ଏହି ଭିଡିଓ ନୟାପଲ୍ଲି ଥାନା ଅଞ୍ଚଳର ବୋଲି କୁହାଯାଉଥିବା ବେଳେ ନୟାପଲ୍ଲି ଥାନା ପୋଲିସ୍ ତନାଘନା ଚଳାଇଛି ।
ଦ୍ୱିତୀୟ ଦିନ ପାଇଁ ଶ୍ରଦ୍ଧାଞ୍ଜଳିଙ୍କୁ ଜେରା କଲା ED । ଡ୍ରାଇଭର ଚନ୍ଦନ ମୁହଁରୁ ED ଆଦାୟ କଲା ଅର୍ଚ୍ଚନାର ହିଷ୍ଟ୍ରି ।
ପଦ୍ମପୁର ଭୋଟ୍ ବେଳେ ଚାଷୀ ଦରଦ ଲଢ଼େଇ, ବିଧାନସଭା ଭିତରେ ଓ ବାହାରେ ହଙ୍ଗାମା ।
ଗତ ୨୫ ବର୍ଷ ହେଲା ଓଡ଼ିଶାର ଚାଷୀ ହତାଶ ହୋଇ ରହିଛନ୍ତି। ରାଜ୍ୟରେ ଜଳସେଚିତ ଜମି କମ୍। ସରକାର ଯେଉଁ ମଞ୍ଜି ଦେଉଛନ୍ତି, ତାହା ମଧ୍ୟ ନକଲି।
ଗତକାଲି ଇଣ୍ଡିଆନ୍ ସୁପର୍ ଲିଗ୍ର ଏକ ମ୍ୟାଚ୍ ଚାଲିଥିବା ବେଳେ ହଠାତ ଫ୍ଲଡ୍ ଲାଇଟ୍ ବନ୍ଦ ହୋଇଯିବାରୁ ପ୍ରାୟ ୧୫ ମିନିଟ୍ ଧରି ବ୍ୟାଘାତ ହୋଇଥିଲା ମ୍ୟାଚ୍।
ବିଜେଡି ବିଧାୟକ ସୁଧୀର ସାମଲଙ୍କ ବ୍ୟବସାୟୀ ଭାଇ ଗଙ୍ଗାଧର ସାମଲଙ୍କୁ ଜେରା । ୩୦ ଲକ୍ଷ ଟ୍ରାଞ୍ଜାକ୍ସନ୍ ସତ ଜାଣିବାକୁ ଘାଣ୍ଟୁଛି ଇଡି ।
ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ବିଧାନସଭା ଉପରେ ପଦ୍ମପୁର ଉପନିର୍ବାଚନର ଇଫେକ୍ଟ ।
ଅର୍ଚ୍ଚନା ନାଗ ବ୍ଲାକ୍ମେଲ୍ ମାମଲାରେ ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଇଡି ମାରାଥନ୍ ଜେରା କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଅକ୍ଷୟ କହିଛନ୍ତି, ଇଡି ତାଙ୍କୁ ଯାହା ପଚାରିଲେ ସେ ସବୁ ତଥ୍ୟ ଦେଇଛନ୍ତି।
ଚାଷୀ ବହୁଳ ପଦ୍ମପୁରରେ ଉପନିର୍ବାଚନ ଥିବାରୁ ବୀମା, ଇନ୍ପୁଟ୍ ସବସିଡିକୁ ବି ମୁଖ୍ୟ ଅସ୍ତ୍ର କରିବ ବିଜେପି । କଂଗ୍ରେସ, ଚାଷୀ ଓ ନାଗଫାସ ସମେତ ଆଇନ୍ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ପ୍ରସଙ୍ଗ ବି ଗୃହରେ ଉଠାଇବ ।
କଳାଧନ ଅର୍ଜନର କଳଙ୍କିତ ଅଧ୍ୟାୟର ଫିଟାଉଛି ଗୁମର । ଅର୍ଚ୍ଚନା ସିଣ୍ଡିକେଟ୍ର ସୂତ୍ରଧର ଶ୍ରଦ୍ଧାଞ୍ଜଳିଙ୍କୁ ଇଡିର ଜେରା ।
ଅର୍ଚ୍ଚନାଙ୍କୁ ଆଣି ଶ୍ରଦ୍ଧାଞ୍ଜଳି, ଅକ୍ଷୟ ପରିଜାଙ୍କ ସହ ମିଳିତ ଜେରା ପାଇଁ ଯୋଜନା କରୁଛି ଇଡି ।
ପ୍ରେମ ବ୍ୟାପାରକୁ ନେଇ ରାଜଧାନୀ ଭୁବନେଶ୍ୱରର ୨ କଲେଜ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଯାହାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି।
ଅର୍ଚ୍ଚନାଙ୍କ ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଆଜି ଇଡିରେ ହାଜର ହୋଇଛନ୍ତି। ବିଭିନ୍ନ ଟ୍ରାଞ୍ଜାକ୍ସନ ଓ ବ୍ୟବସାୟ ନେଇ ତାଙ୍କୁ ପଚରାଉଚରା କରାଯାଉଛି।
ରାଜଧାନୀ ଛାତିରେ ଗର୍ଜନ କରୁଛନ୍ତି ହଜାର ହଜାର ଅଙ୍ଗନଓ୍ୱାଡ଼ି କର୍ମୀ ।
ଚାକିରିରୁ ବହିଷ୍କାର ପାଇଁ ଡର ନାହିଁ କହି ରାଜ୍ୟ ସରକାରଙ୍କୁ ବି ଦେଇଛନ୍ତି ଖୋଲା ଆହ୍ୱାନ।
ନାଇଟ୍ ସେଲଟର ବ୍ୟବସ୍ଥା କାହା ପାଇଁ ବୋଲି ପ୍ରଶ୍ନ ଉଠୁଛି ।
ଦୁଇ ଦିନ ଭିତରେ ସରକାର ନିଷ୍ପତ୍ତି ନନେଲେ ଆସନ୍ତା ୨୩ ତାରିଖରେ ହେବାକୁ ଥିବା ମାଟ୍ରିକ ସମ୍ମେଟିଭ ଓ୍ୱାନ ପରୀକ୍ଷାକୁ ବର୍ଜନ କରାଯିବ ବୋଲି ଚେତାବନୀ ଦେଇଛି ସଂଘ ।
ସାରା ରାତି ଅପେକ୍ଷା କରିବା ପରେ ମିଳୁଛି ଟିକେଟ୍ ।
ମଞ୍ଚରେ ହେ ନବୀନ ବାବୁ ଆମେ ତମ ଫ୍ୟାନ ଗୀତ ପରିବେଷଣ ପ୍ରସଙ୍ଗକୁ ରାଜନୀତି କରିବା ଉଚିତ ନୁହେଁ ବୋଲି ସେ କହିଛନ୍ତି ।
ଶ୍ରୀ ଲିଙ୍ଗରାଜ ମନ୍ଦିର ସେବାୟତ ନବକୁମାର ନାୟକଙ୍କୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି। ଭାଇ ସୋମନାଥ ନାୟକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
ଗତ ୪ ଦିନ ହେଲା କୋରାପୁଟରେ ପ୍ରବଳ ଶୀତ ଅନୁଭୁତ ହେଉଛି । ସେମିଳିଗୁଡା ସମେତ ସମଗ୍ର କୋରାପୁଟ ଜିଲ୍ଲା ଶୀତରେ ଥରୁଛି ।
ଖାଲି ଏତିକି ନୁହେଁ ବରଂ ପାଖପାଖି ୪ ବର୍ଷ ହେଲାଣି ଷ୍ଟୁଡେଣ୍ଟ ଇଲେକ୍ସନ ହେଉନଥିବା କାରଣରୁ ଆଜି ଛାତ୍ର ନେତାଟିଏ ସିଧା ଛିଡ଼ା ହୋଇ ୨ ପଦ କହିବାକୁ ସମର୍ଥ ହୋଇପାରୁ ନାହିଁ। ଏମିତି କାହିଁକି ହେଉଛି?
କେତେ ଯୁକ୍ତିଯୁକ୍ତ ବିଏମ୍ସିର ପ୍ରସ୍ତାବିତ ପେଟ୍ ଆନିମଲ ଗାଇଡଲାଇନ୍ସ ? ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ ।