• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

School Teacher
ବିନା କାରଣରେ ସ୍କୁଲ ଆସୁନଥିଲେ ଶିକ୍ଷକ, ଚାକିରିରୁ ବାହାର କଲେ ସରକାର

ମାଲକାନଗିରିରେ ଡ୍ୟୁଟି ଖିଲାପି ଶିକ୍ଷକଙ୍କୁ ଗଣଶିକ୍ଷା ବିଭାଗର ସମୁଚିତ ଶିକ୍ଷା । ବିନା କାରଣରେ ସ୍କୁଲ ଆସୁନଥିବା ୧୦ ଶିକ୍ଷକଙ୍କୁ ଚାକିରିରୁ ବିଦା କଲେ ଡିଇଓ ।

Unemployment
ନିଯୁକ୍ତିର ନାଁ ଗନ୍ଧ ନାହିଁ, ଓଡ଼ିଶାରେ କିନ୍ତୁ ଧାଏଁ ଧାଏଁ ଖସୁଛି ବେକାରୀ ହାର

CMIE ସର୍ଭେ ରିପୋର୍ଟରେ ଆସିଛି ଗୋଲାପି ତଥ୍ୟ । ବିରୋଧୀ କହିଲେ ପ୍ରାୟୋଜିତ ରିପୋର୍ଟ, ଜବାବ ରଖିଲା ବିଜେଡି ।

Indigo official Abhisekh helps six month pregnant woman
Viral: ବିମାନ କର୍ମଚାରୀ ଅଭିଷେକଙ୍କ ମହାନତା; ଗର୍ଭବତୀଙ୍କ ପାଇଁ ସାଜିଲେ ରକ୍ଷକ

ଭୁବନେଶ୍ୱର ବିମାନ ବନ୍ଦରରେ ଫସିଯାଇଥିଲେ ମୁମ୍ବାଇର ପାର୍ଥ ଭାନୁଶାଲି। ତାଙ୍କ ପତ୍ନୀ ଗର୍ଭବତୀ ଥିଲେ। ବିମାନବନ୍ଦରରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇଗଲା। ସେଠାରେ କୌଣସି ଔଷଧ ଦୋକାନ ନଥିଲା। ଦେବଦୂତ ହୋଇ ଆସିଲେ ବିମାନ କର୍ମଚାରୀ ଅଭିଷେକ। କଲେ ଏମିତି….

Odisha Hockey World Cup
‘ହକି ବିଶ୍ୱକପ୍ ପାଇଁ କୌଣସି ବାଧ୍ୟତାମୂଳକ ଗାଇଡ୍‌ଲାଇନ୍‌ ରହିବନି’

ପୂର୍ଣ୍ଣ ଦର୍ଶକଙ୍କ କ୍ଷମତାରେ ଏଥର ହକି ବିଶ୍ୱକପ୍ ମ୍ୟାଚ୍‌ର ଆୟୋଜନ ହେବ। ହକି ବିଶ୍ୱକପ୍ ପାଇଁ କୌଣସି ବାଧ୍ୟତାମୂଳକ ଗାଇଡ୍‌ଲାଇନ୍‌ ରହିବ ନାହିଁ।

Plus 2
ବଡ଼ ଖବର: ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା 

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ।

New Year Celebrations: Bhubaneswar DCP Appeal To People
ନୂଆବର୍ଷ ସେଲିବ୍ରେସନ୍: ମାନନ୍ତୁ ଏହିସବୁ ନିୟମ, ନହେଲେ ଅସୁବିଧାରେ ପଡ଼ିପାରନ୍ତି...

ନୂଆବର୍ଷ ଦିନ ବିଭିନ୍ନ ସ୍ଥାନରେ ପୋଲିସ୍‌ର କଡ଼ାକଡ଼ି ଚେକିଂ ହେବ। ମଦ୍ୟପାନ କରି ଗାଡ଼ି ଚଲାଇବା ଓ ଦ୍ରୁତ ଗତିରେ ଗାଡ଼ି ଚଲାଉଥିବା ବେଳେ ଯେଉଁମାନେ ଧରାପଡ଼ିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Mosquito
ମଶା ଦାଉରୁ ମୁକ୍ତି କେବେ ? BMC ମାନୁଛି ମଶା ମରା ତେଲ ନକଲି

ମଶା ତେଲ ନକଲି ନେଇ ପରୋକ୍ଷରେ ମାନିଲେ ମେୟର । କୁଆଡ଼େ ଗଲା ମଶାମରା ଡ୍ରୋନ୍, ଖୋଜୁଛନ୍ତି ଲୋକେ ।

Zero Night
ଜୋରଦାର ହେବ ସେଲିବ୍ରେସନ ! ଜିରୋ ନାଇଟ୍ ପାଇଁ ସବୁଠି ସଜବାଜ...

ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିବେ ଦର୍ଶକ । ନବବର୍ଷ ପାଳନ ପାଇଁ ସଭିଙ୍କ ମନରେ ଉତ୍ସାହ ।

Hockey India
ହକି ନାଁରେ ଇମେଜ୍ ବିଲ୍ଡିଂ କରୁଛନ୍ତି ନବୀନ, ଅଭିଯୋଗ ଆଣିଲେ ବିରୋଧୀ

ହକି ବିଶ୍ୱକପ୍ ଆଳରେ ବ୍ରାଣ୍ଡ ନବୀନର ପ୍ରଚାର ପାଇଁ କି କସରତ୍ ?

IPS Reshuffle
IPS ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୧୧ ଜିଲ୍ଲାର SP

ଅଭିନବ ସୋନକାର କୋରାପୁଟ SP । ଜ୍ଞାନରଂଜନ ମହାପାତ୍ର ଢେଙ୍କାନାଳ SP ।

IRTS Manoj Mishra
ମନୋଜ ମିଶ୍ରଙ୍କୁ ଅହେତୁକ ଅନୁକଂପା ଚର୍ଚ୍ଚା, ଇସ୍ତଫା ପରେ ପୁଣି ନିଯୁକ୍ତି

ପୁଣି ମିଳିଛି ଆଇଟି ବିଭାଗରେ ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି । ସେ ଇଣ୍ଡିଆନ୍ ରେଲୱେ ଟ୍ରାଫିକ୍ ସର୍ଭିସ୍ (IRTS) କ୍ୟାଡର୍ ଅଫିସର ।

Before Death Russia Tourist Pavel Antov Came To Bhubaneswar
ମୃତ୍ୟୁ ପୂର୍ବରୁ ଭୁବନେଶ୍ୱର ଆସିଥିଲେ ଋଷ୍‌ ପର୍ଯ୍ୟଟକ ପାଭେଲ୍‌

ରୁଷୀୟ ପର୍ଯ୍ୟଟକ ପାଭେଲ୍‌ ଆନ୍ତୋଭ ଓ ଭ୍ଲାଦିମିର ବିଦେନୋଭଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ଥିବାବେଳେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି।

Zero night New Year party
ପାଖେଇ ଆସୁଛି ନୂଆବର୍ଷ ୨୦୨୩ : ୨ବର୍ଷର ନିରସତା ପରେ ଜମିବ ଜିରୋନାଇଟ୍

ଜିରୋ ନାଇଟକୁ ଫୁଲ୍ ଯୋଶରେ ପାଳିବାକୁ ତୟାର ଯୁବପୀଢ଼ି, ଟୁଇନସିଟିରେ ହୋଟେଲ୍ ଓ କ୍ଲବ ମାନଙ୍କରେ ପ୍ରସ୍ତୁତି ଚୂଡ଼ାନ୍ତ

By January 26 Odisha To Get 5G Services
Good News ! ! ! ଜାନୁଆରୀ ୨୬ ପୂର୍ବରୁ ଓଡ଼ିଶାରେ ମିଳିବ 5G ସେବା

ମାସେ ଭିତରେ ଓଡ଼ିଶାରେ ଆରମ୍ଭ ହେବ 5G ସେବା। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ 5G କାମ ଶେଷ ହେବ ବୋଲି ଭୁବନେଶ୍ୱର ରେଲ୍‌ୱେ ଷ୍ଟେସନର ନବକଳେବର ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ର ରେଳ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି। 

Renovation Of Bhubaneswar Railway Station
ଏୟାରପୋର୍ଟ ଭଳି ଦିଶିବ ଭୁବନେଶ୍ୱର ରେଲ୍‌ୱେ ଷ୍ଟେସନ

ଭୁବନେଶ୍ୱର ଷ୍ଟେସନର ନବୀକରଣ ସହ ବିଶ୍ୱସ୍ତରୀୟ କରିବା ଲାଗି ରୂପରେଖ ପ୍ରସ୍ତୁତ ହୋଇଛି। ବିଶ୍ୱ ସ୍ତରୀୟ ହେବାକୁ ଥିବା ଏହି ଷ୍ଟେସନରେ ବିମାନବନ୍ଦର ପରି ସମସ୍ତ ପ୍ରକାର ସୁବିଧା ମିଳିବ।

State pollution board notices to shut factories in Rourkela
ହକି ବିଶ୍ୱକପ୍ ପାଇଁ ବିପଦରେ ସୁନ୍ଦରଗଡ଼ର ୧୫ ହଜାର ଶ୍ରମିକଙ୍କ ଦାନାପାଣି

ସିଟୁ କହିଛି, ବିଶ୍ୱକପ୍‌ର ଦ୍ୱାହି ଦେଇ ଶ୍ରମିକମାନଙ୍କ ପେଟକୁ ଲାତ ମାରିଛନ୍ତି ସରକାର।

Hockey India
Paytm Insider ରେ ମିଳିବ ହକି ଉଦ୍‌ଘାଟନୀ ସମାରୋହ ଟିକେଟ

ବିଶ୍ୱକପ୍ ହକିରେ ଟ୍ରାଫିକ୍ ଟେନ୍‌ସନ୍ । ବଢ଼ିଲା କମିଶନରେଟ୍ ପୋଲିସର ଚିନ୍ତା ।

Bhubaneswar Airport
ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ବ୍ୟାଙ୍କକ୍-ଦୁବାଇ-ସିଙ୍ଗାପୁରକୁ ଉଡ଼ିବ ବିମାନ

ମାସେ, ଦେଢ଼ମାସ ମଧ୍ୟରେ ଉକ୍ତ ୩ଟି ଜାଗାକୁ ବିମାନ ଚଳାଚଳ ଆଶା ରହିଛି ।

JP Nadda
ଆସୁଛନ୍ତି ନଡ୍ଡା, ପୁଣି ବିଜେଡି ବିରୋଧରେ କରିବେ କି ଗର୍ଜନ ?

କାଲି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା । ତୁମୁଡ଼ିବନ୍ଧ ଓ ବାଣପୁର ସଭାରେ ୨୪ ଭୋଟ୍ ପାଇଁ ଭରିବେ ଜୋଶ୍ ।

Pavel Antov
ରାୟଗଡ଼ାରେ କୋଟିପତି ଋଷ ସାଂସଦଙ୍କ ରହସ୍ୟଜନକ ମୃତ୍ୟୁ, ରହିଛି କି ରାଷ୍ଟ୍ରପତି ପୁଟିନ୍‌ଙ୍କ ସମ୍ପୃକ୍ତି ?

ରାୟଗଡ଼ାରେ ରୁଷୀୟ ସାଂସଦ ପାଭେଲଙ୍କ ମୃତ୍ୟୁକୁ ନେଇ ସସ୍‌ପେନ୍ସ । ଗୋଟିଏ ହୋଟେଲ୍‌ରେ ୨ ଦିନରେ ୨ ରୁଷୀୟ ବନ୍ଧୁଙ୍କ ମୃତ୍ୟୁକୁ ନେଇ ହଲ୍‌ଚଲ୍ ।

Odisha Politics - BJD
ସାକାର ହେବ କି BJDର ଶହେ ବର୍ଷ କ୍ଷମତା ସ୍ୱପ୍ନ, ଦଳକୁ ଚଲାଇ ପାରିବ ତ ତୃତୀୟ ପିଢ଼ି ?

ଦଳକୁ ସଠିକ୍ ଭାବେ ଆଗକୁ ନେଇପାରିବେ ତ ତଥାକଥିତ ୩ୟ ପିଢ଼ି ? ୧ମ ଓ ୨ୟ ପିଢ଼ିର ନେତା ଓ ସେମାନଙ୍କ ଅଭିଜ୍ଞତାକୁ ଅଣଦେଖା ନେଇ ପ୍ରଶ୍ନ ।

New Year 2023
ସାବଧାନ ! ନୂଆ ବର୍ଷରେ ମଦ ପିଇ ଗାଡ଼ି ଚଲାଇଲେ ୨୮ଟି ସ୍ଥାନରେ ଧରିବ ପୋଲିସ

ଜିରୋ ନାଇଟ ସେଲିବ୍ରେସନ ହେଉଥିବା ହୋଟେଲରେ ବି ରହିବେ ସ୍ୱତନ୍ତ୍ର ପୋଲିସ ।

Vigilance Raid
ଯେତେ ଖୋଳିଲେ ସେତେ ବାହାରୁଛି : ଡେପୁଟି କଲେକ୍ଟରଙ୍କ ୫ କୋଠା, ୬ ପ୍ଲଟ

ଜଗତସିଂହପୁର ଡେପୁଟି କଲେର ଚିତ୍ତରଂଜନଙ୍କ ବିପୁଳ ସଂପତ୍ତି ଠାବ ହୋଇଛି ।

teachers protest against odisha govt
୮ ଦଫା ଦାବି ନେଇ ରାଜଧାନୀର ରାଜରାସ୍ତାରେ ଶିକ୍ଷକ ସଂଘର ଗର୍ଜନ

ଏକ୍ସ-କ୍ୟାଡର ବ୍ୟବସ୍ଥା ଉଚ୍ଛେଦ ସହ ୨୦୧୭ ମାର୍ଚ୍ଚ ୧ରୁ କ୍ୟାଡରଭୁକ୍ତ କରିବାକୁ ମହାସଂଘ ଦାବି କରିଛି।