ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ କଟକଣା ଲାଗିବ। ଔଷଧ କାରବାର ଉପରେ ସ୍ୱଚ୍ଛତା ଆଣିବାକୁ ସଂଘ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।
ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକଙ୍କୁ ବିରୋଧ କରି ହୋଇଥିବା ହିଂସାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଜନଜାତି ଆୟୋଗ କମିଶନ ତାଗିଦ୍ କରିଛନ୍ତି।
ଶୁଣାଣି ପରେ ଜାମିନ୍ ରାୟକୁ ସଂରକ୍ଷିତ ରଖିଲେ କୋର୍ଟ । କଳା ସାମ୍ରାଜ୍ୟର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ପିଆଇଏଲ୍ ।
ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି ।
ଅଭିଯୋଗ ଶୁଣିବା ପରେ ୧ ମାସ ମଧ୍ୟରେ ଦାବି ପୂରଣ କରିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘ ସୂଚନା ଦେଇଛି।
OPSC ବିଜ୍ଞାପନ ଅନୁଯାୟୀ, ନଭେମ୍ବର ୨୬ ଏବଂ ୨୭ ରେ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ ।
ଖୋଦ୍ ବିଜେଡିର ସାଂସଦ ଓ ବିଧାୟକଙ୍କ କରୁଛନ୍ତି ବିରୋଧ ।
ଅର୍ଚ୍ଚନାର ଜାଗମରା ଭଡ଼ାଘର ରଙ୍ଗଶାଳା । ଫସେଇବାକୁ ସ୍ପାଏ କ୍ୟାମେରାରେ ସୁଟ୍ ହେଉଥିଲା ଭିଡିଓ ।
ବିଜେଡିର ବହୁ ଯୁବ ନେତୃତ୍ୱ ବି ଅର୍ଚ୍ଚନାଙ୍କ ଘରକୁ ରୀତିମତ ଯାଆସ କରୁଥିଲେ । ଅର୍ଚ୍ଚନାର ସ୍ୱାମୀ ଜଗବନ୍ଧୁ ଚାନ୍ଦ ଡ୍ରଗ୍ସ କାରବାର ଭଳି ସାଂଘାତିକ ଅପରାଧରେ ସଂପୃକ୍ତ ଥିବା କହିଛନ୍ତି ବାବୁ ସିଂ ।
ଲାଇନଚ୍ୟୁତ ହେବାରୁ ସେହି ରୁଟ ଦେଇ ଚଳାଚଳ କରୁଥିବା କିଛି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଯଦି ଆମେ ଦସ୍ତାବିଜ ସବୁ ଦେଖିବା ତେବେ, ଜମିର ମାଲିକାନା ରହିଛି ଚିଟଫଣ୍ଡ କମ୍ପାନୀ ଗୋଲଡେନ୍ ଲ୍ୟାଣ୍ଡ ଡେଭଲପର୍ସ ନାଁରେ । ଜାତୀୟ ରାଜପଥ କଡ଼ରେ ଥିବା ୨ ଏକର ଜମିକୁ କୋଟିଏ ଟଙ୍କାରେ ବିକ୍ରି କରିଛି କମ୍ପାନୀ ।
RBIଠୁ ମିଳିଛି ୫ବର୍ଷର ନେଣଦେଣ ତଥ୍ୟ: ଭୁବନେଶ୍ୱର ଡିସିପି
୧୭ରେ ଆଉ ଏକ ଘୂର୍ଣ୍ଣିବଳୟ, ୧୮ ବେଳକୁ ସ୍ପଷ୍ଟ ହେବ ଚିତ୍ର
ଗତକାଲି ଫିଫା ୧୭ବର୍ଷରୁ କମ୍ ବିଶ୍ୱକପ ମ୍ୟାଚ ଦେଖିବାକୁ ସୁର କଳିଙ୍ଗ ଷ୍ଟାଡିୟମ ଯାଇଥିବା ବେଳେ ତାଙ୍କୁ ସୁରକ୍ଷାକର୍ମୀମାନେ ଭିତରକୁ ଛାଡି ନଥିଲେ ।
ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ବିନ୍ଦାସ ଚିନୁଙ୍କୁ ଜେରା କରାଯାଇଛି। ଧର୍ମେନ୍ଦ୍ରଙ୍କ ବନ୍ଧୁ ଅକ୍ଷୟ ନାୟକଙ୍କ ଫୋନ୍ କଲ୍ ରେକର୍ଡରେ ଥିଲା ଚିନୁଙ୍କ ନାଁ।
ଠକଙ୍କଠାରୁ ଟଙ୍କା ତ ଆଦାୟ ହୋଇଛି ହେଲେ କାହିଁକି ଟଙ୍କା ଫେରସ୍ତ ପାଉ ନାହାନ୍ତି ଜମାକାରୀ ?
ଖୋଲୁଛି ଅର୍ଚ୍ଚନା ନାଗର ପାପ ପେଡ଼ି ! ଭିଡ଼ିଓ କନଫରେନ୍ସିଂରେ ହାଜର, ଲାଗିଛି ୧୬ ଦଫା ।
ଏହି ସବୁ କାହାଣୀ ଜାଣିବା ପରେ ନିସ୍କର୍ଷ ହେଲା, ମନରେ ଦୃଢ଼ ଇଚ୍ଛାଶକ୍ତି ଥିଲେ ଉପାୟ ଆପେ ଆପେ ଆସେ । ଯାହାକୁ ଏମାନେ ଶତପ୍ରତିଶତ ପ୍ରମାଣ କରି ଦେଖାଇଛନ୍ତି ।
ଏଥିପାଇଁ ନବୀନ ସରକାର, ମ୍ୟାନେଜମେଣ୍ଟ ଦାୟୀ ବୋଲି କହିଲେ।
ସୁରକ୍ଷା ଦୃଷ୍ଟିରୁ ଭିସିରେ ଚାଲିଛି ଅର୍ଚ୍ଚନା ନାଗଙ୍କ ଜାମିନ୍ ଆବେଦନର ଶୁଣାଣି ।
ରାଜଧାନୀ ଭୁବନେଶ୍ୱରରେ ଫୁଟବଲ୍ ଫିଭର । ଷ୍ଟାଡିୟମ୍ଠୁ ଆରମ୍ଭ କରି ରାସ୍ତାଘାଟ ସବୁଠି ଛାଇଗଲାଣି ପୋଷ୍ଟର ବ୍ୟାନର ।
ଗୁମର ଫିଟାଇଲା ପ୍ରଡ୍ୟୁସର ଅକ୍ଷୟ ପରିଜାଙ୍କ ଏତଲା । ୩ କୋଟି ଟଙ୍କା ମାଗି ହତ୍ୟା ଧମକ ବି ଦେଇଥିଲା ଅର୍ଚ୍ଚନା ।
ଗଂଜାମକୁ ବେଶୀ ଗୁରୁତ୍ୱ, ଅନ୍ୟ ଦଳର ଆମଦାନୀ ନେତାଙ୍କୁ ବି ପ୍ରଧାନ୍ୟ । ଦାସବର୍ମାଙ୍କ ଭଳି ବରିଷ୍ଠଙ୍କୁ ବାଦ୍, ଝୁଲିଲା ଯୋଜନାବୋର୍ଡ ଉପାଧ୍ୟକ୍ଷ ପଦ ।
ବାରମ୍ବାର ତାଗିଦ ପରେ ମଧ୍ୟ ପରିବା ବ୍ୟବସାୟୀ ରାସ୍ତାରେ ଅଳିଆ ଆବର୍ଜନା ପକାଉଛନ୍ତି । ଏହାକୁ ନେଇ ଏହି ନିର୍ଦ୍ଦେଶନାମା ଜାରି ହୋଇଛି ।