• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Flood
ବତୁରା ବହିପତ୍ରରୁ ଭବିଷ୍ୟତ ଖୋଜୁଛନ୍ତି ପିଲା, ଉଜୁଡ଼ା ଘରକୁ ଆସି ସଜାଡୁଛନ୍ତି ବହି

ଆଗକୁ କେମିତି ସ୍ୱାଭାବିକ ହେବ ପାଠପଢ଼ା, ଚିନ୍ତାରେ ଅଭିଭାବକ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଲେ, ସ୍ଥିତି ଦେଖି ସ୍କୁଲ ଖୋଲା ନିଷ୍ପତ୍ତି ।

Mahanadi Flood
ମହାନଦୀ ବନ୍ୟାକୁ ନେଇ ତେଜିଲା ରାଜନୀତି, ମନୁଷ୍ୟକୃତ କହି ସରକାରଙ୍କ ଉପରେ ବର୍ଷିଲା ବିଜେପି

ଦୁର୍ଗତଙ୍କୁ ରିଲିଫ୍ ମିଳୁନଥିବା କହି କଂଗ୍ରେସ୍ର ଟାର୍ଗେଟ୍ । ବନ୍ୟା ପରିଚାଳନା ନେଇ ବିଭାଗକୁ ରିପୋର୍ଟ ଦେବେ EIC ।

Online SI Exam
SI ପରୀକ୍ଷାରେ ପୁଣି ବିଭ୍ରାଟ ! ପରୀକ୍ଷା ହଲରେ ଖୋଲିଲାନି ପ୍ରଶ୍ନପତ୍ର

୪ ବର୍ଷ ବିଳମ୍ବରେ ହୋଇ ବି ବାରମ୍ବାର ତ୍ରୁଟିକୁ ନେଇ ଅସନ୍ତୋଷ । ଆୟୋଜକ ଓ ପରିଚାଳକଙ୍କୁ ଦାୟୀ କଲେ ପରୀକ୍ଷାର୍ଥୀ । ୧୫ ଦିନ ଭିତରେ ପୁଣି ପରୀକ୍ଷା ପାଇଁ OPRBର ନିଷ୍ପତ୍ତି ।

PMAY Scam
ବନ୍ୟା ଖୋଲିଦେଲା ଆବାସ ଗୁମର ! ପକ୍କାଘର ନଥିବାରୁ କେଉଁଠି କାନ୍ଥ ଭୁଶୁଡ଼ିଲା ତ କେଉଁଠି ଭାଙ୍ଗିଲା ଘର

ପଲିଥିନ ପାଇଁ ତହସିଲହଦାରଙ୍କ ଗୋଡ଼ତଳେ ପଡ଼ିଲେ ଜନ ପ୍ରତିନିଧି । ରାଜ୍ୟ ସରକାରଙ୍କ ଆବାସ ପ୍ରତିଶ୍ରୁତିକୁ ନେଇ ଘେରିଲେ ବିରୋଧୀ ।

Babushan
୩୭ ସେକେଣ୍ଡର ଭିଡିଓରେ ସାମ୍ନାକୁ ଆସିଲେ ବାବୁଶାନ୍, କହିଲେ ଭୁଲ ହୋଇଗଲା ! ଦେଖନ୍ତୁ...

ନିଜର ଭୁଲ ସ୍ୱୀକାର କରିବା ସହ ପୁରା ଓନିଶାବାସୀଙ୍କୁ କ୍ଷମା ପ୍ରାର୍ଥନା କଲେ ଅଭିନେତା ବାବୁସାନ୍‌ । ଏକ ଭିଡିଓ ବାର୍ତ୍ତା ଜାରି କରି ବାବୁଶାନ୍‌ ଏଭଳି କହିଛନ୍ତି ।

Odisha Plus 3 admission to start from today
ବଢ଼ିଲା +୨ ନାମ ଲେଖା ଅବଧି

ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି ।

AIIMS BHUBANESWAR
ଭୁବନେଶ୍ୱର ଏମ୍‌ସ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ

କେଉଁ କାରଣ ପାଇଁ ଛାତରୁ ଡେଇଁଲେ ତାହା ଏଯାଏଁ ଅସ୍ପଷ୍ଟ ।

SRC Pressmeet
ବାଲେଶ୍ୱରକୁ ଗଲା NDRF, ଜିଲ୍ଲାପାଳଙ୍କୁ ଦିଆଗଲା ସତର୍କବାଣୀ

ମୟୂରଭଞ୍ଜ ଓ ଭଦ୍ରକରେ ମଧ୍ୟ ବର୍ଷା ଜାରି ରହିଛି । ଆସନ୍ତାକାଲି ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ହେବ ବୋଲି SRC ସୂଚନା ଦେଇଛନ୍ତି ।

Flood
ବିପନ୍ନଙ୍କୁ ସାପ ଭୟ ! ଘରୁ ଗୋଡ଼ କାଢ଼ିଲେ କେଉଁଠି ଚନ୍ଦନବୋଡ଼ା ତ କେଉଁଠି ଅଜଗର

SRCଙ୍କ ସୂଚନା ଅନୁଯାୟୀ, ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ବନ୍ୟା ପ୍ଲାବିତ ଅଞ୍ଚଳରୁ ୫ଟି ସାପ କାମୁଡ଼ା ମାମଲା ସାମ୍ନାକୁ ଆସିଲାଣି ।C

Flood
ପାଣି ଭିତରେ ବି ମିଳୁନି ପାଣି ! କୂଅ-ନଳକୂଅ ସବୁ ବୁଡ଼ିଯାଇଛି..

ବନ୍ୟା ପ୍ରଭାବିତ ଅଞ୍ଚଳରେ ପିଇବା ପାଣି ପାଇଁ ହାହାକାର । ପ୍ରାଶାସନିକ ଉଦାସୀନତାକୁ ନେଇ ଚରମରେ ଅସନ୍ତୋଷ ।

Bhubaneswar Flood
ସହରୀ ବନ୍ୟା ! ଆପାର୍ଟମେଣ୍ଟ ଭିତରେ ଆଣ୍ଠୁଏ ପାଣି; ଘରଦ୍ୱାର ବୁଡିଛି, ଭାସୁଛି କଂସା ବାସନ

ସ୍ମାର୍ଟ ସିଟି ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ସ୍ଥିତି ବି ସଙ୍ଗୀନ । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଗାଁ ବୁଡିଛି, ପାଣି ଘେରରେ ଘରଦ୍ୱାର, ମନ୍ଦିର ବି ବୁଡିଛି । ମୁଖ୍ୟ ରାସ୍ତାରେ ଚାଲିଛି ଅଣ୍ଟାଏ ଉଚ୍ଚର ବନ୍ୟା ଜଳ ।

Flood
ଭୟଙ୍କର ବନ୍ୟା ଆଁରେ ୧୨ ଜିଲ୍ଲା ! ପୁଣି ଲଘୁଚାପ ଆଶଙ୍କା, ଛାତିରେ ପଶିଲା ଛନକା

ବନ୍ୟାବେଳେ ଲଘୁଚାପ ବର୍ଷାକୁ ନେଇ ବଢୁଛି ଚିନ୍ତା । ୨୦ ତାରିଖରେ ଓଡ଼ିଶା ଓ ଛତିଶଗଡ଼କୁ ଦିଆଯାଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ ।

Flood
ପାଣି କମିଛି ହେଲେ ଦୁର୍ଦଶା କମିନି, ଚୁଲି ଚାଳ ବୁଡ଼ିଥିବାରୁ ଭୋକ ଉପାସରେ ବିପନ୍ନ

କମୁଛି ମହାନଦୀ ଜଳସ୍ତର । ହୀରାକୁଦକୁ ଜଳ ପ୍ରବେଶ କମିବା ପରେ କମୁଛି ଜଳସ୍ତର । ତଥାପି କଟକ, ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ାରେ ସ୍ଥିତି ସଂଗୀନ ।

Relief
ବନ୍ୟା କ୍ଷତିଗ୍ରସ୍ତଙ୍କୁ ଦିଆଯିବ ୧୫ ଦିନର ରିଲିଫ୍‌

ବନ୍ୟା ଛାଡ଼ିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

samir das
ବନ୍ୟା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗର ବଡ଼ ପ୍ରସ୍ତୁତି

ସ୍କୁଲର MDM ସାମଗ୍ରୀ ଆବଶ୍ୟକ ଅନୁସାରେ ଖର୍ଚ୍ଚ ହୋଇପରେ । ପରେ ଏହାକୁ ଭରଣା ହେବ ।

Flood
ପୁରୀ-ଖୋର୍ଦ୍ଧାରେ ବନ୍ୟାର ତାଣ୍ଡବ ! କୁଶଭଦ୍ରା-ରାଜୁଆ ନଦୀ ବଢ଼ିରେ ବୁଡ଼ିଲା ଗାଁ

ବନ୍ୟାର ଆଁରେ ପୁରୀ-ଖୋର୍ଦ୍ଧା । ଖୋର୍ଦ୍ଧା ତିରିମଲ ପାଖରେ ଶହେ ଫୁଟ୍‌ର ଘାଇ । ଖୋର୍ଦ୍ଧା-ବଲାଙ୍ଗିର ଏନ୍ଏଚ୍‌ରେ ଗାଡ଼ି ଚଳାଚଳ ଠପ୍ ।

SRC Pressmeet
ମୁଣ୍ଡଳିରେ କମୁଛି ବନ୍ୟା ଜଳ, ୪ଟି ଜିଲ୍ଲାରେ ବି ପିକ୍ ଫ୍ଲଡ୍ କମିଛି

ଯାଏଁ ୬ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଥିବା କହିଲଷ SRC ।

Cuttack - Jagatsinghpur Flood
କଟକ-ଜଗତସିଂହପୁରରେ ବନ୍ୟାର କରାଳ ରୂପ ! ବୁଡ଼ି ଗଲାଣି ଗାଁ ଗଣ୍ଡା-ରାସ୍ତାଘାଟ

ଘାଇ ମୁହଁରୁ ବିପନ୍ନଙ୍କୁ ବଞ୍ଚାଇବାକୁ ଚାଲିଛି ଉଦ୍ୟମ । ବନ୍ୟା ବିପନ୍ନଙ୍କୁ ଉଦ୍ଧାର କରୁଛି ଅଗ୍ନିଣମ ବାହିନୀ ।

Flood
ମୋହନାରେ ବନ୍ୟା ସ୍ଥିତି ଗମ୍ଭୀର ! ୬ ଖଣ୍ଡ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

୬ଟି ଗାଁରେ ଜଳ ବନ୍ଦୀ ଜୀବନ କାଟୁଛନ୍ତି ଗ୍ରାମବାସୀ । ରାଜଖମା ନିକଟ ଗଦାପୁର ନଦୀରେ ଜଳସ୍ତର ବୃଦ୍ଧି  ।

BJP
ବନ୍ୟା ସ୍ଥିତି ଗମ୍ଭୀର ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କଲା ବିଜେପି

ସରକାରଙ୍କ ଅବହେଳାରୁ ବନ୍ୟାସ୍ଥିତି ସଂଗୀନ । ନଦୀବନ୍ଧର ସୁରକ୍ଷା ପାଇଁ ୩ ବର୍ଷ ହେଲା ବୈଠକ ନାହିଁ ।

Varsha Priyadarshini
ଦିଲ୍ଲୀ ପୋଲିସ୍‌ରେ ହାଜର ହେବେ ବର୍ଷା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

୧୫ ଦିନ ଯାଏଁ ବର୍ଷାଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଚନ୍ତି ହାଇକୋର୍ଟ ।

SRC
୧୦ ବର୍ଷ ପରେ ଏଥର ମୁଣ୍ଡଳିରେ ସବୁଠୁ ଅଧିକ ପାଣି, ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଗତକାଲି ଦୁଇଟି ସ୍ଥାନରେ ଘାଇ ହୋଇଥିବା ବେଳେ ଆଜି ଆଉ ୨ଟି ସ୍ଥାନରେ ଘାଇ ହୋଇଛି କହିଲେ SRC ।

Backwater from Daya river floods Bhubaneswar outskirts
ଭୁବନେଶ୍ୱରରେ ବନ୍ୟା: ରାସ୍ତାରେ ଲହଡ଼ି ମାରୁଛି ବନ୍ୟା ପାଣି

ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ଅଞ୍ଚଳରେ ଦୟାନଦୀର ପଛୁଆ ପାଣି ପଶି ଯାଇଛି। ଫସି ରହିଥିବା ଲୋକମାନଙ୍କୁ ଓଡ୍ରାଫ୍ ଟିମ୍ ପକ୍ଷରୁ ଉଦ୍ଧାର କରାଯାଇଛି। 

SRC
ଏବେ ବନ୍ୟାର ପିକ୍‌ ଫ୍ଲୋ ଚାଲିଛି, ଆହୁରି ୯ ଘଣ୍ଟା ରହିବ

କାଲି ସନ୍ଧ୍ୟା ୬ଟାରୁ ୯ଟା ଭିତରେ ପିକ୍ ଫ୍ଲୋ ସମୁଦ୍ରକୁ ଚାଲିଯିବ ବୋଲି କହିଛନ୍ତି SRC ପ୍ରଦୀପ ଜେନା ।

Mundali
ଜଳ ପ୍ରଳୟ ! କାହାର ସର୍ବନାଶ ତ କିଏ ପାଣି ଦେଖି ଖୁସି, କଟକର ମୁଣ୍ଡଳିରେ ବନ୍ୟା ଦେଖିବାକୁ ଆସର

ହଜାର ହଜାର ଲୋକଙ୍କ ଉପସ୍ଥିତି ଯୋଗୁଁ ଉପୁଜୁଛି ଟ୍ରାଫିକ୍ ସମସ୍ୟା । ବନ୍ୟାବେଳେ ବ୍ରିଜ୍‌କୁ ନଯିବାକୁ ଲୋକଙ୍କୁ ଏସଆରସିଙ୍କ ପରାମର୍ଶ ।