ଆଇଏଏସ୍ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର ।
ପୋଲିସ ମହିଳାଙ୍କ ସ୍ୱାମୀଙ୍କୁ ବାରମ୍ବାର ଥାନାକୁ ଡକାଉଥିବାରୁ ମାନସିକ ନିର୍ଯାତନାର ଶିକାର ହେଉଥିବା ବ୍ୟକ୍ତି ଜଣକ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି ନ୍ୟାୟ ନପାଇବା ଯାଏ ଥାନା ଆଗରେ ଧାରଣା ଦେବାକୁ ମହିଳାଙ୍କ ସ୍ୱାମୀ ଓ ତାଙ୍କ ସମ୍ପର୍କୀୟ ଚେତାବନୀ ଦେଇଛନ୍ତି।
ନିୟମିତ ହେବା ଦୂର କଥା, ଚାକିରି ରହିବା ନେଇ ଦ୍ୱନ୍ଦ୍ୱ । ଏଜେନ୍ସି ଦ୍ୱାରା ହେବ ଡାଟା ଏଣ୍ଟ୍ରି , ତ୍ରୁଟି କଲେ ଜରିମାନା ।
ସରକାରୀ ଖାତାରୁ କୁଆଡ଼େ ଗଲା ଦେଓମାଳି ? ରାଜସ୍ୱ କି ଜଙ୍ଗଲ ବିଭାଗ ଖାତାରେ ନାହିଁ ରେକର୍ଡ । ବିଧାନସଭାରେ ପର୍ଯ୍ୟଟନ ମନ୍ତ୍ରୀଙ୍କ ତଥ୍ୟରୁ ବିବାଦ ।
ପପୁ ଓ ଗିଟୁଙ୍କୁ ଦୋଷମୁକ୍ତ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ତଦନ୍ତ ପ୍ରକ୍ରିୟାକୁ ନେଇ ଉଠିଲା ପ୍ରଶ୍ନ ।
ଫସଲ ବଞ୍ଚେଇବାକୁ ଜମିକୁୁ ପାଣି ବୋହୁଛି ଚାଷୀ । ୬ରେ ଲଘୁଚାପ, ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ।
ସପ୍ତାହକ ମଧ୍ୟରେ ଲୁଟି ନେଲେ ୨୫ ଲକ୍ଷ ଟଙ୍କା । ସାଇବରଥାନାରେ ଅଭିଯୋଗ ପରେ ତନାଘନା ।
ଦରମା ୧ ଲକ୍ଷରୁ ୩ ଲକ୍ଷକୁ ବଢ଼ାଇବାକୁ ଦାବି । ପୂର୍ବତନ ବିଧାୟକ କହିଲେ ପେନ୍ସନ୍ ୫୦ହଜାର ଦିଅ ।
ରାଜ୍ୟ ସରକାରଙ୍କ ଚାକିରି କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥାରେ ମହିଳାଙ୍କ ସଂଖ୍ୟା ଅଧିକ ରହୁଥିବାରୁ ଦୁର୍ନୀତି ତାଲିକାରେ ସେମାନଙ୍କ ନାଁ ବି ଅଧିକ ରହୁଛି ।
ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବାଡ଼ ର୍ନିମାଣରେ ପାଣ୍ଠିର ଅନିୟମିତତା ଓ ଆବଣ୍ଟନରେ ୪୦ କୋଟି ୮୨ ଲକ୍ଷ ଅଧିକ ବ୍ୟୟ ହୋଇଛି ।
କେବେ ଏକାଠି ହେବେ ବାବୁସାନ ଓ ତୃପ୍ତି ? ଘର ସାମ୍ନାରୁ ହଟିଯିବାକୁ ମିଡ଼ଇାକୁ ଅପରାଜିତାଙ୍କ ଅପିଲ । ଇନଷ୍ଟାଗ୍ରାମରେ ପ୍ରକୃତିଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା ।
ରାଜ୍ୟରେ ସ୍ୱାସ୍ଥ୍ୟସେବା ସମ୍ପୂର୍ଣ୍ଣ ଫେଲ: ବିଜେପି । ପ୍ରଶାସନ ଢିଲା, ଶାସନ ପୂରା ଦୁର୍ବଳ: କଂଗ୍ରେସ । ବିଜେଡ଼ି କହିଲା ସବୁ ଠିକ୍ ଚାଲିଛି ।
ଅସ୍ଥାୟୀ ଦୋକାନୀଙ୍କୁ ସଂପୂର୍ଣ୍ଣ ହଟାଇବା ଲାଗି ବ୍ୟବସାୟୀ ସଂଘର ଦାବି । ଅସ୍ଥାୟୀ ଦୋକାନୀଙ୍କୁ ନହଟାଇବା ଯାଏଁ ମାର୍କେଟ ବିଲ୍ଡିଂ ବନ୍ଦ- ସଂଘ ।
ଭୁବନେଶ୍ୱର RMRC(Regional Medical Research Centre)ରେ ମଙ୍କିପକ୍ସ ଟେଷ୍ଟିଂ ହେବ....
ଗୁରୁ କନସଲଟାଣ୍ଟସ ସଂସ୍ଥାର ୩ କୋଟି ୯୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ । ପ୍ରଭାତ କହିଲେ ଜମିଜମା ସଂପର୍କିତ ମାମଲା, କୋର୍ଟରେ ପ୍ରମାଣ କରିବି ।
କୌଣସି ବିବାଦ ଭିତରେ ସେ ରହିବାକୁ ଚାହାଁନ୍ତି ନାହିଁ ମନ୍ମଥ । ଯଦି କିଛି ସମସ୍ୟା ଅଛି, ତୁରନ୍ତ ତାହାର ସମାଧାନ ହେଇଯାଉ ବୋଲି ମନ୍ମଥ କହିଛନ୍ତି ।
ପ୍ରଦୀପ୍ତ ନାଏକଙ୍କ ସ୍ଥାନ ନେଲେ ଜୟନାରାୟଣ ମିଶ୍ର । ପ୍ରଦୀପ୍ତ ନାଏକ ଦୀର୍ଘ ଦିନରୁ ଅସୁସ୍ଥ ଥାଇ ଚିକିତ୍ସାଧୀନ ଅଛନ୍ତି ।
ରାଜ୍ୟ ସରକାରଙ୍କ ବାଘ ବଂଶବୃଦ୍ଧି ପ୍ରକଳ୍ପ ଫେଲ୍ । ନନ୍ଦନକାନନ ଚିଡ଼ଇାଖାନା କର୍ତ୍ତୃପକ୍ଷଙ୍କ ନୂଆ ଯୋଜନା । ରି-ୱାଇଲ୍ଡିଂ କରି ବଂଶ ବିସ୍ତାର ଲାଗି ବ୍ଲୁ-ପ୍ରିଣ୍ଟ ।
ଦୀର୍ଘ ସମୟ ଧରି ସାମ୍ବାଦିକ ମାନେ ତାଙ୍କ ଘର ସାମ୍ନରେ ରହିଥିବାରୁ, ଅଯଥା କଷ୍ଟ ନକରି ଘରକୁ ଫେରିଯିବାକୁ ସେ ଅନୁରୋଧ କରିଥିଲେ । ନିଜ ନିଜ ଘରକୁ ଫେରିଯାଇ ବିଶ୍ରାମ ନେବାକୁ ସାମ୍ବାଦିକଙ୍କୁ ଅନୁରୋଧ କଲେ ।
ରାସ୍ତାରେ ଅଳିଆ ପକାଇଲେ ଦେବାକୁ ପଡ଼ିବ ଫାଇନ୍....
୬୫୦ କୋଟି ଟଙ୍କା ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ୍। ଆସନ୍ତା ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାକୁ ଲକ୍ଷ୍ୟ।
ଭୁବନେଶ୍ୱରରେ ପହଞ୍ଚିଲେ ଅଭିନେତା ବାବୁସାନ ମହାନ୍ତି। ଚେନ୍ନାଇରୁ ବିମାନ ଯୋଗେ ଆସି ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିଛନ୍ତି।
ଗତକାଲି ଚେନ୍ନାଇ ଏୟାରପୋର୍ଟରେ ଅଭିନେତା ବାବୁସାନ ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ହେଲେ ଏହାପରେ ବି ସେ ଭୁବନେଶ୍ୱର ଫେରି ନାହାନ୍ତି।
ଓଲିଉଡ୍ ଅଭିନେତା ବାବୁସାନ ମହାନ୍ତିଙ୍କ ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅଭିନେତା ବାବୁସାନଙ୍କ ପତ୍ନୀ ଝଗଡ଼ା କରୁଥିବା ଏକ ଭିଡିଓ ଭାଇରାଲ ହେଉଛି।
ଘରୋଇ କମ୍ପାନୀର ବାକି ସୁଝି ପାରିଲେନି ସରକାର । ରାସ୍ତା ଓ ଗୃହ ନିର୍ମାଣ ବିଭାଗର ଉପକରଣ ନେଇଗଲା କମ୍ପାନୀ ।