• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Fake Certificate
ନକଲି ସାର୍ଟିଫିକେଟ୍‌ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଫେକ୍ ସାର୍ଟିଫିକେଟ୍ ରାକେଟର ମାଷ୍ଟରମାଇଣ୍ଡ ମନୋଜ ମିଶ୍ରଙ୍କ ସହ ପୂର୍ବତନ ମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହାରାଙ୍କ ଫଟୋ ଥିବା କହି ସରକାରଙ୍କୁ ନିଶାନା କରିଥିଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ।

Alcohol to become costlier
ମହଙ୍ଗା ହେବ ବିଦେଶୀ ମଦ, ସି-ବିଚ୍‌ରେ ଖୋଲିବ ଲିକର ସପ୍

ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତିକୁ କଡ଼ା ସମାଲୋଚନା କରିଛନ୍ତି ନିଶା ନିବାରଣ କର୍ମୀ।

Will CM Naveen Patnaik’s Japan tour yield?
କେତେ ଫଳପ୍ରଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ?

ପୋସ୍କୋ ଓଡ଼ିଶାରୁ ଫେରିଯିବା ଘଟଣା ବିଦେଶରେ ରାଜ୍ୟ ପାଇଁ ଦୁର୍ନାମ ଆଣିଛି କହିଲେ ଶିଳ୍ପସଂଘ ଓ ବିଶେଷଜ୍ଞ

Deepali Das
ଦୀପାଳି ହେଲେ ପ୍ରାର୍ଥୀ, ମହିଳା ସହ ଅନୁକମ୍ପା କାର୍ଡ ଖେଳିଲା ବିଜେଡି !

କଂଗ୍ରେସର ପ୍ରାର୍ଥୀ ଖୋଜା ଜାରି । ନବ ହତ୍ୟା ଷଡ଼ଯନ୍ତ୍ର ଇମ୍ପାକ୍ଟକୁ ନେଇ ଚର୍ଚ୍ଚା ।

Odisha Politics
ଗୃହରେ ମୁହାଁମୁହିଁ ନରସିଂହ-ଅରୁଣ, 5T ସ୍କୁଲକୁ ବଣିକ CMDଙ୍କ କଂପ୍ୟୁଟର ଯୋଗାଣ ନେଇ ବିରୋଧୀଙ୍କ ପ୍ରଶ୍ନ  

ବିଧାନସଭାରେ ବଣିକ କୋଚିଂ ଓ ଫେକ୍ ସାର୍ଟିଫିକେଟ ତାତି । ବିଜେଡି ଲିଙ୍କ ଅଭିଯୋଗ ଆଣି ବିରୋଧୀଙ୍କ ହଙ୍ଗାମା ।

Weather Forecast
ଭିଜିଲା ରାଜଧାନୀ ! ଅସରାଏ ବର୍ଷାରେ ଇସ୍କନ୍‌ ସାମ୍ନାରେ ଅଣ୍ଟେ ପାଣି

ଆସନ୍ତାକଲି ପାଇଁ ଉତ୍ତର ଓଡିଶାର ଅଧିକାଂଶ ଅଞ୍ଚଳ ଏବଂ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Kidnap
ରାଜଧାନୀରେ ବରିଷ୍ଠ ନାଗରିକଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାସ୍, ଜାଣନ୍ତୁ ପୁରା କାହାଣୀ...

ଅପହରଣକାରୀ କବଳରୁ ବଂଚି ନୂଆ ଜୀବନ ପାଇଥିବା ମନୋଜ ନିଜ ପ୍ରତିକ୍ରିୟାରେ ଏହା କହିଛନ୍ତି ।

Crime
୫ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ

ଅଭିଯୁକ୍ତ ପଦ୍ମଲୋଚନ ପାତ୍ରକୁ କାବୁ କରି ଥାନାରେ ଅଟକ ରଖିଛି ପୋଲିସ ।

Dipali Das
ଦୀପାଳି ଦାସ ହେଲେ ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ

ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ ।

Bouncer Gang Busted In Bhubaneswar
ପୋଲିସ୍‌ କବ୍‌ଜାରେ ଭୁବନେଶ୍ୱରର ଦୁର୍ଦ୍ଦାନ୍ତ ‘ବାଉନ୍ସର ଗ୍ୟାଙ୍ଗ’

କମିଶନରେଟ ପୋଲିସ୍‌ କବ୍‌ଜାରେ ରାଜଧାନୀର ଦୁର୍ଦ୍ଦାନ୍ତ ‘ବାଉନ୍ସର ଗ୍ୟାଙ୍ଗ’। ବଳିଷ୍ଠ ଚେହେରା ସାଙ୍ଗକୁ ଦେହରେ ଟାଟୁ କରିଥିବା ଏହି ଯୁବକମାନେ ବିବାଦୀୟ ଜମି ଅକ୍ତିଆର କରାଇବାକୁ ନେଉଥିଲେ ସୁପାରୀ।

Body Of Minor Boy Recovered From Daya River
ଦୟା ନଦୀରୁ ମିଳିଲା ନାବାଳକର ମୃତଦେହ, କାଲିଠୁ ନିଖୋଜ ଥିଲେ...

ଭୁବନେଶ୍ୱର ଦୟା ନଦୀରେ ଭାସି ନିଖୋଜ ନାବାଳକର ମୃତଦେହ ଉଦ୍ଧାର ହୋଇଛି। ଗତକାଲି ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁର ନିକଟରେ ସେ ଭାସି ଯାଇଥିଲେ।

Fake Post using otv logo
ପୁଣି ଓଟିଭି ଲୋଗୋକୁ ବ୍ୟବହାର କରି ମିଥ୍ୟା ଖବର ଭାଇରାଲ

ଏଭଳି ମିଥ୍ୟା ଖବର କରି ଭାଇରାଲ୍ କରିବା ଆଇନତଃ ଅପରାଧ।

Ram Navami Celebrations
ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ସାରା ଭାରତ

ଧର୍ମର ପ୍ରତୀକ, ଏକତାର ଆଦର୍ଶ, ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ । ପବିତ୍ର ରାମ ନବମୀରେ ରାମ ମୟ ଚତୁର୍ଦ୍ଦିଗ । ରାମ  ନାମ ଧ୍ୱନିରେ କମ୍ପୁଛି ମନ୍ଦିର ।

omfed Price Hike
ଏପ୍ରିଲ୍ ୧ରୁ ମହଙ୍ଗା ହେବ ଓମଫେଡ୍ କ୍ଷୀର, ବଢିବ ଚା’ ସାଙ୍ଗକୁ ଦୁଗ୍ଧଜାତ ଦ୍ରବ୍ୟର ଦାମ୍

ମହଙ୍ଗା ମାଡ଼ରେ ଆକ୍ତାମାକ୍ତା ଖାଉଟି ଉପରେ ଏବେ ପଡ଼ିବ କ୍ଷୀର ଦରବୃଦ୍ଧି ଚଡ଼କ। କାରଣ ପ୍ରତି ଘରେ ସକାଳୁ ନିଇତି ଖୋଜା ପଡ଼ୁଥିବା କ୍ଷୀର ଦାମ୍ ଲିଟର ପିଛା ୪ ଟଙ୍କା ବଢ଼ାଇବାକୁ ନିଷ୍ପତ୍ତି ନେଇଛି ଓମଫେଡ୍।

Weather
ଆଜି ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Panchang
Today Panchang 30th March 2023: ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଗୁରୁବାର

Rukuna Ratha
ବଢେଇ ବାଙ୍କ ଛକରେ ଅଟକିଲା ରୁକୁଣା ରଥ

୩ଟା ୩୦ରେ ରଥଟଣା ଆରମ୍ଭ ହେବାର ଥିଲେ ବି ନୀତିକାନ୍ତିରେ ବିଳମ୍ବ ଯୋଗୁଁ ୫ଟା ୧୫ରେ ରଥଟଣା ଆରମ୍ଭ ହୋଇଥିଲା । ରୁକୁଣା ରଥ ଦେଖିବା ଲାଗି ଭକ୍ତଙ୍କ ମଧ୍ୟରେ ଆଜି ସକାଳୁ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା ।

RD
RD ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଛାତ୍ରୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କାହିଁକି ଛାତ୍ରୀ ଜଣକ ଆତ୍ମହତ୍ୟା କଲେ ସେ ନେଇ କାରଣ ଅସ୍ପଷ୍ଟ ରହିଛି ।

Vanik CMD
‘ବଣିକ CMDଙ୍କ BJD ଲିଙ୍କ୍, ପିଲାଙ୍କୁ ଦେଉଥିଲେ ସରକାରୀ ଚାକିରି ଆଶା’

BJDର ଯେଉଁ ଲୋକ ଏଥିରେ ସଂପୃକ୍ତ, ସମସ୍ତଙ୍କୁ ତଦନ୍ତକୁ ଅଣାଯାଉ । ବିଧାନସଭାରେ ଏ ପ୍ରସଙ୍ଗ ଉଠାଇବୁ କହିଲେ କଂଗ୍ରେସର ବରିଷ୍ଠ ବିଧାୟକ ସନ୍ତୋଷ ସିଂହ ସାଲୁଜା ।

Jharsuguda By-Election
Breaking News: ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ

 ୨୧ରେ ଯାଞ୍ଚ, ୨୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେ’ ୧୩ରେ ଭୋଟ ଗଣତି ହେବ ।

Jayanarayan Mishra
ପୁଣି ଗୃହରେ ନବ ତାତି ! ଜୟ କହିଲେ ନିର୍ଯ୍ୟାସ ବାହାରୁନି ଯଦି ଗୃହର ଆବଶ୍ୟକ କ’ଣ..?

ବଡ଼ ଲୋକଙ୍କ ସମ୍ପୃକ୍ତି ଅଛି, ତେଣୁ ସରକାର ତଦନ୍ତ କରୁ ନାହାନ୍ତି କହିଲେ ଜୟ । 

Heavy Rain
ଏପ୍ରିଲ ୧ ଯାଏଁ ରାଜ୍ୟରେ ଝଡ଼ବର୍ଷା !

ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା । ଆଜିଠୁ ଆଉ ଏକ ପଶ୍ଚିମା ଝଡ଼ ।

Marichi Kund
ମରିଚିକୁଣ୍ଡ ଜଳ ପାଇଁ ରାତି ୧୧ରୁ ଲାଗିଲା ଭିଡ଼, କ’ଣ ରହିଛି ମାହାତ୍ମ୍ୟ..?

ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପୂର୍ବ ରାତ୍ରିରେ ମରିଚିକୁଣ୍ଡରୁ ଜଳ ନିଆଯାଇ ମହାପ୍ରଭୁଙ୍କ ରଥ ପ୍ରତିଷ୍ଠା କରାଯାଥାଏ ।

Rukuna Rath Yatra Of Lord Lingaraj In Bhubaneswar To Be Held Today
ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଅପରାହ୍ଣ ସାଢ଼େ ୧୨ଟାରୁ ପହଣ୍ଡି ବିଜେ

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଅପରାହ୍ଣ ସାଢ଼େ ୧୨ଟାରୁ ୧ଟା ୩୦ ମଧ୍ୟରେ ପହଣ୍ଡି ବିଜେ କାର୍ଯ୍ୟକ୍ରମ ରହିଛି।

Vanik
ବାଣିକ୍‌ ଇନଷ୍ଟିଚ୍ୟୁଟ୍‌ରେ ଜିଏସଟି ରେଡ଼୍‌

ବାଣିକ ଇନଷ୍ଟିଚ୍ୟୁଟ୍‌ରେ ଜିଏସଟି ରେଡ୍ । ରାଜଧାନୀର ଜଣାଶୁଣା କୋଚିଂ ଇନଷ୍ଟିଚ୍ୟୁଟରେ ଜିଏସଟି ପକ୍ଷରୁ ରେଡ୍ ହୋଇଥିବା ସୂଚନା ମିଳିଛି । କୋଚିଂ ଇନଷ୍ଟିଚ୍ୟୁଟରେ ସେଣ୍ଟ୍ରାଲ ଜିଏସଟି ଟିମ୍‌ ଚଢାଉ କରିଛି