ରାଜନୈତିକ, ବ୍ୟାବସାୟିକ ନା ବ୍ୟକ୍ତିଗତ ଶତ୍ରୁତାରୁ ହତ୍ୟା ? କ୍ରାଇମବ୍ରାଞ୍ଚ ଓ ରାଜ୍ୟ ସରକାରଙ୍କ ନୀରବତାକୁ ନେଇ ପ୍ରଶ୍ନ
ରାଜ୍ୟରେ ଆଜି ବି କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୧୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।
ଦେଶ ତଥା ରାଜ୍ୟ ପାଇଁ ଯାହାର ଅବଦାନ ଅବର୍ଣ୍ଣନୀୟ ତାଙ୍କୁ ଆଜି ପର୍ଯ୍ୟନ୍ତ ଭାରତ ରତ୍ନ ସମ୍ମାନ ନମଳିବାକୁ ନେଇ ଦେଖାଦେଇଛି ଅସନ୍ତୋଷ ।
ହତ୍ୟା ଅଭିଯୋଗ ଆଣିଲେ ମୃତ ଠିକାଦାରଙ୍କ ଭାଇ । ସଠିକ ତଦନ୍ତ କରି ହତ୍ୟାକାରୀଙ୍କୁ ଧରିବାକୁ ଦାବି ।
ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ।
ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ବର, ଖୋର୍ଦ୍ଧାରେ ରହଣି । ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ୧ଟା ୫୦ରେ ପୁରୀ ଛାଡ଼ିବ ।
ଆର୍ଟିଓୱାରୀ ଓ ଅଧିକାରୀୱାରୀ ଇ-ଚାଲାଣ ଆଦାୟ ଟାର୍ଗେଟ୍ ଦିଆଯାଇଥିବା କହିଛି ଏସଟିଏ। ଇ-ଚାଲାଣ ଜରିମାନା ଆଦାୟ ପାଇଁ ପରିବହନ ବିଭାଗର ଏଭଳି ଟାର୍ଗେଟ୍ ବ୍ୟବସ୍ଥାକୁ ନାପସନ୍ଦ କରିଛନ୍ତି ସଡ଼କ ସୁରକ୍ଷା ବିଶେଷଜ୍ଞ।
ନିର୍ବାଚନ ମଣ୍ଡଳୀରେ ରହି କାମ କରିବାକୁ ସୁପ୍ରିମୋ ପରାମର୍ଶ । ଯାହାକୁ ଡକରା ଆସିନି, ସେମାନଙ୍କ ଛାତି ଧଡ୍ ଧଡ୍ ।
କଂଗ୍ରେସ ଭବନ ଦେଖିନଥିବା ଲୋକଙ୍କୁ କମିଟିରେ ପଦ ପଦବୀ ମିଳିଥିବା ନେଇ ଆଣିଛନ୍ତି ଅଭିଯୋଗ। କିଛି ନିର୍ଦ୍ଦିଷ୍ଟ ବ୍ୟକ୍ତି ନିଜ ସ୍ୱାର୍ଥ ଲାଗି ଚିହ୍ନା ଜଣାଙ୍କୁ କମିଟିରେ ସ୍ଥାନ ଦେଇଥିବା କହି ସାଂସଦ ସପ୍ତଗିରି ଉଲାକାଙ୍କୁ ପରକ୍ଷରେ ଟାର୍ଗେଟ କରିବା ସହ ଦଳ ଭିତରର ଗୋହି ଖୋଳିଛନ୍ତି।
ଓଡିଶା ଲିଡରସିପ୍ ଆୱାର୍ଡ ୨୦୨୩ ଭୁବନେଶ୍ୱରରେ ପ୍ରଦାନ କରାଯାଇଛି । ୩୧ ତମ ଓଡ଼ିଶା ଲିଡରସିପ୍ ଆୱାର୍ଡରେ ମନ୍ତ୍ରୀ ପ୍ରଦୀପ ଅମାତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ସେପଟେ ବିଜେଡି ବିରୋଧୀଙ୍କ ପ୍ରଶ୍ନର ସିଧା ଉତ୍ତର ଦେଇପାରିନଥିବା ବେଳେ ଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଓଡ଼ିଶା ଲୋକେ କ୍ଷମା ଦେବିନି ବୋଲି କହିଛି ।
ସରକାରଙ୍କ ଅପରାଗତାକୁ ଦାୟୀ କରି ବର୍ଷିଲେ ବିରୋଧୀ । ବିଜେଡି କହିଲା ସେବେ ନଥିଲା ଆମ ସରକାର ।
ଗୋଟିଏ ପ୍ଲାଟଫର୍ମରେ ରହିବ ଦେଶର ସବୁ ଛାତ୍ରଛାତ୍ରୀଙ୍କ ତଥ୍ୟ,ଜି- ଟ୍ୱେଣ୍ଟି ସମ୍ମିଳନୀରେ NETF ଅଧ୍ୟକ୍ଷଙ୍କ ସୂଚନା
ଏଣିକି ବାହାର ଲୋକଙ୍କୁ କଲେଜ କ୍ୟାମ୍ପସ ଭିତରେ ପ୍ରବେଶ ଉପରେ କଟକଣା ଲାଗିଛି। ବିଜେବି କଲେଜରେ ଛାତ୍ରଙ୍କୁ ଆକ୍ରମଣ ଘଟଣାରେ କଲେଜ କର୍ତ୍ତୃପକ୍ଷ ଏହି କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଜୁଲାଇ ୧୦ ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ । ଜୋର ଧରିଲା ରତ୍ନଭଣ୍ଡାର ଖୋଲାଯିବା ଦାବି ।
ଧର୍ମକୁ ନେଇ ରାଜନୀତି ଠିକ୍ ନୁହେଁ କହିଲା ବିଜେଡି । ମୃତ ଚନ୍ଦ୍ରକାନ୍ତ ମିର୍ଦ୍ଦାଙ୍କ ଗାଁରେ ଜାତୀୟ ST କମିଶନ୍ ।
ଜ୍ୟରେ ବଢୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି ଜନସ୍ୱାସ୍ଥ୍ୟ ବିଭାଗ।
ଓଡ଼ିଶାରେ ୧୨ ଦିନ ଲୁଚିଥିଲା ଗ୍ୟାଙ୍ଗଷ୍ଟର ଗୁଡ୍ଡୁ ମୁସଲିମ୍, ଜାତୀୟ ଗଣମାଧ୍ୟମ ରିପୋର୍ଟକୁ ନେଇ ପୁଣି ହଇଚଇ ।
କ୍ଲିନିକ୍ ଓ ଲାବୋରେଟାରୀରେ କାର୍ଯ୍ୟରତ ଷ୍ଟାଫ୍ ମଧ୍ୟ ପିନ୍ଧିବେ ମାସ୍କ । ଥଣ୍ଡାକାଶରେ ପୀଡ଼ିତ ବ୍ୟକ୍ତି ମାସ୍କ ପିନ୍ଧିବା ବାଧ୍ୟତାମୂଳକ ।
ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା । ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ହେବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି ।
ସମ୍ବଲପୁର ହିଂସା ଓ ଗୁଡ୍ଡୁ ମୁସଲିମ୍ ଓଡ଼ିଶା ଲିଙ୍କର ହେଉ ତଦନ୍ତ-ସୁରେଶ ପୂଜାରୀ
ଘେରିଲା ଉପଭୋକ୍ତା ସଂଘ, ୨୦ବର୍ଷ ତଳର ଭିତ୍ତିଭୂମିରେ ସେବାକୁ ନେଇ ପ୍ରଶ୍ନ । ଗ୍ରାଉଣ୍ଡ ଜିରୋରୁ ଆସୁଛି ବିଜୁଳି କାଟ୍ ଯନ୍ତ୍ରଣା ଓ ପରିଣାମର ମାଳ ମାଳ ଚିତ୍ର ।
୩୫ ଲକ୍ଷ ଖରିଫ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪୪୧ କୋଟିର ସୁଧ ରିହାତି ଘୋଷଣା । ଭେଳିକି କହି ଅସଲ ଚାଷୀଙ୍କ ପ୍ରଶ୍ନ, କୁଆଡ଼େ ଯାଉଛି ଋଣ ଟଙ୍କା ଓ ସୁବିଧା ?
ପ୍ରଶ୍ନପତ୍ର ସଠିକ ଭାବେ ଯାଞ୍ଚ ହୋଇନଥିବା ଅଭିଯୋଗ ଆଣିଥିଲେ ପରୀକ୍ଷାର୍ଥୀ। ତେଣୁ ପୁଣିଥରେ ପରୀକ୍ଷା କରିବାକୁ ଦାବି କରିଥିଲେ ପରୀକ୍ଷାର୍ଥୀ।