ଶ୍ୱଶୁରଙ୍କୁ ଘରେ ତାଲା ପକାଇ ବୟଫ୍ରେଣ୍ଡ୍ ସହ ଫେରାର ମାରିଲା ବୋହୂ। ଘରୁ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ଅନ୍ୟାନ୍ୟ ଦାମୀ ଜିନିଷ ଓ ନଗଦ ଦେଢ଼ ଲକ୍ଷ ଟଙ୍କା ନେଇ ମହିଳା ଜଣକ ବୟଫ୍ରେଣ୍ଡ୍ ସହ ଫେରାର ହୋଇଥିବା ଅଭିଯୋଗ।
ଶ୍ରଦ୍ଧାଙ୍କ ହତ୍ୟାକାଣ୍ଡ ମନରୁ ନଲିଭୁଣୁ ପୁଣି ସମାନ ଅପରାଧ ସୁରତରେ ଘଟିଛି। ଗର୍ଲଫ୍ରେଣ୍ଡ୍ ବିବାହ ପାଇଁ ବାଧ୍ୟ କରିବାରୁ ଅତି ନିର୍ମମ ଭାବେ ହତ୍ୟା କରିଛି ବୟଫ୍ରେଣ୍ଡ୍।
ହିଂସା ପାଇଁ ଡିଜିପି ଓ ଉତ୍ତରାଞ୍ଚଳ ଆଇଜିଙ୍କୁ ଭର୍ତ୍ସନା ।
ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟିର ସୁପାରିଶ । ପୂର୍ବତନ ବିଧାୟକଙ୍କ ପେନ୍ସନ୍ ଲକ୍ଷେ କରିବାକୁ ବି କମିଟି ପକ୍ଷରୁ ପ୍ରସ୍ତାବ ।
ତମାଣ୍ଡୋ ଥାନାରେ ଲିଖିତ ଅଭିଯୋଗ କରିଥିଲେ ରବିନ୍ଦ୍ର । ପୋଲିସ ଏତଲା ରଖୁନଥିବା ଅଭିଯୋଗ କରି ଫିନାଇଲ ପିଇଛନ୍ତି ।
ବାର୍ଥ ଡେ’ ପାର୍ଟିରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ରାଜଧାନୀ ଭୁବନେଶ୍ୱରରୁ ଏଭଳି ଅଭିଯୋଗ ଆସିଛି। ପୋଲିସ୍ ଘଟଣାର ତଦନ୍ତ କରି ୩ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି।
ସମ୍ବଲପୁର କୋର୍ଟରୁମ୍ରେ ଭଙ୍ଗାରୁଜା ଘଟଣାରେ ୧୬ ଗିରଫ ।
ପ୍ରଥମଥର ପାଇଁଁ ମୁହଁ ଖୋଲିଲେ ଅର୍ଚ୍ଚନାର ବାପା । ଝିଅକୁ ଫସାଇ ଦିଆଯାଇଥିବା ଅଭିଯୋଗ ଆଣିଲେ ।
ସୁପ୍ରିମକୋର୍ଟରେ ଦାୟର ସତ୍ୟପାଠକୁ ନେଇ ଅଡୁଆ, ଭର୍ଚୁଆଲ୍ ଆକ୍ସେସ୍ ବ୍ୟବସ୍ଥା କଲେ ଆବଶ୍ୟକ ପଡିବନି ସ୍ଥାୟୀ ବେଞ୍ଚ ।
ଆଲକେମ୍ ଭଳି ପ୍ରତିଷ୍ଠିତ ବ୍ରାଣ୍ଡର ନକଲି ମେଡିସିନ କେମିତି ଓ କେଉଁଠୁ ବଜାରକୁ ଆସିଲା, ସେନେଇ ଖୋଳତାଡ଼ ଜାରି ରହିଛି । ନକଲି ମେଡିସିନ୍ ପଛରେ ବିଭାଗୀୟ ଅଧିକାରୀଙ୍କ ସଂପୃକ୍ତି ଥାଇପାରେ ବୋଲି ସନ୍ଦେହ କରୁଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ।
ପରବର୍ତ୍ତୀ ୪ ଦିନ ଭିତରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଖସିବ।
ଆଜି ଠାରୁ ତତ୍କାଳ ସସ୍ପେଣ୍ତ ଲାଗି ପ୍ରେସ୍ ଇସ୍ତାହାରରେ ସୂଚନା ଦିଆଯାଇଛି ।
ସମସ୍ତ ଘଟଣାକୁ ମାନିଲେ ୩ ଅଭିଯୁକ୍ତ ବନ କର୍ମଚାରୀ । ଅନ୍ୟ ଜଣେ କର୍ମଚାରୀ ବିଷପିଇ ଅାତ୍ମହତ୍ୟା ଉଦ୍ୟମ ଅଭିଯୋଗ ।
ଇନ୍ପୋସିଟି ଥାନା ଆଇଆଇସିଙ୍କୁ ଫିଲ୍ଡ ପୋଷ୍ଟିଂ ନଦେବାକୁ କହିବା ସହ ଟ୍ରେନିଂରେ ପଠାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।
ପଦ୍ମପୁର ଫଳ ଆସିବା ପରଠୁ ସବୁ ଦଳରେ ଗୋହି ଖୋଳା ଖୋଳି । ଜୋର ଧରିଲା ରାଜ୍ୟରେ ଆଗୁଆ ନିର୍ବାଚନ ଚର୍ଚ୍ଚା ।
ଆନ୍ଦୋଳନକାରୀ ଓକିଲଙ୍କ ପ୍ରତି ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ ସତ୍ତ୍ୱେ ଆନ୍ଦୋଳନକୁ ନେଇ ଅପ୍ରୀତିକର ସ୍ଥିତି ।
ବିଶ୍ୱକପ୍ ପୂର୍ବରୁ ରାଜଧାନୀର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ପାଇଁ ପ୍ରସ୍ତୁତ ହେଉଛି ପୋଲିସ। ଫୋକସ୍ରେ ବଞ୍ଜାରା, କିନ୍ନର ଓ ଭିକ୍ଷୁକ।
ଭୁବନେଶ୍ୱରରେ ଆନ୍ଦୋଳନ ପାଇଁ ଛୁଟି ଆବେଦନ କରିଥିବା ଶିକ୍ଷକଙ୍କ ତାଲିକା ଦେବାକୁ ଫୁଲବାଣୀ ବ୍ଳକ୍ ଶିକ୍ଷା ଅଧିକାରୀ ସିଆରସିସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଦୁଇ ଦିନ ହେବ ପଟିଆରେ ପାଗଳ ଷଣ୍ଢ ଆତଙ୍କ ଖେଳାଇଛି ।
ବିଶ୍ୱକପ ହକିକୁ ଆଉ ମାତ୍ର ରହିଲା କିଛି ସପ୍ତାହ । ଏଥିପାଇଁ ନୂଆ ବୋହୂ ଭାବେ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱରର ରାସ୍ତା । ପାଶର୍ବ, ବ୍ରିଜ୍ ୱାଲ ସବୁଠି ଚାଲିଛି ରଙ୍ଗ ମରା କାମ ।
କମେଣ୍ଟମରାକୁ ନେଇ ଦୁଇଜଣ ଯୁବକଙ୍କ ସହ ସେମାନଙ୍କର ବାପାଙ୍କୁ ସର୍ବ ସମ୍ମୁଖରେ ଆଣ୍ଠେଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଯାହାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି।
ଭୁବନେଶ୍ୱରରେ ରହୁଥିବା ଜଣେ ମହିଳା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସୁନା ଦୋକାନରେ ଚାକିରି ଦେବାକୁ କହି ବର୍ଷା ଓ ତାଙ୍କର ଜଣେ ସହଯୋଗୀ ଆୟୁଷି ତାଙ୍କ ଠାରୁ ୩୦ ହଜାର ଟଙ୍କା ନେଇଥିବା ସେ ଅଭିଯୋଗ କରିଛନ୍ତି।
ଟଙ୍କା ବଣ୍ଟାଠାରୁ ଆରମ୍ଭ କରି ବିଭିନ୍ନ ଭିଡିଓ ଭାଇରାଲ ସହ ଆଚରଣବିଧି ଉଲଂଘନ ଅଭିଯୋଗ ଆଣିଥିଲେ ଉଭୟ ଦଳ । ଆଉ ନିର୍ବାଚନ ସରିବା ପରେ ବି ଥମିନଥିଲା ଆରୋପ ପ୍ରତ୍ୟାରୋପ ।
ବାଟବଣା ହେଲା ସରକାରୀ ଯୋଜନା । ହାତ ଟେକିଦେଲା ଘରୋଇ ସଂସ୍ଥା ।