ଯେଉଁଠି ପୋଲିସ ସୁରକ୍ଷିତ ନୁହଁନ୍ତି, ସେଠି ସାଧାରଣ ମହିଳା କିଭଳି ସୁରକ୍ଷିତ ବୋଲି ପ୍ରଶ୍ନ ଉଠିଥିଲା ।
ଆଜିଠୁ ଓଡ଼ିଶାରେ 5G ସେବା ଆରମ୍ଭ ହୋଇଛି। ଆଖି ପିଛୁଳାକେ ଡାଉନଲୋଡିଂ, ଆଉ ବିଜୁଳି ବେଗରେ ସର୍ଫିଂ ହେବ।
ପ୍ରେମ ବ୍ୟାପାରକୁ ନେଇ ଏହି ରାଗିଂ ମାରପିଟ ହୋଇଥିବା ଜଣାପଡ଼ିଛି ।
ରାଜ୍ୟ ସରକାରଙ୍କ ଆକଳନ ପରେ ବଢ଼ିଲା ଚିନ୍ତା । ଆଗକୁ ହକି ବିଶ୍ୱକପ୍ ଥିବାରୁ ସତର୍କ କରାଇଲେ ବିଶେଷଜ୍ଞ ।
ବିଜେଡିକୁ ଘାରିଛି ନିର୍ବାଚନୀ ବର୍ଷରେ ବିଜେପି ଫାଇଦା ନେଇଯିବା ଡର ।
ସ୍ମାର୍ଟ ସିଟିରେ ମହିଳା ସୁରକ୍ଷା ଉପରେ ବଡ଼ ପ୍ରଶ୍ନ । ଦୃଷ୍ଟାନ୍ତମୂଳକ ହେବ ଆକ୍ସନ, କହିଲେ ଡିସିପି ।
ବିଚ୍ ରାସ୍ତାରେ ଭୁବନେଶ୍ୱରରେ ଜଣେ ମହିଳା ପୋଲିସ୍ଙ୍କୁ ଆକ୍ରମଣ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି।
ବିଷକ୍ରିୟାରୁ ପ୍ରାଣହାନୀ ଚର୍ଚ୍ଚା, ପ୍ରେମିକ ଦିବ୍ୟରଂଜନଙ୍କ ନିଖୋଜକୁ ନେଇ ପ୍ରଶ୍ନ ।
ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ ସାମୟିକ ସ୍ଥଗିତ । ମୁଖ୍ୟ ଶାସନ ସଚିବଙ୍କ ସହ ସଂଘର ଆଲୋଚନା ।
ସବୁ ବୁଥ୍ରେ ସଂଗଠନ ମଜଭୁତ ଉପରେ ବି ଜୋର୍ । ସରକାର ଚଳାଉଛି କିଏ ? ନଡ୍ଡାଙ୍କ ପ୍ରଶ୍ନ ଲୋକଙ୍କ ପାଖେ ପହଞ୍ଚାଇବାକୁ ହେବ ପ୍ରୟାସ ।
ମାସିକ ମୁଣ୍ଡପିଛା ମିଳିବ ୫ କେଜି ଚାଉଳ, ଖର୍ଚ୍ଚ ହେବ ୧୮୫ କୋଟି । ମୋଦି ଚାଉଳ ବନାମ ନବୀନ ଚାଉଳକୁ ନେଇ ତେଜିଲା ରାଜନୀତି ।
କୌଣସି ସରକାରୀ ବା ବେସରକାରୀ ବିଜ୍ଞାପନ ହୋର୍ଡିଂ ଲଗାଗଲେ ତାହାକୁ ଜବତ କରାଯିବ।
ସାମାନ୍ୟ ସୁସ୍ଥ ହେବା ପରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଡିସ୍ଚାର୍ଜ କରାଯିବା ସହ ଭୁବନେଶ୍ୱର ଏମ୍ସକୁ ରେଫର୍ କରାଯାଇଛି।
ନୂତନ ନିୟମ ଅନୁଯାୟୀ ନୂଆ ସାର୍ଟିଫିକେଟ୍ ପାଇଁ ୨୦ ହଜାର ଟଙ୍କା ଖର୍ଚ୍ଚ ହେବ ।
ବିଜେଡି ପ୍ରତିଷ୍ଠା ଦିବସରେ ଭର୍ତ୍ତୁହରିଙ୍କ ଅନୁପସ୍ଥିତିକୁ ନେଇ କଳ୍ପନାଜଳ୍ପନା ।
୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।
ମାଲକାନଗିରିରେ ଡ୍ୟୁଟି ଖିଲାପି ଶିକ୍ଷକଙ୍କୁ ଗଣଶିକ୍ଷା ବିଭାଗର ସମୁଚିତ ଶିକ୍ଷା । ବିନା କାରଣରେ ସ୍କୁଲ ଆସୁନଥିବା ୧୦ ଶିକ୍ଷକଙ୍କୁ ଚାକିରିରୁ ବିଦା କଲେ ଡିଇଓ ।
CMIE ସର୍ଭେ ରିପୋର୍ଟରେ ଆସିଛି ଗୋଲାପି ତଥ୍ୟ । ବିରୋଧୀ କହିଲେ ପ୍ରାୟୋଜିତ ରିପୋର୍ଟ, ଜବାବ ରଖିଲା ବିଜେଡି ।
ଭୁବନେଶ୍ୱର ବିମାନ ବନ୍ଦରରେ ଫସିଯାଇଥିଲେ ମୁମ୍ବାଇର ପାର୍ଥ ଭାନୁଶାଲି। ତାଙ୍କ ପତ୍ନୀ ଗର୍ଭବତୀ ଥିଲେ। ବିମାନବନ୍ଦରରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇଗଲା। ସେଠାରେ କୌଣସି ଔଷଧ ଦୋକାନ ନଥିଲା। ଦେବଦୂତ ହୋଇ ଆସିଲେ ବିମାନ କର୍ମଚାରୀ ଅଭିଷେକ। କଲେ ଏମିତି….
ପୂର୍ଣ୍ଣ ଦର୍ଶକଙ୍କ କ୍ଷମତାରେ ଏଥର ହକି ବିଶ୍ୱକପ୍ ମ୍ୟାଚ୍ର ଆୟୋଜନ ହେବ। ହକି ବିଶ୍ୱକପ୍ ପାଇଁ କୌଣସି ବାଧ୍ୟତାମୂଳକ ଗାଇଡ୍ଲାଇନ୍ ରହିବ ନାହିଁ।
ନୂଆବର୍ଷ ଦିନ ବିଭିନ୍ନ ସ୍ଥାନରେ ପୋଲିସ୍ର କଡ଼ାକଡ଼ି ଚେକିଂ ହେବ। ମଦ୍ୟପାନ କରି ଗାଡ଼ି ଚଲାଇବା ଓ ଦ୍ରୁତ ଗତିରେ ଗାଡ଼ି ଚଲାଉଥିବା ବେଳେ ଯେଉଁମାନେ ଧରାପଡ଼ିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ମଶା ତେଲ ନକଲି ନେଇ ପରୋକ୍ଷରେ ମାନିଲେ ମେୟର । କୁଆଡ଼େ ଗଲା ମଶାମରା ଡ୍ରୋନ୍, ଖୋଜୁଛନ୍ତି ଲୋକେ ।
ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିବେ ଦର୍ଶକ । ନବବର୍ଷ ପାଳନ ପାଇଁ ସଭିଙ୍କ ମନରେ ଉତ୍ସାହ ।