• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Bhubaneswar Railway Station
ପ୍ରସ୍ତୁତ ହୋଇସାରିଲାଣି ନକ୍ସା, ଏଥର ଏୟାରପୋର୍ଟ ଭଳି ଚମକିବ ମାଷ୍ଟର କ୍ୟାଣ୍ଟିନ୍‌ ରେଳ ଷ୍ଟେସନ

ଷ୍ଟେସନକୁ ଯିବା ଆସିବା ଲାଗି ୪ଟି ଏକ୍ସାଲେଟର୍ ରହିବ । ଯାତ୍ରୀଙ୍କ ସୂଚନା ପାଇଁ ଡିସପ୍ଲେ ବୋର୍ଡ ଓ ଦିବ୍ୟାଙ୍ଗଙ୍କ ପାଇଁ ଅନୁକୂଳ ବ୍ୟବସ୍ଥା ରହିବ ।

Cuttack
କଟକରେ ତାଲିବାନୀ ଶାସନ ! ୧୫ ଶହ ଟଙ୍କା ପାଇଁ ଗାଡ଼ି ପଛରେ ବାନ୍ଧି ଦୌଡ଼ାଇଲେ

ଯୁବକଙ୍କୁ ସ୍କୁଟରରେ ବାନ୍ଧି ବିଚ୍ ରାସ୍ତାରେ ଦୌଡ଼ାଇଲେ ଅଭିଯୁକ୍ତ । ମାମଲାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଧରି ପୋଲିସର ଖୋଳତାଡ଼ । ବର୍ବରତାକୁ ସଭ୍ୟ ସମାଜର ନିନ୍ଦା ।

Education
CBSE ରାସ୍ତାରେ ମାଧ୍ୟମିକ ଶିକ୍ଷା ବୋର୍ଡ, ନବମ-ଦଶମ ପିଲାଙ୍କ ପାଇଁ ୪ ନୂଆ ବିଷୟ

ପିଲାଙ୍କ ବୌଦ୍ଧିକ ଓ ଶାରୀରିକ ବିକାଶ ଉଦ୍ଦେଶ୍ୟ । ଉଭୟ ନବମ ଓ ଦଶମ ଶ୍ରେଣୀ ପିଲା ପଢ଼ିବେ । ୧୦୦ ମାର୍କର ହେବ ପରୀକ୍ଷା ।

Contractual
ଠିକା ନିଯୁକ୍ତି ହଟିଲା, ଏବେ ଆସିବ ଢ଼େର ବାହାଘର ପ୍ରସ୍ତାବ

ଦରମା କଥା ଶୁଣିବା ପରେ ଝିଅ ଘର ଲୋକ କାଳେ କହୁଥିଲେ ପିଲା ୧୩ ହଜାର ପାଉଛି । ଏଥିରେ ସେ ନିଜେ ତ ଚଳିପାରୁନଥିବ ଝିଅକୁ ଚଳାଇବ କେମିତି ?

Cyclone Alert
ବିଭିନ୍ନ ମଡେଲ ଅନୁଧ୍ୟାନ ପରେ ବାତ୍ୟା ଆଶଙ୍କା !

ଏଣେ ଅକ୍ଟୋବରରେ ପୁଣି ବାତ୍ୟା ଆସୁଥିବା ଶୁଣି ଛାନିଆ ହେଲେଣି ସମୁଦ୍ର ଦାଢ଼ରେ ଚାଷ-ବାସ କରୁଥିବା ଲୋକମାନେ।

Bhubaneswar SDJM court to hear bail petition of Archana Nag
ଦିନେ ରାଜ ଉଆସରେ ରହୁଥିଲେ, ଆଜି ଜେଲ୍‌ରେ ଗଡ଼ାଉଛନ୍ତି ଲୁହ...

ପାପଧନ ଅର୍ଜନ କରି ଯିଏ ଦିନେ ବିଳାସମୟ କୋଠାରେ ରହୁଥିଲେ, ଆଜି ସେହି ଲେଡି ବ୍ଲାକ୍‌ମେଲର୍‌ ଏବେ ବିଚାରାଧିନ ବନ୍ଦୀ। କୁହାଯାଉଛି, କେତେବେଳେ ଜେଲ୍‌ ଭିତରେ ଅର୍ଚ୍ଚନା ଲୁହ ଗଡ଼ାଉଛନ୍ତି ତ ଆଉ କେତେବେଳେ ଗୁମ୍‌ସୁମ୍‌ ରହୁଛନ୍ତି। 

Odisha CM Naveen Patnaik turns 77
୭୭ ବର୍ଷରେ ପାଦ ଥାପିଲେ ନବୀନ ପଟ୍ଟନାୟକ, ରାଜ୍ୟ ରାଜନୀତିରେ ପାଲଟିଛନ୍ତି ଅପ୍ରତିଦ୍ୱନ୍ଦୀ ନେତା..

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ୭୬ ବର୍ଷ ପୂରି ୭୭ ବର୍ଷ ଚାଲିଲା। ପୱନ ଚାମ୍ଲିଙ୍ଗ ଓ ଜ୍ୟୋତି ବସୁଙ୍କ ପରେ ଲଗାତର ପାଞ୍ଚଥର ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବାରେ ନବୀନ ପଟ୍ଟନାୟକ ହେଉଛନ୍ତି ତୃତୀୟ ଭାରତୀୟ ରାଜନେତା।

Restrictions On Buy Of Medicines
ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ ଲାଗିବ କଟକଣା

ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ କଟକଣା ଲାଗିବ। ଔଷଧ କାରବାର ଉପରେ ସ୍ୱଚ୍ଛତା ଆଣିବାକୁ ସଂଘ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

NCST panel seeks report from Odisha govt, on attacks on member in Keonjhar
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ତାଗିଦ୍‌

ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକଙ୍କୁ ବିରୋଧ କରି ହୋଇଥିବା ହିଂସାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଜନଜାତି ଆୟୋଗ କମିଶନ ତାଗିଦ୍ କରିଛନ୍ତି।

Archana Nag
ଆଇନ୍ ଜାଲରେ ଛଟପଟ ରହସ୍ୟମୟୀ, ଅର୍ଚ୍ଚନା ଅସ୍ତ୍ରରେ ନେତାଙ୍କୁ ବ୍ଲାକମେଲିଂ ପାଇଁ ବିଜେଡିର ଷଡ଼ଯନ୍ତ୍ର !

ଶୁଣାଣି ପରେ ଜାମିନ୍ ରାୟକୁ ସଂରକ୍ଷିତ ରଖିଲେ କୋର୍ଟ । କଳା ସାମ୍ରାଜ୍ୟର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ପିଆଇଏଲ୍ ।

Low Pressure
୨୦ରେ ଲଘୁଚାପ ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି ।

Odisha Govt Has Assured To Lift Contractual Employment Rules
‌ଏତିକି ଦିନ ମଧ୍ୟରେ ଉଠିପାରେ ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଥା

ଅଭିଯୋଗ ଶୁଣିବା ପରେ ୧ ମାସ ମଧ୍ୟରେ ଦାବି ପୂରଣ କରିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘ ସୂଚନା ଦେଇଛି।

OPSC Exam
ଓଡ଼ିଶା ଶିକ୍ଷା ସେବା ଅଧିକାରୀ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞାପନ; ଜାଣନ୍ତୁ କେବେ ଓ କେଉଁ ସମୟରେ ପରୀକ୍ଷା?

OPSC ବିଜ୍ଞାପନ ଅନୁଯାୟୀ, ନଭେମ୍ବର ୨୬ ଏବଂ ୨୭ ରେ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ ।

Archana Nag
ରଙ୍ଗଶାଳାକୁ ଡାକି ଚୋରାରେ ଅର୍ଚ୍ଚନା କରୁଥିଲା ଭିଡିଓ ସୁଟ୍, ଚାବି ରିଙ୍ଗ୍-ଭ୍ୟାନିଟି-ବଲ୍‌ବରେ ଲାଗୁଥିଲା ସ୍ପାଏ କ୍ୟାମେରା

ଅର୍ଚ୍ଚନାର ଜାଗମରା ଭଡ଼ାଘର ରଙ୍ଗଶାଳା । ଫସେଇବାକୁ ସ୍ପାଏ କ୍ୟାମେରାରେ ସୁଟ୍ ହେଉଥିଲା ଭିଡିଓ ।

Archana Nag
ନୂଆ ଫର୍ଦ୍ଦ; ଅଧିକାଂଶ ବିଜେଡି ନେତା ଅର୍ଚ୍ଚନା ଫାଶରେ, ସ୍ୱାମୀ କରୁଥିଲା ଡ୍ରଗ୍ସ କାରବାର !

ବିଜେଡିର ବହୁ ଯୁବ ନେତୃତ୍ୱ ବି ଅର୍ଚ୍ଚନାଙ୍କ ଘରକୁ ରୀତିମତ ଯାଆସ କରୁଥିଲେ । ଅର୍ଚ୍ଚନାର ସ୍ୱାମୀ ଜଗବନ୍ଧୁ ଚାନ୍ଦ ଡ୍ରଗ୍ସ କାରବାର ଭଳି ସାଂଘାତିକ ଅପରାଧରେ ସଂପୃକ୍ତ ଥିବା କହିଛନ୍ତି ବାବୁ ସିଂ ।

 Train Derails
ମାଲବାହୀ ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ

ଲାଇନଚ୍ୟୁତ ହେବାରୁ ସେହି ରୁଟ ଦେଇ ଚଳାଚଳ କରୁଥିବା କିଛି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। 

Chit Fund
ଘନେଇଲାଣି ଚିଟ୍‌ଫଣ୍ଡ ବାତ୍ୟା ! ସରକାର ଟଙ୍କା ଆଦାୟ କରୁଛନ୍ତି ହେଲେ ଲୋକଙ୍କୁ ଦେଉ ନାହାନ୍ତି

ଯଦି ଆମେ ଦସ୍ତାବିଜ ସବୁ ଦେଖିବା ତେବେ, ଜମିର ମାଲିକାନା ରହିଛି ଚିଟଫଣ୍ଡ କମ୍ପାନୀ ଗୋଲଡେନ୍ ଲ୍ୟାଣ୍ଡ ଡେଭଲପର୍ସ ନାଁରେ । ଜାତୀୟ ରାଜପଥ କଡ଼ରେ ଥିବା ୨ ଏକର ଜମିକୁ କୋଟିଏ ଟଙ୍କାରେ ବିକ୍ରି କରିଛି କମ୍ପାନୀ ।

Ruchika Death Case
ରୁଚିକା ଆତ୍ମହତ୍ୟା ମାମଲା; ରିପୋର୍ଟ ମାଗିଲେ ସଚିବ

ପୁଣି ଥରେ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ତନାଘନା ।

Sura Routray
କାଲି ଷ୍ଟାଡିୟମକୁ ଛାଡ଼ିଲେନି, ଆଜି ମାନ ଭଞ୍ଜନ ପାଇଁ ଚେଷ୍ଟା

ଗତକାଲି ଫିଫା ୧୭ବର୍ଷରୁ କମ୍ ବିଶ୍ୱକପ ମ୍ୟାଚ ଦେଖିବାକୁ ସୁର କଳିଙ୍ଗ ଷ୍ଟାଡିୟମ ଯାଇଥିବା ବେଳେ ତାଙ୍କୁ ସୁରକ୍ଷାକର୍ମୀମାନେ ଭିତରକୁ ଛାଡି ନଥିଲେ ।

BJD Leader Dharmendra Sahoo Death Case: Police Questioning Bindas Chinu
ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା: ବିନ୍ଦାସ ଚିନୁଙ୍କୁ ଜେରା

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ବିନ୍ଦାସ ଚିନୁଙ୍କୁ ଜେରା କରାଯାଇଛି। ଧର୍ମେନ୍ଦ୍ରଙ୍କ ବନ୍ଧୁ ଅକ୍ଷୟ ନାୟକଙ୍କ ଫୋନ୍ କଲ୍ ରେକର୍ଡରେ ଥିଲା ଚିନୁଙ୍କ ନାଁ। 

Chitfund
ହରଡ଼ଘଣାରେ ପଡ଼ିବେ ସରକାର ! ଚିଟ୍‌ଫଣ୍ଡ ଟଙ୍କା ଫେରାଇବାକୁ କି ପଦକ୍ଷେପ ନେଇଛନ୍ତି ପଚାରିଲେ ସୁପ୍ରିମ୍‌କୋର୍ଟ

ଠକଙ୍କଠାରୁ ଟଙ୍କା ତ ଆଦାୟ ହୋଇଛି ହେଲେ କାହିଁକି ଟଙ୍କା ଫେରସ୍ତ ପାଉ ନାହାନ୍ତି ଜମାକାରୀ ?

Lady Blckmailer
ନିଶା ଦେଇ ସୁଟ୍ ହେଉଥିଲା ନଗ୍ନ ଭିଡ଼ିଓ ! ସାମ୍ନାକୁ ଆସିଲା ଅର୍ଚ୍ଚନା ନାଗଫାଶର ଏନ୍ତୁଡ଼ିଶାଳ

ଖୋଲୁଛି ଅର୍ଚ୍ଚନା ନାଗର ପାପ ପେଡ଼ି ! ଭିଡ଼ିଓ କନଫରେନ୍ସିଂରେ ହାଜର, ଲାଗିଛି ୧୬ ଦଫା ।