and Goddess Parvati
ଦେବ ଦେବ ମହାଦେବଙ୍କ ହାତ ଧରିଲେ ଦେବୀ ପାର୍ବତୀ

ଶୀତଳଷଷ୍ଠୀ ଅବସରରେ ଦେବ ଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି । ଦେବ ଦେବ ମହାଦେବ ଧରିଛନ୍ତି ଦେବୀ ପାର୍ବତୀଙ୍କ ହାତ ।

Government Quarter In Bhubaneswar
ରାଜଧାନୀର ସରକାରୀ କ୍ୱାର୍ଟରରେ ରହୁଛନ୍ତି ଫାଷ୍ଟଫୁଡ୍ ଦୋକାନୀ...!

ଖାଲି ସେତିକି ନୁହେଁ, କେଉଁଠି ଏକାଧିକ ହାଇ ପାୱାର ଫ୍ରିଜର ରଖାଯାଇ ଏକ ପ୍ରକାର ଶୀତଳ ଭଣ୍ଡାର ପାଲଟିଛି ତ ଆଉ କେଉଁ କ୍ୱାର୍ଟର ବାଉଁଶ କାରିଗରଙ୍କ କବ୍‌ଜାରେ । ଏହା ଥିଲା ୟୁନିଟ ଟୁ ଅଞ୍ଚଳର ସ୍ଥିତି।

Odisha Weather Update
୩ ଦିନ ପରେ ବର୍ଷିବ ! ଏବେ ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ଅସମ୍ଭାଳ ତାତି

ତତଲା କଡ଼େଇରେ ସିଝୁଛି ପଶ୍ଚିମ ଓଡ଼ିଶା । ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ରେକର୍ଡ । ୪୦ ଡିଗ୍ରୀ ଉପରେ ରାଜ୍ୟର ୨୫ ସହର ।

Odisha Politics, BJD, Sushant Singh
ବିଜେଡି ସହ ହେଲା କି ଡିଲ୍, ମାନିଗଲେ ସୁଶାନ୍ତ..!

ପଶ୍ଚିମ ଓଡିଶାର ୯ଟି ଜିଲ୍ଲାରେ ସଂଗଠନ କଥା ବୁଝିବାକୁ ତାଙ୍କୁ କୁହାଯାଇଥିବା ସୁଶାନ୍ତ କହିଥିବା ବେଳେ ବିଜେଡି କିନ୍ତୁ ବିଧିବଦ୍ଧ ଭାବେ କିଛି ଘୋଷଣା କରିନି।

dharmendra pradhan letter
ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି; ନଗଦ ଭତ୍ତା ଟଙ୍କା ପ୍ରଦାନ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ତୀବ୍ର ବିରୋଧ

ହିତାଧିକାରୀଙ୍କୁ ନଗଦ ଭତ୍ତା ପ୍ରଦାନ ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ବଦଳାଇବାକୁ ବିଜେପିର ଦାବି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅସନ୍ତୋଷ ଝାଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

why civil service aspirants not preferring free coaching provided by odisha govt
କାହିଁକି ବାହାର ମୁହାଁ ହେଉଛନ୍ତି ସିଭିଲ ସର୍ଭିସ ଆଶାୟୀ ?

ଆଇଏଏସ କୋଚିଂ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ହେଲେ ଫଳ ଶୂନ। ତଥ୍ୟ କହୁଛି ୨୦୧୬ରୁ ୨୦୧୮ ଯାଏଁ ରାଜ୍ୟରେ ୫୦ରୁ ଅଧିକ ଡିଗ୍ରୀ କଲେଜ ଏବଂ ୮ଟି ବିଶ୍ୱବିଦ୍ୟାଳୟରେ ମାଗଣା କୋଚିଂ ସେଣ୍ଟର ଖୋଲିଥିଲେ ସରକାର। ଏଥିପାଇଁ ଖର୍ଚ୍ଚ ହୋଇଥିଲା ୧ କୋଟି ୮୨ ଲକ୍ଷ।

PMAY
ରାଜ୍ୟରେ ଖୁବ୍‌ଶୀଘ୍ର ବଣ୍ଟାଯିବ ଆଉ ୯ ଲକ୍ଷ ଆବାସ ଘର

ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଏକ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।