ରାଜଧାନୀରେ ତାତିଲେ ଉଠା ଦୋକାନୀ । ବିଏମ୍ସିର ଉଛେଦକୁ ବିରୋଧ ।
ହକି ବିଶ୍ୱକପ୍ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ହରମନ୍ ପ୍ରୀତ ସିଂ ଭାରତୀୟ ଦଳର ଅଧିନାୟକ ଭାବେ ନିଯୁକ୍ତ ହୋଇଥିବା ବେଳେ ଓଡ଼ିଶାର ଅମିତ ରୋହିଦାସଙ୍କୁ ଉପଅଧିନାୟକ ଦାୟିତ୍ୱ ମିଳିଛି।
ରାଜଧାନୀ ଭୁବନେଶ୍ୱରରେ ଉଠା ଦୋକାନୀଙ୍କ ପାଇଁ କାଳ ହୋଇଛି ହକି ବିଶ୍ୱକପ୍। ବର୍ଷ ବର୍ଷର ବେଉସା ଆଉ ପେଟ ପାଟଣା ଉପରେ ପଡ଼ିଛି ଚଡ଼କ।
ସବୁଠୁ ଅଧିକ ଚର୍ଚ୍ଚାରେ ଥିଲା ଦୁଇଟି ଉପନିର୍ବାଚନ । ଗୋଟିଏ ହେଲା ଧାମନଗର ଓ ଅନ୍ୟଟି ହେଲା ପଦ୍ମପୁର ।
ମାସ୍କ ପିନ୍ଧିବା ସହ ସତର୍କ ରହିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ ।
ସାମୂହିକ ଦାବିକୁ ନେଇ ନବୀନ ନିବାସ ପାଖରେ ହାଇଡ୍ରାମା ।
ପଞ୍ଚାନାମା ପାଇଁ ବୁର୍ଲାରୁ PMT ଡାକ୍ତର ଡକାଇବା କ’ଣ ଆବଶ୍ୟକ ଥିଲା ? ଏଭଳି ନାନା ପ୍ରଶ୍ନ କରିଛନ୍ତି ଗୋବିନ୍ଦଙ୍କ ଓକିଲ ।
ହୋର୍ଡିଂ ଉପରକୁ ଚଢିଯାଇଥିଲେ ମୁକ୍ତିକାନ୍ତ ବିଶ୍ୱାଳ । ଶିଶୁ ଭବନ ଛକରେ ବିଜ୍ଞାପନ ହୋର୍ଡିଂ ଉପରେ ଚଢ଼ି ପ୍ରତିବାଦ କରୁଥିଲେ ।
ହୋର୍ଡିଂ ଉପରେ ଚଢ଼ି ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ଅଭିନବ ପ୍ରତିବାଦ କରିଛନ୍ତି। ବିଭିନ୍ନ ପ୍ରକଳ୍ପ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ସେ ରାଉରକେଲାରୁ ପାଦରେ ଚାଲିଚାଲି ଭୁବନେଶ୍ୱର ଆସିଥିଲେ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡ୍କଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାଁନ୍ତରାଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ଅମାପ ସମ୍ପତ୍ତି ଠାବ ହୋଇଛି।
ପରିବା ଚାଷୀଙ୍କୁ ଦାଉ ସାଧୁଛି ଅଭାବୀ ବିକ୍ରି ପନିପରିବାକୁ ଶାଗ-ମାଛ ଦରରେ ମାଗୁଛନ୍ତି ବେପାରୀ
ବିଜେପିର ପ୍ରଶ୍ନ ମାରିଦେଲେ ନା ମରିବାକୁ ବାଧ୍ୟ କଲେ ? ଗୋବିନ୍ଦ ସାହୁ ମୃତ୍ୟୁର ହେଉ ସିବିଆଇ ତଦନ୍ତ-ବିଜେପି ।
ହକି ବିଶ୍ୱକପ୍ ଆଳରେ ବ୍ରାଣ୍ଡ ନବୀନର ପ୍ରମୋସନ ଫନ୍ଦି ।
ଅର୍ଚ୍ଚନା ଥିବା ବେଳେ ମାଗି ମାଗି ଦେଲେନି, ଏବେ ଆସିଲା ଡିଜିଟାଲ ଫରେନସିକ୍ ରିପୋର୍ଟ
ହକିପ୍ରେମୀଙ୍କୁ ଟିକଟ୍ ଟେନସନ୍ ଅଫଲାଇନ୍ ଟିକଟ୍ ବିକ୍ରି ବେଳେ ଅରମ୍ଭରୁ ଅବ୍ୟବସ୍ଥା ।
ନିମ୍ନମାନର ଖାଦ୍ୟ ବିକ୍ରି କରୁଥିବା ସମସ୍ତ ହୋଟେଲ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଉ ଅନ୍ ସ୍ପଟ୍ ଲାଇସେନ୍ସ ବାତିଲ୍ କରାଯିବ। ଆବଶ୍ୟକସ୍ଥଳେ ହୋଟେଲ୍କୁ ସିଲ୍ ମଧ୍ୟ କରାଯିବ।
ଇଡି ଆଗରେ ଅର୍ଚ୍ଚନା ମୁହଁ ଖୋଲିଥିବା ସୂଚନା । ଗାଡ଼ି, ଘର ପରେ ଏବେ ସୁନା କିଣାର ଚାଲିଛି ଖୋଳତାଡ଼ ।
ଭୁବନେଶ୍ୱରରେ ଜଣେ ନର୍ସ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ହାଉସିଂ ବୋର୍ଡ କଲୋନୀର ଏକ ଘରୁ ଜଣେ ଘରୋଇ ନର୍ସଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମୁନାଫାଖୋର ବ୍ୟବସାୟୀଙ୍କ ପାଇଁ ବଢୁଛି ନକଲି ମେଡିସିନ କାରବାର । ଟେଲ୍ମା-୪୦ ପରେ କ୍ଲାଭାମ୍-୬୨୫ର ନକଲି ମେଡିସିନ୍କୁ ନେଇ ଚିନ୍ତା ।
କଣ ପାଇଁ ଫୋରେନ୍ସିକ୍ ଟିମ୍ ଡିଜିଟାଲ ଏଭିଡେନ୍ସ ଦେବାରେ ବିଳମ୍ବ କରୁଛି, ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ଭିଜିଲାନ୍ସ ଜାଲରେ ଫସିଥିବା କୋଟିପତି ସବ୍ ଇନ୍ସପେକ୍ଟର ଅଭିମନ୍ୟୁ ଚୌଧୁରୀଙ୍କ ସମ୍ପତ୍ତିର ଖୋଳତାଡ଼ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କ ଘରେ ରେଡ୍ କରିଛି।
ଭୁବନେଶ୍ୱର ତମାଣ୍ଡୋ ଥାନା ସବ୍ ଇନ୍ସପେକ୍ଟର ଅଭିମନ୍ୟୁ ଚୌଧୁରୀ । ୬ ବର୍ଷରେ ଧରାପଡ଼ିଲେଣି ୪୫ ପୋଲିସ ଅଧିକାରୀ ।
ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଓହ୍ଲାଇବ ବିଜେପି । ୮୦ ପ୍ରତିଶତ ଯୁବ ପ୍ରାର୍ଥୀ ଦେବ କଂଗ୍ରେସ ।
ପରୀକ୍ଷାମୂଳକ ଭାବରେ ଖୁବ ଶୀଘ୍ର ଆରମ୍ଭ ହେବ ଯୋଜନା ।
ପଦ୍ମପୁର ଯିବେ, ଦେଇଥିବା ପ୍ରତିଶ୍ରୁତି ପୂରଣ କରିବେ । ପଦ୍ମପୁର ମଡେଲରେ ଅାଗକୁ ନିର୍ବାଚନ ଲଢ଼ିବୁ କହିଲେ ପ୍ରଦୀପ ମାଝୀ ।