ବିଜୁ ବାବୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ଦିନରେ ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ଗସ୍ତ କରୁଛନ୍ତି । ସରକାରୀ ପ୍ରକଳ୍ପର ଶୁଭାରମ୍ଭ ସହ ବିଭିନ୍ନ ସାଧାରଣ ସଭାରେ ଯୋଗ ଦେବେ ନବୀନ । ସ୍ୱତନ୍ତ୍ର ଭାବେ ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶାକୁ ଯୋଡୁଥିବା ବିଜୁ ଏକ୍ସପ୍ରେସ୍ ୱେ'ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।
ପଞ୍ଚାୟତିରାଜ ଦିବସକୁ ବିଜେପି ୩୧୪ ବ୍ଲକ ଆଗରେ ଭ୍ରଷ୍ଟାଚାର ଦିବସଭାବେ ପାଳନ କରିବ । ହାତରେ କଳା କପଡା ବାନ୍ଧି ଦଳ ବିରୋଧ ପ୍ରଦର୍ଶନ କରିବ ବୋଲି କହିଛି ।
ଓଟିଭି ପାଇଁ ଗୀତ ମଧ୍ୟ ଗଇଛନ୍ତି ଅନୁ ମଲ୍ଲିକ । ଅନ୍ ଦ ସ୍ପଟ୍ ଗୀତ ଲେଖିଲେ । ଷ୍ଟେଜ୍ ଉପରେ କହୁ କହୁ ଓଟିଭି ପାଇଁ ଗାଇଦେଲେ ଗୀତ ।
ବର୍ତ୍ତମାନର ଯୁବ ପିଢ଼ି କିଭଳି ସୋସିଆଲ ମିଡିଆ ଜରିଆରେ ରାତା ରାତି ଷ୍ଟାର ହେଉଛନ୍ତି, ସେହି ବିଷୟରେ ମଧ୍ୟ କହିଛନ୍ତି । ଆଉ ଏହାର ପ୍ରଭାବ କେତେ ଖରାପ ତାହା ମଧ୍ୟ କହିଛନ୍ତି ।
ଭାରତୀୟ ରିଜର୍ଭ ବ୍ୟାଙ୍କଠାରୁ ଅନୁମତି ହାସଲ କରିବାଠାରୁ ଆରମ୍ଭ କରି ବର୍ତ୍ତମାନର ଡିଜିଟାଲ୍ ବ୍ୟାଙ୍କିଙ୍ଗ୍ ପର୍ଯ୍ୟନ୍ତ ଚେତନାଙ୍କ ମନ୍ଦେସୀ ମହିଳା ସହକାରୀ ବ୍ୟାଙ୍କ କେତେ ସମସ୍ୟାକୁ ଅତିକ୍ରମ କରିଛି ସେ କାହାଣୀ ବଖାଣିଥିଲେ ।
ମୁଖ୍ୟବକ୍ତା ଭାବେ ଯୋଡ଼ିହୋଇଥିଲେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ । ତାଙ୍କୁ ସ୍ୱାଗତ କରିଥିଲେ ଜଗି ।
ମାର୍ଚ୍ଚ ୩ ତାରିଖକୁ କାନଭାସ ପରିବାର ରାଉରକେଲା ଦିବସ ରୂପେ ପାଳନ କରୁଛି ।
ଓଟିଭି ଫୋରସାଇଟର ଏହି ତ୍ରୟୋଦଶ ସଂସ୍କରଣରେ ଏଥର ସାମିଲ୍ ହେବାକୁ ଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ବିଶିଷ୍ଟ ବଲିଉଡ୍ ଚଳଚ୍ଚିତ୍ର ନିର୍ଦେଶକ ବିବେକ ଅଗ୍ନିହୋତ୍ରୀ, ଜଣାଶୁଣା ଅଭିନେତ୍ରୀ ପଲ୍ଲବୀ ଯୋଷୀ, ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକ ପ୍ରମୁଖ।
ସ୍ଥିତି ସୁଧାରିବାକୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଥିବାର ଚର୍ଚ୍ଚା । ବିରୋଧୀ କହିଲେ-ଫରକ୍ ପଡ଼ିବନି ନବୀନଙ୍କ ଗସ୍ତ ।
ପୋଲିସକୁ ପୋଷ୍ଟମର୍ଟମ ରିପୋର୍ଟ ଦେଲା ଭିମସାର୍ । ବନ୍ଧୁ ପ୍ରୀତିମାନଙ୍କ ସହିତ ଆଉ ଜଣେ ଅଟକ ।
ଆସନ୍ତାକାଲି ସବୁ ଏସ୍ପି ଓ ଡିସିପି ଅଫିସ ଘେରାଉ । କାଉଣ୍ଟରରେ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି ।
ପୁରୀ ସ୍ୱର୍ଗଦ୍ୱାରରେ ପିଣ୍ଟୁ ନନ୍ଦଙ୍କ ହେଲା ଅନ୍ତିମ ସତ୍କାର । ଜଣେ ଓଡ଼ିଆ କଳାକାରଙ୍କୁ ସରକାରଙ୍କ ଅଣଦେଖା ନେଇ ବିଭିନ୍ନ ବର୍ଗର ନିନ୍ଦା ।
ପରିବାର, ପ୍ରୀୟଜନ, ବନ୍ଧୁ ତାଙ୍କ ଅନ୍ତିମ ସତ୍କାରରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ପଟିଆ ସ୍ଥିତ ବାସଭବନରେ ପିଣ୍ଟୁଙ୍କୁ ଆଜି ଶହ ଶହ ଫ୍ୟାନ୍ସ ଓ ସମର୍ଥକ ଶେଷ ଦର୍ଶନ କରିଥିଲେ ।
ଚିନ୍ମୟୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ସ୍ୱତନ୍ତ୍ର ପୋଲିସ୍ ଟିମ୍ ଗଠନ ହୋଇଛି । ସମ୍ବଲପୁର ପୋଲିସ୍ ତିନି ଟିକିଆ ପୋଲିସ୍ ଟିମ୍ ଗଠନ କରିଛି । ଅଲଗା ଅଲଗା ସ୍ଥାନକୁ ଯାଇ ଏହା ତଦନ୍ତ କରିବ । ଗୋଟିଏ ଟିମ୍ ଚିନ୍ମୟୀ ରହୁଥିବା ଭୁବନେଶ୍ୱର ବିଜେବି ନଗର ଭଡ଼ା ଘରକୁ ଯାଇ ଖୋଳତାଡ଼ କରିବ। ଚିନ୍ମୟୀ ଯେଉଁଠି ରହୁଥିଲେ ସେ ଘରେ ତଦନ୍ତ ହେବ।
ଯକୃତଜନିତ ରୋଗରେ ପୀଡ଼ିତ ଏହି ଲୋକପ୍ରିୟ କଳାକାର ଗତ ରାତି ୧୧ଟା ୨୫ ମିନିଟରେ ମେଡିକାଲର ଭେଣ୍ଟିଲେଟର ଭିତରେ ନୀରବି ଯାଇଛନ୍ତି ।ଯାହାଙ୍କ ପରଲୋକରେ ଭାଙ୍ଗିପଡ଼ିଛନ୍ତି ଫ୍ୟାନଙ୍କ ସହ ଆତ୍ମୀୟ ସ୍ୱଜନ, ବନ୍ଧୁବାନ୍ଧବ । ଲୁହ ଝରାଉଛନ୍ତି ସାଥୀ କଳାକାର । ସ୍ତବ୍ଧ ଓଲିଉଡ ।
କାଁ ଭାଁ ଲାଗିଛି, ଅନ୍ୟ କେଉଁଠି ନାହିଁ ଚିହ୍ନବର୍ଣ୍ଣ । ସିଜିନାଲ ଗଛ, ମରିଗଲା ବୋଲି କହିଲେ ମେୟର । ଦୁର୍ନୀତି ଗନ୍ଧ ବାରିଲେ ବିରୋଧୀ ।
ରାଜ୍ୟରେ ୧୦ ହଜାର ୭୧୯ କ୍ୟାଡର ପୋଷ୍ଟ ଥିବା ବେଳେ ମାତ୍ର ୪୦ରୁ ୪୫ ପ୍ରତିଶତ ଡାକ୍ତରରେ କାମ ଚାଲିଛି । ତେଣୁ ସରକାର ଡାକ୍ତରମାନଙ୍କୁ ୨୪ ଘଣ୍ଟା କାମରେ ଖଟାଉଛନ୍ତି ।
କାଲି ସବୁ ଥାନାରେ FIR ଦେବ ବିଜେପି । ଶନିବାର SP ଅଫିସ ଆଗରେ ବିକ୍ଷୋଭ । ରାଜ୍ୟରେ ଚାଲିଛି ହିଟଲରୀ ଶାସନ କହିଲା କଂଗ୍ରେସ ।
ଟ୍ରାଫିକ୍ ବନ୍ଦ ଥିବାରୁ ସଂଧ୍ୟାରେ ପଛକୁ ପଛ ଲାଗୁଛି ଗାଡିର ଲମ୍ବା ଲାଇନ୍ । ଗ୍ରାନ ସିଗନାଲ ମିଳିବା ପରେ ଯେତିକି ଯାଉଛନ୍ତି ତାହାଠାରୁ ଅଧିକ ରହୁଛନ୍ତି । ତେଣୁ ପୁଣି ପଛକୁ ପଛ ଗାଡି ଆସୁଥିବାରୁ ଜାମ୍ କମିବାରେ ନା ନେଉନି। ଯଦି ଟ୍ରାଫିକ୍ ନିୟମ ମାନିକି ଯାଉଛନ୍ତି ତାହାଲେ ଡେରି ହେଉ ପଛରେ ଠିକ୍ରେ ଯାଇ ହେଉଛି । ଯଦି ମନଇଚ୍ଛା ଗାଡି ପାର୍କିଂ କରୁଛନ୍ତି ତେବେ କଥା ସରିଲା । ସିଗନାଲ ତ ମିଳିଥିବ କିନ୍ତୁ ଗାଡି ଆଗକୁ ବଢିପାରୁନାହିଁ। ଯାହାକୁ ନେଇ ଏବେ ଚିନ୍ତାରେ ରାଜଧାନୀବାସୀ ।
ଶ୍ରୀମନ୍ଦିରରୁ ଆଶିଷ ନେବା ପରେ ଦାୟିତ୍ୱ ଗ୍ରହଣ କଲେ ବାବୁ ନମ୍ବର ୱାନ୍ ତଥା ମୁଖ୍ୟ ସଚିବ ପ୍ରଦୀପ ଜେନା ।
ହତ୍ୟା, ଆତ୍ମହତ୍ୟା ନା କୌଣସି ଦୁର୍ଘଟଣା ? ୨୦ ଘଣ୍ଟା ପରେ ବି ଲାଗିରହିଛି ସସପେନ୍ସ ।
ଲୋୟର ପିଏମ୍ଜି ଖଣ୍ଡଯୁଦ୍ଧ ପରେ ବିଜେପି-ବିଜେଡି ମୁହାଁମୁହିଁ । ଧର୍ମେନ୍ଦ୍ରଙ୍କ ଇଙ୍ଗିତରେ ପୋଲିସକୁ ଆକ୍ରମଣ କରାଯାଇଛି କହିଛି ବିଜେଡି ।
ଘୋଷଣାର ଦୀର୍ଘଦିନ ପରେ ଓବିସି ସର୍ଭେକୁ ଗ୍ରୀନ୍ ସିଗ୍ନାଲ । ପଛୁଆ ବର୍ଗର ଭୋଟ୍ ନେବାକୁ କସରତ ଆରମ୍ଭ ।
ସୋସିଆଲ ମିଡିଆରେ ବୁଲୁଥିବା ପ୍ରଶ୍ନପତ୍ର ନକଲି କହିଲେ ମନ୍ତ୍ରୀ । ସାଇବର ଥାନାରେ ଗଣଶିକ୍ଷା ବିଭାଗର ଏତଲା ।
ଏଥିରେ ରାଜ୍ୟର ବିଶିଷ୍ଟ ମହିଳା ଓ ଯୁବତୀ ମାନଙ୍କ ସଫଳତାର ଯାତ୍ରା ସଂପର୍କରେ ଆଲୋଚନା କରାଯାଇଥିଲା ।