୨୦୨୩ ଫେବ୍ରୁଆରୀ ପର୍ଯ୍ୟନ୍ତ ଅବଧି ବୃଦ୍ଧି କଲେ ସରକାର ।
ପ୍ରଥମେ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ ତଦନ୍ତ ପରିସରଭୁକ୍ତ ପାଇଁ ଦାବି କରି ନବୀନ ନିବାସ ଘେରାଉ କରିବାକୁ ବାହାରିଥିଲେ ଛାତ୍ର କଂଗ୍ରେସ କର୍ମୀ । କିନ୍ତୁ ଫରେଷ୍ଟ ପାର୍କ ନିକଟରେ ପୋଲିସ ସେମାନଙ୍କୁ ଅଟକାଇଥିଲା ।
ଗତ ୨୩ ତାରିଖରେ ବଡ଼ଦେଉଳରୁ ପଥର ଖସିଥିଲା । ଜଗମୋହନ ବାହାରପଟ ଚର୍ଚ୍ଚା ଘର ଉପରୁ ପଥର ଖସିଛି । ଏ ବିଷୟରେ ASIକୁ ଅବଗତ କରାଯାଇଛି ।
ଧର୍ମେନ୍ଦ୍ର ସାହୁ ମୃତ୍ୟୁ ତଦନ୍ତରେ ଅସନ୍ତୁଷ୍ଟ ହୋଇ ଆଜି ଏଭଳି ନିଷ୍ପତ୍ତି ନେଇଛି ଛାତ୍ର କଂଗ୍ରେସ । ପ୍ରତିବାଦ କରିବା ସହ ମନ୍ତ୍ରୀ ସମୀର ଦାଶଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛି ସଂଗଠନ ।
ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ ଡିଗ୍ରୀକୁ ଖସିଥିବା ବେଳେ ଫୁଲବାଣୀରେ ୧୩.୫ ଡିଗ୍ରୀ, ଭବାନୀପାଟଣାରେ ୧୪.୪ ଡିଗ୍ରୀ ଓ ଚିପିଲିମା ୧୪.୬ ଡିଗ୍ରୀକୁ ଖସିଛି ରାତି ତାପମାତ୍ରା ।
୧୦ ଲକ୍ଷ ଟଙ୍କାର ୩୩୨ ଗ୍ରାମ୍ ସୁନା ଓ ୬୪ ଲକ୍ଷର ବୀମା ମଧ୍ୟ ଠାବ କରିଛି ଭିଜିଲାନ୍ସ । ତାଙ୍କ ପାଖରୁ ନଗଦ ୧ ଲକ୍ଷ ଟଙ୍କା କ୍ୟାସ୍ ମଧ୍ୟ ଜବତ ହୋଇଛି ।
ମେଡିକାଲ ବେଡ୍ରେ ପଡ଼ିଥିବା ତାଙ୍କ ସ୍ୱାମୀ ହେଉଛନ୍ତି ବାଲେଶ୍ୱର ଔପଦା କମାରପାଳର ବୈକୁଣ୍ଠ ଜେନା । ଯିଏ କି ଜୀବନ ପାଇଁ କରୁଛନ୍ତି ସଂଗ୍ରାମ । ସେ ଘରର ଏକମାତ୍ର ପୁଅ ।
ସୂର୍ଯ୍ୟୋପରାଗରେ ପାକ ନିଷେଧକୁ ଉପହାସ । ହେତୁବାଦୀ କହିଲେ ଖାଉଥିଲୁ, ଆଗକୁ ବି ଖାଇବୁ ।
ଇଡିକୁ ଏଫ୍ଆଇଆର କପି ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନେଇ ବାଟ ଫିଟିଛି ।
ଗୁରୁତର କୁକୁରଟି ସେମିତି ପଡ଼ି ପଡ଼ି ଯନ୍ତ୍ରଣା ପାଇ ପାଇ ଶେଷରେ ଜୀବନ ହାରିଦେଲା ।
ସବୁଠୁ ବଡ଼ କଥା ହେଲା ଅତନୁଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳୀରେ ହି ହଟହଟ୍ଟାର ସମ୍ମୁଖୀନ ହେବାକୁ ପଡ଼ିଛି ।
ଯୌତୁକ ନିର୍ଯାତନା ଦେଇ ମହିଳାଙ୍କୁ ହତ୍ୟା ଅଭିଯୋଗ କରାଯାଇଥିବା ଅଭିଯୋଗ ହୋଇଛି ।
ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଶ୍ରେଷ୍ଠ ସାହିତ୍ୟ କୃତି ଲାଗି ମର୍ଯ୍ୟାଦାଜନକ ଶାରଳା ପୁରସ୍କାର ପ୍ରଦାନ କରାଯାଏ ।
କୂଟନୈତିକ ଆଲୋଚନା ପାଇଁ ଦାବି କଲେ ଶ୍ରୀମନ୍ଦିର ସେବାୟତ ।
୨ଟି ମାମଲା ରୁଜୁ କରାଯାଇଥିବା କହିଲେ ସିଇଓ ସୁଶିଲ ଲୋହାନି । ୨ ଜଣ ମହିଳାଙ୍କ ମଧ୍ୟରେ ଟଙ୍କା ଦିଆନିଆ ଅଭିଯୋଗ ପାଇଥିଲୁ କହିଲେ ।
ତଦନ୍ତ ପ୍ରକ୍ରିୟାକୁ ନେଇ ପୋଲିସ ଉପରକୁ ପ୍ରଶ୍ନ ଉଠାଇଲା ବିଜେପି । ବ୍ୟାପକ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ବିଜେପି ।
ସ୍ୱାମୀଙ୍କ ଭଡ଼ା ଘରେ ବୋହୂର ରହସ୍ୟଜନକ ମୃତ୍ୟୁ ମାମଲାରେ ଶାଶୂଙ୍କୁ ପୋଲିସ୍ ଗିରଫ କରିଛି। କିନ୍ତୁ ଏଯାଏ ସ୍ୱାମୀ ଏବଂ ଶ୍ୱଶୁର କେଉଁଠି, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।
ଆଗକୁ ବିବାହ ଋତୁ । ଏବେ ସୁନା କିଣା ଆରମ୍ଭ ହେବ । ଜାଣନ୍ତୁ ଆଜି କେତେ ରହିଛି ସୁନା ମୂଲ୍ୟ ?
ପାର୍ବଣ ପୂର୍ବରୁ ସାଇବର ଫ୍ରଡ୍ରୁ ବର୍ତ୍ତିବା ପାଇଁ ଭୁବନେଶ୍ୱର ଡିସିପି ପ୍ରତୀକ୍ ସିଂ ଭିଡିଓ ବାର୍ତ୍ତା ଜାରି କରିଥିଲେ। ହେଲେ ଏସବୁ ସତ୍ତ୍ୱେ ଲୋକମାନେ ସାଇବର ଠକଙ୍କ ପ୍ରଲୋଭନରେ ପଡ଼ି ଠକାମିର ଶିକାର ହୋଇଛନ୍ତି।
ଧଉଳିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ପୁଣି ବଳି ପଡିଛି ଶହ ଶହ ଗଛ। ବିରୋଧୀ କଂଗ୍ରେସ ଓ ବିଜେପି ଏଭଳି ଅଭିଯୋଗ ଆଣିଛନ୍ତି। ଶାନ୍ତି ସ୍ତୁପର ୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଥିବାବେଳେ ଏହା ପୂର୍ବରୁ ଗଛ କଟାକୁ ନେଇ ଏବେ ରାଜନୀତି ଜୋର ଧରିଛି।
ଆକାଶରେ ମହାଜାଗତିକ ଦୃଶ୍ୟ । ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ । ଗୋଟିଏ ସରଳରେଖାରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ । ଚନ୍ଦ୍ରର ଛାଇ ପୃଥିବୀର ଯେଉଁ ସବୁ ଅଞ୍ଚଳରେ ପଡ଼ିଛି, ସେଠାରେ ଦୃଶ୍ୟମାନ ହୋଇଛି ସୂର୍ଯ୍ୟୋପରାଗ ।
ଆସନ୍ତାକାଲି ପାଳନ ହେବ ଅାଲୋକର ପର୍ବ ଦୀପାବଳି । ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦର ବାଣ ମନା ।
୪୮ ଘଣ୍ଟାରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ । ଝାରପଡ଼ା ଜେଲ୍ରେ ନାଗ ଦମ୍ପତ୍ତିଙ୍କ ୨୦ ମିନିଟିଆ ଦେଖାସାକ୍ଷାତ ।