• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

BJD- Naveen Patnaik
ପ୍ରତିଷ୍ଠା ଦିବସରେ BJD ଖେଳିଲା ମହିଳା କାର୍ଡ, ପରାମର୍ଶ ଆଳରେ ବରିଷ୍ଠ ମାରିଲେ ତେର୍ଛା ବାଣ

ଭିଡିଓ ବାର୍ତ୍ତାରେ ନେତା-କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର । ମା ମାନଙ୍କ ଆଶୀର୍ବାଦ ରହିଲେ ଶହେ ବର୍ଷ ଯାଏଁ ସେବା କରିବ ଦଳ ।

Mask
ମାସ୍କ ପିନ୍ଧି ସ୍କୁଲ ଆସିବାକୁ କହିଲେ ମନ୍ତ୍ରୀ, ପ୍ରଭାବିତ ହେବ କି ଦଶମ ଓ ଦ୍ୱାଦଶ ପରୀକ୍ଷା ?

କଟକଣା ଭିତରେ ପରୀକ୍ଷା ପାଇଁ ଗଣଶିକ୍ଷା ବିଭାଗର ସଜବାଜ । କାଲି ରାଜ୍ୟ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

Odisha Politics
ରାଜ୍ୟବ୍ୟାପୀ BJPର ସତ୍ୟାଗ୍ରହ, କହିଲା ଅପରାଧୀଙ୍କୁ ସୁରକ୍ଷା ଦେଉଛି BJD

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ରାଜ୍ୟପାଳଙ୍କୁ ଦାବିପତ୍ର । ନଡ୍ଡାଙ୍କ ଗସ୍ତ ପାଇଁ ଚଳଚଞ୍ଚଳ ପଦ୍ମ କ୍ୟାଂପ୍ ।

SI Exam
SI ପରୀକ୍ଷାରେ ଅନିୟମିତତା ! DG ଅଫିସ ନିକଟରେ ଆଶାୟୀଙ୍କ ବିକ୍ଷୋଭ

ପୋଲିସ ଡିଜିଙ୍କୁ ଭେଟି ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଦାବି ।

Archana Nag
ଅର୍ଚ୍ଚନା ନାଗ ମାମଲା: ଆସିଲା ମୋବାଇଲ-ପେନ୍‌ଡ୍ରାଇଭ୍‌ ଯାଞ୍ଚ ରିପୋର୍ଟ, ରହିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ନୟାପଲ୍ଲୀ ଥାନା ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ ୫୦୧ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଥିଲା ପୋଲିସ ।

Politics
୨୪ ସମର ପାଇଁ ଶ୍ରୀକ୍ଷେତ୍ରରୁ ବାଜିବ ନିର୍ବାଚନୀ ବିଗୁଲ୍

୨୪ ରଣନୀତି ଅନ୍ତର୍ଗତ ବିିଜେଡି ମହିଳା ଭୋଟ ବ୍ୟାଙ୍କକୁ ଭାଙ୍ଗି ନିଜ ପଟକୁ ନେବା ଲାଗି ଜୋରାଦର ପ୍ରୟାସ ଆରମ୍ଭ କରିଛି ବିଜେପି।

Covid 19
'ଲକ୍ଷଣ ଦେଖିଲେ ନିଜକୁ ନିଜେ ଆଇସୋଲେଟ୍‌ କର'

କେନ୍ଦ୍ର ଓ ରାଜ୍ୟ ଆଣିଲେ ନୂଆ କୋଭିଡ୍‌ ଆଡଭାଇଜରି।

No eviction from tomorrow
କାଲିଠୁ ଉଚ୍ଛେଦ ବନ୍ଦ : ଉଠା ଦୋକାନୀଙ୍କ ଆନ୍ଦୋଳନ ପରେ ନରମିଲା BMC

କାଲିଠୁ ଉଚ୍ଛେଦ ହେବନି କହିଲେ ନର୍ଥ ଜୋନ୍ ଆସିଷ୍ଟାଣ୍ଟ କମିଶନର

street vendor
‘ସରକାର ଆମର ବାପା ହୋଇଛନ୍ତି, ହେଲେ ଦୋକାନ ଭାଙ୍ଗି ପିଲାଙ୍କୁ ଦାଣ୍ଡରେ ବସାଇଦେଲେ’

ରାଜଧାନୀରେ ତାତିଲେ ଉଠା ଦୋକାନୀ । ବିଏମ୍‌ସିର ଉଛେଦକୁ ବିରୋଧ ।

 Hockey Men's World Cup 2023
ବିଶ୍ୱକପ୍‌ ହକି ଟିମ୍‌: ହରମନ୍‌ ପ୍ରୀତ ସିଂ ଭାରତୀୟ ଦଳର ଅଧିନାୟକ, ଓଡ଼ିଶାର ଅମିତ ରୋହିଦାସ ଉପଅଧିନାୟକ

ହକି ବିଶ୍ୱକପ୍‌ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ହରମନ୍‌ ପ୍ରୀତ ସିଂ ଭାରତୀୟ ଦଳର ଅଧିନାୟକ ଭାବେ ନିଯୁକ୍ତ ହୋଇଥିବା ବେଳେ ଓଡ଼ିଶାର ଅମିତ ରୋହିଦାସଙ୍କୁ ଉପଅଧିନାୟକ ଦାୟିତ୍ୱ ମିଳିଛି।

Hockey World Cup: Demolition Drive In Bhubaneswar
ହକି ବିଶ୍ୱକପ୍‌ ପାଇଁ BMCର ଦମନଲୀଳା: ରାତିରେ ସୂଚନା ଦେଲେ, ସକାଳୁ ବୁଲିଲା ବୁଲ୍‌ଡୋଜର...

ରାଜଧାନୀ ଭୁବନେଶ୍ୱରରେ ଉଠା ଦୋକାନୀଙ୍କ ପାଇଁ କାଳ ହୋଇଛି ହକି ବିଶ୍ୱକପ୍‌। ବର୍ଷ ବର୍ଷର ବେଉସା ଆଉ ପେଟ ପାଟଣା ଉପରେ ପଡ଼ିଛି ଚଡ଼କ। 

Flashback 2022 Politics
ରାଜ୍ୟ ରାଜନୀତିର ୨୨ ଦୃଶ୍ୟପଟ୍ଟ, କାହାର ଥିଲା ପୁଷମାସ ତ କାହା ପାଇଁ ସର୍ବନାଶ...

ସବୁଠୁ ଅଧିକ ଚର୍ଚ୍ଚାରେ ଥିଲା ଦୁଇଟି ଉପନିର୍ବାଚନ । ଗୋଟିଏ ହେଲା ଧାମନଗର ଓ ଅନ୍ୟଟି ହେଲା ପଦ୍ମପୁର । 

Covid 19
ଚୀନ୍‌ରେ କୋଭିଡ ସ୍ଥିତି ଭୟଙ୍କର, ଭାରତକୁ ସତର୍କ ଘଣ୍ଟି ! ଓଡ଼ିଶାରେ ବି ଚୀନ୍‌ ଭାଇରସ..

ମାସ୍କ ପିନ୍ଧିବା ସହ ସତର୍କ ରହିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ ।

Govind Sahu
ଗୋବିନ୍ଦ ସାହୁ ମୃତ୍ୟୁ ପରେ ବଢ଼ୁଛି ସସ୍‌ପେନ୍ସ ! ବ୍ୟବଚ୍ଛେଦ ପ୍ରକ୍ରିୟାକୁ ନେଇ ସନ୍ଦେହ କଲେ ଓକିଲ

ପଞ୍ଚାନାମା ପାଇଁ ବୁର୍ଲାରୁ PMT ଡାକ୍ତର ଡକାଇବା କ’ଣ ଆବଶ୍ୟକ ଥିଲା ? ଏଭଳି ନାନା ପ୍ରଶ୍ନ କରିଛନ୍ତି ଗୋବିନ୍ଦଙ୍କ ଓକିଲ । 

Muktikant
ହୋର୍ଡିଂ ଉପରୁ ଉଦ୍ଧାର ହେଲେ ମୁକ୍ତିକାନ୍ତ, କହିଲେ ଜେଲରେ କରିବେ ଆମରଣ ଅନଶନ !

ହୋର୍ଡିଂ ଉପରକୁ ଚଢିଯାଇଥିଲେ ମୁକ୍ତିକାନ୍ତ ବିଶ୍ୱାଳ । ଶିଶୁ ଭବନ ଛକରେ ବିଜ୍ଞାପନ ହୋର୍ଡିଂ ଉପରେ ଚଢ଼ି ପ୍ରତିବାଦ କରୁଥିଲେ ।

Muktikant Biswal Climbs Atop Of Advertisement Hoarding In Bhubaneswar
ହୋର୍ଡିଂ ଉପରେ ମୁକ୍ତିକାନ୍ତ: ବାପା କହିଲେ- ‘ପୁଅ ତୁ ପଳାଇ ଆସେ, ଗରିବଙ୍କ କଥା କେହି ଶୁଣିବେନି’

ହୋର୍ଡିଂ ଉପରେ ଚଢ଼ି ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ଅଭିନବ ପ୍ରତିବାଦ କରିଛନ୍ତି। ବିଭିନ୍ନ ପ୍ରକଳ୍ପ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ସେ ରାଉରକେଲାରୁ ପାଦରେ ଚାଲିଚାଲି ଭୁବନେଶ୍ୱର ଆସିଥିଲେ। 

IDCOL DM In Vigilance Net
ଇଡ୍‌କଲ୍‌ DMଙ୍କ ଅମାପ ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା; କୋଟି କୋଟି ଟଙ୍କାର ପ୍ଲଟ୍‌, ବିଲ୍ଡିଂ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡ୍‌କଲ୍‌ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାଁନ୍ତରାଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ଅମାପ ସମ୍ପତ୍ତି ଠାବ ହୋଇଛି।

Farmers Problem
ଚାଷୀଙ୍କ ଦୁଃଖ ବୁଝିବ କିଏ, ଅଭାବୀ ବିକ୍ରି ପାଇଁ ବର୍ଷକର ପରିଶ୍ରମ ମାଟିରେ ମିଶିଲା

ପରିବା ଚାଷୀଙ୍କୁ ଦାଉ ସାଧୁଛି ଅଭାବୀ ବିକ୍ରି ପନିପରିବାକୁ ଶାଗ-ମାଛ ଦରରେ ମାଗୁଛନ୍ତି ବେପାରୀ

Govinda Sahu
ଗୋବିନ୍ଦ ସାହୁ ମୃତ୍ୟୁ ମାମଲା: ସରକାରଙ୍କୁ ଘେରିଲେ ବିରୋଧୀ, କହିଲେ ନେତାଙ୍କୁ ଖସାଇବାକୁ ହୋଇଛି ହତ୍ୟା

ବିଜେପିର ପ୍ରଶ୍ନ ମାରିଦେଲେ ନା ମରିବାକୁ ବାଧ୍ୟ କଲେ ? ଗୋବିନ୍ଦ ସାହୁ ମୃତ୍ୟୁର ହେଉ ସିବିଆଇ ତଦନ୍ତ-ବିଜେପି ।

Archana Nag
ଅର୍ଚ୍ଚନା ରିମାଣ୍ଡ ସରିବା ପରେ ଆସିଲା ଡିଜିଟାଲ ଫରେନସିକ୍ ରିପୋର୍ଟ, ଖୋଲିବ କି ଗୁମର ?

ଅର୍ଚ୍ଚନା ଥିବା ବେଳେ ମାଗି ମାଗି ଦେଲେନି, ଏବେ ଆସିଲା ଡିଜିଟାଲ ଫରେନସିକ୍ ରିପୋର୍ଟ

Hockey World Cup
ଏଥର ବି କ’ଣ ହେରଫେର୍‌ ! ମିଳିଲାନି ଟିକେଟ, କାଉଣ୍ଟର ଖୋଲିବା ପୂର୍ବରୁ ସୋଲ୍ଡ ଆଉଟ୍

ହକିପ୍ରେମୀଙ୍କୁ ଟିକଟ୍ ଟେନସନ୍ ଅଫଲାଇନ୍ ଟିକଟ୍ ବିକ୍ରି ବେଳେ ଅରମ୍ଭରୁ ଅବ୍ୟବସ୍ଥା ।

BMC comes hard on street food, forms team to check quality and taste
ଜୋରଦାର ହେବ ଚଢ଼ାଉ, ବନ୍ଦ ହେବ ରାସ୍ତାକଡ଼ ଦୋକାନ !

ନିମ୍ନମାନର ଖାଦ୍ୟ  ବିକ୍ରି କରୁଥିବା ସମସ୍ତ ହୋଟେଲ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଉ ଅନ୍ ସ୍ପଟ୍‌ ଲାଇସେନ୍ସ ବାତିଲ୍‌ କରାଯିବ। ଆବଶ୍ୟକସ୍ଥଳେ ହୋଟେଲ୍‌କୁ ସିଲ୍ ମଧ୍ୟ କରାଯିବ।

Archana Nag
ଇଡି ଆଗରେ ସତ ଓଗାଳୁଛି ଅର୍ଚ୍ଚନା ! ଶ୍ରଦ୍ଧାଞ୍ଜଳି-ଜଗବନ୍ଧୁ-ଅର୍ଚ୍ଚନାକୁ ମୁହାଁମୁହିଁ ଜେରା 

ଇଡି ଆଗରେ ଅର୍ଚ୍ଚନା ମୁହଁ ଖୋଲିଥିବା ସୂଚନା । ଗାଡ଼ି, ଘର ପରେ ଏବେ ସୁନା କିଣାର ଚାଲିଛି ଖୋଳତାଡ଼ ।