• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

JOLLYWOOD
ଆଉ ଯାତ୍ରାରେ ଚଳିବନି ଅଶ୍ଳୀଳତା-ନଗ୍ନତା-ଅଙ୍ଗ ପ୍ରଦର୍ଶନ କିମ୍ବା ଦ୍ୱିଅର୍ଥ ବୋଧକ ଶବ୍ଦ

​​​​​​​ଜିଲ୍ଲାପାଳଙ୍କୁ ରାଜ୍ୟ ସଂସ୍କୃତି ବିଭାଗର ନିର୍ଦ୍ଦେଶ । କଳାକାରଙ୍କ ସ୍ୱାଗତ, ସଫଳ କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ।

Happy Holi
ଭକ୍ତଙ୍କ ସହ ଭଗବାନଙ୍କ ରଙ୍ଗ ଖେଳ, ଦୋଳ ମେଳଣରେ ଦୁଲୁକୁଛି ଗାଁ ଦାଣ୍ଡ

ସୁନାବେଶରେ ଦର୍ଶନ ଦେଲେ ଶ୍ରୀଜିଉ । ରାତି ପାହିଲେ ରଙ୍ଗର ପର୍ବ ହୋଲି ।

Gopal Das - Naba Das
'ପାଗଳ ନୁହେଁ ଗୋପାଳ ଦାସ', 'ସୁପାରୀ ଦେଇଥିବା ବ୍ୟକ୍ତି ହିଁ ଖସାଇବାକୁ ଦେଇଛି ପ୍ରତିଶ୍ରୁତି' !

କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟା ଉପରେ ବଢିିଲା ସନ୍ଦେହ । କ୍ରାଇମବ୍ରାଂଚ ଓ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ।

Chinmayee
ମର୍ଡର ନୁହେଁ, ପାଣିରେ ବୁଡ଼ି ଚିନ୍ମୟୀଙ୍କ ମୃତ୍ୟୁ ! ବିଶ୍ୱାସ କରିପାରୁ ନାହାନ୍ତି ପରିବାର ଲୋକ...

ଅଭିଯୁକ୍ତର ବାପା ଗୃହ ବିଭାଗରେ ଅଫିସର ଥିବାରୁ ତାଙ୍କୁ ପୋଲିସଠାରୁ ନ୍ୟାୟ ମିଳିବନି ବୋଲି ଦୋହରାଇଛନ୍ତି ଚିନ୍ମୟୀଙ୍କ ମାଆ । ତେଣୁ ନ୍ୟାୟ ପାଇଁ ଦରକାର ପଡ଼ିଲେ ହାଇକୋର୍ଟରୁ ସୁପ୍ରିମକୋର୍ଟ ଯାଏଁ ଯିବୁ ବୋଲି କହିଛନ୍ତି ଚିନ୍ମୟୀଙ୍କ ମାଆ ।

Narasingha Mishra
ନବ ହତ୍ୟା ନେଇ ନରସିଂହଙ୍କ ନୂଆ ତଥ୍ୟ, ଝିଅ ଦୀପାଳିଙ୍କ ଇମୋସ୍‌ନାଲ ଆଟାକ୍...

ଓଡ଼ିଶା ସରକାର ଗୋପାଳକୁ ବଞ୍ଚେଇବାକୁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରୁଥିବା କହି ସାଂଘାତିକ ଅଭିଯୋଗ କରିଛନ୍ତି ଜୟନାରାୟଣ ।

BJD MP Bhartruhari Mahtab questions police action during BJP protest in Bhubaneswar
ବିଜେପି କର୍ମୀଙ୍କ ବିକ୍ଷୋଭରେ ପୋଲିସ୍‌ କାର୍ଯ୍ୟାନୁଷ୍ଠାନ, ରାଜ୍ୟ ସରକାରଙ୍କୁ ବିଜେଡି ସାଂସଦଙ୍କ ଟାର୍ଗେଟ୍‌

ଭୁବନେଶ୍ୱରରେ ବିକ୍ଷୋଭ ବେଳେ ବିଜେପି କର୍ମୀଙ୍କ ଉପରେ ପୋଲିସର ଆକ୍ରମଣ ଓ ବ୍ୟବହାରକୁ ନେଇ ବିଜେଡିର ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବ ପ୍ରଶ୍ନ ଉଠାଇଛନ୍ତି। 

Matric Exam
​​​​​​​ମାଟ୍ରିକ ପରୀକ୍ଷାକୁ ୩ ଦିନ, କପି ରୋକିବାକୁ ଜୋରଦାର କସରତ

ଭାଇରାଲ୍ ରୋକିବାକୁ ହୋଇଛି ସ୍ୱତନ୍ତ୍ର ଷ୍ଟ୍ରାଟେଜି । ଏକଜାମ୍ ହଲକୁ ମୋବାଇଲ୍ ମନା । ୩୧୬ ନୋଡାଲ ସେଣ୍ଟରରେ ରହିଛି ପ୍ରଶ୍ନପତ୍ର ।

Odisha Politics
ଓଡ଼ିଶାରେ ଆକ୍ରୋଶ ରାଜନୀତି ! ସରକାରଙ୍କୁ ପ୍ରଶ୍ନ କଲେ ମିଳୁଛି ଜେଲ...

ଦୁଇ ଏବିଭିପି ଛାତ୍ରନେତା ଓ ସାଲୁଜାଙ୍କ ପୁଅ ବି ଗିରଫ ହୋଇ ଜେଲରେ । ରାଜ୍ୟ ସରକାରଙ୍କ ବିରୋଧୀ ଦମନ ଅଭିଯାନକୁ ନେଇ ପ୍ରଶ୍ନ ।

Odisha Politics
'ବିଜୁ ଓଡ଼ିଶା' ବନାମ୍ 'ନବୀନ ଓଡ଼ିଶା' ! ଦଳର ଭବିଷ୍ୟତ ଉତ୍ତରାଧିକାରୀ ଲାଗି ଏହି ଚିନ୍ତାଧାରା କି?

ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନବାଣକୁ ନେଇ ଚର୍ଚ୍ଚା । କ୍ଷମତାର ମହୁ ଖାଇବା ଯୋଗ୍ୟତା ତୁମର ଅଛି କି କହିଲେ ସୌମ୍ୟ ।

Dharmendra Pradhan
‘ଏ ଗର୍ବ ଅହଙ୍କାର ତିଷ୍ଠିବନି, ରାବଣ-ଦୁର୍ଯ୍ୟୋଧନଙ୍କ ଅହଙ୍କାର ରହିନି...’

‘ଆପଣଙ୍କ ଜେଲ୍ କମ୍ ପଡ଼ିଯିବ, ରାବଣ ଦୁର୍ଯ୍ୟୋଧନ ଅହଂକାର ତିଷ୍ଠିବନି । ରାଜ୍ୟରେ ସିଷ୍ଟମ୍ ଫେଲ୍ ଆଡକୁ ଯାଉଛି, ଲ ଲେସନେସ୍ ଆଡକୁ ଯାଉଛି’

Gopal Das
ନବ ଦାସ ହତ୍ୟା ମାମଲା ନେଇ ଆସିଲା ବଡ଼ ଖବର ! ଗୋପାଳ ଦାସ ପାଗଳ ନୁହେଁ...

ଟେଷ୍ଟ ରିପୋର୍ଟ ଅନୁସାରେ ଗୋପାଳ ପାଗଳ ନୁହେଁ ବୋଲି ସ୍ପଷ୍ଟ ଉଲ୍ଲେଖ ।

Rain
ତାତିରୁ ମିଳିବ ତ୍ରାହି : ହୋଲିରେ ହାଲୁକା ବର୍ଷା

ଆଜିଠୁ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ଯୋଗୁଁ ସାମାନ୍ୟ ଗୁଳୁଗୁଳି ହେବ

Summer
କଲବଲ କରୁଛି ତାତି; ରାଜ୍ୟରେ ଆହୁରି ବଢ଼ିବ ତାପମାତ୍ରା

ତାଳଚେରରେ ସର୍ବାଧିକ ୩୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଥିବା ବେଳେ ରାଜଧାନୀ ଭୁବନେଶ୍ୱର ଦ୍ୱିତୀୟ ତତଲା ସହର ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

DAKOTA
ପୁନର୍ଜନ୍ମ ପାଇଲା ବିଜୁ ବାବୁଙ୍କ ଡାକୋଟା ବିମାନ

ବିଜୁ ବାବୁଙ୍କ ସନ୍ତକ ଓ ଅପାସୋରା ସ୍ମୃତି ବିଜଡ଼ିତ ଡାକୋଟା ବିମାନକୁ ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରର ଟର୍ମିନାଲ ୱାନ୍ ସମ୍ମୁଖରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ପ୍ରଦର୍ଶିତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ।

37 Degrees C In Odisha
ତତଲା କଡେଇରେ ସିଝିବ ଓଡ଼ିଶା !

ଆଜି ୮ଟି ସ୍ଥାନରେ ୩୮ ଡିଗ୍ରୀ ଉପରେ ରହିଛି ପାରଦ । ଉଭୟ ସମ୍ବଲପୁର ଓ ତାଳଚେରରେ ଦିନର ସର୍ବାଧିକ ତାପମାତ୍ରା ୩୮.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ମଧ୍ୟ ୩୮ ଡିଗ୍ରୀ ଉପରେ ରହିଥିଲା ।

CM Naveen Patnaik unevil’s Biju Patnaik's iconic ‘Dakota’ aircraft
ନୂଆ ରୂପରେ ବିଜୁ ବାବୁଙ୍କ ଡାକୋଟା, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବହୁ ଦିନ ପ୍ରତୀକ୍ଷାର ଅନ୍ତ ହେବା ସହ ଶେଷରେ ବିଜୁ ବାବୁଙ୍କ ସ୍ମୃତି ବହନ କରୁଥିବା ‘ଡାକୋଟା’ ବିମାନ ଲୋକାର୍ପିତ ହୋଇଛି। 

Union minister Nitin Gadkari
ଓଟିଭି ଫୋରସାଇଟ ୨୦୨୩; ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମାନସମନ୍ଥନ

ଗୋଟିଏ ମଂଚରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା, ପର୍ଯ୍ୟାଲୋଚନା ଓ ନିଷ୍କର୍ସ ବାହାର କରିବାର ପ୍ରୟାସ । ବିଗତ ବର୍ଷଗୁଡ଼ିକ ଭଳି ଏଥର ବି ଓଟିଭି ଫୋରସାଇଟରେ ହୋଇଥିଲା ସେମିତି ଉଦ୍ୟମ । ବିଜନେସ ସେସନରେ ଭାଗ ନେଇଥିଲେ ଦେଶର ଦୁଇ ପ୍ରତିଷ୍ଠିତ ଉଦ୍ୟୋଗୀ- ତେତନା ସିହ୍ନା ଓ ପ୍ରକାଶ ଗୁହା ।

BJD
୨୦୨୪ ପାଇଁ ବିଜେଡିର ରଣନୀତି; ଏଣିକି ନବୀନ ଓଡ଼ିଶା ନାରା

ବିଜୁ ବାବୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ଦିନରେ ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ଗସ୍ତ କରୁଛନ୍ତି । ସରକାରୀ ପ୍ରକଳ୍ପର ଶୁଭାରମ୍ଭ ସହ ବିଭିନ୍ନ ସାଧାରଣ ସଭାରେ ଯୋଗ ଦେବେ ନବୀନ । ସ୍ୱତନ୍ତ୍ର ଭାବେ ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶାକୁ ଯୋଡୁଥିବା ବିଜୁ ଏକ୍ସପ୍ରେସ୍ ୱେ'ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

bjp
ଆସନ୍ତାକାଲି ବିଜେପି ପାଳିବ ଭ୍ରଷ୍ଟାଚାର ଦିବସ

ପଞ୍ଚାୟତିରାଜ ଦିବସକୁ ବିଜେପି ୩୧୪ ବ୍ଲକ ଆଗରେ ଭ୍ରଷ୍ଟାଚାର ଦିବସଭାବେ ପାଳନ କରିବ । ହାତରେ କଳା କପଡା ବାନ୍ଧି ଦଳ ବିରୋଧ ପ୍ରଦର୍ଶନ କରିବ ବୋଲି କହିଛି ।

Annu Mallik
OTV Foresight 2023: ଜଗନ୍ନାଥଙ୍କ ଦର୍ଶନ ପରେ ମୋର ନୂଆ ଜୀବନ ଆରମ୍ଭ ହୋଇଥିଲା

ଓଟିଭି ପାଇଁ ଗୀତ ମଧ୍ୟ ଗଇଛନ୍ତି ଅନୁ ମଲ୍ଲିକ । ଅନ୍‌ ଦ ସ୍ପଟ୍ ଗୀତ ଲେଖିଲେ । ଷ୍ଟେଜ୍‌ ଉପରେ କହୁ କହୁ ଓଟିଭି ପାଇଁ ଗାଇଦେଲେ ଗୀତ ।

Annu Mallik
OTV Foresight 2023: ଷ୍ଟେଜ୍‌ରେ ଅନ୍‌ ଦ ସ୍ପଟ୍‌ ଓଟିଭି ପାଇଁ ଗୀତ କମ୍ପୋଜ କଲେ ଅନୁ ମଲ୍ଲିକ୍, ଶୁଣନ୍ତୁ...

ବର୍ତ୍ତମାନର ଯୁବ ପିଢ଼ି କିଭଳି ସୋସିଆଲ ମିଡିଆ ଜରିଆରେ ରାତା ରାତି ଷ୍ଟାର ହେଉଛନ୍ତି, ସେହି ବିଷୟରେ ମଧ୍ୟ କହିଛନ୍ତି । ଆଉ ଏହାର ପ୍ରଭାବ କେତେ ଖରାପ ତାହା ମଧ୍ୟ କହିଛନ୍ତି ।

Chetana Sinha
ଗାଁରେ ମହିଳାଙ୍କ ପାଇଁ ବ୍ୟାଙ୍କ ଖୋଲି ସାରା ଦେଶରେ ଚର୍ଚ୍ଚିତ ଚେତନା ସିହ୍ନା, ଜାଣନ୍ତୁ ପୁରା କାହାଣୀ...

ଭାରତୀୟ ରିଜର୍ଭ ବ୍ୟାଙ୍କଠାରୁ ଅନୁମତି ହାସଲ କରିବାଠାରୁ ଆରମ୍ଭ କରି ବର୍ତ୍ତମାନର ଡିଜିଟାଲ୍ ବ୍ୟାଙ୍କିଙ୍ଗ୍ ପର୍ଯ୍ୟନ୍ତ ଚେତନାଙ୍କ ମନ୍ଦେସୀ ମହିଳା ସହକାରୀ ବ୍ୟାଙ୍କ କେତେ ସମସ୍ୟାକୁ ଅତିକ୍ରମ କରିଛି ସେ କାହାଣୀ ବଖାଣିଥିଲେ ।

Jagi Mangat Panda
OTV Foresight 2023: ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ଆରମ୍ଭ କଲେ MD ଜଗି ମଙ୍ଗତ ପଣ୍ଡା

ମୁଖ୍ୟବକ୍ତା ଭାବେ ଯୋଡ଼ିହୋଇଥିଲେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ । ତାଙ୍କୁ ସ୍ୱାଗତ କରିଥିଲେ ଜଗି ।

Jagi Mangat Panda
ଓଟିଭି ଏମ୍‌ଡି ଜଗି ମଙ୍ଗତ ପଣ୍ଡାଙ୍କୁ ଉତ୍କଳ ରତ୍ନ ସମ୍ମାନ

ମାର୍ଚ୍ଚ ୩ ତାରିଖକୁ କାନଭାସ ପରିବାର ରାଉରକେଲା ଦିବସ ରୂପେ ପାଳନ କରୁଛି ।

OTV Foresight
ଆଜି ଓଟିଭି ଫୋରସାଇଟ୍ ୨୦୨୩, ସକାଳ ୧୦.୩୦ରୁ ଓଟିଭିରେ ସିଧା ପ୍ରସାରଣ

ଓଟିଭି ଫୋରସାଇଟର ଏହି ତ୍ରୟୋଦଶ ସଂସ୍କରଣରେ ଏଥର ସାମିଲ୍ ହେବାକୁ ଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ବିଶିଷ୍ଟ ବଲିଉଡ୍ ଚଳଚ୍ଚିତ୍ର ନିର୍ଦେଶକ ବିବେକ ଅଗ୍ନିହୋତ୍ରୀ, ଜଣାଶୁଣା ଅଭିନେତ୍ରୀ ପଲ୍ଲବୀ ଯୋଷୀ, ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକ ପ୍ରମୁଖ।